ପିଅନ ପଦବୀ ପାଇଁ ୧୫ ଲକ୍ଷ ଆବେଦନ,ଏମ୍ଫିଲ୍ ଡିଗ୍ରୀ ଥିବା ଯୁବବର୍ଗ ବି ସାମିଲ୍…
ଲାହୋର,୨୮।୯: ପାକିସ୍ତାନରେ ଏବେ ବେକାରଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଦେଶର ବେକାରଙ୍କ ସଂଖ୍ୟା ୬.୫ ପ୍ରତିଶତ ରହିଥିବା ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ କହୁଥିବାବେଳେ ପ୍ରକୃତ ତଥ୍ୟ କିନ୍ତୁ ଏହାର ଓଲଟା ହୋଇଛି। ଦେଶରେ ୧୬ ପ୍ରତିଶତ ବେକାର ରହିଛନ୍ତି। ଧୀରେଧୀରେ ଏଭଳି…
ଜାତିସଂଘକୁ ମଧ୍ୟ ବେଖାତିର, ଏକଛତ୍ରବାଦୀ ଶାସକ କଲେ ପୁଣି କ୍ଷେପଣାସ୍ତ୍ର ପରୀକ୍ଷା…
ପୋୟଙ୍ଗୟାଙ୍ଗ୍,୨୮।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ ବହୁ ଅନ୍ତର୍ଜାତୀୟ ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷା ଜାରି ରଖିଛନ୍ତି। ମଙ୍ଗଳବାର ଉତ୍ତର କୋରିଆର ଜାଗାଙ୍ଗ ପ୍ରଦେଶର ଉପକୂଳ ଅଞ୍ଚଳର ସମୁଦ୍ରରେ ଶର୍ଟ ରେଞ୍ଜ୍ ବାଲାଷ୍ଟିକ୍ ମିଜାଇଲ୍ ପରୀକ୍ଷଣ…
ସ୍ତ୍ରୀ, ପିଲାଙ୍କ ମଧ୍ୟରୁ କାହାକୁ ସମ୍ଭାଳିବା ବେଶୀ କଷ୍ଟ: ଶାହିଦ୍ କପୁର ଦେଲେ ଏମିତି ଉତ୍ତର
ବଲିଉଡ ଅଭିନେତା ଶାହିଦ କପୁର ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ପ୍ରଶଂସକଙ୍କ ପ୍ରଶ୍ନର ଉତ୍ତର ମଧ୍ୟ ସେ ଦିଅନ୍ତି। ନିକଟରେ ଶାହିଦଙ୍କ ଜଣେ ପ୍ରଶଂସକ ତାଙ୍କୁ ପଚାରିଥିଲେ ଯେ, ତାଙ୍କ ସ୍ତ୍ରୀ, ପିଲାଙ୍କ ମଧ୍ୟରୁ କାହାକୁ ସମ୍ଭାଳିବା ବେଶୀ କଷ୍ଟ। ଏହାର…
ସ୍ବାମୀଙ୍କ କଥା ପଚରାଯିବାରୁ ରାଗିଗଲେ ଶିଳ୍ପା: କହିଲେ…
ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ବ୍ୟକ୍ତିଗତ ଜୀବନରେ ସବୁକିଛି ଠିକ୍ ଚାଲିନାହିଁ। ଯେବେଠୁ ସ୍ବାମୀ ରାଜ କୁନ୍ଦ୍ରା ବୋଲ୍ଡ ଫିଲ୍ମ ନିର୍ମାଣ ମାମଲାରେ ଗିରଫ ହୋଇ ଜେଲ୍ ଗଲେଣି ସେବେଠୁ ଗଣମାଧ୍ୟମ ସାମ୍ନାରେ ତାଙ୍କୁ ଅନେକ ପ୍ରଶ୍ନର ଉତ୍ତର ଦେବାକୁ ପଡୁଛି।…
ପୁଣି ବାତ୍ୟା ଆଶଙ୍କା, ‘ଗୁଲାବ’ ପରେ ଏବେ ‘ଶାହିନ୍’ ଭୟ…
ନୂଆଦିଲ୍ଲୀ,୨୮।୯: ସାମୁଦ୍ରିକ ଝଡ଼ ଗୁଲାବ ଏବେ ଉତ୍ତର ତେଲେଙ୍ଗାନା ଏବଂ ବିଦର୍ଭ ଉପରେ ଦେଇ ଅତିକ୍ରମ କରିବା ସହିତ ଦୁର୍ବଳ ହୋଇସାରିଛି। ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ମଙ୍ଗଳବାର ସକାଳେ ତେଲେଙ୍ଗାନା ଏବଂ ମରାଠୱାଡା ଏବଂ ବିଦର୍ଭ ଅଞ୍ଚଳରେ ପ୍ରବେଶ କରିଥିବା…
ଜୋରିମନା ଦେବେ ସୌରଭ ଗାଙ୍ଗୁଲି
କୋଲକତା,୨୮।୯: ବିସିସିଆଇ ସଭାପତି ତଥା ପୂର୍ବତନ ଭାରତୀୟ ଅଧିନାୟକସୌରଭ ଗାଙ୍ଗୁଲିଙ୍କୁ କଲିକତା ହାଇକୋର୍ଟ ଜୋରିମନା କରିଛନ୍ତି। ଗାଙ୍ଗୁଲିଙ୍କ ସହ ବଙ୍ଗଳା ସରକାର ଏବଂ ଏହାର ଗୃହ ନିଗମକୁ ମଧ୍ୟ ଜୋରିମନା କରାଯାଇଛି। ଭୁଲ ଜମି ବଣ୍ଟନ କାରଣରୁ ହାଇକୋର୍ଟ ଗାଙ୍ଗୁଲିଙ୍କ ଉପରେ…
ସୁରସାମ୍ରାଜ୍ଞୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୮।୯: ଆଜି ସୁରସାମ୍ରାଜ୍ଞୀ ଲତା ମଞ୍ଜେସକରଙ୍କ ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଆଜି ତାଙ୍କ ପ୍ରଶଂସକଙ୍କ ସହ ଲତା ଦିଦିଙ୍କ ପାଇଁ ଏବଂ ବଲିଉଡ ପାଇଁ ମଧ୍ୟ ଏକ ବିଶେଷ ଦିନ। ପ୍ରଶଂସକ ତାଙ୍କୁ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇଛନ୍ତି। ଏଭଳି…
୩୩ ବର୍ଷ ବୟସରେ ଲତା ମଞ୍ଜେସକରଙ୍କୁ ଦିଆଯାଇଥିଲା ବିଷ
ସୁରସାମ୍ରାଜ୍ଞୀ ଲତା ମଞ୍ଜେସକର ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୨୯ ମସିହା ସେପ୍ଟେମ୍ବର ୨୮ରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଭାଇଭଉଣୀଙ୍କ ମଧ୍ୟରେ ଲତା ସବୁଠୁ ବଡ ଥିଲେ। ମାତ୍ର ୫ ବର୍ଷ ବୟସରୁ ନିଜ ପିତାଙ୍କଠାରୁ ସେ ସଙ୍ଗୀତ ଶିକ୍ଷା…
ପିଓକେରେ ୧୫୦ରୁ ଅଧିକ ଆତଙ୍କବାଦୀ, ଅନୁପ୍ରବେଶ ଷଡ଼ଯନ୍ତ୍ର…
ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖା(ଏଲ୍ଓସି)ରେ ଉତ୍ତେଜନା ହ୍ରାସ ପାଇଁ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତି ହୋଇଛି। ତେବେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତରେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଲାଗି ଷଡ଼ଯନ୍ତ୍ର କରିଛି। ଫଳରେ ଲଗାତାର ଏଲ୍ଓସି…
ଏହି ମହାନ କ୍ରିକେଟର୍ଙ୍କୁ ହୃଦ୍ଘାତ
ଲାହୋର,୨୮।୯: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ସର୍ବକାଳୀନ ମହାନ ବ୍ୟାଟ୍ସମ୍ୟାନ ଇଞ୍ଜାମାମ-ଉଲ-ହକ ହୃଦଘାତରେ ଆକ୍ରାନ୍ତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସୋମବାର ସାରେ ଇଞ୍ଜାମାମ ସଫଳ ଆଞ୍ଜିଓପ୍ଲାଷ୍ଟି କରିଥିଲେ। ଇଞ୍ଜାମାମଙ୍କ ଅବସ୍ଥା ସ୍ଥିର ରହିଛି, କିନ୍ତୁ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଅଛନ୍ତି।…
ଚୌକା-ଛକାରେ ‘ଶତକ’ ହାସଲ କଲେ ଏହି କ୍ରିକେଟର୍
ନ୍ୟୁୟର୍କ,୨୮।୯: ଆମେରିକାରେ କ୍ରିକେଟ ଖେଳୁଥିବା ଭାରତୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ଉନ୍ମୁକ୍ତ ଚାନ୍ଦ ପୁଣି ବ୍ୟାଟ୍ରେ କମାଲ୍ କରିଛନ୍ତି। ମାଇନର କ୍ରିକେଟ ଲିଗରେ ସିଲିକନ ଭ୍ୟାଲି ଷ୍ଟ୍ରାଇକର୍ସ ପାଇଁ ଖେଳୁଥିବାବେଳେ ଚାନ୍ଦ ଶତକ ମାତ୍ର ୬୯ ବଲରେ ୧୩୨ ରନ ସଂଗ୍ରହ କରିଥିଲେ।…
୨୦୧ ଦିନ ପରେ ୨୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି ସ୍ଥିତି ସଙ୍କଟ ଜନକ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଲଗାତାର ୩ ଦିନ ଧରି ୩୦…
Archives


