Home

ଫେବୃଆରୀ-ମାର୍ଚ୍ଚରେ ୧୨ ରୁ ୧୪ ବର୍ଷର ଶିଶୁଙ୍କୁ ଟିକା…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ଜାନୁୟାରୀ ୩ରୁ ୧୫ରୁ ୧୮ ବୟସ୍କ ପିଲାଙ୍କୁ ଟିକାଦାନ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଜାତୀୟ ଟିକାକରଣ ବୈଷୟିକ ପରାମର୍ଶଦାତା ଗ୍ରୁପ୍‌ର ଅଧ୍ୟକ୍ଷ ଡାକ୍ତର ଏନ.କେ.…

ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧୭ା୧: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ସୋମବାରଠାରୁ ପୁଣି ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ। ପ୍ରବଳ କୁହୁଡ଼ି ଯୋଗୁ ଗତ ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରହିଥିଲା। କେବଳ ରାତ୍ରି ରହଣି ପାଇଁ ପୂର୍ବରୁ ବୁକିଂ କରିଥିବା…

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ

ରାୟଗଡ଼ା ଅଫିସ,୧୭ା୧: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ଗୁଣୁପୁର ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ରବିବାର ତାଙ୍କୁ ସାମାନ୍ୟ ଜ୍ବର ହୋଇଥିବାବେଳେ ବିଳମ୍ବିତ…

୨୯ ରାଜ୍ୟରେ ଓମିକ୍ରନ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଲା…

ନୂଆଦିଲ୍ଲୀ, ୧୭।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨,୭୨୧ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ଲୋକଙ୍କ ମଧ୍ୟରେ…

ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ସୁଦୃଢ଼ କରାଯିବ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): କରୋନା ପାଇଁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥିତିରେ ଏ କ୍ଷେତ୍ରରେ ସଂସ୍କାର ଆଣିବାକୁ ଲକ୍ଷ୍ୟ ରଖିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ପଦକ୍ଷେପ…

ଆଜି ରାଜ୍ୟରୁ ୧୦,୪୮୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦,୪୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୪,୪୦୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬,୦୮୨ ଜଣ ଚିହ୍ନଟ ହୋଇଥିବା…

ବଢୁଛି ସଂକ୍ରମଣ, କମୁଛି ସୁସ୍ଥତା ହାର …

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୨ ଲକ୍ଷ ୫୮ ହଜାର ୮୯ ଜଣ…

ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ବାଟବଣା ରୁର୍ବାନ ମିଶନ

ଯାଜପୁର ଅଫିସ,୧୭ା୧: ଦୀର୍ଘ ସ୍ଥାୟୀ ସୁରକ୍ଷିତ ଜୀବିକା, ଆୟ ବୃଦ୍ଧିକାରୀ ସମ୍ପତ୍ତି ସୃଷ୍ଟି, ମୁଣ୍ଡପିଛା ଆୟ ବୃଦ୍ଧି ଇତ୍ୟାଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମୂଳ ଲକ୍ଷ୍ୟ। ତାହା ପୂରଣ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…

ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ

ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ ପଣ୍ୟବାହୀ ଜାହାଜ। ଅନୁଗୋଳ-ଢେଙ୍କାନାଳ-ଯାଜପୁର ଭଳି ଶିଳ୍ପସମୃଦ୍ଧ ଜିଲାରୁ )ସାମଗ୍ରୀ ପରିବହନ ସୁବିଧାରେ କରିହେବ। କୃଷି,…

୨୪ ଘଣ୍ଟାରେ ଓମିକ୍ରନ୍‌ ଆକ୍ରାନ୍ତ ପାଲଟୁୁଛନ୍ତି ସୁପର ସ୍ପ୍ରେଡର୍‌ …

ଓ୍ବାଶିଂଟନ, ୧୭।୧ : କରୋନା ମହାମାରୀର ଓମିକ୍ରନ ଭାରିଆଣ୍ଟ ଯୋଗୁ ଦ୍ରୁତ ଗତିରେ ସଂକ୍ରମଣ ବୃଦ୍ଧି ପାଊଛି। ଫଳରେ ଆକ୍ରାନ୍ତ ୨୪ ଘଣ୍ଟା ମଧ୍ୟରେ ସୁପର ସ୍ପ୍ରେଡର୍‌ ପାଲଟୁଛନ୍ତି। ସଂକ୍ରମିତ ବ୍ୟକ୍ତି ୨୪ ଘଣ୍ଟା ମଧ୍ୟରେ ସଂସ୍ପର୍ଶରେ ଆସୁଥିବା ଅନ୍ୟ ଜଣକୁ…

ଅଘୋଷିତ ମେଣ୍ଟ ଦାନା ବାନ୍ଧୁଛି

ଯାଜପୁର ଅଫିସ,୧୭ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଯାଜପୁର ଜିଲାରେ ୩୯ଟି ଜିଲା ପରିଷଦ ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡିକର ପ୍ରାର୍ଥୀ ଚୂଡାନ୍ତ ହୋଇପାରିନାହିଁ। ସବୁଠି ବିଦ୍ରୋହ ଏବଂ ଅଘୋଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?