Home

ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଆସିଥିବା ଜଣେ ବ୍ୟକ୍ତି କରୋନା ପଜିଟିଭ

ମୁମ୍ବାଇ,୨୯ ।୧୧: ଦକ୍ଷିଣ ଆଫ୍ରିକାରେ ପ୍ରଥମଥର ପାଇଁ ଦେଖାଦେଇଥିବା କରୋନା ଭାଇରସର ‘ଓମିକ୍ରନ୍‌’ ଭାରିଏଣ୍ଟ ଏବେ ଗୋଟିଏ ପରେ ଗୋଟିଏ ଦେଶକୁ ବ୍ୟାପିବାରେ ଲାଗିଛି । ଯାହା ବିଶ୍ୱବାସୀଙ୍କ ନିଦ ହଜାଇ ସାରିଲାଣି । ଇତିମଧ୍ୟରେ ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଆସିଥିବା…

ଆଜିଠାରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୨୯ ।୧୧: କରୋନା ମହାମାରୀ ମଧ୍ୟରେ ସୋମବାରଠାରୁ ଆରମ୍ଭ ହେଉଛି ସଂସଦର ଶୀତକାଳିନ ଅଧିବେଶନ । କେନ୍ଦ୍ର ସରକାର ବିବାଦୀୟ କୃଷି ଆଇନକୁ ପ୍ରତ୍ୟାହାର କରିନେବା ଘୋଷଣା କରିବା ପରେ ବି ପ୍ରଥମ ଦିନର ଅଧିବେଶନରେ ହଙ୍ଗାମା ହେବା ଆଶଙ୍କା କରାଯାଉଛି…

ପୁଣି ଖୋଲିବ ସ୍କୁଲ

ନୂଆଦିଲ୍ଲୀ,୨୯ ।୧୧: ରାଜଧାନୀ ଦିଲ୍ଲୀରେ ସୋମବାରଠାରୁ ପୁଣିଥରେ ସମସ୍ତ ସ୍କୁଲ ଖୋଲି ଦିଆଯାଇଛି । ଏହାସହ ୱାର୍କଫ୍ରମ ହୋମ ବି ଶେଷ ହୋଇଛି ବୋଲି ସରକାର ଏକ ଚିଠି ଲେଖି ଜଣାଇଛନ୍ତି । ଶିକ୍ଷା ମନ୍ତ୍ରୀ ଟୁଇଟ କରି ଜଣାଇଛନ୍ତି କି…

କାନାଡାରେ ପହଞ୍ଚିଲା ‘ଓମିକ୍ରନ’

ଓଟାୱା,୨୯ ।୧୧: କରୋନା ଭାଇରସର ନୂଆ ରୂପ ‘ଓମିକ୍ରନ’ ଏବେ ସାରା ବିଶ୍ୱର ନିଦ ହଜାଇ ଦେଇଛି । ସବୁ ଭାରିଏଣ୍ଟଠାରୁ ଏହା ମାରାତ୍ମକ ବୋଲି ବିଶେଷଜ୍ଞମାନେ କହିବା ପରେ ଲୋକେ ଆତଙ୍କିତ ହୋଇଯାଇଛନ୍ତି । ଦକ୍ଷିଣ ଆଫ୍ରିକାରୁ ପ୍ରଥମେ ଚିହ୍ନଟ…

ରୋମାଣ୍ଟିକ୍‌ ହେଲେ କୋହଲି: କହିଲେ, ତୁମେ ମୋ ସହ ଥିଲେ…

ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବେ କ୍ରିକେଟ ପଡ଼ିଆରୁ ଦୂରରେ ଅଛନ୍ତି। ତାଙ୍କୁ ଟି -୨୦ ବିଶ୍ୱକପ -୨୦୨୧ ପରେ ବିଶ୍ରାମ ଦିଆଯାଇଥିଲା। ସେ ନ୍ୟୁଜିଲାଣ୍ଡ ବିପକ୍ଷ ଟି-୨୦ ସିରିଜରେ ଖେଳି ନ ଥିଲେ। ଏହା ପରେ ସେ ନ୍ୟୁଜିଲାଣ୍ଡ…

କିଏ କାହାକୁ ପ୍ରଥମେ କରିଥିଲେ ପ୍ରପୋଜ୍‌-କାଟ୍ରିନା ନା ଭିକି

ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। କୁହାଯାଉଛି ଉଭୟ ଡିସେମ୍ବର ୯ରେ ରାଜସ୍ଥାନରେ ସାତ ଫେରା ନେବେ। ତେବେ ଏହି ସମୟରେ ପ୍ରଶଂସକଙ୍କ ମନରେ ଉଭୟଙ୍କୁ ନେଇ ଅନେକ ସମୟରେ…

୧୪ ଦିନର ଟ୍ରାଭେଲ ହିଷ୍ଟ୍ରି ଦାଖଲ କରିବେ ଅନ୍ତର୍ଜାତୀୟ ଯାତ୍ରୀ

ନୂଆଦିଲ୍ଲୀ, ୨୮।୧୧: ଅନ୍ତର୍ଜାତୀୟ ବିମାନ ଯାତ୍ରା ଲାଗି କେନ୍ଦ୍ର ସରକାର ରବିବାର ନୂଆ ଗାଇଡ୍‌ଲାଇନ ଜାରି କରିଛନ୍ତି। ଡିସେମ୍ବର ୧ରୁ ଏହି ସଂଶୋଧିତ ଗାଇଡ୍‌ଲାଇନ ଲାଗୁ ହେବ। ଏଥିରେ ଅନ୍ତର୍ଜାତୀୟ ଯାତ୍ରୀଙ୍କୁ ୧୪ ଦିନର ଟ୍ରାଭେଲ ହିଷ୍ଟ୍ରି (ଯାତ୍ରା ବିବରଣୀ) ଦାଖଲ…

୧୪ ରାଜ୍ୟର ମହିଳାଙ୍କ ମତ ‘ସ୍ତ୍ରୀଙ୍କୁ ସ୍ବାମୀ ମାଡ଼ ମାରିବା ଠିକ୍‌’

ନୂଆଦିଲ୍ଲୀ,୨୮।୧୧: ତୁମ ମତରେ ସ୍ତ୍ରୀଙ୍କୁ ସ୍ବାମୀ ମାଡ଼ ମାରିବା ଉଚିତ କି? ଏହି ପ୍ରଶ୍ନର ଉତ୍ତର ପାଇଁ ୧୮ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍‌ଏଚ୍‌ଏଫ୍‌ଏସ୍‌) ପକ୍ଷରୁ ଏକ ସର୍ଭେ କରାଯାଇଥିଲା। ଏଥିରେ ୧୪…

‘ଓମିକ୍ରନ’କୁ ନେଇ ଚିନ୍ତା ପ୍ରକଟ କଲେ ଗୁଲେରିଆ

ନୂଆଦିଲ୍ଲୀ,୨୮।୧୧: କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ’କୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଛି। ବିଭିନ୍ନ ଦେଶଗୁଡିକ ଆଗୁଆ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିସାରିଲେଣି। ତେବେ କରୋନାର ଏହି ନୂଆ ଭାରିଏଣ୍ଟର ୩୦ରୁ ଅଧିକ ମ୍ୟୁଟେସନ ଅଛି। ଏହା ବିରୁଦ୍ଧରେ ଟିକାକରଣର…

ବାଜିମାରିଲା ଭାଜପା

ଅଗରତାଲା,୨୮।୧୧: ଅଗରତାଲା ମ୍ୟୁନିସିପାଲିଟି କର୍ପୋରେସନ (ଏଏମ୍‌ସି) ଏବଂ ତ୍ରିପୁରାର ୧୩ଟି ପୌର ସଂସ୍ଥାରେ ୨୨୨ଟି ଆସନ ପାଇଁ ହୋଇଥିବା ଭୋଟ ଗଣତିରେ ବିଜେପି ବହୁମତ ପାଇଛି। ବିରୋଧୀ କଂଗ୍ରେସ, ତ୍ରୁଣମୂଳ କଂଗ୍ରେସ ଏବଂ ଅନ୍ୟମାନଙ୍କୁ ପରାସ୍ତ କରି ୨୨୨ଟି ଆସନରୁ ଭାଜପା…

ଦକ୍ଷିଣ ଆମେରିକାରେ ଶକ୍ତିଶାଳୀ ଭୂକମ୍ପ

ପେରୁ,୨୮।୧୧: ରବିବାର ପେରୁର ଉତ୍ତର ଅଞ୍ଚଳରେ ୭.୫ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ବରଙ୍କା ସହରଠାରୁ ୪୦ କିଲୋମିଟର ଦୂରରେ ଅବସ୍ଥିତ। ଯୁକ୍ତରାଷ୍ଟ୍ରର ଭୂତତ୍ତ୍ୱ ସର୍ବେକ୍ଷଣ (ୟୁଏସଜିଏସ୍‌) ଅନୁଯାୟୀ ପେରୁର ରାଜଧାନୀ ଲିମା ପର୍ଯ୍ୟନ୍ତ କମ୍ପନ ଅନୁଭୂତ ହୋଇଛି।…

ଓମିକ୍ରନକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଜରୁରୀକାଳୀନ ବୈଠକ

ନୂଆଦିଲ୍ଲୀ,୨୮।୧୧: ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଥିବା କରୋନାର ନୂଆ ଭିରିଏଣ୍ଟ୍‌ ଓମିକ୍ରନ୍‌କୁ ରବିବାର ଦିନ ଗୃହ ବିଭାଗର ସଚିବଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ସମୟରେ ଓମିକ୍ରନକୁ ଏଡାଇବା ପାଇଁ ସୁରକ୍ଷା ମାନ ବୃଦ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri