୪ ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି
ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍ ଅଫିସରଙ୍କୁ ସ୍ତରରେ ପଦୋନ୍ନତି ଦେଇଛନ୍ତି। ୪ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି କରାଯାଇଛି। ୧୯୯୧ ବ୍ୟାଚ୍ର ଆଇଏଏସ୍ ଅନୁ ଗର୍ଗ, ମଧୁସୂଦନ ପାଢ଼ୀ, ସତ୍ୟବ୍ରତ ସାହୁ, ବିଜୟ ଆରୋରାଙ୍କୁ ଅତିରିକ୍ତ…
ନକଲି ପୋଲିସକୁ ଧରିଲା ଅସଲି ପୋଲିସ, ସ୍କ୍ବାଡ ପରିଚୟ ଦେଇ କରୁଥିଲେ ଲୁଟ୍ପାଟ
ବରଗଡ଼ ଅଫିସ,୧୫ା୧: ପୋଲିସ ସ୍କ୍ବାଡର କର୍ମଚାରୀ ପରିଚୟ ଦେଇ ଲୁଟ୍ପାଟ୍ ଚଲାଇଥିବା ୨ ଅଭିଯୁକ୍ତଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଙ୍ଗୀର ସଦର ଥାନା ସିନ୍ଦୁରବାହାଲ ଗ୍ରାମର ସୁମନ ଶେଖର ପାଣିଗ୍ରାହୀ(୨୬) ଏବଂ ବରଗଡ଼ ପୌର ପରିଷଦ…
କ୍ରୋମ୍ ଅପଡେଟ୍ରେ କମ୍ପ୍ୟୁଟରରେ ଭାଇରସ ସହିତ ବ୍ଲାକ୍ମେଲିଂ ଆଶଙ୍କା…
ନୂଆଦିଲ୍ଲୀ, ୧୫।୧ : କମ୍ପ୍ୟୁଟର, ସ୍ମାର୍ଟଫୋନ କିମ୍ବା ଅନ୍ୟାନ୍ୟ ଡିଭାଇସରେ ଅପଡେଟ ଆସିବାକୁ ସକାରାତ୍ମକ ଭାବେ ଗ୍ରହଣ କରାଯାଇଥାଏ। ଏହା ଦ୍ୱାରା ଏହାର ସୁରକ୍ଷାସ୍ତର ଅପଡେଟ ହୋଇଥାଏ। ବଗ୍ ଫିକ୍ସ୍ କରାଯାଇଥାଏ। ଫଳରେ ଭାଇରସ କିମ୍ବା ମାଲୱେର୍ ଆକ୍ରମଣର ଆଶଙ୍କା କମିଯାଏ।…
ଗଛରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ
ଅମ୍ବାଭୋନା,୧୫ା୧(ଡି.ଏନ୍.ଏ.): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଡୁଙ୍ଗୁରୀ ଦେଚୁଆଁ ପାହାଡ଼ ମଧ୍ୟରେ ରହିଥିବା ମାତାବନ୍ଧ ନିକଟସ୍ଥ ଏକ ଗଛରୁ ଶନିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତକଦ୍ୱୟ ହେଲେ, ଡୁଙ୍ଗୁରୀ ଗ୍ରାମର ପାଣ୍ଡବ ବାଗ(୪୫) ଓ ସୁବାସିନୀ…
କେବଳ ଏହି ଗୋଟିଏ କାରଣ ପାଇଁ ଆଇପିଏଲ୍ ନିଲାମ ପୂର୍ବରୁ ଓହରି ଯାଇଥିଲେ ଡି ଭିଲିୟର୍ସ, ଏବେ କହିଲେ…
ନୂଆଦିଲ୍ଲୀ,୧୫।୧: ଦକ୍ଷିଣ ଆଫ୍ରିକାର ପୂର୍ବତନ ଅଧିନାୟକ ଏବି ଡି ଭିଲିୟର୍ସ କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ୟାସ ନେଇଛନ୍ତି। ଏଥିସହ ସେ ଆଇପିଏଲ୍ ଖେଳିବେ ନାହିଁ ବୋଲି ମଧ୍ୟ ସ୍ପଷ୍ଟ କରିସାରିଛନ୍ତି। ହେଲେ ଏବେ ଫେବୃୟାରୀରେ ହେବାକୁ ଥିବା ମେଗା ନିଲାମ ପୂର୍ବରୁ…
କେତେ ପଢ଼ିଛନ୍ତି ଆପଣଙ୍କ ପ୍ରିୟ ଷ୍ଟାରକିଡ୍, ଜାଣନ୍ତୁ…
ବମ୍ବେ: ଷ୍ଟାରକିଡ୍ ସାରା ଅଲି ଖାନ୍, ଅନନ୍ୟା ପାଣ୍ଡେ ଏବଂ ଜାନଭୀ କପୁର ଭାରତୀୟ ଚଳଚ୍ଚିତ୍ର ଜଗତରେ ନାମ କମାଇସାରିଲେଣି। ପ୍ରଶଂସକମାନେ ଏବେ ବଲିଉଡରେ ସୁହାନା ଖାନ୍, ଇବ୍ରାହିମ ଅଲି ଖାନ୍, ଖୁସି କପୁର ଏବଂ ଆର୍ୟନ ଖାନ୍ଙ୍କ ଡେବ୍ୟୁକୁ ଅପେକ୍ଷା…
ଟେଷ୍ଟ ଅଧିନାୟକ ପଦ ଛାଡ଼ିବା ନେଇ ଘୋଷଣା
ନୂଆଦିଲ୍ଲୀ,୧୫।୧: ଟି-୨୦, ଦିନିକିଆ ପରେ ଏବେ ଟେଷ୍ଟ ଅଧିନାୟକ ପଦ ଛାଡ଼ିଛନ୍ତି ବିରାଟ କୋହଲି। ଏନେଇ ସେ ଶନିବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ନିଜ ଟୁଇଟ୍ରେ ସେ ଦୀର୍ଘ ୭ ବର୍ଷ ଧରି ଦଳର ସଫଳତା ଲାଗି କାର୍ଯ୍ୟ କରିଥିବା…
ଲିପୁଲେଖରେ ଭାରତର ସଡ଼କ ପ୍ରଶସ୍ତିକରଣକୁ ନେପାଳ ପକ୍ଷରୁ ବିରୋଧ…
କାଠମାଣ୍ଡୁ/ନୂଆଦିଲ୍ଲୀ, ୧୫।୧ : ଭାରତ ସରକାରଙ୍କ ପକ୍ଷରୁ ଉତ୍ତରାଖଣ୍ଡର ଲିପୁଲେଖରେ ସଡ଼କ ପ୍ରଶସ୍ତିକରଣ କାର୍ଯ୍ୟ ଜାରି ରହିଛି। ତେବେ ଏହାକୁ ନେପାଳ ପକ୍ଷରୁ ବିରୋଧ କରାଯାଇଛି। ଭାରତ ପକ୍ଷରୁ ନେପାଳ ସୀମାରେ ହସ୍ତକ୍ଷେପ କରାଯାଉଥିବା ଅଭିଯୋଗ ହୋଇଛି। ଶାସକ ଏବଂ ବିରୋଧି…
ପ୍ରାର୍ଥୀ ଚୟନ ନେଇ ଅଙ୍କକଷା
ସୁୁନ୍ଦରଗଡ଼,୧୫।୧(ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ଘୋଷଣା ପରେ ସୁନ୍ଦରଗଡ଼ ଜିଲାର ଗ୍ରାମାଞ୍ଚଳରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। ଏପଟେ କରୋନା ସଂକ୍ରମଣ ବୃଦ୍ଧିରେ ଏହି ଜିଲା ଶୀର୍ଷରେ ରହୁଥିବାବେଳେ ଗାଁଗାଁରେ ଏବେ ପଞ୍ଚାୟତ ନିର୍ବାଚନକୁ ନେଇ ଲୋକଙ୍କ…
ଭାରତ-ପାକିସ୍ତାନ ସୀମାରେ ଉଡିଲା ବିଶ୍ୱର ସର୍ବବୃହତ୍ ଜାତୀୟ ପତାକା
ଜୟପୁର,୧୫।୧: ଭାରତୀୟ ସେନା ଦିବସ ଅବସରରେ ଶନିବାର ରାଜସ୍ଥାନର ଜୈସଲମେରରେ ଥିବା ଭାରତ-ପାକିସ୍ତାନ ସୀମାରେ ପ୍ରଦର୍ଶିତ ହୋଇଛି ବିଶ୍ୱର ସର୍ବବୃହତ୍ ଜାତୀୟ ପତାକା। ମେଜର ଜେନେରାଲ ଯୋଗେନ୍ଦ୍ର ସିଂ ମାନ୍ ଏହାକୁ ଉଦ୍ଘାଟନ କରିଥିଲେ। ୧୯୭୧ରେ ଭାରତ-ପାକିସ୍ତାନ ମଧ୍ୟରେ ହୋଇଥିବା ଐତିହାସିକ…
ସମୁଦ୍ରରେ ଆଗ୍ନେୟଗିରି ଉଦ୍ଗିରଣ, ସୁନାମୀ ସହିତ ଆକାଶରୁ ପଥର ବର୍ଷା…
ଟୋଙ୍ଗା, ୧୫।୧ : ଦକ୍ଷିଣ ପ୍ରଶାନ୍ତ ମହାସାଗରରେ ଥିବା ପଲିନେସିଆ ଦେଶ ଟୋଙ୍ଗା ଦ୍ୱୀପ ନିକଟରେ ଥିବା ସମୁଦ୍ରରେ ଶନିବାର ଆଗ୍ନେୟଗଗିରି ଉଦ୍ଗିରଣ ଘଟିଛି। ଏହାର ପ୍ରଭାବରେ ଅକାଶରୁ ପଥର ବର୍ଷା ହେବା ସହିତ ସୁନାମୀ ସୃଷ୍ଟି ହୋଇଛି। ଏନେଇ ଫିଜି…
ପାଣି ପାଇଁ ରାସ୍ତାକୁ ଓହ୍ଲାଇଲେ ମହିଳା
କେନ୍ଦୁଝର,୧୫ା୧(ସ୍ବ.ପ୍ର.): ଦୀର୍ଘ ୧୫ ଦିନ ଧରି ପାଣି ସମସ୍ୟା ଦେଖାଦେଇଥିଲା ହେଁ ସମାଧାନ ନ ହେବାରୁ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ନୁଦୁରପଡ଼ା-କାଳିଆ ହତା ରାସ୍ତାର ଖୁଦପଶି ନିକଟରେ ମହିଳାମାନେ ଗରା, ବାଲଟି ଧରି ରାସ୍ତା ଅବରୋଧ କରିଥିଲେ। ଫଳରେ ଉକ୍ତ…

