Home

‘କଙ୍ଗନାଙ୍କ ଗାଲଠାରୁ ଅଧିକ ଚିକ୍କଣ ହେବ ରାସ୍ତା’

ରାଞ୍ଚି,୧୫।୧: ଝାଡ଼ଖଣ୍ଡର ଜାମତରା ବିଧାନସଭା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ବିଧାୟକ ଇରଫାନ୍‌ ଅନସାରୀ ପୁଣି ଥରେ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଚଳଚ୍ଚିତ୍ର ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କ ଗାଲ ଅପେକ୍ଷା ତାଙ୍କ ଅଞ୍ଚଳର ରାସ୍ତା ଅଧିକ ଚିକ୍କଣ ହେବ। ଏକ ଭିଡିଓ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୩,୨୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୩,୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୫୫,୬୧୫ ଜଣ ସୁସ୍ଥ ହୋଇସାରିଲେଣି। ଆଜି ସୁନ୍ଦରଗଡ଼ରୁ…

ଜାନୁୟାରୀ ୨୨ ପର୍ଯ୍ୟନ୍ତ ନିର୍ବାଚନ ରାଲି ଉପରେ ରୋକ…

ନୂଆଦିଲ୍ଲୀ, ୧୫।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ହେବାକୁ ଥିବା ରାଲି ଉପରେ ରୋକ ଜାନୁୟାରୀ ୨୨ ପର୍ଯ୍ୟନ୍ତ ବୃଦ୍ଧି…

ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନରେ ୩୨,୦୦ ମିଟର ଉଚ୍ଚତାରେ ମତଦାନ କେନ୍ଦ୍ର, ସାଧୁ-ସନ୍ଥ ଦେବେ ଭୋଟ୍‌…

ଉତ୍ତରକାଶୀ, ୧୫।୧ : ଉତ୍ତରାଖଣ୍ଡରେ ଆଗକୁ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଚଳିତ ଥର ପ୍ରଥମ ଥର ପାଇଁ ସମୁଦ୍ର ପତ୍ତନ ଠାରୁ୩୨,୦୦ ମିଟର ଉଚ୍ଚତାରେ ମତଦାନ କେନ୍ଦ୍ର ନିର୍ମାଣ କରାଯାଇଛି। ଏଠାରେ ମୋଟ ୧୩୭ ଭୋଟର ପଞ୍ଜିକୃତ ହୋଇଛନ୍ତି। ସେମାନଙ୍କ…

ଦୃଷ୍ଟି ବାଧିତ ଯାଁଳା ଭଉଣୀ, ଦୁନିଆ ଦେଖିବା ପାଇଁ ସହାୟତା ଲୋଡ଼ିଲେ ମାତାପିତା

ସୋରଡ଼ା,୧୫ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଗୋପାଳପୁର ଶାସନ ପଞ୍ଚାୟତ ରତ୍ନପୁର ଗ୍ରାମରେ ସଞ୍ଜୟ ଗୌଡ଼ଙ୍କ ଦୁଇ ଝିଅ ଦୃଷ୍ଟି ବାଧିତ (ଯାଁଳା ଭଉଣୀ) ଥିବା ସମାଜସେବୀ ପ୍ରମୋଦ ପଟ୍ଟନାୟକ, ଲମ୍ବୋଦର ଅଧିକାରୀଙ୍କଠାରୁ ଖବର ପାଇ ଶନିବାର ସ୍ଥାନୀୟ ଆଇଆଇସି ରମେଶ…

ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ପଦବୀ ମହିଳାଙ୍କ ଲାଗି ସଂରକ୍ଷଣ

ପୁରୁଷୋତ୍ତମପୁର,୧୫ା୧(ଡି.ଏନ୍‌.ଏ): ଗଞ୍ଜାମ ଜିଲାର ୧୪ଟି ଓ୍ବାର୍ଡ ବିଶିଷ୍ଟ ପୁରୁଷୋତ୍ତମପୁର ଏନ୍‌ଏସି ନିର୍ବାଚନ ଲାଗି ଅଧ୍ୟକ୍ଷ ପଦବୀଟି କେବଳ ମହିଳାଙ୍କ ନିମନ୍ତେ ସଂରକ୍ଷଣ ଥିବା ନେଇ ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠା ପ୍ରକାଶ ପାଇଛି। ଗତ ୧ା୧ା୧୯୭୩ରେ ଏହି…

ସେନାମୁଖ୍ୟଙ୍କ ଚେତାବନୀ, ଭାରତର ଧୈର୍ଯ୍ୟର ପରୀକ୍ଷା ନ ନେଉ ଚାଇନା…

ନୂଆଦିଲ୍ଲୀ, ୧୫।୧ : ଏଲ୍‌ଏସିରେ ଭାରତ ଚାଇନା ସୀମାରେ ଲଗାତାର ଉତ୍ତେଜନା ଲାଗି ରହିଛି। ଚାଇନା ଜାଣିଶୁଣି ଶାନ୍ତି ପ୍ରୟାସରେ ବାଧା ସୃଷ୍ଟି କରୁଛି। ତେବେ ଏଭଳି କାର୍ଯ୍ୟକୁ ସହ୍ୟ କରାଯିବ ନାହିଁ। ଚାଇନା ଭାରତର ଧୈର୍ଯ୍ୟର ପରୀକ୍ଷା ନ ନେଉ…

ବଢୁଛି ଓମିକ୍ରନ: ଆଜି ୩୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସେସ…

୪୬ ବର୍ଷ ବୟସରେ ମତୁଆଲା କରୁଛନ୍ତି ଏହି ଡବ୍ଲ୍ୟୁଡବ୍ଲ୍ୟୁଇ ଚାମ୍ପିୟନ; ହାଇସ୍କୁଲରେ ପଢ଼ୁଥିବା ବେଳେ ପଡ଼ିଥିଲେ ପ୍ରେମରେ

ନୂଆଦିଲ୍ଲୀ,୧୫।୧: ଚର୍ଚ୍ଚାରେ ଡବ୍ଲ୍ୟୁଡବ୍ଲ୍ୟୁଇର ଲୋକପ୍ରିୟ ତାରକା ମହିଳା ରେସଲର ତ୍ରିଶ୍‌ ଷ୍ଟ୍ରାଟସ୍‌। ୧୯୯୦ ଏବଂ ୨୦୦୦ ଦଶକରେ ସେ ୭ଥର ରେସଲିଂ ଚାମ୍ପିଅନ୍‌ ହୋଇଥିଲେ। ସେ ପୁରୁଷ ଚାମ୍ପିୟନଶିପ୍‌ ଜିତିଥିବା ଡବ୍ଲ୍ୟୁଡବ୍ଲ୍ୟୁଇର ମହିଳା ରେସଲରଙ୍କ ମଧ୍ୟରୁ ଜଣେ। ଏବେ ତ୍ରିଶ୍‌ଙ୍କୁ ୪୬…

ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି, ହାଇକୋର୍ଟଙ୍କ ରାୟ…

ଭୋପାଳ, ୧୫।୧ : ଏକ ମାମଲାର ବିଚାର କରି ମଧ୍ୟପ୍ରଦେଶ ହାଇକୋର୍ଟ କହିଛନ୍ତି ଯେ,ପ୍ରତ୍ୟେକ ଭାରତୀୟ ବାଳିକାଙ୍କର ଶାନ୍ତିରେ ବଞ୍ଚିବାର ଅଧିକାର ରହିଛି। ଏଥିରେ ହସ୍ତକ୍ଷେପକୁ ସହ୍ୟ କରାଯିବ ନାହିଁ। ବିଚାରପତି ଜି.ଏସ୍‌. ଅଲୁଓ୍ବାଲିଆଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏଭଳି କହିବା…

ବ୍ରେକ୍‌ଅପ ପରେ ସୁସ୍ମିତାଙ୍କ ଏକ୍ସ-ବୟଫ୍ରେଣ୍ଡ କହିଲେ ଏମିତି

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ସୁସ୍ମିତା ସେନ୍‌ ଆଜିକାଲି ବୟଫ୍ରେଣ୍ଡ ରେହମନ ଶଲଙ୍କ ଠାରୁ ବ୍ରେକ୍‌ଅପକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଏବେ ସୁସ୍ମିତା ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ବ୍ରେକ୍‌ଅପ ବିଷୟରେ ସୂଚନା ଦେଇଥିଲେ। ସେ କହିଥିଲେ, ଏବେ ତାଙ୍କ…

ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଯୋଗଦେବେ ନାହିଁ କେହି ବିଦେଶୀ ଅତିଥି

ନୂଆଦିଲ୍ଲୀ,୧୫ ।୧: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ସଂକ୍ରମଣ ମଧ୍ୟରେ ଚଳିତ ବର୍ଷ ପାଳନ କରାଯିବ ସାଧାରଣତନ୍ତ୍ର ଦିବସ । ଏଥର ମାତ୍ର ୨୪ ହଜାର ଲୋକ ଏଥିରେ ସାମିଲ ହେବେ ବୋଲି ଜଣାପଡିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?