Home

୧୧ କୋଟିର ଘର, ୮୦ ଲକ୍ଷର ଦାମୀ ଗାଡ଼ି; ଅଭିନେତାଙ୍କ ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବୟସ ବଢ଼ୁଛି ହେଲେ ଛାପ ନାହିଁ। ସେଭଳି ଜଣେ ଅଭିନେତା ହେଲେ ନିଲ୍‌ ନିତିନ ମୁକେଶ। ଶନିବାର ସେ ୪୦ ବର୍ଷର ହୋଇଛନ୍ତି। ୧୯୮୨ ଜାନୁୟାରୀ ୧୫ରେ ଜନ୍ମଗ୍ରହଣ କରିଥିଲେ ସେ। ନିଲ୍‌ ଜେଜେ ବାପା ଜଣେ ଲୋକପ୍ରିୟ ଗାୟକ…

ଗୋଟିଏ ଛାତ ତଳେ ୯ ସ୍ତ୍ରୀଙ୍କ ସହ ରହୁଛନ୍ତି ଏହି ଯୁବକ, ଏମିତି ବଦଳିଗଲା ଜୀବନ

ଏକାସାଙ୍ଗରେ ୯ ମହିଳାଙ୍କୁ ବିବାହ କରି ପାଖରେ ରଖିବା ଆଶ୍ଚର୍ଯ୍ୟଜନକ କଥା। ମାତ୍ର ବ୍ରାଜିଲର ମଡେଲ ଆର୍ଥର-ଓ-ଉର୍ସୋ ୯ଜଣଙ୍କୁ ବିବାହ କରି ପାଖରେ ରଖିଛନ୍ତି। ଯାହାକୁ ନେଇ ସେ ଏବେ ଚର୍ଚ୍ଚାରେ ରହିଛନ୍ତି। ଆର୍ଥର ପୂର୍ବରୁ ବିବାହ କରିଥିଲେ। ମାତ୍ର ‘ଫ୍ରି…

ନେତାଜୀଙ୍କ ଜୟନ୍ତୀରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ସମାରୋହ…

ନୂଆଦିଲ୍ଲୀ, ୧୫।୧ : ଚଳିତ ବର୍ଷଠାରୁ ସାଧାରଣତନ୍ତ୍ର ଦିବସ ସମାରୋହ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଜାନୁୟାରୀ ୨୩ରୁ ଆରମ୍ଭ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ଏହି ସମାରୋହ ଜାନୁୟାରୀ…

ପ୍ରକାଶ ପାଇଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପୌର ନିର୍ବାଚନ ନେଇ ମ୍ୟୁନିସିପାଲିଟି ଓ ଏନଏସିର ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମହିଳାଙ୍କ ପାଇଁ ୫୦ ପ୍ରତିଶତରୁ ଅଧିକ ଆସନ ସଂରକ୍ଷିତ ରହିଛି । ୧୦୭ ଆସନରୁ ମହିଳାଙ୍କ ପାଇଁ ୫୪ଟି ଆସନ ସଂରକ୍ଷିତ ରହିଛି…

କରୋନାକୁ ହରାଇଲା ୧ ମାସର ଶିଶୁ, ଭାବୁକ ହେଲେ ହସ୍ପିଟାଲ କର୍ମଚାରୀ

ନୂଆଦିଲ୍ଲୀ,୧୫ ।୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି । ଏହି ସମୟରେ ସଂକ୍ରମଣ ତୁଳନାରେ ସୁସ୍ଥତା ହାର ବି ଭଲ ରହିଥିବା ଜଣାପଡିଛି । ନିକଟରେ କରୋନାରେ ସଂକ୍ରମିତ ହୋଇ ଜଣେ ୧ ମାସର ଶିଶୁ…

ପଞ୍ଜାବ ବିଧାନସଭା ନିର୍ବାଚନ: ଚମକୌର ସାହିବରୁ ଚନ୍ନୀ, ଅମୃତସର ପୂର୍ବରୁ ସିଦ୍ଧୁ ଲଢିବେ ନିର୍ବାଚନ

ଚଣ୍ଡିଗଡ଼,୧୫ ।୧: ବାଜିଲା ପଞ୍ଜାବ ବିଧାନସଭା ନିର୍ବାଚନ ବିଗୁଲ । ଶାସକ କଂଗ୍ରେସ ଦଳ ଶନିବାର ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏଥିରେ ୮୬ ଜଣଙ୍କ ନାମ ସାମିଲ ହୋଇଛି । ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ…

ଫେବୃୟାରୀରେ ପଡ଼ିବ ହାତଗଣ୍ଠି

ବମ୍ବେ: ପୁଣି ବିବାହ କରିବେ ଅଭିନେତା ଫରହାନ୍‌ ଅଖତର। ପ୍ରେମିକା ଶିବାନୀ ଦାଣ୍ଡେକରଙ୍କ ହାତ ଧରିବେ ସେ। ଆସନ୍ତା ଫେବୃୟାରୀ ୨୧ରେ ଏହି ବିବାହ ହେବା ନେଇ ବଲିଉଡ୍‌ରେ ଚର୍ଚ୍ଚା ଜୋର ଧରିଛି। ହେଲେ ଏହି ବିବାହ ନିରାଡମ୍ବରରେ ହେବ। କରୋନା…

ଜାତୀୟ ଷ୍ଟାର୍ଟ ଅପ୍‌ ଡେ ଘୋଷଣା, ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ…

ନୂଆଦିଲ୍ଲୀ, ୧୫।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାତୀୟ ଷ୍ଟାର୍ଟ ଅପ୍‌ ଡେ ପାଳନ ସମ୍ପର୍କରେ ଶନିବାର ଘୋଷଣା କରିଛନ୍ତି। ପ୍ରତିବର୍ଷ ଜାନୁୟାରୀ ୧୬ରେ ହେବ ପାଳନ ଏହି ଦିବସ ପାଳନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଷ୍ଟାର୍ଟ ଅପ୍‌ ଉଦ୍ୟୋଗୀଙ୍କ ସହିତ…

ଧୋନୀଙ୍କ ପରେ ଚେନ୍ନାଇ ମଙ୍ଗ ଧରିବେ ଏହି କ୍ରିକେଟର! କିଛି ଏଭଳି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୫।୧: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୫ତମ ସଂସ୍କରଣରେ ଚେନ୍ନାଇ ସୁପରକିଙ୍ଗ୍ସ(ସିଏସ୍‌କେ)ର ନୂଆ ଟିମ୍‌ର ମଙ୍ଗ ଧରିବ କିଏ। ସେନେଇ ଏବେଠାରୁ ଚର୍ଚ୍ଚା ଆରମ୍ଭ ହେଲାଣି। ଏମ୍‌ଏସ୍‌ ଧୋନୀଙ୍କ ପରେ ରବିନ୍ଦ୍ର ଜାଡେଜାଙ୍କୁ ଦଳର ଅଧିନାୟକ କରାଯାଇପାରେ ବୋଲି କୁହାଯାଉଛି। ରମେଶ ବାଲା…

ଗୋରଖପୁରରୁ ଲଢ଼ିବେ ଯୋଗୀ

ନୂଆଦିଲ୍ଲୀ,୧୫।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭାଜପା ପକ୍ଷରୁ ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୫୮ ସିଟ୍‌ ପାଇଁ ୫୭ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଛି।…

ପୁଣି ବିଏମ୍‌ସି ଦକ୍ଷିଣ ପୂର୍ବ ଜୋନ୍‌ର ୪ କର୍ମଚାରୀ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ମୁଖ୍ୟ କାର୍ଯ୍ୟାଳୟର ଆଉ କିଛି କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବିଏମ୍‌ସି ଦକ୍ଷିଣ ପୂର୍ବ ଜୋନ୍‌ର ୪ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପୂର୍ବରୁ ବିଏମ୍‌ସିର ୨୨ କର୍ମଚାରୀ…

ଆହୁରି କିଛିଦିନ ଥରାଇବ ଜାଡ଼

ନୂଆଦିଲ୍ଲୀ,୧୫ ।୧: ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ ଭାରତ ଓ ଉପକୂଳ ଆନ୍ଧ୍ର ପ୍ରଦେଶରେ ଆସନ୍ତା ୨ ଦିନ ବର୍ଷା ଲାଗି ରହିବ । ଏହାସହ ଆଗାମୀ ୪-୫ ଦିନ ଉତ୍ତର ଭାରତରେ ଘନ କୁହୁଡି ଦେଖାଯିବ । ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?