Home

ଦକ୍ଷିଣ ଆଫ୍ରିକାରେ କରୋନାର ମାରାତ୍ମକ ଭାରିଏଣ୍ଟ, ଇଂଲଣ୍ଡ-ଇସ୍ରାଏଲ ଲଗାଇଲେ ପ୍ରତିବନ୍ଧକ, ଭାରତ ସରକାର ସଜାଗ

ଜୋହାନସର୍ଗ,୨୬ ।୧୧: ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସ ସଂକ୍ରମଣର ସବୁଠାରୁ ମାରାତ୍ମକ ଭାରିଏଣ୍ଟ ଦେଖାଦେଇଛି । ଯାହା ସାରା ଦେଶକୁ ଚିନ୍ତାରେ ପକାଇ ଦେଇଛି । ଏହାକୁ ଦେଖି ଇଂଲଣ୍ଡ ଓ ଇସ୍ରାଏଲ ଦକ୍ଷିଣ ଆଫ୍ରିକା ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇ…

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ପୂରଣ ହେଲା ୧୩ ବର୍ଷ, ଗେଟୱେ ଅଫ୍ ଇଣ୍ଡିଆରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୨୬ ।୧୧: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ୧୩ ବର୍ଷ ପୂରଣ ହୋଇଛି । ଏହି ଆକ୍ରମଣକୁ ଭାରତ ଇତିହାସର ସବୁଠାର ଭୟଙ୍କର ଆକ୍ରମଣ କହିଲେ କିଛି ଭୁଲ ହବ ନାହିଁ । ୨୦୦୮ ମସିହା ନଭେମ୍ବର…

କୋହଲିଙ୍କୁ ଡ୍ୟାନ୍ସ ଶିଖାଇଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଟିମ ଇଣ୍ଡିଆର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ତାଙ୍କ ନୃତ୍ୟ ସହିତ ସୋସିଆଲ ମିଡିଆରେ ଭାଇରାଲ ହୁଏ। ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ସହ ଏବେ ଧନଶ୍ରୀଙ୍କ ଏକ ଭିଡିଓ…

ସମ୍ବିଧାନ ମୌଳିକ ଅଧିକାରର ସୁରକ୍ଷା କବଚ

ଭାରତୀୟ ଜନସାଧାରଣଙ୍କ ମୌଳିକ ଅଧିକାରର ସୁରକ୍ଷା କ୍ଷେତ୍ରରେ ସମ୍ବିଧାନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ସମ୍ବିଧାନ ମୌଳିକ ଅଧିକାରକୁ ସୁନିଶ୍ଚିତ କରେ। ଏହା ମୌଳିକ ଅଧିକାରର ସୁରକ୍ଷା କବଚ ପାଲିଟି ଥାଏ। ୨୬ ନଭେମ୍ବର ୧୯୪୯ରେ, ଭାରତର ସମ୍ବିଧାନକୁ ଗ୍ରହଣ କରାଯାଇଥିଲା।…

କୃଷକ ଆନ୍ଦୋଳନକୁ ପୂରଣ ହେଲା ଏକ ବର୍ଷ, ଦିଲ୍ଲୀ ସୀମାରେ ଏକାଠି ହେଉଛନ୍ତି କୃଷକ

ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସାରା ଦେଶରେ କୃଷକମାନେ ଆରମ୍ଭ କରିଥିଲେ ଆନ୍ଦୋଳନ । ୨୬ ନଭେମ୍ବର ୨୦୨୦ରେ ଆରମ୍ଭ ହୋଇଥିବା ଏହି ଆନ୍ଦୋଳକୁ ବର୍ଷେ ପୁରିଛି । ହେଲେ ଆଜିବି କୃଷକମାନେ…

ଏହି ଗାର୍ଡେନକୁ ବୁଲିବାକୁ ଗଲେ ଚାଲିଯାଏ ଜୀବନ!

ଦୁନିଆରେ ଏପରି ଅନେକ ରହସ୍ୟମୟ ସ୍ଥାନ ଅଛି, ଯେଉଁଠାକୁ ଯିବା ମାତ୍ରେ ଜଣେ ବ୍ୟକ୍ତିଙ୍କ ଜୀବନ ଚାଲିଯିବାର ଭୟ ଥାଏ। ଲୋକମାନେ ଏଭଳି କିଛି ସ୍ଥାନର ନାଁ ଶୁଣି ଥରିବାକୁ ଲାଗନ୍ତି। ଇଂଲଣ୍ଡରେ ଏପରି ଏକ ଗାର୍ଡେନ ଅଛି (ବିଷାକ୍ତ ଗାର୍ଡେନ…

ମହାନଦୀରେ ୩ ଛାତ୍ର ନିଖୋଜ

କଟକ ଅଫିସ,୨୫।୧୧: ମହାନଦୀକୁ ଗୁରୁବାର ଗାଧୋଇବାକୁ ଯାଇ ୪ ଛାତ୍ର ବୁଡି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇ ଥିବା ବେଳେ ୩ ଜଣ ଏବେବି ନିଖୋଜ ଅଛନ୍ତି। ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି ଚାଲିଛି। ଏହି ଘଟଣା ମହାନଦୀର…

କଳିଙ୍ଗରେ ଗୋଲ ବର୍ଷା: କାନାଡ଼ାକୁ ୧୩-୧ରେ ହରାଇଲା ଭାରତ

ଭୁବନେଶ୍ୱର,୨୫।୧୧(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପର ଗୁରୁବାର ଗୋଲ ବର୍ଷା ହୋଇଛି। ଗୋଟିଏ ଦିନରେ ୭୦ଟି ଗୋଲ ହୋଇଥିବାବେଳେ ଭାରତ ୧୩-୧ ଗୋଲରେ କାନାଡ଼ାକୁ ପରାସ୍ତ କରିଛି। ଭାରତ ପକ୍ଷରୁ ସଞ୍ଜୟ ଓ…

ସନ୍ତାନ ଜନ୍ମ ଦେବା, ନ ଦେବା ମହିଳାଙ୍କର ବ୍ୟକ୍ତିଗତ ଅଧିକାର…

ବେଙ୍ଗାଲୁରୁ,୨୫।୧୧: ଏକ ମାମଲାର ବିଚାର କରି କର୍ନାଟକ ହାଇକୋର୍ଟ କହିଛନ୍ତି ଯେ, ସନ୍ତାନଙ୍କୁ ଜନ୍ମ ଦେବା ଅବା ନ ଦେବା ମହିଳାଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ ଅନ୍ତର୍ଗତ ଏହି ଅଧିକାରରେ ହସ୍ତକ୍ଷେପ କରାଯାଇ ପାରିବ ନାହିଁ।…

ମାୟାବତୀଙ୍କୁ ପୁଣି ଝଟ୍‌କା

ଲକ୍ଷ୍ନୌ,୨୫।୧୧: ୟୁପି ବିଧାନସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ଦଳ ବିଏସପିକୁ ବଡ଼ ଝଟ୍‌କା ଲାଗିଛି। ବନ୍ଦନା ସିଂଙ୍କ ପରେ ଆଉ ଜଣେ ବିଏସପି ବିଧାୟକ ଦଳ ଛାଡିଛନ୍ତି। ଆଜମଗଡ଼ର ମୁବାରକପୁରର ବିଏସପି ବିଧାୟକ ଶାହା ଆଲାମ ଦଳ ଛାଡିଛନ୍ତି। ସେ ବିଏସପିର…

ଶତ୍ରୁ ସହ ଲଢେଇ ପାଇଁ ଯୁଦ୍ଧକ୍ଷେତ୍ରରେ ଇଥିଓପିଆ ପ୍ରଧାନମନ୍ତ୍ରୀ

ନାଇରୋବି,୨୫।୧୧: ନୋବେଲ ଶାନ୍ତି ପୁରସ୍କାର ବିଜେତା ତଥା ଇଥିଓପିଆର ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଯୁଦ୍ଧକ୍ଷେତ୍ରକୁ ଯାଇ ଶତ୍ରୁ ସହ ଲଢେଇ କରିଛନ୍ତି। ଏକ ବର୍ଷର ଚାଲିଥିବା ଯୁଦ୍ଧରେ ଶତ୍ରୁମାନେ ରାଜଧାନୀ ମୁହାଁ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ନିଜେ ଲଢିବା ଯୁଦ୍ଧ କ୍ଷେତ୍ରକୁ…

ଡେବ୍ୟୁ ମ୍ୟାଚ୍‌ରେ କମାଲ୍‌ କଲେ ଶ୍ରେୟସ

କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଡେବ୍ୟୁ କରୁଥିବା ଶ୍ରେୟସ ଆୟାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ କ୍ୟାରିୟର୍‌ର ପ୍ରଥମ ଟେଷ୍ଟ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri