ସନ୍ତାନ ଜନ୍ମ ଦେବା, ନ ଦେବା ମହିଳାଙ୍କର ବ୍ୟକ୍ତିଗତ ଅଧିକାର…
ବେଙ୍ଗାଲୁରୁ,୨୫।୧୧: ଏକ ମାମଲାର ବିଚାର କରି କର୍ନାଟକ ହାଇକୋର୍ଟ କହିଛନ୍ତି ଯେ, ସନ୍ତାନଙ୍କୁ ଜନ୍ମ ଦେବା ଅବା ନ ଦେବା ମହିଳାଙ୍କର ବ୍ୟକ୍ତିଗତ ମୌଳିକ ଅଧିକାର। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୨୧ ଅନ୍ତର୍ଗତ ଏହି ଅଧିକାରରେ ହସ୍ତକ୍ଷେପ କରାଯାଇ ପାରିବ ନାହିଁ।…
ମାୟାବତୀଙ୍କୁ ପୁଣି ଝଟ୍କା
ଲକ୍ଷ୍ନୌ,୨୫।୧୧: ୟୁପି ବିଧାନସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କ ଦଳ ବିଏସପିକୁ ବଡ଼ ଝଟ୍କା ଲାଗିଛି। ବନ୍ଦନା ସିଂଙ୍କ ପରେ ଆଉ ଜଣେ ବିଏସପି ବିଧାୟକ ଦଳ ଛାଡିଛନ୍ତି। ଆଜମଗଡ଼ର ମୁବାରକପୁରର ବିଏସପି ବିଧାୟକ ଶାହା ଆଲାମ ଦଳ ଛାଡିଛନ୍ତି। ସେ ବିଏସପିର…
ଶତ୍ରୁ ସହ ଲଢେଇ ପାଇଁ ଯୁଦ୍ଧକ୍ଷେତ୍ରରେ ଇଥିଓପିଆ ପ୍ରଧାନମନ୍ତ୍ରୀ
ନାଇରୋବି,୨୫।୧୧: ନୋବେଲ ଶାନ୍ତି ପୁରସ୍କାର ବିଜେତା ତଥା ଇଥିଓପିଆର ପ୍ରଧାନମନ୍ତ୍ରୀ ଆବି ଅହମ୍ମଦ ଯୁଦ୍ଧକ୍ଷେତ୍ରକୁ ଯାଇ ଶତ୍ରୁ ସହ ଲଢେଇ କରିଛନ୍ତି। ଏକ ବର୍ଷର ଚାଲିଥିବା ଯୁଦ୍ଧରେ ଶତ୍ରୁମାନେ ରାଜଧାନୀ ମୁହାଁ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ନିଜେ ଲଢିବା ଯୁଦ୍ଧ କ୍ଷେତ୍ରକୁ…
ଡେବ୍ୟୁ ମ୍ୟାଚ୍ରେ କମାଲ୍ କଲେ ଶ୍ରେୟସ
କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚ୍ରେ ଡେବ୍ୟୁ କରୁଥିବା ଶ୍ରେୟସ ଆୟାର ଚମତ୍କାର ପ୍ରଦର୍ଶନ କରିଛନ୍ତି। ସେ କ୍ୟାରିୟର୍ର ପ୍ରଥମ ଟେଷ୍ଟ୍ର…
ଶକ୍ତି ମିଲ୍ ଗଣ ବଳାତ୍କାର ମାମଲା, ଦୋଷୀଙ୍କ ଫାଶୀଦଣ୍ଡ ଆଜୀବନ କାରାଦଣ୍ଡରେ ପରିବର୍ତ୍ତିତ…
ମୁମ୍ବାଇ,୨୫।୧୧: ଶକ୍ତି ମିଲ୍ସ ପରିସରରେ ୨୨ ବର୍ଷ ବୟସ୍କା ମହିଳା ଫଟୋ ଜର୍ନାଲିଷ୍ଟଙ୍କ ଗଣବଳାତ୍କାରର ଘଟଣାରେ ତିନିଜଣ ଦୋଷୀଙ୍କୁ ଦିଆଯାଇଥିବା ପାଶୀଦଣ୍ଡକୁ ବମ୍ବେ ହାଇକୋର୍ଟ ଆଜୀବନ କାରାଦଣ୍ଡରେ ପରିବର୍ତ୍ତିତ କରିଛନ୍ତି। ସେମାନଙ୍କ ଦ୍ୱାରା କରାଯାଇଥିବା ଅପରାଧର ଅନୁତାପ ପାଇଁ ସେମାନେ ଆଜୀବନ…
୪ ଯୁବତୀଙ୍କୁ କରିଥିଲେ ବଳାତ୍କାର: କୋର୍ଟରେ ଜଜ୍ଙ୍କ ସାମ୍ନାରେ ସ୍ବୀକାର କଲେ ନିଜ ଦୋଷ, ଆଉ ତା’ ପରେ…
ନ୍ୟୁୟର୍କ,୨୫ା୧୧: ଜଣେ କି ଦୁଇ ଜଣ ନୁହେଁ, ୪ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ନ୍ୟୁୟର୍କର ଜଣେ ଯୁବକ ଜେଲ୍ ଯାଇଛନ୍ତି। ୨୦ ବର୍ଷୀୟ କ୍ରିଷ୍ଟୋଫର ଓ୍ବେଲଟର ନାମକ ଜଣେ ଯୁବକ ୨୦୧୭ ଏବଂ ୨୦୧୮ ମଧ୍ୟରେ ଲେମ୍ବିଷ୍ଟନରେ ପରିବାର ସହ…
ସ୍ବାମୀଙ୍କୁ ସ୍ତ୍ରୀଙ୍କ ଧମକ: ‘ଦାଢ଼ି ନ କାଟିଲେ ଛାଡପତ୍ର ଦେବି’
ଲକ୍ଷ୍ନୌ,୨୫।୧୧: ଉତ୍ତର ପ୍ରଦେଶର ଆଲିଗଡରେ ଏକ ରୋଚକ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତିଙ୍କ ଦାଢିକୁ ସ୍ତ୍ରୀ ଏତେ ଚିଡିଯାଇଛନ୍ତି ଯେ ସେ ତାଙ୍କୁ ଦାଢି ନ କାଟିଲେ ଛାଡପତ୍ର ଦେବାକୁ ଧମକ ଦେଇଛନ୍ତି। ବାଧ୍ୟ ହୋଇ ବ୍ୟକ୍ତି ଜଣଙ୍କ ଏସଏସପିଙ୍କ…
ଦ୍ରାଭିଡ ଆସିବା ପରେ ଫେରିଲା ପୁରୁଣା ପରମ୍ପରା
କାନପୁର,୨୫।୧୧: କାନପୁରରେ ଖେଳାଯାଉଥିବା ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଶ୍ରେୟାସ ଆୟର ନିଜର ଟେଷ୍ଟ ଡେବ୍ୟୁ କରିଥିଲେ। ଟସ ପୂର୍ବରୁ କିମ୍ବଦନ୍ତୀ ଖେଳାଳି ସୁନୀଲ ଗାଭାସ୍କର ତାଙ୍କୁ ଟେଷ୍ଟ କ୍ୟାପ ଦେଇଥିଲେ। ମୁଖ୍ୟ କୋଚ ଭାବରେ…
ଜାପାନ ସାଗରରେ ମିଳିତ ନୌସମରାଭ୍ୟାସ, ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା…
ଟୋକିଓ,୨୫।୧୧: ଦକ୍ଷିଣ ଚାଇନା ସାଗରରୁ ଜାପାନ ସାଗର ପର୍ଯ୍ୟନ୍ତ ସାମୁଦ୍ରିକ ଅଞ୍ଚଳରେ ଆମେରିକା, ଜାପାନ, ଅଷ୍ଟ୍ରେଲିଆ, କାନାଡା, ଜର୍ମାନୀ ପକ୍ଷରୁ ମିଳିତ ଭାବେ ନୌସମରାଭ୍ୟାସ ଜାରି ରହିଛି। ଗତ ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ନୌସମରାଭ୍ୟାସ ଆନୁଏଲେକ୍ସ୍-୨୦୨୧ ନଭେମ୍ବର ୩୦…
ସଂସଦ ଭବନରେ ଲଗାଇଲେ ନିଆଁ, ୩୬ ଘଣ୍ଟିଆ ଲକ୍ଡାଉନ୍ ଘୋଷଣା…
ହୋନିଆରା,୨୫।୧୧: ପ୍ରଶାନ୍ତ ମହାସାଗରରେ ଥିବା ସୋଲୋମନ ଦ୍ୱୀପରେ ପ୍ରଧାନମନ୍ତ୍ରୀଙ୍କୁ ହଟାଇବାକୁ ଦାବି କରୁଥିବା ବିକ୍ଷୋଭକାରୀମାନେ ସଂସଦ ଭବନ ଏବଂ ପୋଲିସ ଷ୍ଟେସନରେ ନିଆଁ ଲଗାଇ ଦେଇଛନ୍ତି। ହିଂସା ଏବଂ ଲୁଟ ଘଟଣାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ପ୍ରଦର୍ଶନକାରୀଙ୍କୁ ଘଉଡାଇବା ଲାଗି…
ବିବାହ ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ଯୁବକ, ଆଉ ଏବେ…
ନିଶ୍ଚିନ୍ତକୋଇଲି,୨୫ା୧୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧିନସ୍ଥ ସରପଡ଼ା ଗ୍ରାମର ଜଣେ ନାବାଳିକାଙ୍କୁ ସେହି ଗ୍ରାମର ଜଣେ ଯୁବକ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୈତିକ ସମ୍ପର୍କ ରଖିବା ନେଇ ସମ୍ପୃକ୍ତା ନାବାଳିକାଙ୍କ ମା’ ଥାନାରେ ଅଭିଯୋଗ କରିଛନ୍ତି। ସୂଚନାରୁ ପ୍ରକାଶ…
ଆୟୁଷ୍ମାନ କହିଦେଲେ ଗୁମର
ବମ୍ବେ: କଥାରେ ଅଛି ସତ କେବେ ଲୁଚି ରହେନା। ସେପରି କିଛି ଘଟିଛି ଅଭିନେତା ବିକ୍କି କୌଶଲଙ୍କ କ୍ଷେତ୍ରରେ। କିଛିଦିନ ଧରି ବିକ୍କିଙ୍କ ଅଭିନେତ୍ରୀ କଟ୍ରିନା କୈଫଙ୍କୁ ବିବାହ କରିବାକୁ ଯାଉଥିବା ନେଇ ଚର୍ଚ୍ଚା ହେଉଛି। ହେଲେ ଉଭୟ ଏ ନେଇ…
Archives


