Home

ଉତ୍ତରପ୍ରଦେଶ ନିର୍ବାଚନ, ୧୨୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ, ୫୦ ପ୍ରତିଶତ ମହିଳାଙ୍କୁ ଟିକଟ …

ନୂଆଦିଲ୍ଲୀ,୧୩।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ୧୨୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ପ୍ରଥମ ତାଲିକାରେ ୫୦ ପ୍ରତିଶତ ମହିଳାଙ୍କୁ ଟିକଟ ଦିଆଯାଇଛି। ମହିଳାମାନଙ୍କ ନାମ ଘୋଷଣା କରି…

ଏହି ଦେଶରେ ଏବେ ଚାଲିଛି ୨୦୧୩ ମସିହା, କାରଣ ଜାଣିଲେ…

ଦୁନିଆ ଏକ ନୂଆ ବର୍ଷରେ ପାଦ ଦେଇଛି। ଏବେ ଲୋକମାନେ ନୂଆବର୍ଷ ପାଳନ କରିବା ପରେ ନିଜ ନିଜ କାମକୁ ଫେରିଛନ୍ତି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଦୁନିଆରେ ଏପରି ଏକ ଦେଶ ଅଛି; ଯେଉଁଠାରେ ବର୍ତ୍ତମାନ ୨୦୧୩ ମସିହା…

ସହଯୋଗୀଙ୍କ ସହ ଭାଜପାର ଆସନ ବୁଝାମଣା ଫର୍ମୂଲା…

ନୂଆଦିଲ୍ଲୀ, ୧୩।୧ : ଆଗକୁ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ଏହାର ସହଯୋଗୀଙ୍କ ସହିତ ଆସନ ବୁଝାମଣା ଫର୍ମୂଲା ସ୍ଥିର କରିଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆପନା ଦଳକୁ ୧୪ ଏବଂ ନିଶାଦ ପାର୍ଟିକୁ ୧୭…

ଫାଣ୍ଡି ନିକଟରେ ପଡ଼ିଛି ଯୁବତୀଙ୍କ ମୃତଦେହ

ପାରଳାଖେମୁଣ୍ଡି,୧୩ା୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ନୂଆ ବସଷ୍ଟାଣ୍ଡ ନିକଟରୁ ଯୁବତୀଙ୍କ କ୍ଷତ ବିକ୍ଷତ ମୃତଦେହ ଜବତ କରାଯାଇଛି। ପୋଲିସ ଫାଣ୍ଡିଠାରୁ ମାତ୍ର ୧୦୦ ମିଟର ଦୂରରେ ପଡ଼ିଥିଲା। ପାରଳାଖେମୁଣ୍ଡି ପୋଲିସ ଗୁରୁବାର ସକାଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବିଳମ୍ବିତ ରାତିରେ…

ଭାରତ ସହିତ ୧୦୦ ବର୍ଷ ଶାନ୍ତି ବଜାୟ ରଖିବାକୁ ପାକିସ୍ତାନର ଯୋଜନା…

ଇସଲାମାବାଦ୍‌, ୧୩।୧ : ଭାରତ ସହିତ ପାକିସ୍ତାନ ଯଦିଓ ଆତଙ୍କବାଦୀ ଅନୁପ୍ରବେଶ ଘଟଣା ଏବଂ ପ୍ରକ୍ସି ଯୁଦ୍ଧ ଜାରି ରଖିଛି। ତେବେ ପାକିସ୍ତାନ ଏହାର ନୂତନ ନୀତିରେ ଭାରତ ସହିତ ୧୦୦ ବର୍ଷ ଧରି ଶାନ୍ତିପୂର୍ଣ୍ଣ ସମ୍ପର୍କ ବିଷୟରେ ଉଲ୍ଲେଖ କରାଯାଇଛି।…

ଏଇ ମାସରେ ବଧୂ ସାଜିବେ ମୌନୀ

ବମ୍ବେ: ବାଜିବ ସାହାନାଇ। ଚଳିତ ମାସରେ ହାତକୁ ଦୁଇ ହାତ ହେବେ ଟେଲି ପରଦାର ସୁନ୍ଦରୀ ନାଗୁଣୀ ତଥା ଅଭିନେତ୍ରୀ ମୌନୀ ରୟ। ଦୀର୍ଘଦିନ ଧରି ପ୍ରେମଜୀବନକୁ ନେଇ ଚର୍ଚ୍ଚାରେ ଥିଲେ ସେ। ହେଲେ ଏବେ ସବୁକିଛିରେ ପୂର୍ଣ୍ଣଚ୍ଛେଦ ପକାଇ ସେ…

କୁଲଗାମ୍‌ ଏନ୍‌କାଉଣ୍ଟର, ପାକିସ୍ତାନୀ ଆତଙ୍କବାଦୀ ବାବର ନିହତ, ଜଣେ ସୁରକ୍ଷାକର୍ମୀ ଶହୀଦ୍‌ …

ଶ୍ରୀନଗର, ୧୩।୧ : ଜମ୍ମୁ-କଶ୍ମୀରର କୁଲଗାମ୍‌ରେ ବୁଧବାର-ଗୁରୁବାର ବିଳମ୍ବିତ ରାତିରେ ମିଳିତ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ ହୋଇଛନ୍ତି। ତାଙ୍କୁ ବାବର ଭାବେ ଚିହ୍ନଟ କରାଯାଇଛି। ସେ ୨୦୧୮ ଠାରୁ ଜମ୍ମୁ-କଶ୍ମୀରର ଶୋପିଆନ ଏବଂ କୁଲଗାମରେ ସକ୍ରିୟ ଥିଲେ।…

ଜଳିଗଲା ଧାନଗଦା: ଲକ୍ଷାଧିକ ଟଙ୍କାର ଧାନ ନଷ୍ଟ

ପଦ୍ମପୁର,୧୩ା୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ରାଜଘରପୋଖରୀ ପଞ୍ଚାୟତର ରାଉତ ସାହିସ୍ଥିତ ଧାନ ଗଦାରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୭ଟି ଗଦା ଧାନ ଜଳିଯାଇଛି। ସୂଚନାନୁଯାୟୀ, ଗ୍ରାମର ଜଗବନ୍ଧୁ ବିଶ୍ୱାଳ,ଗୌରାଙ୍ଗ ବିଶ୍ୱାଳ,ବଳରାମ ବିଶ୍ୱାଳ, ସୂର୍ଯ୍ୟମଣି ବିଶ୍ୱାଳଙ୍କ ୭ ଏକର…

କରୋନା ଏନ୍ତୁଡିଶାଳରେ ୨ କୋଟି ଲୋକ ଘରେ ବନ୍ଦୀ…

ବେଜିଂ, ୧୩।୧ : କରୋନାର ଏନ୍ତୁଡ଼ିଶାଳ ଚାଇନାରେ ପୁଣି କରୋନ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଚାଇନା ନିଜର ’ଜିରୋ କୋଭିଡ ପଲିସି’ ଅନ୍ତର୍ଗତ ଆକ୍ରାନ୍ତଙ୍କ ସହ ଖେଳୁଛି। ସୋସିଆଲ ମିଡିଆରେ ଏହାର କିଛି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।…

ଗରୁଡ଼ ପକ୍ଷୀ ଉଦ୍ଧାର, ପୂଜାର୍ଚ୍ଚନା କଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ,୧୩ା୧: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ନାଚିନ୍ଦl ଗ୍ରାମରେ ଏକ ବିରଳ ପକ୍ଷୀ ଉଦ୍ଧାର ହୋଇଛି। ଏହି ପକ୍ଷୀଟି ଦେଖିବାକୁ ଠିକ ଗରୁଡ଼ ଭଳି ହୋଇଛି। ପୁରାଣରେ ଉଲ୍ଲେଖିତ ଅଛି ବିଷ୍ଣୁଙ୍କ ବାହନ ହେଉଛି ଗରୁଡ଼ ପକ୍ଷୀ। ସେଥିପାଇଁ ନାଚିନ୍ଦା…

ଆଜିଠୁ ବନ୍ଦ ହେଲା ସମସ୍ତ ବେଳାଭୂମି

ବ୍ରହ୍ମପୁର ଅଫିସ,୧୩ା୧: ସାରା ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଗୁରୁବାର ୧୦ ହଜାର ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ…

ଦେଶରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ ହଜାର ଟପିଲା…

ନୂଆଦିଲ୍ଲୀ, ୧୩।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତି ଦିନ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୬୨୦ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?