Home

ଧୋନୀଙ୍କ ଗୋଟିଏ ଉପଦେଶକୁ ମନେ ପକାଇଲେ କୋହଲି

କେପଟାଉନ୍‌,୧୦।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜର ଶେଷ ମ୍ୟାଚ ପୂର୍ବରୁ ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି ଏକ ଖବରଦାତା ସମ୍ମିଳନୀ କରିଥିଲେ। ଏହି ସମୟରେ ସେ କେପଟାଉନ ଟେଷ୍ଟ ମ୍ୟାଚ୍‌ ପାଇଁ ସମ୍ପୂର୍ଣ୍ଣ ଫିଟ ବୋଲି କହିଥିଲେ।…

୩ ବର୍ଷ କ୍ୟାରିୟର୍‌ରେ ମାତ୍ର ୪ ରନ୍‌ କରିଛନ୍ତି ଏହି କ୍ରିକେଟର୍‌, ତଥାପି ଦଳରେ ପାଇଛନ୍ତି ସ୍ଥାନ

ଖ୍ରୀଷ୍ଟଚର୍ଚ୍ଚ,୧୦।୧: ବାଂଲାଦେଶ କ୍ରିକେଟର୍‌ ଇବାଦତ ହୁସେନ ନିକଟରେ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଏହି କାରଣରୁ ନ୍ୟୁଜିଲାଣ୍ଡକୁ ଟେଷ୍ଟରେ ପରାସ୍ତ କରିବାରେ ବାଂଲାଦେଶ ଦଳ ସଫଳ ହୋଇଥିଲା। ଏବେ ଦ୍ରୁତ ବୋଲର ଇବାଦତ ସୋମବାର ବ୍ୟାଟ୍ସମ୍ୟାନ ଭାବରେ ଏକ ଲଜ୍ଜାଜନକ ରେକର୍ଡ…

ଭାରତୀୟ ଦଳ ପାଇଁ ଖୁସି ଖବର

କେପଟାଉନ,୧୦।୧: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ଟେଷ୍ଟ ମଙ୍ଗଳବାର ଠାରୁ କେପଟାଉନରେ ଖେଳାଯିବ। ଏହାପୂର୍ବରୁ ଭାରତୀୟ ଦଳକୁ ଏକ ଖୁସି ଖବର ମିଳିଛି। ତୃତୀୟ ଟେଷ୍ଟ ପାଇଁ ବିରାଟ କୋହଲି ଫିଟ୍‌…

ରାଜଧାନୀରେ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ,୧୦।୧: ରାଜଧାନୀ ଦିଲ୍ଲୀରେ କରୋନା ସହ ଏହାର ପୂଆ ଭାରିଆଣ୍ଟ ଓମିକ୍ରନ ମାମଲା ବ୍ୟାପିବାରେ ଲାଗିଛି। ସୋମବାର ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଦିଲ୍ଲୀରେ କୌଣସି ଲକ୍‌ଡାଉନ ପଡ଼ିବ ନାହିଁ, କିନ୍ତୁ କିଛି ପ୍ରତିବନ୍ଧକ…

ପ୍ରଧାନମନ୍ତ୍ରୀ ପୂରା ଦେଶର, ଏଥିପାଇଁ ଚିନ୍ତିତ ଥିଲି:ପ୍ରିୟଙ୍କା

ନୂଆଦିଲ୍ଲୀ,୧୦।୧: ପଞ୍ଜାବ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ତ୍ରୁଟିକୁ ନେଇ ରାଜନୀତି ଥମିବାର ନାଁ ନେଉନାହିଁ। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ସମ୍ପର୍କରେ ସୂଚନା ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ଚନ୍ନି ପ୍ରିୟଙ୍କାଙ୍କ ସହ ଶେୟାର କରିଥିଲେ। ଏହା ଉପରେ ଭାଜପା ଦୃଢ…

୧୦୦୦ ପୋଲିସ କର୍ମଚାରୀ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୦ା୧: ରାଜଧାନୀ ଦିଲ୍ଲୀରେ କରୋନା ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସୋମବାର ଦିଲ୍ଲୀ ପୋଲିସର ପ୍ରାୟ ୧୦୦୦ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହି ପୋଲିସ କର୍ମଚାରୀଙ୍କ ମଧ୍ୟରେ ଲୋକ ସମ୍ପର୍କ ଅଧିକାରୀ ଓ ଅତିରିକ୍ତ କମିଶନର ଚିନ୍ମୟ ବିଶ୍ୱାଳ ଅଛନ୍ତି।…

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧୦ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସ୍ଥଗିତ ନେଇ ହାଇକୋର୍ଟରେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ସୂଚନାନୁଯାୟୀ, ବର୍ତ୍ତମାନ ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢୁଥିବା ବେଳେ ଓବିସି ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ୍‌…

କାଶୀ ମନ୍ଦିର କର୍ମଚାରୀଙ୍କ ପାଇଁ ୧୦୦ ଯୋଡ଼ା ଜୋତା ପଠାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୦।୧ : କାଶୀର ମନ୍ଦିର କର୍ମଚାରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୦୦ ଯୋଡ଼ା ଜୋତା ପଠାଇଛନ୍ତି। ଏଭଳି କରି ପ୍ରଧାନମନ୍ତ୍ରୀ ପୁଣି ଥରେ ହୃଦୟ ଜିଣିବା କାମ କରିଛନ୍ତି। କାଶୀକୁ ସ୍ବଚ୍ଛ ରଖୁଥିବା କର୍ମୀଙ୍କ ଲାଗି ପ୍ରଧାନମନ୍ତ୍ରୀଙ୍କ ଏଭଳି…

ପ୍ରେମରେ ପଡ଼ିଲେ କି ସଲମାନ, ସତ କହିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ପ୍ରେମ ବ୍ୟାପାରରେ ଦବଙ୍ଗ ଖାନ୍‌ ସଲମାନଙ୍କ କନେକ୍ସନ ବହୁତ ଗଭୀର। ସବୁବେଳେ ପ୍ରେମ ଖବରକୁ ନେଇ ସେ ଚର୍ଚ୍ଚାରେ ରହିଥାନ୍ତି। ମାତ୍ର ନିଜକୁ ସବୁବେଳେ ସିଙ୍ଗଲ କୁହନ୍ତି ସଲ୍ଲୁ। ଏବେ ସଲମାନଙ୍କ ସହ ଆଉ ଜଣେ ହଲିଉଡ୍‌ ଅଭିନେତ୍ରୀଙ୍କ ନାଁ…

ଧୋନୀଙ୍କୁ ଟ୍ରୋଲ୍‌ କରିବାରୁ ଜାଡେଜା ଦେଲେ ମୁହଁତୋଡ ଜବାବ

ନୂଆଦିଲ୍ଲୀ,୧୦।୧:ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କିମ୍ବଦନ୍ତୀ ଉଇକେଟ କିପର ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥାଇ ପାରନ୍ତି, କିନ୍ତୁ ତାଙ୍କ ପ୍ରଶଂସକଙ୍କ ହୃଦୟରେ ଏବେ ବି ସେ ରାଜ୍‌ କରୁଛନ୍ତି। ଆଇପିଏଲରେ ଚେନ୍ନାଇ ସୁପର…

ଆମେରିକାରେ ୬ କୋଟିରୁ ଅଧିକ କରୋନା ଆକ୍ରାନ୍ତ

ଓ୍ବାଶିଂଟନ,୧୦ା୧: ଆମେରିକାରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ପ୍ରଭାବ ବିସ୍ତାର କରିଛି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ପାର୍‌ କରିଛି। ଯାହା କି ବିଶ୍ୱ କରୋନା ସଂଖ୍ୟାର ପ୍ରାୟ ୨୦ ପ୍ରତିଶତ। ବିଶ୍ୱରେ କରୋନା ଭୂତାଣୁ ଦ୍ୱାରା…

ଏହି ମିଠାର ଦାମ୍‌ ଜାଣି ହେବେ ଆଶ୍ଚର୍ଯ୍ୟ

ମିଠା ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। କୌଣସି ପବପର୍ବାଣୀ ହେଉ କିମ୍ବା ନ ହେଉ, ମିଠାର ସବୁବେଳେ ଚାହିଦା ଥାଏ। ନିକଟରେ ସୋସିଆଲ ମିଡିଆରେ ଏକ ନିଆରା ମିଠାର ଭିଡିଓ ଭାଇରାଲ ହୋଇଛି। ଏହି ମିଠାର ବିଶେଷତା ହେଉଛି ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?