Home

ସୁଦାନରେ ସେନା ବିଦ୍ରୋହ ଉଦ୍ୟମ

ଖାରତୁମ୍‌, ୨୨ା୯: ଉତ୍ତର-ପୂର୍ବ ଆଫ୍ରିକୀୟ ଦେଶ ସୁଦାନରେ ସରକାରକୁ କ୍ଷମତାଚ୍ୟୁତ କରି ଶାସନ ନିଜ ହାତକୁ ନେବାକୁ ସେନାର ଏକ ଗୋଷ୍ଠୀ ମଙ୍ଗଳବାର ଉଦ୍ୟମ କରିଛନ୍ତି। ସେମାନଙ୍କ ଏହି ଯୋଜନା ବିଫଳ ହୋଇଛି ବୋଲି ସୁଦାନର ପ୍ରାଧିକରଣ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୁହାଯାଇଛି।…

କ୍ୟାବିନେଟ ସମ୍ପ୍ରସାରଣ କଲା ତାଲିବାନ୍‌

କାବୁଲ, ୨୨ା୯: ଆଫଗାନିସ୍ତାନରେ ଅନ୍ତରୀଣ ସରକାର ଗଢ଼ିଥିବା ତାଲିବାନ୍‌ ମଙ୍ଗଳବାର କ୍ୟାବିନେଟ ସମ୍ପ୍ରସାରଣ କରିଛି। ବିଭିନ୍ନ ବିଭାଗରେ ନୂଆ ଉପମନ୍ତ୍ରୀ ସାମିଲ ହୋଇଥିବାବେଳେ ଏଥର ମଧ୍ୟ କୌଣସି ମହିଳାଙ୍କୁ ନିଆଯାଇନାହିଁ। ତାଲିବାନ୍‌ ମୁଖପାତ୍ର ଜାବିହୁଲ୍ଲା ମୁଜାହିଦ୍‌ ଏକ ଖବରଦାତା ସମ୍ମିଳନୀ କରି…

ଧମକ ଦେଲେ ପାକିସ୍ତାନ କ୍ରିକେଟ୍‌ର: କହିଲେ, ଆମେ ଛାଡିବୁ ନାହିଁ

ଇସଲାମାବାଦ,୨୨।୯: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ନ୍ୟୁଜିଲାଣ୍ଡ କ୍ରିକେଟ ଦଳକୁ ଧମକ ଦେଇଛନ୍ତି। ପାକିସ୍ତାନ ଟୁରରୁ ହଠାତ୍‌ ପ୍ରତ୍ୟାହାର କରିବା ପରେ ରାଗରେ ନିଆଁବାଣ ଅଛନ୍ତି ଅଖତର। ସେ କ୍ରିକେଟ ପଡ଼ିଆରେ କିୱି ଦଳକୁ ଛାଡିବେ ନାହିଁ ବୋଲ…

ଦୈନିକ ସଂକ୍ରମଣ କମିଲା, ମୃତ୍ୟୁ ସଂଖ୍ୟା ବଢ଼ିଲା…

ନୂଆଦିଲ୍ଲୀ,୨୨।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା…

୨୪ରେ ମୋଦି-ବାଇଡେନ ଆଲୋଚନା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ଆମେରିକା ଗସ୍ତରେ ଯାଉଥିବାବେଳେ ଶୁକ୍ରବାର (ସେପ୍ଟେମ୍ବର ୨୪ରେ) ସେ ଓ୍ବାଶିଂଟନରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ବୈଠକରେ ଯୋଗଦେବେ। ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ…

ଉପହାର ପାଖରେ ରଖିପାରିବେ ଆଇଏଏସ୍‌, ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ, ୨୨।୯(ପି.ଟି.): ଆଇଏଏସ୍‌, ଆଇପିଏସ୍‌ ଏବଂ ଆଇଏଫ୍‌ଏସ୍‌ ଅଫିସରମାନେ ବିଦେଶୀ ମାନ୍ୟଗଣ୍ୟ ବ୍ୟକ୍ତିଙ୍କଠାରୁ ଗ୍ରହଣ କରିଥିବା ଉପହାର ପାଖରେ ରଖିପାରିବେ। ଏଥିପାଇଁ କେନ୍ଦ୍ର ସରକାର ୫୦ ବର୍ଷର ପୁରୁଣା ନିୟମାବଳୀରେ ସଂଶୋଧନ କରିଛନ୍ତି। ପ୍ରଚଳିତ ନିୟମାବଳୀରେ ବିବାହ, ବାର୍ଷିକୋତ୍ସବ ଏବଂ ଧର୍ମୀୟ…

ସୋସିଆଲ ମିଡିଆରେ ବିଚ୍ଛିନ୍ନତାବାଦର ପ୍ରସାର କରିପାରିବେନି କର୍ମଚାରୀ

ନୂଆଦିଲ୍ଲୀ, ୨୨।୯: ଜମ୍ମୁ-କଶ୍ମୀରର ୫ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ କର୍ମଚାରୀ ସୋସିଆଲ୍‌ ମିଡିଆ ବ୍ୟବହାରରେ ନିରଙ୍କୁଶ ସ୍ବାଧୀନତା ହରାଇବେ। ସେମାନେ ସୋସିଆଲ ମିଡିଆ ମାଧ୍ୟମରେ ରାଜନୀତି କରିପାରିବେ ନାହିଁ, ଆତଙ୍କବାଦୀ ସଂଗଠନର ଡାକରାରେ ବନ୍ଦ ପାଳନ କରିପାରିବେ ନାହିଁ ଏବଂ ଭାରତଠାରୁ…

କୋଭିଶିଲ୍ଡକୁ ଆମେରିକାର ମଞ୍ଜୁରୀ

ନୂଆଦିଲ୍ଲୀ, ୨୨।୯: କୋଭିଡ୍‌-୧୯ ଟିକାର ଡବଲ ଡୋଜ୍‌ ନେଇଥିବା ଭାରତ ସମେତ ୩୩ଟି ଦେଶର ଲୋକେ ଆସନ୍ତା ନଭେମ୍ବର ମାସରୁ ଆମେରିକା ବିମାନ ଯାତ୍ରା କରିପାରିବେ। ଏଥିପାଇଁ ମଞ୍ଜୁରୀପ୍ରାପ୍ତ ଟିକା ତାଲିକାରେ ଭାରତ ପ୍ରସ୍ତୁତ କୋଭିଶିଲ୍ଡ ରହିଛି। ଅର୍ଥାତ୍‌ କେବଳ କୋଭିଶିଲ୍ଡ…

୩ୟ ଥର ଟ୍ରୁଡୋ ପ୍ରଧାନମନ୍ତ୍ରୀ

ଟରଣ୍ଟୋ, ୨୧ା୯: କାନାଡାବାସୀ ପୁଣି ଲିବେରାଲ ପାର୍ଟିର ଜଷ୍ଟିନ୍‌ ଟ୍ରୁଡୋଙ୍କ ଉପରେ ଭରସା କରି ତୃତୀୟ ଥର ପାଇଁ ତାଙ୍କୁ କ୍ଷମତାକୁ ଆଣିଛନ୍ତି। କାନାଡାରେ ସୋମବାର ଅନୁଷ୍ଠିତ ୪୪ ତମ ସାଧାରଣ ନିର୍ବାଚନରେ ଟ୍ରୁଡୋ ବିଜୟୀ ହୋଇଥିଲେ ହେଁ ସଂଖ୍ୟାଗରିଷ୍ଠତା ପାଇବାରୁ…

ଚତୁର୍ଥ ସ୍ଥାନରେ ଓଡ଼ିଶା

ନୂଆଦିଲ୍ଲୀ, ୨୨।୯: ଭାରତର ଖାଦ୍ୟ ସୁରକ୍ଷା ମାନକ କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଏଆଇ) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ଖାଦ୍ୟ ସୁରକ୍ଷା ସୂଚକାଙ୍କ ପ୍ରକାଶ ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖଲାଲ୍‌ ମାଣ୍ଡବ୍ୟ ଉନ୍ମୋଚନ କରିଥିବା ଏହି ରିପୋର୍ଟ ଅନୁଯାୟୀ ଖାଦ୍ୟ ସୁରକ୍ଷାରେ ଗୁଜରାଟ ପ୍ରଥମ…

ନିଜ କାର୍‌ ବିକିଲେ ବିରାଟ କୋହଲି: ଦାମ୍‌ ଶୁଣି ହେବେ ଆଶ୍ଚର୍ଯ୍ୟ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି କାର୍‌ କଲେକ୍ସନ କରିବାକୁ ବହୁତ ଭଲ ପାଆନ୍ତି। ତାଙ୍କ ପାଖରେ ବିଭିନ୍ନ କମ୍ପାନୀର କାର୍‌ ରହିଛି। ଏଥିରେ ଅଡି, ବିଏମଡବ୍ଲୁ ଠାରୁ ଆରମ୍ଭ କରି ଅନେକ କମ୍ପାନୀ ପର୍ଯ୍ୟନ୍ତ କାର ସାମିଲ ଅଛି।…

ଏୟାର ମାର୍ଶଲ ଭି.ଆର୍‌. ଚୌଧୁରୀ ନୂଆ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୨୧।୯: ଭାରତ ସରକାର ଏୟାର ମାର୍ଶଲ ଭି.ଆର୍‌. ଚୌଧୁରୀଙ୍କୁ ବାୟୁସେନାର ପରବର୍ତ୍ତୀ ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ବାୟୁସେନା ମୁଖ୍ୟ ଥିବା ଏୟାର ଚିଫ୍‌ ମାର୍ଶଲ ଆର୍‌.କେ. ଏସ୍‌. ଭଦୌରିଆ ଆସନ୍ତା ସେପ୍ଟେମ୍ବର ୩୦ରେ ଅବସର ନେଉଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri