Home

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର ଯୁବ ମାନବସମ୍ବଳ ବିଦେଶମୁହଁା ହେଉଥିବା ବେଳେ ମହିଳାମାନେ ମାଛଚାଷ ପ୍ରତି ଆଗ୍ରହ ପ୍ରକାଶ କରୁଛନ୍ତି।…

ସ୍ମାର୍ଟ ଶ୍ରେଣୀ ଗୃହ ପାଇଁ ଭଲ କାନ୍ଥରୁ ପ୍ଲାଷ୍ଟର ଛଡ଼ାଗଲା

ଜଗତ୍‌ସିଂହପୁର ଅଫିସ, ୧୦ା୧: ଜଗତ୍‌ସିଂହପୁର ବ୍ଲକ ପୁନଙ୍ଗସ୍ଥିତ ନରେନ୍ଦ୍ରନାଥ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫-ଟି ଯୋଜନାରେ ସାମିଲ କରାଯାଇ ସ୍ମାର୍ଟ ଶ୍ରେଣୀ ଗୃହ ଉନ୍ନତୀକରଣ ପାଇଁ ପଦକ୍ଷେପ ନିଆଯାଉଛି। ଏହି କାମ ବାବଦରେ ମୋ ସ୍କୁଲ ଅଭିଯାନ ତରଫରୁ ଜିଲାପାଳ ପାରୁଲ…

ଚାଷୀଙ୍କ ନାମ ପଞ୍ଜୀକରଣରେ ଅନିୟମିତତା

ଯାଜପୁର ଅଫିସ,୧୦ା୧: ଯାଜପୁର ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାରେ ଚାଷୀଙ୍କ ନାମ ପଞ୍ଜୀକରଣରେ ପୁଣି ବିଭାଗୀୟ ଅଧିକାରୀଙ୍କ ଅନିୟମିତତା ଓ ଅବହେଳା ପଦାରେ ପଡିଛି। ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ସମ୍ପାଦକଙ୍କ ଲାଭଖୋର୍‌ ମନୋଭାବ ଯୋଗୁ ଜିଲାର ଚାଷୀଙ୍କ ଜମି…

ଦିଲ୍ଲୀ ପୋଲିସ ବିଭାଗରେ କରୋନା ବିସ୍ଫୋରଣ…

ନୂଆଦିଲ୍ଲୀ, ୧୦।୧ : ଦିଲ୍ଲୀ ପୋଲିସ ବିଭାଗରେ କରୋନା ବିସ୍ଫୋରଣ ଘଟିଛି। ବିଭାଗର ୩୦୦ରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପିଆର୍‌ଓ ଏବଂ ଅତିରିକ୍ତ କମିଶନର ଚିନ୍ମୟ ବିଶ୍ୱାଳଙ୍କ ନମୁନା ରିର୍ପୋଟ ମଧ୍ୟ କରୋନା ପଜିଟିଭ୍‌ ଆସିଛି। ସମସ୍ତ ୟୁନିଟ୍‌ରେ…

ଦିନ ମଜୁରିଆ ଯୁବତୀଙ୍କଠୁ ୩୭ ହଜାର ଠକେଇ

ରାଉରକେଲା ଅଫିସ/ କୁଆଁରମୁଣ୍ଡା, ୧୦।୧: ଲକ୍ଷପତି ହେବା ନିଶା ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଅଞ୍ଚଳର ଜଣେ ଦିନ ମଜୁରିଆ ଯୁବତୀଙ୍କ ପାଇଁ ମହଙ୍ଗା ପଡିଛି। ଯୁବତୀ ଜଣକ କେବିସି ଲଟେରି ମାଧ୍ୟମରେ ୨୫ ଲକ୍ଷ ଟଙ୍କା ପାଇବେ ବୋଲି ୩୭ ହଜାର…

ଚିଲିକାରେ ଡଲ୍‌ଫିନ୍‌ ଗଣନା ସରିଲା

ବ୍ରହ୍ମଗିରି,୧୦ା୧(ଡି.ଏନ୍‌.ଏ): ଚିଲିକାରେ ରବିବାର ଡଲ୍‌ଫିନ୍‌ ଗଣନା ଶେଷ ହୋଇଛି। ଚିଲିକାରେ ଥିବା ଇରାୱାଡ଼ି ଡଲ୍‌ଫିନ୍‌ଙ୍କ ସ୍ଥିତି ଜାଣିବା ପାଇଁ ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ସହଯୋଗରେ ସକାଳ ୬ଟାରୁ ଏହି ଗଣନା କାର୍ଯ୍ୟ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ…

ବାଧୁଛି ଅନ୍‌ଲାଇନ ପଢ଼ା ଖର୍ଚ୍ଚ

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ତୃତୀୟ ଲହର ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ ବନ୍ଦ କରାଯାଇଛି। ଅଫ୍‌ଲାଇନ କ୍ଲାସ୍‌ ବଦଳରେ ଅନ୍‌ଲାଇନ କ୍ଲାସ୍‌ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଯାଉଥିବା…

‘ଖୁବ୍‌ଶୀଘ୍ର ଦେଖା ହେବ’

ବୋଗୋଟା, ୧୦ା୧: ଦୀର୍ଘ ଦିନ ହେଲା ଫୁସ୍‌ଫୁସ୍‌ ଜନିତ ଜଟିଳ ରୋଗରେ ପୀଡ଼ିତ ଥିବା କଲମ୍ବିଆର ୬୦ ବର୍ଷୀୟ ଭିକ୍ଟର ଏସ୍କୋବର୍‌ ଶୁକ୍ରବାର ଇଚ୍ଛାମୃତ୍ୟୁ ବରଣ କରିଛନ୍ତି। ଦେଶରେ ଇଚ୍ଛାମୃତ୍ୟୁ ଆଇନ ଲାଗୁ ହେବା ପରେ ଏପରି କରିବାରେ ସେ ଲାଟିନ୍‌…

ମିଶନ ମୋଡ୍‌ରେ ପିଲାଙ୍କୁ ଟିକାକରଣ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୦।୧: ଡେଲ୍ଟା ଏବଂ ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଦେଶରେ କୋଭିଡ୍‌ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମହାମାରୀ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଭର୍ଚୁଆଲ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ୧୫ରୁ ୧୮ ବର୍ଷ…

‘୩ ମାସରେ କମିବ’

ପୁଣେ,୧୦।୧: ଓମିକ୍ରନ୍‌ ଭାରିଆଣ୍ଟ ଯୋଗୁ ଭାରତରେ ଯେଉଁଭଳି ଦ୍ରୁତବେଗରେ ସଂକ୍ରମଣ ବଢ଼ିଚାଲିଛି, ସେହିପରି ଶୀଘ୍ର ହ୍ରାସ ପାଇବ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ଗତ ୫ ସପ୍ତାହର ବିଶ୍ୱ ସଂକ୍ରମଣ ତଥ୍ୟ ଏବଂ ଅଭିଜ୍ଞତାରୁ ଜଣାପଡ଼ିଛି ଯେ, ଓମିକ୍ରନ୍‌ ସଂକ୍ରମିତଙ୍କଠାରେ କୌଣସି…

ଆଜିଠୁ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ କରୋନା ସ୍ଥିତି ଧୀରେ ଧୀରେ ବିଗିଡ଼ିବାରେ ଲାଗିଛି। ସରକାର ଟିକାକରଣ ସମେତ ଟ୍ରାକିଂ, ଟ୍ରେସିଂ ଓ ଟେଷ୍ଟିଂକୁ ଗୁରୁତ୍ୱ ଦେଉଥିଲେ ମଧ୍ୟ ସଂକ୍ରମଣ ରୋକିବାର ନାଁ ଧରୁନି। ଏପରିକି ଡବଲ୍‌ ଡୋଜ୍‌ ଟିକା ନେବା…

ରାଜ୍ୟ ଋଣ ଭାର ବଢ଼ୁଛି

ଭୁବନେଶ୍ୱର,୧୦ା୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ ୨୦୨୧-୨୨ର ଅକ୍ଟୋବର ଶେଷ ବେଳକୁ ରାଜ୍ୟର ଋଣ ଭାର ୧,୦୩,୮୨୦.୭୧ କୋଟି ଟଙ୍କାରେ ପହଞ୍ଚତ୍ଥିବା ବେଳେ ତାହା ମାର୍ଚ୍ଚ ଶେଷ ସୁଦ୍ଧା ୧,୨୫,୦୦୫.୩୧ କୋଟି ଟଙ୍କାରେ ପହଞ୍ଚତ୍ବ ବୋଲି ରାଜ୍ୟ ସରକାର ଆକଳନ କରଛନ୍ତି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?