ଲୋକ ସଭାରେ କାଗଜ ପିଙ୍ଗା, ୧୦ କଂଗ୍ରେସ ଏମ୍ପି ହୋଇପାରନ୍ତି ନିଲମ୍ବିତ…
ନୂଆଦିଲ୍ଲୀ,୨୮।୭: ଲୋକ ସଭାରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିବା ଯୋଗୁ ବୁଧବାର ଗୃହର ସାଧାରଣ କାର୍ଯ୍ୟ ବ୍ୟାହତ ହୋଇଥିଲା। କଂଗ୍ରେସର କେତେକ ସଦସ୍ୟ ଗୃହରେ କାଗଜ ଫିଙ୍ଗିବାର ଦେଖିବାକୁ ମିଳିଥିଲା। ଏସମସ୍ତ ସଦସ୍ୟଙ୍କୁ ନିଲମ୍ବିତ…
ବନ୍ଧୁକ ଦେଖାଇ ବଟି ଆଦାୟ ଅଭିଯୋଗରେ ଯୁବକ ଗିରଫ
ଦାରିଙ୍ଗବାଡ଼ି,୨୮ା୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଭ୍ରମରବାଡ଼ି ଅଞ୍ଚଳରେ ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ବଟି ଆଦାୟ କରୁଥିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଏଥିସହ ତାଙ୍କ ଠାରୁ ଏକ ବନ୍ଧୁକ ଜବତ କରାଯାଇଥିବା…
ରାଜଙ୍କୁ ମିଳିଲାନି ଜାମିନ
ମୁମ୍ବାଇ,୨୮।୭: ବଲିଉଡ୍ ଅଭିନେତ୍ରୀ ଶିଳ୍ବା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇଥିବା କୁନ୍ଦ୍ରାଙ୍କ ଜାମିନ ଆବେଦନ ଖାରଜ ହୋଇଛି। ବୁଧବାର ମୁମ୍ବାଇ ଏସ୍ପ୍ଲାନେଡ କୋର୍ଟର ମେଟ୍ରୋପଲିଟାନ୍ ମାଜିଷ୍ଟ୍ରେଟ୍ ସୁଧୀର…
ପୂଜା ରାଣୀ, ଦୀପିକା କୁମାରୀ ପଦକ ଆଶା ବଢାଇଲେ
ଟୋକିଓ,୨୮।୭: ଟୋକିଓ ଅଲିମ୍ପିକ୍ସରେ ଆଜି ଷଷ୍ଠ ଦିନ। ବୁଧବାର ବକ୍ସର ପୂଜା ରାଣୀ ଚମତ୍କାର ଖେଳ ପ୍ରଦର୍ଶନ କରିଥିଲେ। ଅନ୍ତିମ ୧୬ ମୁକାବିଲାରେ ସେ ଆଲଜେରିଆର ଇକରାକ ଚ୍ୟାକ୍ ୫-୦ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ପଦକ ସୁନିଶ୍ଚିତ…
ବୁଗୁଡ଼ା ବ୍ଲକରେ ୭୦ ପିଲା ଦେବେ ମାଟ୍ରିକ ପରୀକ୍ଷା
ବୁଗୁଡ଼ା,୨୮ା୭(ଡି.ଏନ୍.ଏ.): କିଛିଦିନ ତଳେ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନରେ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀ ପୁଣି ପରୀକ୍ଷା ଦେବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ମର୍ମରେ ଚଳିତ ମାସ ୧ ତାରିଖରୁ ୧୫…
୧୩ ମାସରେ ୩ଥର ଆକ୍ରାନ୍ତ ହେଲେଣି ଏହି ମହିଳା ଡାକ୍ତର
ମୁମ୍ବାଇ,୨୮।୭: ମହାରାଷ୍ଟ୍ରର ମୁମ୍ବାଇରେ କରୋନା ପ୍ରକୋପ ଜାରି ରହିଛି। ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ମୁମ୍ବାଇରେ ରହୁଥିବା ୨୬ବର୍ଷୀୟ ଡାକ୍ତର ଗତ ୧୩ ମାସ ମଧ୍ୟରେ ୩ଥର କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ଆଉ…
ପେଗାସସ୍ ଗୁପ୍ତଚରୀ ରାଷ୍ଟ୍ରବିରୋଧୀ…
ନୂଆଦିଲ୍ଲୀ,୨୮।୭: ପେଗାସସ୍ ଗୁପ୍ତଚରୀ ନେଇ ବିରୋଧି ଦଳଙ୍କ ପକ୍ଷରୁ ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ହରଡ଼ଘଣାରେ ପଡ଼ିଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କହିଛନ୍ତି ଯେ, ପେଗାସସ୍ ଦ୍ୱାରା ଗୁପ୍ତଚରୀ ରାଷ୍ଟ୍ରବିରୋଧୀ। ସରକାର ଏହି…
ଆମେରିକାରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୬୦ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
ଓ୍ବାଶିଂଟନ୍,୨୮।୭: ଆମେରିକାରେ କରୋନା ଭାଇରସ୍ ସଂକ୍ରମଣ ବିପଦ ପୁଣି ଥରେ ଘନେଇବାରେ ଲାଗିଛି। କରୋନାର ଡେଲ୍ଟା ଭାରିଆଣ୍ଟ ତୀବ୍ରଗତିରେ ବ୍ୟାପୁଥିବା ବେଳେ ବହୁ ସଂଖ୍ୟକ ଲୋକ ଆକ୍ରାନ୍ତ ହେଉଛନ୍ତି। ଆମେରିକାରେ ଗୋଟିଏ ଦିନରେ ୬୦ହଜାରରୁ ଊର୍ଦ୍ଧ୍ୱ ନୂଆ ମାମଲା ଚିହ୍ନଟ ହୋଇଛି।…
ଘର ଅଗଣାରେ ଖୋଳୁଥିଲେ କୂଅ, ଏଥିରୁ ଯାହା ମିଳିଲା ରାତାରାତି କୋଟିପତି ପାଲଟିଲେ ଏହି ବ୍ୟକ୍ତି
କୁହାଯାଏ, ଭାଗ୍ୟ କେତେବେଳେ ବଦଳିଯିବ ତା’ର କିଛି ଠିକଣା ନାହିଁ। ଏମିତି ହୋଇଛି କଲମ୍ବୋରେ ରହୁଥିବା ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଘର ଅଗଣାରେ କୂଅ ଖୋଳୁଥିବା ବେଳେ ତାଙ୍କୁ ଏକ ବିରାଟକାୟ ନିଲମ ପଥର ମିଳିଛି। ଫଳରେ ତାଙ୍କ ଭାଗ୍ୟ ବଦଳିଯାଇଛି।…
‘ବଚପନ୍ କା ପ୍ୟାର୍..’ ଗାଇ ସମସ୍ତଙ୍କ ହୃଦୟ ଜିତିଥିଲେ ଏହି କୁନି ଗାୟକ: ଏବେ ବାଦ୍ଶାହଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ବି ହୋଇଗଲେ ଫ୍ୟାନ୍…
ନୂଆଦିଲ୍ଲୀ: ସ୍କୁଲ ପୋଷାକ ପିନ୍ଧି ପ୍ରେମ ଗୀତଟିଏ ଗାଇଦେଲେ। ପରେ ତାହା ସୋସିଆଲ ମିଡିଆରେ ଏତେ ଭାଇରାଲ ହୋଇଗଲା ଯେ ଏବେ ସେ ସବୁଆଡେ ଚର୍ଚ୍ଚାରେ। ଆମେ କଥା ହେଉଛୁ କୁନି ଗାୟକ ସହଦେବଙ୍କ କଥା। ଛତିଶଗଡ଼ରେ ରହୁଥିବା ଏହି କୁନି…
ଧୋଲାଭିରା ୟୁନେସ୍କୋ ଐତିହ୍ୟ ତାଲିକାରେ…
ନୂଆଦିଲ୍ଲୀ,୨୮।୭: ଗୁଜରାଟର କଚ୍ଛଠାରେ ଥିବା ହରପ୍ପାନ୍ ସଭ୍ୟତା ସମୟର ପୁରାତନ ସହର ଧୋଲାଭିରାକୁ ଜାତିସଂଘର ଶିକ୍ଷା, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଂଗଠନ (ୟୁନେସ୍କୋ)ର ବିଶ୍ୱ ଐତିହ୍ୟ ତାଲିକାରେ ସ୍ଥାନୀତ କରାଯାଇଛି। ଏନେଇ ବୁଧବାର ରାଜ୍ୟ ସଭା ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ଦେଶବାସୀଙ୍କୁ…
ଅଯୋଧ୍ୟାରେ ମର୍ମନ୍ତୁଦ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ଲକ୍ଷ୍ନୌ,୨୮।୭: ଉତ୍ତରପ୍ରଦେଶ ବାରାବଙ୍କି ଜିଲାର ରାମ ସନେହି ଘାଟ କୋତଓ୍ବାଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା…
Archives


