ଜୁଆଆଡ୍ଡାରେ ଚଢ଼ାଉ, ୭ ଗିରଫ
ହିଞ୍ଜିଳିକାଟୁ,୨୦ା୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତ୍ତଳ ଗ୍ରାମରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ଶନିବାର ହିଞ୍ଜିଳି ପୋଲିସ ଚଢ଼ାଉ କରି ୭ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ନିକଟରୁ ୭୧ ହଜାର ୭୯୦ ଟଙ୍କା ଜବତ କରିଛି…
ଏକାଠି ହୋଇ ବୁଲିଲେ ୬ ବାଘ, ଭାଇରାଲ ହେଉଛି ଭିଡିଓ
ଗୋଟିଏ କି ଦୁଇଟି ନୁହେଁ, ଏକାସାଙ୍ଗରେ ୬ଟି ବାଘ ଏକାଠି ହୋଇ ବୁଲିବାର ବିରଳ ଦୃଶ୍ୟ ସୋସିଆଲ ମିଡିଆରେ ଏବେ ଭାଇରାଲ ହେଉଛି। ଆଜି ସକାଳେ ଅଭିନେତା ରଣଦୀପ ହୁଡା ତାଙ୍କ ଟୁଇଟର ପେଜ୍ରେ ଏହି ଭିଡିଓଟି ଶେୟାର କରିଛନ୍ତି। ଭିଡିଓରେ…
ଅଭିଯୁକ୍ତଙ୍କ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍ ଜରୁରୀ, ହାଇକୋର୍ଟଙ୍କ ଗୁରୁତ୍ୱାରୋପ…
ଚେନ୍ନାଇ,୨୦।୧୧: ମାନସିକ ସମସ୍ୟା ରହିଥିବା ଅଭିଯୁକ୍ତଙ୍କ ଯାଞ୍ଚ୍ ଜରୁରୀ। ପ୍ରଥମେ ସେମାନଙ୍କୁ ଆବଶ୍ୟକ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ୍ ସୁବିଧା ଉପଲବ୍ଧ କରାଇବା ଆବଶ୍ୟକ ବୋଲି ପୋଲିସ, ଜେଲ୍ ଅଧିକାରୀ ଏବଂ ରିମାଣ୍ଡିଙ୍ଗ୍ ମାଜିଷ୍ଟ୍ରେଟ୍ଙ୍କ ଉଦ୍ଦେଶ୍ୟରେ ମାଡ୍ରାସ୍ ହାଇକୋର୍ଟଙ୍କ ମଦୁରାଇ ଖଣ୍ଡପୀଠଙ୍କ ପକ୍ଷରୁ…
ଆର୍ୟନଙ୍କ ବିରୋଧରେ କୌଣସି ଠୋସ୍ ପ୍ରମାଣ ନାହିଁ: ମୁମ୍ବାଇ ହାଇକୋର୍ଟ
ମୁମ୍ବାଇ,୨୦ା୧୧: ଡ୍ରଗ୍ସ ମାମଲାରେ ଶାହାରୁଖ ଖାନ୍ଙ୍କ ପୁଅ ଆର୍ୟନଙ୍କ ବିରୋଧରେ ମୁମ୍ବାଇ ହାଇକୋର୍ଟ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ଆଜି ଆର୍ୟନ ମୁମ୍ବାଇ ହାଇକୋର୍ଟଙ୍କଠାରୁ ଜାମିନ ଆଦେଶ ପାଇଛନ୍ତି। ଜାମିନ ଆଦେଶ ସହିତ କୋର୍ଟ ୧୪ ପୃଷ୍ଠାର ନିର୍ଦ୍ଦେଶ ଦେବାବେଳେ…
କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେଲେ ସମବାୟ କର୍ମଚାରୀ
କେନ୍ଦୁଝର,୨୦ା୧୧(ସ୍ବ.ପ୍ର.): ଓଡ଼ିଶା ସମବାୟ କର୍ମଚାରୀ ମହାସଂଘ ଡାକରାରେ କେନ୍ଦୁଝର ଜିଲାର ସମସ୍ତ ପାକ୍ସ ଓ ଲ୍ୟାମ୍ପସ୍ର କର୍ମଚାରୀମାନେ ୫ ଦଫା ଦାବିରେ କେନ୍ଦୁଝର ଉପନିବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଧାରଣା ଜାରି ରଖିଛନ୍ତି ା ଗତ…
ଏହି ଅଭିନେତ୍ରୀଙ୍କ ଘରେ ଲାଗିଲା ନିଆଁ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ରକୁଲ ପ୍ରୀତ ସିଂଙ୍କ ବିଲ୍ଡିଂର ୧୨ତମ ମହଲାରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଏହି ଖବର ପରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡ଼ି ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଛି। ଅନ୍ୟପକ୍ଷରେ ଅଗ୍ନିକାଣ୍ଡ ସମ୍ପର୍କରେ ରକୁଲଙ୍କଠାରୁ ମଧ୍ୟ…
କାମ ଦେଉଛି ଗୁରୁମନ୍ତ୍ର; ହେଲେ ୧୪୦ କିମିରୁ ଅଧିକ ବେଗରେ ବୋଲିଂ କରିପାରୁନି
ରାଞ୍ଚି, ୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମୁକାବିଲାରେ ଅନ୍ତର୍ଜାତୀୟ ଡେବ୍ୟୁ କରିଛନ୍ତି ଆଇପିଏଲ୍ରେ ଚମତ୍କାର ପ୍ରଦର୍ଶନ କରିଥିବା ହର୍ଶଲ ପଟେଲ। ଚଳିତ ବର୍ଷ ସେ ଆଇପିଏଲ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ଇତିହାସ ରଚି ୩୨ ଉଇକେଟ ନେଇ ପର୍ପଲ…
ଟିକ୍ଟକ୍ ଉପରୁ ପ୍ରତିବନ୍ଧକ ହଟିଲା
ଇସଲାମାବାଦ,୨୦ା୧୧: ଲୋକପ୍ରିୟ ଚାଇନିଜ୍ ଭିଡିଓ ଶେୟାରିଂ ପ୍ଲାଟଫର୍ମ ଟିକ୍ଟକ୍ ଉପରେ ଲାଗିଥିବା ପ୍ରତିବନ୍ଧକକୁ ପାକିସ୍ତାନର ଟେଲିକମ୍ ରେଗୁଲେଟର ହଟାଇ ଦେଇଛି। ଟିକ୍ଟକ୍ର ଆଶ୍ୱାସନା ପରେ ପାକିସ୍ତାନ ଏହି ନିଷ୍ପତ୍ତି ନେଇଛି। ଯେଉଁଥିରେ କୁହାଯାଇଛି, ଏହା ଅଶ୍ଳୀଳ ଦୃଶ୍ୟ ପ୍ରସାରଣକୁ ନିୟନ୍ତ୍ରଣ କରିବ।…
ବିରାଟଙ୍କ ସମକକ୍ଷ ହେଲେ ରୋହିତ, ପଛରେ ପଡ଼ିଲେ ବାବର
ରାଞ୍ଚି, ୨୦।୧୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲା ଭାରତ। ଦଳ ଏହି ମ୍ୟାଚ୍ରେ ଅତିଥି ଟିମ୍କୁ ପରାସ୍ତ କରି ସିରିଜ୍କୁ ଆଗୁଆ ଜିତି ନେଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ନିଜର ୨୫ତମ ଅର୍ଦ୍ଧଶତକ…
କୋହଲି କହିଲେ ‘ଆଇ ଲଭ୍ ୟୁ’; ଜବାବରେ…
ନୂଆଦିଲ୍ଲୀ, ୨୦।୧୧: ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍ ଏବି ଡି’ଭିଲର୍ସ କ୍ରିକେଟର ସମସ୍ତ ଫର୍ମାଟରୁ ତାଙ୍କର ଅବସର ନେଇ ଘୋଷଣା କରିଛନ୍ତି। ଦୀର୍ଘ ୧୭ ବର୍ଷ ଧରି ସେ ତାଙ୍କ ୩୬୦ ଡିଗ୍ରୀ ବ୍ୟାଟିଂ ପାଇଁ ଅପ୍ରତିଦ୍ୱନ୍ଦ୍ୱୀ ଥିଲେ। ଏହି ଘୋଷଣା…
ମନ୍ତ୍ରୀଙ୍କ ପ୍ରେସ୍ ସୂଚନା ସମୟରେ ସାଙ୍କେତିକ ଭାଷାର ସୁବିଧା ରହୁ, ସୁପ୍ରିମ୍କୋର୍ଟରେ ଆବେଦନ…
ନୂଆଦିଲ୍ଲୀ,୨୦।୧୧: ରାଷ୍ଟ୍ର ମୁଖ୍ୟ ଅବା ଅନ୍ୟ ମନ୍ତ୍ରୀଙ୍କ ପ୍ରେସ୍ ସୂଚନା କାର୍ଯ୍ୟକ୍ରମ ସମୟରେ ସାଙ୍କେତିକ ଭାଷାର ସୁବିଧା ରହୁବୋଲି ଏକ ଆବେଦନ ସୁପ୍ରିମ୍କୋର୍ଟରେ ଦାଖଲ କରାଯାଇଛି। ଏହା ଦ୍ୱାରା ପ୍ରେସ୍ ସୂଚନା ସମ୍ପର୍କରେ ଶ୍ରବଣ ଶକ୍ତି ବାଧିତ ଦିବ୍ୟାଙ୍ଗମାନେ ସହଜରେ ଜାଣି…
ଢେଙ୍କାନାଳରେ ସ୍ମାର୍ଟ ହେଲ୍ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
ଢେଙ୍କାନାଳ ଅଫିସ,୨୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଢେଙ୍କାନାଳ ଗସ୍ତରେ ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏହି କାର୍ଡ ବଣ୍ଟନ କରିଥିଲେ। ଏଥିସହିତ ୮୮୦ କୋଟି…
Archives


