Home

ସ୍ତ୍ରୀଙ୍କ ପାଖରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ପୁରୁଷ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି ଗୁଣ…

ନୂଆ କରୋନା ଅଇନ ନେଇ ଲୋକଙ୍କ ପକ୍ଷରୁ ପ୍ରଦର୍ଶନ…

ଆମେଷ୍ଟରଡମ୍‌,୨୦।୧୧: ନେଦରଲାଣ୍ଡରେ ଟତକାକରଣ କରାଯାଇ ନ ଥିବା ଲୋକଙ୍କୁ କେତେକ ସ୍ଥାନରେ ପ୍ରବେଶ କରିବାକୁ ବାରଣ କରିବା ପାଇଁ ସରକାରଙ୍କ ପକ୍ଷରୁ ଯୋଜନା କରାଯାଇଛି। ଏହି ନୂଆ ଆଇନକୁ ବିରୋଧରେ କରି ଶୁକ୍ରବାର ରାତିରେ ଲୋକେ ରୋଟର୍ଡାମରେ ବିରୋଧ ପ୍ରଦର୍ଶନ କରିଛନ୍ତି।…

୨୦୨୨ରେ ଦୁଇଟି ଏସ୍‌-୪୦୦ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବ ଭାରତ…

ନୂଆଦିଲ୍ଲୀ,୨୦।୧୧: ଭାରତ ୨୦୨୨ରେ ଦୁଇଟି ଏସ୍‌-୪୦୦ ବାୟୁ ପ୍ରତିରକ୍ଷା ପ୍ରଣାଳୀ ମୁତୟନ କରିବ। ରୁଷିଆର ଏହି ପ୍ରତିରକ୍ଷା ପ୍ରଣାଳୀ ଦ୍ୱାରା ଭାରତୀୟ ସେନାଙ୍କ ଶକ୍ତି ବୃଦ୍ଧି ପାଇପାରିବ। ଲଦାଖ ଏବଂ ଅରୁଣାଚଳ ପ୍ରଦେଶରେ ଥିବା ଏଲଏସିଠାରେ ଚାଇନା ଦ୍ୱାରା ସୃଷ୍ଟି ହେଉଥିବା…

ମାଓବାଦୀଙ୍କ ଭାରତ ବନ୍ଦ, ଟ୍ରେନ୍‌ ଲାଇନ୍‌ ଉଡାଇଲେ…

ରାଞ୍ଚି,୨୦।୧୧: ମାଓବାଦୀଙ୍କ ୨୪ ଘଣ୍ଟିଆ ଭାରତ ବନ୍ଦ ଶୁକ୍ରବାର ମଧ୍ୟ ରାତ୍ରରୁ ଆରମ୍ଭ ହୋଇଛି। ମାଓବାଦୀ ନେତା ପ୍ରଶାନ୍ତ ବୋଷ ଏବଂ ତାଙ୍କ ସ୍ତ୍ରୀ ଶୀଲା ମରାଣ୍ଡିଙ୍କ ଗିରଫକୁ ବିରୋଧ କରି ମାଓବାଦୀ ସଂଗଠନ ପକ୍ଷରୁ ଏହି ବନ୍ଦ ଠାକରା ଦିଆଯାଇଛି।…

ଚିନ୍ତା ବଢ଼ାଉଛି କେରଳ…

ନୂଆଦିଲ୍ଲୀ,୨୦।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ୩୦୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…

ମାଷ୍ଟରଷ୍ଟ୍ରୋକ୍‌ ନା ପରାଜୟ ଭୟ

ନୂଆଦିଲ୍ଲୀ,୨୦।୧୧: ଗୁରୁନାନକ ଦେବଙ୍କ ୫୫୨ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅପ୍ରତ୍ୟାଶିତ ଘୋଷଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଯେଉଁ କୃଷି ଆଇନକୁ ନେଇ ଏତେ ତୁମ୍ବିତୋଫାନ ହେଲା, ୭୦୦ରୁ ଊର୍ଦ୍ଧ୍ୱ କୃଷକଙ୍କ ଜୀବନ ଚାଲିଗଲା ତାକୁ ନେଇ ହଠାତ୍‌ କିପରି…

ବିଚାର ବିଭାଗୀୟ ତଦନ୍ତ ଦାବିକଲା ଗୁପ୍‌କାର ମେଣ୍ଟ

ଶ୍ରୀନଗର, ୨୦।୧୧: ହାଇଦରପୋରା ଏନ୍‌କାଉଣ୍ଟରର ବିଚାର ବିଭାଗୀୟ ତଦନ୍ତ ଲାଗି ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱରେ ୬ ଦଳୀୟ ଗୁଫ୍‌କାର ମେଣ୍ଟ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ପତ୍ର ଲେଖିଛନ୍ତି। ଗତ ସୋମବାର ଶ୍ରୀନଗରର ହାଇଦରପୋରାରେ…

ଆନ୍ଧ୍ରରେ ବର୍ଷା ବିତ୍ପାତ: ୧୭ ମୃତ

ତିରୁପତି, ୨୦।୧୧: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆନ୍ଧ୍ରପ୍ରଦେଶର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ରୟାଲସୀମା ଅନ୍ତର୍ଗତ ୪ ଜିଲାରେ ବର୍ଷା ଓ ବନ୍ୟାରେ ଶୁକ୍ରବାର ୧୭ ଜଣଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ନିଖୋଜ ହୋଇଯାଇଛନ୍ତି। ଚେୟେରୁ ନଦୀରେ…

ମାଈହାତୀକୁ ରୋମାଣ୍ଟିକ୍‌ ଷ୍ଟାଇଲ୍‌ରେ ପ୍ରପୋଜ କରୁଛି ଦନ୍ତା, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବେଳେବେଳେ ଅନେକ ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କିଛି ଭିଡିଓ ଦେଖିଲେ ହସିହସି ଗଡ଼ିବେ। ଏବେ ଏମିତି ଏକ ଭିଡିଓ ଭାଇରାଲ ହେଉଛି, ଯାହାକୁ ଦେଖିଲେ କଳ୍ପନା କରିପାରିବେ ନାହିଁ। ଭାଇରାଲ ଭିଡିଓରେ ଏକ ଦନ୍ତାହାତୀ ତା’ର ଗର୍ଲଫ୍ରେଣ୍ଡ…

କରୋନା ଲଢେଇରେ ଆମେରିକା ନେଲା ବଡ ପଦକ୍ଷେପ, ଟିକାର ବୁଷ୍ଟର ଡୋଜକୁ ମିଳିଲା ମଞ୍ଜୁରୀ

ୱାଶିଂଟନ,୨୦ ।୧୧: ବୟସ୍କ ବା ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କ ପାଇଁ ଆମେରିକା କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ମଞ୍ଜୁରୀ ପ୍ରଦାନ କରିଛି । ଟିକା ନିର୍ମାଣକାରୀ କମ୍ପାନୀ ଫାଇଜର ଓ ମର୍ଡନା ପକ୍ଷରୁ ଏହି ସୂଚନା ଦିଆଯାଇଛି ।…

ଶିଶୁ ଭବିଷ୍ୟତର ନାଗରିକ

କଥାରେ ଅଛି ଆଜିର ଶିଶୁ ଭବିଷ୍ୟତର ନାଗରିକ। ଅର୍ନ୍ତଜାତୀୟସ୍ତରରେ ଶିଶୁଙ୍କ ବିକାଶ ଏବଂ ଅଧିକାର ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର ୨୦ରେ ଅନ୍ତର୍ଜାତୀୟ ଶିଶୁ ଦିବସ ପାଳନ କରାଯାଇଥାଏ। ୧୯୨୫ରେ, ଶିଶୁ କଲ୍ୟାଣ ଉପରେ ଅନୁଷ୍ଠିତ ହୋଇଥିବା ବିଶ୍ୱ…

ପଞ୍ଜାବରେ ବଦଳିଲା ରାଜନୈତିକ ସମିକରଣ: ଭାଜପା ହୋଇପାରେ ଗେମ ଚେଞ୍ଜର, ୭୭ ଆସନରେ ପଡିପାରେ ପ୍ରଭାବ

ଚଣ୍ଡିଗଡ,୨୦ ।୧୧: ଗୁରୁପର୍ବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ନୂଆ କୃଷି ଆଇନକୁ ପ୍ରତ୍ୟାହାର କରିନେବା ଘୋଷଣା କରିବା ପରେ ପଞ୍ଜାବ ରାଜନୀତିର ସମିକରଣ ବଦଳି ଯିବା ପରି ଲକ୍ଷ୍ୟ କରାଯାଇଛି । ଆଗାମୀ ୨୦୨୨ରେ ହେବାକୁ ଥିବା ୧୧୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri