Home

ମଦ ଦୋକାନ ବନ୍ଦ ପାଇଁ ଜାରି ହୋଇନି ଲିଖିତ ନିର୍ଦ୍ଦେଶନାମା

ପୁରୀ ଅଫିସ,୨୦।୯: ସ୍ବର୍ଗଦ୍ୱାର ନିକଟରେ ବିଦେଶୀ ମଦ ଦୋକାନ ପ୍ରସଙ୍ଗ କ୍ରମଶଃ ବିବାଦୀୟ ହେବାରେ ଲାଗିଛି। ଏଠାରେ ପ୍ରଶାସନ ମଦ ଦୋକାନ ବନ୍ଦ ପାଇଁ କୁନ୍ଥୁକୁନ୍ଥୁ ହେଉଥିବା କୁହାଯାଉଛି। ତେବେ ରବିବାର ଲୋକଦେଖାଣିଆ ଭାବେ କେତେକ ମଦ ଦୋକାନକୁ ବନ୍ଦ କରାଯାଇଥିବା…

ହଜିବାକୁ ବସିଲାଣି ଭାଗବତ ଟୁଙ୍ଗି

ବେଗୁନିଆ,୨୦।୯(ଡି.ଏନ୍‌.ଏ.): ଭାଦ୍ରବ ମାସ ଶୁକ୍ଳ ପକ୍ଷ ଇନ୍ଦ୍ରୋତ୍ସବ ପୂର୍ଣ୍ଣିମାରେ ଶ୍ରୀମଦ୍‌ ଭାଗବତ ଦେବଙ୍କ ଜନ୍ମ। ହିନ୍ଦୁ ଧର୍ମର ଅଷ୍ଟାଦଶ ପୁରାଣ ମଧ୍ୟରେ ଶ୍ରେଷ୍ଠ ଗ୍ରନ୍ଥ ହେଉଛି ଶ୍ରୀମଦ୍‌ ଭାଗବତ। ତାଳପତ୍ର ପୋଥିରେ ବର୍ଣ୍ଣିତ ହୋଇଥିବା ଗ୍ରନ୍ଥାବଳୀକୁ ପୂଜାର୍ଚ୍ଚନା ଓ ପାଠ କରାଯାଉଥିଲା।…

ସନ୍ଦେହ ଜନକ ସ୍ଥିତି, ଉରି ସେକ୍ଟରରେ ସର୍ଚ୍ଚ ଅପରେଶନ୍‌ ଜାରି…

ଶ୍ରୀନଗର,୨୦।୯: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ସନ୍ଦେହ ଜନକ ସ୍ଥିତି ସୃଷ୍ଟି ହୋଇଛି। ନିୟନ୍ତ୍ରଣ ରେଖା ଦେଇ ଅନୁପ୍ରବେଶ ହେଉଥିବାର ଅନୁମାନ ଭାରତୀୟ ସେନା ପକ୍ଷରୁ କରାଯିବା ପରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଛି। ଉତ୍ତର କଶ୍ମୀରର ଉରି ସେକ୍ଟରରେ…

ଧୋନୀଙ୍କ ଆଗରେ ପୁଣି ହାରିଲେ ଅମ୍ପାୟାର: ଦେଖନ୍ତୁ ଭିଡିଓ

ୟୁଏଇ,୨୦।୯: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଅଧିନାୟକ ଏମଏସ ଧୋନୀଙ୍କ ଡିଆରଏସ୍‌ ନେବା ପ୍ରସଙ୍ଗରେ କୌଣସି ତୁଳନା ନାହିଁ। ତାଙ୍କର ସଠିକ ସମୀକ୍ଷା ଯୋଗୁ ପ୍ରଶଂସକ ଡିଆରଏସ୍‌କୁ ଧୋନୀ ସମୀକ୍ଷା ସିଷ୍ଟମ ଆଖ୍ୟା ଦେଇଛନ୍ତି। ଧୋନୀଙ୍କ ଡିଆରଏସ୍‌ ପ୍ରାୟ ଅଧିକାଂଶ ସମୟ…

ମୁକୁଳା ଡ୍ରେନ: ଆଉ କେତେ ମୁଣ୍ଡ ଗଡ଼ିବ

ଭୁବନେଶ୍ୱର,୨୦ା୯(ବ୍ୟୁରୋ): କୌଣସି ପରିସ୍ଥିତିରେ ଡ୍ରେନ ମୁକୁଳା ରହିପାରିବ ନାହିଁ। ସମସ୍ତ ଡ୍ରେନ ଉପରେ ସ୍ଲାବ ପକାଇବା ବାଧ୍ୟତାମୂଳକ ବୋଲି ପୂର୍ବରୁ ସୁପ୍ରିମ୍‌କୋର୍ଟ ଏକ ରାୟରେ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏହାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅନୁପାଳନ କରିପାରିନାହିଁ। ଦେଶର ୧ନଂ.…

ବିରଜାଇ ଜଙ୍ଗଲର କୃଷ୍ଣାପଲ୍ଲୀରୁ ଆସିଥିଲା କାଠକଡ଼ି

କୋଣାର୍କଠାରେ ମନ୍ଦିର ତୋଳା ଅବସରରେ ନିର୍ମିତ ବୟାଳିଶ ବାଟିର ଦେବୀ ଗଙ୍ଗେଶ୍ୱରୀ ମନ୍ଦିର ଐତିହ୍ୟ ଅନୁଶୀଳନ କାର୍ଯ୍ୟ ଓଡ଼ିଶା ଐତିହ୍ୟ ପରିଷଦ, କୋଣାର୍କ ଐତିହ୍ୟ ପରିଷଦ ଓ ବ୍ରହ୍ମଗିରି ଐତିହ୍ୟ ପରିଷଦ ପକ୍ଷରୁ ମିଳିତ ଭାବରେ କରାଯାଇଥିଲା। ୨୦୧୮ ଜୁନ୍‌ ୩ରେ…

ସମୁଦ୍ରରେ ମିଶିଯାଉଛି, ଚାଷକୁ ମିଳୁନି

ଯାଜପୁର ଅଫିସ,୨୦।୯: ସରକାର ରାଜ୍ୟବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡିକରେ ସେଚ ସାମର୍ଥ୍ୟ ବୃଦ୍ଧି, କେନାଲ ରକ୍ଷଣାବେକ୍ଷଣ, ଫସଲ ଖସଡ଼ା ପ୍ରସ୍ତୁତି, ସୁଷମ ଜଳ…

କ’ଣ ହେବ କୋହଲିଙ୍କ ଭବିଷ୍ୟତ?

ୟୁଏଇ,୨୦।୯: ଯାହା ଆଶା କରାଯାଉଥିଲା, ଶେଷରେ ତାହା ହିଁ ଘଟିଲା। ବିରାଟ କୋହଲି ୨ ଦିନ ମଧ୍ୟରେ ଦ୍ୱିତୀୟ ଦଳର ଅଧିନାୟକତ୍ୱ ଛାଡିଛନ୍ତି। ଏବେ ତାଙ୍କୁ ଆଇପିଏଲରେ ମଧ୍ୟ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଅଧିନାୟକ ଦେଖିବାକୁ ମିଳିବ ନାହିଁ। ସେ ଏକ…

ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ା

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ। ଏନେଇ ଅଲ୍‌ ଇଣ୍ଡିଆ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେଶନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍‌ ସିଗ୍‌ନାଲ୍‌ ମିଳିସାରିଛି। ତେବେ କିଭଳି ଓଡ଼ିଆରେ ପଢ଼ାହେବ, ସେଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ନିକଟରେ ଏଆଇସିଟିଇ ଏବଂ ରାଜ୍ୟ ସରକାରଙ୍କ…

୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ …

କୋଲକାତା,୨୦।୯: ୨୦୨୪ରେ ମମତା ପ୍ରଧାନମନ୍ତ୍ରୀ ହେବା ଆଶା ଅଧିକ, କହିଲେ ବାବୁଲ ସୁପ୍ରିୟୋ … କୋଲକାତା,୨୦।୯: ଆସନ୍ତା ୨୦୨୪ରେ ଦେଶର ପ୍ରଧାନମନ୍ତ୍ରୀ ହେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କର ଆଶା ଅଧିକ ରହିଛି। ଏସମ୍ପର୍କରେ ତୃଣମୂଳ ନେତା ବାବୁଲ ସୁପ୍ରିୟୋ…

ଆଜି ରାଜ୍ୟରୁ ୫୧୦ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୯ ପିଲା

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୫୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୦,୫୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୯୭ ଜଣ ଚିହ୍ନଟ…

ପୁଣି ୪୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୦।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହୋଇଛି। କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri