Home

ଆଜିଠୁ ଷଷ୍ଠରୁ ଯୁକ୍ତ ୨ କ୍ଲାସ୍‌ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣର ଦ୍ରୁତଗତି ଏବଂ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଆସନ୍ତା ୭ ତାରିଖଠାରୁ କଟକଣାକୁ ଅଧିକ କଡ଼ାକଡ଼ି କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ଯୁକ୍ତ ୨ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ଘୋଷଣା…

ଆଜିଠାରୁ ଭୁବନେଶ୍ୱର ବିମାନବନ୍ଦର ଯାତ୍ରୀଙ୍କର ଆର୍‌ଟି-ପିସିଆର ଟେଷ୍ଟ

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ମଧ୍ୟ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧିପାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଭୁବନେଶ୍ୱର ବିମାନବନ୍ଦର ପାଇଁ ସ୍ବତନ୍ତ୍ର ଗାଇଡ୍‌ଲାଇନ ଜାରି କରିଛି। ବିମାନରେ…

୬୩ ଲକ୍ଷ କାମ: ୬ ମାସ ନ ପୂରୁଣୁ ପୁଣି ୨୪ ଲକ୍ଷ

ପଟ୍ଟାମୁଣ୍ଡାଇ,୭ା୧ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଦଶ ହଜାରୀ ଉତିକଣ ବନ୍ୟାବନ୍ଧ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୩ ଲକ୍ଷ ଟଙ୍କାର କାମ ହୋଇଛି ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ସେହି ରାସ୍ତା ୬ ମାସ ନ ପୂରୁଣୁ…

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର(ବ୍ୟୁରୋ)/ ମାହାଙ୍ଗା(ସ୍ବ.ପ୍ର.),୭ା୧:ମାହାଙ୍ଗା ଡବଲ ମର୍ଡର ଘଟଣାକୁ ବର୍ଷେ ପୂରିଛି। ଏହି ଅବସରରେ ଗୁରୁବାର ମାହାଙ୍ଗାରେ ଆୟୋଜିତ ଏକ ସ୍ମୃତିସଭାରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି। ବର୍ଷକ ତଳେ ମାହାଙ୍ଗାରେ ଭାଜପା…

ଧଳା କୁମ୍ଭୀର ଶାବକର ନାମ ଦିଆଗଲା ଶ୍ୱେତା

ରାଜନଗର, ୭ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଶାବକ ଧଳା କୁମ୍ଭୀର ପର୍ଯ୍ୟଟକଙ୍କ ମନ ମୋହୁଛି। ଗୁରୁବାର ଶାବକ ଧଳା କୁମ୍ଭୀରର ନାମକରଣ କରାଯାଇ ଶ୍ୱେତା ରଖାଯାଇଛି। ଭିତରକନିକାର…

ଆଜିଠାରୁ ୫୦%ରେ ଚାଲିବ ଅଫିସ

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ମହାମାରୀର ପ୍ରକୋପ ପୁଣି ବୃଦ୍ଧି ପାଇଛି। କୋଭିଡ୍‌ର ନୂଆ ଭାରିିଆଣ୍ଟ ଓମିକ୍ରନ୍‌ ଯୋଗୁ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜାନୁୟାରୀ ମାସ ପାଇଁ କଟକଣାକୁ କଡ଼ାକଡ଼ି କରିଛନ୍ତି। ଶୁକ୍ରବାରଠାରୁ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି: ଛୁରି ଧରି ମଞ୍ଚ ଉପରକୁ ଚଢିଲେ ଯୁବକ

ଡେରାଡୁନ୍‌,୭।୧: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସୁରକ୍ଷାରେ ଏକ ବଡ଼ ଧରଣର ତ୍ରୁଟି ଦେଖିବାକୁ ମିଳିଛି। ଉଧମ ସିଂ ନଗରର କାଶୀପୁରରେ ତାଙ୍କ ସାଧାରଣ ସଭାରେ ଜଣେ ଯୁବକ ହାତରେ ଛୁରି ଧରି ମଞ୍ଚ…

୩୩ ବର୍ଷ ରେକର୍ଡ ଭାଙ୍ଗିଲେ ଅଧିନାୟକ

ଜୋହାନ୍ସବର୍ଗ,୬।୧: ଜୋହାନ୍ସବର୍ଗରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଡିନ୍‌ ଏଲଗାର ଜବରଦସ୍ତ ବ୍ୟାଟିଂ କରି ଅପରାଜିତ ୯୬ ରନ କରିଥିଲେ। ଏହି ଇନିଂସ ସହିତ ଏଲଗାର…

ନିର୍ବାଚନୀ ରାଲି ସମ୍ଭବ ନୁହେଁ

ନୂଆଦିଲ୍ଲୀ,୭।୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ବଡ଼ ରାଲି ଓ ରୋଡ୍‌ ଶୋ’ ଆୟୋଜନ କରିବା ସମ୍ଭବ ନୁହେଁ ବୋଲି ନୀତି ଆୟୋଗ ସଦସ୍ୟ ତଥା ଭାରତର କୋଭିଡ୍‌ ଟାସ୍କଫୋର୍ସ ମୁଖ୍ୟ ଭି.କେ. ପଲ୍‌ ଗୁରୁବାର ନିର୍ବାଚନ କମିଶନ (ଇସି)ଙ୍କୁ ଅବଗତ କରାଇଛନ୍ତି।…

ଓମିକ୍ରନ୍ ସଂକ୍ରମିତଙ୍କ ପାଇଁ ଅଭାବ ପଡିଲାଣି ଭେଣ୍ଟିଲେଟର!

ଲସ ଆଞ୍ଜେଲସ,୭ ।୧: ଆମେରିକାରେ ପ୍ରତିଦିନ ୧୦ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେବା ଫଳରେ ହସ୍ପିଟାଲରେ ବେଡ୍‌ର ଅଭାବ ପରିଲକ୍ଷିତ ହେଲାଣି । ଏହାରି ଭିତରେ ଆଇସିୟୁରେ ରୋଗୀଙ୍କ ସଂଖ୍ୟା କମ୍ ଥିବା କୁହାଯାଉଥିଲା । ହେଲେ ଆମେରିକାର…

ଏଲ୍‌ପିଜି ନିଆଁରେ କାଜାଖସ୍ତାନ

ନୂର୍‌ ସୁଲତାନ, ୭ା୧:୧୯୯୧ରେ ସୋଭିଏଟ୍‌ ସଂଘରୁ ଅଲଗା ହୋଇଥିବା କାଜାଖସ୍ତାନ ବିଶ୍ୱର ନବମ ବୃହତ୍ତମ ଦେଶ। ଏହାର ଉତ୍ତରରେ ରୁଷିଆ ଓ ପୂର୍ବରେ ରହିଛି ଚାଇନା ସୀମା। ଭରପୂର ତୈଳ ଉତ୍ସ ରଣନୈତିକ ଓ ଆର୍ଥିକ କ୍ଷେତ୍ରରେ କେନ୍ଦ୍ରୀୟ ଏସିଆରେ କାଜାଖସ୍ତାନର…

୨୦୨୨ ନିର୍ବାଚନ: ଗୋଟିଏ ବୁଥରେ ସର୍ବାଧିକ ୧୨୫୦ଜଣ କରିପାରିବେ ମତଦାନ

ନୂଆଦିଲ୍ଲୀ,୭ ।୧: ଦେଶରେ କରୋନା ମହାମାରୀର ପ୍ରକୋପକୁ ଦେଖି ଦେଶରେ ୫ ରାଜ୍ୟରେ ହେବାକୁ ଯାଉଥିବା ନିର୍ବାଚନକୁ ଶୀଘ୍ର ଶେଷ କରିବାକୁ ନିର୍ବାଚନ କମିଶନ ଚିନ୍ତା କରୁଛନ୍ତି । ଏହାକୁ ନେଇ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?