Home

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ ଭାଜପା ନେତୃତ୍ୱଙ୍କୁ ଭେଟିଥିଲେ। କୋଇଲା ଖନନ ଏବଂ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଖାସି…

୨୮ ବର୍ଷ ପରେ ପଦକ ଜିତି ଇତିହାସ ସୃଷ୍ଟି କଲେ ମୀରାବାଇ ଚାନୁ

ନୂଆଦିଲ୍ଲୀ,୨୩।୯: ମୀରାବାଇ ଚାନୁ ୨୦୨୬ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ଫାଇନାଲରେ ମୋଟ ୧୯୮ କିଲୋଗ୍ରାମ ଓଜନ ଉଠାଇ ସେ ଏହି ରୌପ୍ୟ ପଦକ ହାସଲ କରିଥିଲେ। ଯଦିଓ ମୀରାବାଇ ସ୍ବର୍ଣ୍ଣ ପଦକ ଜିତିପାରିନଥିଲେ, ତଥାପି ସେ ଏକ ଐତିହାସିକ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। କୋର୍ଟ ସାର୍ବଜନୀନ ରାସ୍ତାରେ ବାଣ ଫୁଟାଇବାକୁ ସମ୍ପୂର୍ଣ୍ଣ ନିଷେଧ କରିଛନ୍ତି। ଗଣେଶ…

ସୁନିତା ଆହୁଜା ନୁହେଁ ବରଂ କୋମଲ ରାଣୀଙ୍କ ସହ ‘ଲାଲବାଗଚା ରାଜା’ ଦର୍ଶନ କରିବାକୁ ଯାଇଥିଲେ ଗୋବିନ୍ଦା, ୟୁଜର୍ସ କହିଲେ…

ମୁମ୍ବାଇ,୨୩।୯: ଗତ କିଛି ସମୟ ଧରି ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଏକ ବିବାଦ ଚାଲିଆସୁଛି। ଗୋବିନ୍ଦାଙ୍କର ତାଙ୍କ ସହ-କଳାକାର କୋମଲ ରାଣୀଙ୍କ ସହ ସମ୍ପର୍କ ଥିବା ନେଇ ସୁନିତା ବାରମ୍ବାର ଅଭିଯୋଗ କରିଆସିଛନ୍ତି। ଗୋବିନ୍ଦାଙ୍କୁ ତାଙ୍କ କଥିତ ପ୍ରେମିକା…

ହାଡୁ ନାଏକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ରାସ୍ତା ଅବରୋଧ କଲେ ଉତ୍ତ୍ୟକ୍ତ ଲୋକେ

ଦେବଗଡ଼,୨୩।୯(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ପୌରାଞ୍ଚଳ ରଜାମୁଣ୍ଡା ସାହିରେ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ ନେଇ ଉତ୍ତେଜନା। ରଜାମୁଣ୍ଡା ଛକ ନିକଟ ପୁରୁଣା ଏନଏଚରେ ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ରାସ୍ତା ଅବରୋଧ। ମୃତକ ରଜାମୁଣ୍ଡାର ଯୁଧିଷ୍ଠିର ନାଏକଙ୍କ ୪୨ ବର୍ଷିୟ ପୁଅ ହାଡୁ…

ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଛତ୍ରପୁର କୋର୍ଟ ଷ୍ଟେଶନ ସାହି ନିବାସୀ ତଥା ଅବସରପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଶରତ ଚନ୍ଦ୍ର ପଟ୍ଟନାୟକ (୮୯)ଙ୍କ ବୁଧବାର ସକାଳେ ନିଜ ବାସଭବନରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କ ବିୟୋଗରେ ଛତ୍ରପୁର…

୨ ସୁଯୋଗ୍ୟ ସନ୍ତାନ ସରସ୍ବତୀ-ଜିତେନ୍ଦ୍ର ସମ୍ବର୍ଦ୍ଧିତ: ଅଞ୍ଚଳ ପାଇଁ ଆଣିଲେ ଗୌରବ

କର୍ଲାମୁଣ୍ଡା,୨୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ପୌରକେଲା ଗ୍ରାମର ଶ୍ରୀରାମ ମଣ୍ଡପ ପରିସରରେ ମା’ ସୁନାମୁଖୀ ଯୁବ ସଂଗଠନ, ପୌରକେଲା ପକ୍ଷରୁ ମଙ୍ଗଳବାର ଏକ ବିଶିଷ୍ଟ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଗ୍ରାମର ଦୁଇ ପ୍ରତିଭାବାନ…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି। ଏହି ସମୟରେ, ନିର୍ବାଚନ ଆୟୋଗର ସୂତ୍ରରୁ ଦାବି କରାଯାଇଛି ଯେ SIR ସମେତ…

ପାଣିଘେରରେ ଛତ୍ରପୁର ପୌରପରିଷଦର ୩ ଅଞ୍ଚଳ

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ): ଗଭୀର ଅବପାତଜନିତ ବର୍ଷା ଲାଗିରହିଥିବା ବେଳେ ଛତ୍ରପୁର ସହରର ତଳିଆ ଅଞ୍ଚଳ ଜଳମଗ୍ନ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଯୋଗୁ ଆସ୍ତେ ଆସ୍ତେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଛତ୍ରପୁର ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ…

ସମୁଦ୍ର ଅଶାନ୍ତ: ଜେଟିରେ ବୁଡ଼ିଲା ଡଙ୍ଗା, ସ୍ଥାନୀୟ ମତ୍ସ୍ୟଜୀବୀ…

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ଉପକୁଳ ଜେଟିରେ ବନ୍ଧା ହୋଇଥିବା ମାଛ ଡଙ୍ଗା ବୁଡ଼ିଯିବା ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ଏହା ସାଙ୍ଗକୁ ମଙ୍ଗଳବାର ସକାଳ…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ ଶେଷ ବଲ ପର୍ଯ୍ୟନ୍ତ ଝୁଲି ରହିଥିବା ବେଳେ ଶେଷ ଓଭରରେ ଲଗାତାର ଦୁଇଟି…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଭାରତ T20I କ୍ରିକେଟ୍‌ରେ ୨୦୦ଟି ମ୍ୟାଚ ଜିତିଥିବା ବିଶ୍ୱର ପ୍ରଥମ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?