ଆଜି ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି…
୪ ଦଫା ଦାବି ନେଇ ଟ୍ରକ୍ ମାଲିକ ସଂଘ ପକ୍ଷରୁ ସୁନ୍ଦରଗଡ଼ ବନ୍ଦ ପାଳନ
ସୁନ୍ଦରଗଡ଼,୧୭ା୯(ଡି.ଏନ୍.ଏ.): ୪ ଦଫା ଦାବି ନେଇ ଗୁରୁବାର ବନ୍ଦ ଡାକରା ଦେଇଥିବା ସୁନ୍ଦରଗଡ଼ ଟ୍ରକ ମାଲିକ ସଂଘ ଶୁକ୍ରବାର ସୁନ୍ଦରଗଡ଼ ସହରକୁ ପ୍ରବେଶ କରୁଥିବା ସମସ୍ତ ରାସ୍ତାକୁ ବନ୍ଦ କରିବା ସହ ୧୦ ନମ୍ବର ରାଜ୍ୟ ରାଜପଥ ରାଉରକେଲା-ସମ୍ବଲପୁର ରାସ୍ତାକୁ ମଧ୍ୟ…
ଭାଗ୍ୟରୁ ଧନୀ ହୋଇଥାନ୍ତି ଏହି ୩ ରାଶିର ବ୍ୟକ୍ତି; ଯାହା ଚାହାନ୍ତି ତାହା ପାଆନ୍ତି…
କୁହାଯାଏ, ଯାହାର ଭାଗ୍ୟ ଭଲ ସେ କମ୍ ପରିଶ୍ରମରେ ସଫଳତା ପ୍ରାପ୍ତ କରିଥାଏ। ଯାହାର ଖରାପ ତାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିଥାଏ। ଜ୍ୟୋତିଷଶାସ୍ତ୍ରରେ ଏଭଳି ୩ ରାଶି ବିଷୟରେ କୁହାଯାଇଛି, ଯେଉଁମାନେ ଭାଗ୍ୟରୁ ଧନୀ ହେଇଥାନ୍ତି। ଏମାନଙ୍କୁ ହରାଇବା ମଧ୍ୟ…
ଆତଙ୍କବାଦୀ ଡ୍ରେସ୍ରେ ଆମେରିକା ରାଷ୍ଟ୍ରପତି
ନ୍ୟୁୟର୍କ,୧୭।୯: ଆଫଗାନିସ୍ତାନରୁ ଆମେରିକାର ଲଜ୍ଜାଜନକ ସୈନ୍ୟ ପ୍ରତ୍ୟାହାର ପରେ ରାଷ୍ଟ୍ରପତି ଜୋ ବାଇଡେନ ତୀବ୍ର ସମାଲୋଚନାର ଶିକାର ହୋଇଛନ୍ତି। ଏହି ସମୟ ମଧ୍ୟରେ ତାଙ୍କର ଏକ ପୋଷ୍ଟର ବହୁତ ଚର୍ଚ୍ଚାର ବିଷୟ ହୋଇଛି । ଏହି ପୋଷ୍ଟରରେ ରାଷ୍ଟ୍ରପତିଙ୍କୁ ତାଲିବାନ ଆତଙ୍କବାଦୀଙ୍କ…
ଜଣଙ୍କୁ କଚାଡ଼ି ମାରିଲା ହାତୀ, ଜଣେ ଗୁରୁତର
ଖପ୍ରାଖୋଲ,୧୭ା୯(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ଼ ତଳି ଅଞ୍ଚଳରେ ଥିବା ବ୍ରାହ୍ମଣୀ ଗାଁରେ ଗତ ରାତିରେ ଏକ ବଣୁଆ ହାତୀ ଗାଁକୁ ପଶି ଆସିଥିଲା। ଗାଁର ଯାଦବ ରଣା ଘରୁ ବାହାରି ଦେଖିବା ସମୟରେ…
ନିଆରା ଢଙ୍ଗରେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ପୁରୀ ଅଫିସ୍,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ, କେନ୍ଦ୍ର ମନ୍ତ୍ରୀ, ଭାଜପା ନେତା ଏବଂ ଅନ୍ୟମାନେ ତାଙ୍କୁ ଅଭିବାଦନ ଜଣାଇଛନ୍ତି। ମୋଦିଙ୍କ ଜନ୍ମଦିନରେ ଦେଶର ବିଭିନ୍ନ ଅଞ୍ଚଳରେ ଲୋକମାନେ ନିଜ ନିଜ ଢଙ୍ଗରେ…
୩ ଦିନ ହେବ ବଢୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୧୭।୯: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୪,୪୦୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୨୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…
ଗତ ଦଶନ୍ଧିରେ ଦାରିଦ୍ର୍ୟ ୨୪% କମିଛି
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶତ ପ୍ରତିଶତ ଗ୍ରାମୀଣ ଭିତ୍ତିଭୂମି ବିକାଶ ପାଣ୍ଠି ଅନ୍ତର୍ଗତ ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ବୟନରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ବୋଲି ନାବାର୍ଡ ଅଧ୍ୟକ୍ଷ ଜି. ଆର୍. ଚିନ୍ତାଲା କହିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ…
ଯୁକ୍ତ ୩ ନାମଲେଖା ୧୮ ଯାଏ ବଢ଼ିଲା: ୨୩ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ
ଭୁବନେଶ୍ୱର,୧୭।୯ (ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ଅବଧି ଦୁଇଦିନ ବୃଦ୍ଧି କରାଯାଇଛି। ଗତ ୧୩ ତାରିଖରୁ ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବାନେଇ ପୂର୍ବରୁ ଘୋଷଣା ହୋଇଥିଲା। ମାତ୍ର ଏହି ସମୟ ଭିତରେ ଲଘୁଚାପଜନିତ ଲଗାଣ ବର୍ଷା…
କୋହଲିଙ୍କୁ ଲାଗିପାରେ ବଡ଼ ଝଟ୍କା
ନୂଆଦିଲ୍ଲୀ,୧୭।୯: ଆସନ୍ତା ମାସର ବିଶ୍ୱକପ ପରେ ବିରାଟ କୋହଲିଙ୍କ ଭାରତର ଟି -୨୦ ଅଧିନାୟକତ୍ୱରୁ ଇସ୍ତଫା ଦେବା ନିଷ୍ପତ୍ତି ସମସ୍ତଙ୍କୁ ଚିକିତ କରିଛି। କିନ୍ତୁ ଏହା ସୂଚାଇ ଦେଉଛି ଯେ କୋହଲି ଦିନିକିଆ ଢାଞ୍ଚାରେ ମଧ୍ୟ ସମାନ ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି।…
ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣା: ହାଇକୋର୍ଟରେ ମାମଲା ଦାଏର
କଟକ ଅଫିସ,୧୭ା୯: ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ପଙ୍କପାଳ ଗ୍ରାମର ଦୁଷ୍ମନ୍ତ ଦାସ ଆତ୍ମହତ୍ୟା ଘଟଣାକୁ ନେଇ ଗୁରୁବାର ହାଇକୋର୍ଟରେ ମାମଲା ଦାଏର ହୋଇଛି। ଏହି ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରି ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର…
ଆଜି ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
ପୁରୀ ଅଫିସ, ୧୭ା୯: ପବିତ୍ର ସୁନିଆ ଏବଂ ବିଶ୍ୱକର୍ମା ପୂଜା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଜାରି ହୋଇଥିବା ନୂତନ ଏସ୍ଓପି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।…
Archives


