Home

ମିଲରଙ୍କ ମନମାନି: ମାସେ ହେବ ମଣ୍ଡିରୁ ଉଠୁନି ଧାନ

ମହାକାଳପଡ଼ା,୩ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଜୟନଗର ସମବାୟ ସମିତି ମଣ୍ଡିରେ ଶହ ଶହ କୁଇଣ୍ଟାଲ ଧାନ ମାସ ମାସ ଧରି ପଡ଼ି ରହିଛି। ଏଥି ମଧ୍ୟରେ ପଞ୍ଜୀକୃତ ଚାଷୀଙ୍କ ଧାନ ବିକ୍ରୟ କରିବା ଅବଧି ତାରିଖ ଶେଷ…

ମା’ ଭୈରବୀ ଯାତ୍ରାରେ ଖେଳିଗଲା ଚାଞ୍ଚଲ୍ୟ: ଯୁବକଙ୍କୁ ନିର୍ମମ ହତ୍ୟା

କୋରାପୁଟ, ୩।୩(ଅମିତାଭ ବେହେରା): କୋରାପୁଟ- ସୁନାବେଡା ୨୬ ନଂ ଜାତୀୟ ରାଜପଥର ଦୁରୁଗୁଡା ନିକଟରେ ଥିବା ମା’ ଭୈରବୀ ଠାକୁରାଣୀ ଯାତ୍ରାରେ ଏକ ହତ୍ୟାକାଣ୍ଡ ଘଟିଯାଇଛି। ଦୁରୁଗୁଡା ଗ୍ରାମର ରାଜୁ ମୁଦୁଲି (୩୫) ନାମକ ଯୁବକକୁ ହତ୍ୟା କରାଯାଉ ନିକଟସ୍ଥ ରେଳ…

‘ପାକିସ୍ତାନ ସହିତ ଆଉ ଏକ ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ ହେଉଛି’: ଅପରେଶନ ସିନ୍ଦୂର ୨ ପୂର୍ବରୁ ଥରିଲେ ଜର୍ଦ୍ଦାରୀ

ଇସଲାମାବାଦ,୩।୩: ଭାରତ ପାକିସ୍ତାନ ଉପରେ ଆଉ ଏକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି। ଅପରେଶନ ସିନ୍ଦୂରରେ ଏକ ବଡ଼ ପରାଜୟ ବରଣ କରିଥିବା ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦ୍ଦାରୀ ସଂସଦର ଏକ ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ସମୟରେ ଏହି…

ବଢିଲା ଯୁଦ୍ଧର ପରିସର, ଆମେରିକା ଦୂତାବାସ ଉପରେ ଡ୍ରୋନ ଆକ୍ରମଣ

ରିୟାଦ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ବଢ଼ିବାରେ ଲାଗିଛି। ସଦ୍ୟତମ ରିପୋର୍ଟ ଅନୁଯାୟୀ, ରିୟାଦରେ ଥିବା ଆମେରିକୀୟ ଦୂତାବାସ ଉପରେ ଡ୍ରୋନ ଆକ୍ରମଣ ନିଆଁ ଲଗାଇ ଦେଇଛି। ସାଉଦି ଆରବ କହିଛି ଯେ ଏହା ଚାରୋଟି ପ୍ରୋଜେକ୍ଟାଇଲକୁ ଖସାଇ…

ବର୍ଷା ଯୋଗୁ ଯଦି ଭାରତ-ଇଂଲଣ୍ଡ ଟି-୨୦ ବିଶ୍ୱକପ ସେମିଫାଇନାଲ ବାତିଲ ହୁଏ, ତେବେ କିଏ ଯିବ ଫାଇନାଲକୁ? ଜାଣନ୍ତୁ କ’ଣ କହୁଛି ICC ନିୟମ

ନୂଆଦିଲ୍ଲୀ,୩।୩: ଭାରତ ଏବଂ ଇଂଲଣ୍ଡ ମାର୍ଚ୍ଚ ୫ରେ T20 ବିଶ୍ୱକପ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ମୁମ୍ବାଇର ଐତିହାସିକ ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବାକୁ ଅଛି। ତଥାପି, ଏହି ମହା ମୁକାବିଲା ପୂର୍ବରୁ, ପ୍ରଶଂସକଙ୍କ ମନରେ ଏକ ବଡ଼…

ସେମିଫାଇନାଲରେ ଭାରତ ଖେଳ ବିଗାଡ଼ି ପାରନ୍ତି ଏହି ୫ ଇଂଲଣ୍ଡ ଖେଳାଳି

ମୁମ୍ବାଇ,୩।୩: ୨୦୨୬ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଭାରତ ଦୁଇଥର ଚାମ୍ପିଅନ ଇଂଲଣ୍ଡକୁ ଭେଟିବ। ଏହି ଟୁର୍ନାମେଣ୍ଟରେ ଇଂଲଣ୍ଡ ଅନେକ ମ୍ୟାଚ୍‌ରେ ସଂଘର୍ଷ କରିଛି, କିନ୍ତୁ ପ୍ରତ୍ୟେକ ଥର ଜଣେ ଖେଳାଳି ଆଗକୁ ବଢ଼ି…

ସୁଡ଼ଙ୍ଗରେ ଭରି ରହିଛି ଇରାନର ବିପୁଳ ଯୁଦ୍ଧାସ୍ତ୍ର

ତେହରାନ୍‌,୩ା୩: ଇରାନ ଗପ୍ତରେ ଏହାର ଭୂତଳ ଅସ୍ତ୍ର ଭଣ୍ଡାର ଏବଂ ସୁଡ଼ଙ୍ଗରେ ବିପୁଳ ଅସ୍ତ୍ରଶସ୍ତ୍ର ମହଜୁଦ ରଖିଛି। ସୋମବାର ଇରାନ ସେନା(ଆଇଆର୍‌ଜିସି) ପକ୍ଷରୁ ଏହାର ଏକ ଭିଡିଓ ଫୁଟେଜ୍‌ ଜାରି କରାଯାଇଛି। ଏହି ଫୁଟେଜ୍‌ରେ ଅନେକ ଶହ ଡ୍ରୋନ୍‌ ଏବଂ କ୍ଷେପଣାସ୍ତ୍ର…

ଖାମେନେଇଙ୍କ ୨ ସମ୍ଭାବ୍ୟ ଉତ୍ତରାଧିକାରୀ ନିହତ: ଟ୍ରମ୍ପ୍‌

ତେହରାନ୍‌, ୩ା୩: ଆମେରିକା ଓ ଇସ୍ରାଏଲ୍‌ର ମିଳିତ ଆକ୍ରମଣରେ ଶନିବାର ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ନିହତ ହୋଇଥିଲେ। ଏଥିସହିତ ସୁପ୍ରିମ ଲିଡରଙ୍କ ଉତ୍ତରାଧିକାରୀ ହେବାର ସମ୍ଭାବନା ଥିବା ୨ ନେତାଙ୍କର ମଧ୍ୟ ଆକ୍ରମଣରେ ମୃତ୍ୟୁ ଘଟିଥିବା ଆମେରିକା…

ହୋର୍ମୁଜ୍‌ ଷ୍ଟ୍ରେଟ୍‌: ସର୍ବବୃହତ୍‌ ଏନର୍ଜି କରିଡର

ମୁମ୍ବାଇ ,୩ା୩: ଇରାନ-ଆମେରିକା ଯୁଦ୍ଧ ପରିପ୍ରେକ୍ଷୀରେ ଇରାନ ଓ ଓମାନ ମଝିରେ ରହିଥିବା ଏକ ସଂକୀର୍ଣ୍ଣ ସାମୁଦ୍ରିକ ପଥ ବା ପ୍ରଣାଳୀ ‘ହୋର୍ମୁଜ୍‌ ଷ୍ଟ୍ରେଟ୍‌’ର ବିଶେଷତ୍ୱ ଏବେ ବୈଶ୍ୱିକ ତୈଳ ପରିବହନ କ୍ଷେତ୍ରରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହୋଇଛି। ଇରାନ ଏବଂ…

ଯୁଦ୍ଧକୁ ନେଇ ଆଶଙ୍କାରେ ନିବେଶକ, ୧୦୪୮ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୩ା୩: ଇରାନ-ଆମେରିକା ଯୁଦ୍ଧ ପଶ୍ଚିମ ଏସିଆ ସମେତ ବିଶ୍ୱ ସମୁଦାୟକୁ ପ୍ରଭାବିତ କରିଛି। ଗୋଟିଏ ପଟେ ଯୁଦ୍ଧବିରତି ପରିବର୍ତ୍ତେ ଆଗକୁ ଆହୁରି ଜଟିଳ ରୂପ ନେବା ଏବଂ ଅନ୍ୟପଟେ ଆରବସମୂହ ରାଷ୍ଟ୍ରଗୁଡିକରୁ ତୈଳ ଓ ଗ୍ୟାସ୍‌ ଯୋଗାଣ ପ୍ରଭାବିତ ହେବା ଘଟଣା…

ଟ୍ରକ୍‌ ଧକ୍କାରେ ଭାଙ୍ଗିଲା ଘାସିରାମ ମାଝିଙ୍କ ପ୍ରତିମୂର୍ତ୍ତି

ନୂଆପଡ଼ା,୩ା୩(ମକାରୁ ବେମାଲ):ନୂଆପଡ଼ା ସଦର ମହକୁମା ଏକତା ଛକଠାରେ ଥିବା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଘାସିରାମ ମଝିଙ୍କ ପ୍ରତିମୂର୍ତ୍ତି ସୋମବାର ଟ୍ରକ୍‌ ଧକ୍କାରେ ଭାଙ୍ଗିଯାଇଛି। ସୂଚନା ଅନୁଯାୟୀ ସକାଳେ ଏକ ଟ୍ରକ୍‌ ପଦ୍ମପୁର ପଟୁ ଆସି ଖଡ଼ିଆଳ ଅଭିମୁଖେ ଯାଉଥିଲା। ଏକତା ଛକ…

ଆବୁଧାବିରୁ ୪ ବିମାନରେ ଫେରିଲେ ଭାରତୀୟ

ମୁମ୍ବାଇ,୩ା୩: ଇରାନ ଉପରେ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ସ୍ଥିତି ଗମ୍ଭୀର ହେବା ସହ ବିମାନ ଚଳାଚଳ ବନ୍ଦ ରଖାଯାଇଥିଲା। ୟୁଏଇ ସମେତ ସାଉଦି ଆରବ, କାତାର ଏବଂ କୁଏଟ୍‌ ଆଦି ଦେଶ ଉପରେ ଇରାନ ଆକ୍ରମଣ କରିବାରୁ ଏହିସବୁ ଦେଶରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?