ସ୍ତ୍ରୀ ମାଛ ତରକାରୀ ନ ରାନ୍ଧିବାରୁ ସ୍ବାମୀ ନେଲେ ଏମିତି ପଦକ୍ଷେପ
ରାଞ୍ଚି,୧୪।୧୧: ଝାଡଖଣ୍ଡର ଗିରିଡିହ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ତରକାରୀ ତିଆରି ନ କରିବାରୁ ସ୍ବାମୀ ନିଜ ସ୍ତ୍ରୀଙ୍କୁ ଜୀବନରୁ ମାରି ଦେଇଛନ୍ତି। ଏହି ଘଟଣା ଗିରିଡିହ ଜିଲାର ବିର୍ନି ବ୍ଲକର ବାଲୋଗରୁ ଆସିଛି। ପିତା ଏବଂ ପରିବାର…
ତୁମେ ମୋତେ ବିବାହ କରିବ…
ବମ୍ବେ: ବିବାହ କରିବାକୁ ଯାଉଛନ୍ତି ବଲିଉଡ୍ ଅଭିନେତା ରାଜକୁମାର ରାଓ। ରବିବାର ଚଣ୍ଡିଗଡ଼ରେ ଉଭୟ ସାତ ଜନ୍ମ ପାଇଁ ପରସ୍ପରର ହାତ ଧରିବେ। ଏହାର ପୂର୍ବରୁ ଉଭୟଙ୍କ ନିର୍ବନ୍ଧର ଫଟୋ ଭାଇରାଲ ହେଉଛି। ସୋସିଆଲ ମିଡିଆରେ ଘୁରି ବୁଲୁଥିବା ଫଟୋ ଓ…
ଆମ୍ବଗଛରେ ପିଟିହେଲା ବାଇକ୍: ଚାଲିଗଲା ଦୁଇ ଜୀବନ, ଜଣେ ଗୁରୁତର
ରାଇକିଆ,୧୪ା୧୧(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ବାକିଙ୍ଗିଆ ଲେଶୁଡ଼ିମହା ନିକଟରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ଯୁବକ ଦ୍ୱୟ ହେଲେ ପାଜିମାହାର କିରଣ ପ୍ରଧାନ, ଦିଗି ପାଙ୍ଗାନାଜୁ ଅଞ୍ଚଳର ଅଭିଷେକ…
ନିର୍ବନ୍ଧ କରି ଚର୍ଚ୍ଚାରେ ଅନନ୍ୟା ପାଣ୍ଡେଙ୍କ ଭଉଣୀ
ବମ୍ବେ: ପ୍ରେମିକ ଆଇଭୋର ମେକ୍ରେଙ୍କ ସହ ସମ୍ପର୍କକୁ ଆଗକୁ ବଢ଼ାଇଛନ୍ତି ବଲିଉଡ୍ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ସମ୍ପର୍କୀୟ ଭଉଣୀ ଏବଂ ସୋସିଆଲ ମିଡିଆ ସେନ୍ସେସନ୍ ଅଲାନା ପାଣ୍ଡେ। ନିକଟରେ ଆଇଭର୍ ମାଳଦ୍ୱୀପରେ ଅଲାନାଙ୍କୁ ପ୍ରପୋଜ କରିଥିଲେ। ଏହାପରେ ଉଭୟ ନିର୍ବନ୍ଧ କରିନେଇଛନ୍ତି।…
କାଟ୍ରିନା-ଭିକିଙ୍କ ବିବାହରେ ଏହି ଅଭିନେତାଙ୍କୁ ମିଳିଲା ପ୍ରଥମ ନିମନ୍ତ୍ରଣ
ଆଜିକାଲି ଅଭିନେତା ଭିକି କୌଶଲ ଏବଂ କାଟ୍ରିନା କୈଫଙ୍କ ବିବାହ ଖବର ଚର୍ଚ୍ଚାରେ ରହିଛି। ଆସନ୍ତା ୭ରୁ ୯ ଡିସେମ୍ବର ମଧ୍ୟରେ ଉଭୟ ବିବାହ ବନ୍ଧନରେ ଅୋବଦ୍ଧ ହେବେ। ସୱାଇ ମାଧୋପୁରର ସିକ୍ସ ସେନ୍ସ ଫୋର୍ଟ ବାରୱରାରେ ଉଭୟଙ୍କ ବିବାହ ହେବ…
ରଣବୀର-ଆଲିଆଙ୍କ ନିର୍ବନ୍ଧ ଡେଟ୍ ଫାଇନାଲ୍
ବଲିଉଡ୍ରେ ଏବେ ବିବାହ ଋତୁ ଚାଲିଛି। ଅଭିନେତା ରାଜକୁମାର ରାଓ ଏବଂ ପତ୍ରଲେଖାଙ୍କୁ ବିବାହ ଆଜି ଅନୁଷ୍ଠିତ ହେଉଥିବାବେଳେ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲଙ୍କ ବିବାହ ଆସନ୍ତା ଡିସେମ୍ବରରେ ଅନୁଷ୍ଠିତ ହେବ। ଏହା ମଧ୍ୟରେ ଇଣ୍ଡଣ୍ଟ୍ରିର ଲଭ୍ବାର୍ଡ କୁହାଯାଉଥିବା…
ଆଖି ପିଛୁଳାକେ ନଷ୍ଟ କରିବ ଶତ୍ରୁ ଦେଶର କ୍ଷେପଣାସ୍ତ୍ର
ମସ୍କୋ,୧୪ା୧୧: ଆସନ୍ତା ମାସ ମଧ୍ୟଭାଗରେ ଭାରତ ରୁଷିଆର ପ୍ରସିଦ୍ଧ ଏସ୍-୪୦୦ କ୍ଷେପଣାସ୍ତ୍ର ପାଇବ ବୋଲି ଆଶା କରାଯାଉଛି। ଏହି କ୍ଷେପଣାସ୍ତ୍ର ଭାରତର ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ। ଏ ସମ୍ବନ୍ଧରେ ଭାରତ ଏବଂ ରୁଷିଆ ୧୫ ଅକ୍ଟୋବର ୨୦୧୬ରେ ଏକ…
ନିଜ ରୁମ୍କୁ ଡାକି ଖେଳାଳିଙ୍କୁ ଏମିତି କହିଲେ ଦ୍ରାଭିଡ
ଜୟପୁର,୧୪।୧୧: ଭାରତୀୟ କ୍ରିକେଟ ଦଳର ନବନିଯୁକ୍ତ କୋଚ ରାହୁଲ ଦ୍ରାଭିଡ ନିଜ କାର୍ଯ୍ୟ ଆରମ୍ଭ କରିଛନ୍ତି। ନିୟମିତ କୋଚ ହେବା ପରେ ଦ୍ରାଭିଡ ନ୍ୟୁଜିଲାଣ୍ଡ ବିପକ୍ଷ ଖେଳାଯିବାକୁ ଥିବା ଆଗାମୀ ସିରିଜ୍ରୁ ନିଜ ଅଭିଯାନ ଆରମ୍ଭ କରିବେ। ଏବେ ସେ ଏହି…
କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ଅଭିଷେକ କହିଥିଲେ ଐଶ୍ୱର୍ଯ୍ୟାଙ୍କୁ ଦେବେ ଟକ୍କର
ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତ୍ରୀ ଅବନୀତ କୌର ଖୁବ୍ଶୀଘ୍ର ଫିଲ୍ମ ଦୁନିଆରେ ପାଦ ରଖିବାକୁ ଯାଉଛନ୍ତି। ଅବନୀତ ଫିଲ୍ମ ‘ଟିକୁ ଓ୍ବେଡ୍୍ସ ଶେର୍’ ଜରିଆରେ ବଲିଉଡ୍ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଅବନୀତ ତାଙ୍କର ଏହି ନୂଆ ଯାତ୍ରାକୁ ନେଇ ବହୁତ ଖୁସି…
ଦ୍ରାଭିଡଙ୍କ ସ୍ଥାନ ନେବେ ଲକ୍ଷ୍ମଣ!
ନୂଆଦିଲ୍ଲୀ,୧୪।୧୧: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ଭିଭିଏସ ଲକ୍ଷ୍ମଣ ଜାତୀୟ କ୍ରିକେଟ ଏକାଡେମୀ (ଏନସିଏ) ର ପରବର୍ତ୍ତୀ ମୁଖ୍ୟ ହେବେ ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ ରବିବାର ନିଶ୍ଚିତ କରିଛନ୍ତି। ତାଙ୍କର ପୂର୍ବତନ ବ୍ୟାଟିଂ ସହକର୍ମୀ ରାହୁଲ ଦ୍ରାବିଡ ଏହି ପଦ…
ସିବିଆଇ-ଇଡି ମୁଖ୍ୟଙ୍କ କାର୍ଯ୍ୟକାଳ ୫ ବର୍ଷ ପର୍ଯ୍ୟନ୍ତ ବଢ଼ିବ…
ନୂଆଦିଲ୍ଲୀ,୧୪।୧୧: ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମୁଖ୍ୟଙ୍କ କାର୍ଯ୍ୟକାଳ ଏଣିକି ୫ ବର୍ଷ ପର୍ଯ୍ୟନ୍ତ ବୃବଦ୍ଧି କରାଯାଇ ପାରିବ। ଏ ସମ୍ପର୍କିତ ଦୁଇ ଅଧ୍ୟାଦେଶକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଅନୁମୋଦନ କରାଯାଇଛି। ପୂର୍ବ ନିୟମ ଅନୁସାରେ ଏହି ଦୁଇ ପଦବୀରେ…
ବିସିସିଆଇ ରୋଜଗାର ଉପରେ ଲାଗିବନି ଆୟକର…
ନୂଆଦିଲ୍ଲୀ,୧୪।୧୧: ବିଶ୍ୱ କ୍ରିକେଟରେ ବିସିସିଆଇ ହେଉଛି ସବୁଠାରୁ ଧନୀ କ୍ରିକେଟ ବୋର୍ଡ । ବିସିସିଆଇ ଆଇସିସିକୁ ମଧ୍ୟ ସର୍ବାଧିକ ଟଙ୍କା ଦେଇଥାଏ। ଯେବେଠାରୁ ଆଇପିଏଲ ଆରମ୍ଭ ହୋଇଛି, ବୋର୍ଡର ଏକ ଭିନ୍ନ ଆଭିମୁଖ୍ୟ ଦେଖିବାକୁ ମିଳୁଛି। ଏହା ସ୍ପଷ୍ଟ ଯେ ଯେତେବେଳେ…
Archives


