Home

ନଦୀପଠାରେ ପୋତା ହୋଇଛି ମୃତଦେହ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୨୨ା୭(ଡି.ଏନ୍‌.ଏ.): ମଞ୍ଚେଶ୍ୱର ଥାନା ବରିମୁଣ୍ଡ ଗ୍ରାମପଞ୍ଚାୟତ କୁଆଖାଇ ନଦୀପଠାରେ ବୁଧବାର ଏକ ମୃତଦେହ ଠାବ ହୋଇଛି। ମୃତଦେହଟି ବାଲିରେ ପୋତି ହୋଇ ରହିଥିବାବେଳେ ହାତ ସହ ସେ ପିନ୍ଧିଥିବା ପ୍ୟାଣ୍ଟ୍‌ ଓ ଚପଲ ବାହରକୁ ଦିଶୁଛି। ପୋଲିସ ଘଟଣାସ୍ଥଳରେ…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ…

ସୁନାବେଶରେ ଦାରୁଦିଅଁ

ପୁରୀ ଅଫିସ,୨୨ା୭: ତିନିରଥ ଉପରେ ବୁଧବାର ସୁନାବେଶରେ ଦର୍ଶନ ଦେଇଛନ୍ତି ଦାରୁଦିଅଁ। ଶ୍ରୀମନ୍ଦିର ସମ୍ମୁଖରେ ରଥାରୂଢ଼ ତିନି ବିଗ୍ରହଙ୍କୁ ଅଢ଼େଇ ମହଣ ସୁନାରେ ସଜ୍ଜିତ କରାଯାଇଛି। ତେବେ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରି ସାଜିଛି ମହାମାରୀ କରୋନା। ରଥଯାତ୍ରା ଓ…

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫,୩୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

ଟାଇମ୍ସ ସ୍କୋୟାର ବିଲ୍‌ବୋର୍ଡରେ ସୋନା

ନୂଆଦିଲ୍ଲୀ, ୨୧।୭: ଓଡ଼ିଶା ଜନ୍ମିତ ପ୍ରଚ୍ଛଦପଟ୍ଟ ଗାୟିକା ସୋନା ମହାପାତ୍ରଙ୍କୁ ବଡ଼ ସଫଳତା ମିଳିଛି। ଆମେରିକାର ନ୍ୟୁୟର୍କ ସହର ଟାଇମ୍ସ ସ୍କୋୟାର ବିଲ୍‌ବୋର୍ଡରେ ତାଙ୍କର ବିଶାଳ ଫଟୋ ସ୍ଥାନ ପାଇଛି, ଯାହା ହାତଗଣତି କଳାକାରଙ୍କୁ ମିଳିଥାଏ। ତାଙ୍କର ନିଆର ସ୍ବର, ଷ୍ଟାଇଲ…

ପେଗାସସ୍‌: ଶାସକଙ୍କ ଅସ୍ତ୍ର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨ା୭: ବିଶ୍ୱବ୍ୟାପୀ ପୁନଶ୍ଚ ଶିରୋନାମା ମଣ୍ଡନ କରିବାରେ ଲାଗିଛି ପେଗାସସ୍‌ ସ୍ପାଏଓ୍ବେର। ଖବରଦାତା, ମାନବାଧିକାର କର୍ମୀ, ବିଜ୍‌ନେସ୍‌ ଏକ୍‌ଜିକ୍ୟୁଟିଭ୍‌, ରାଜନେତାମାନଙ୍କ ଉପରେ ଗୁପ୍ତଚରଗିରି କରିବା ପାଇଁ ପେଗାସସ୍‌କୁ ବ୍ୟବହାର କରାଯାଇଥିବା ନେଇ ଓ୍ବାଶିଂଟନ ପୋଷ୍ଟ ଓ ୧୬ ମିଡିଆ ପାର୍ଟନର ପ୍ରଘଟ…

ମୋଦି ଚାହାନ୍ତି ‘ସର୍ଭିଲାନ୍ସ ଷ୍ଟେଟ୍‌’

କୋଲକାତା,୨୨ା୭(ପି.ଟି.): କେନ୍ଦ୍ରରେ କ୍ଷମତାସୀନ ମୋଦି ସରକାର ଏକ ‘ସର୍ଭିଲାନ୍ସ ଷ୍ଟେଟ୍‌’ ପ୍ରତିଷ୍ଠା କରିବାକୁ ଉଦ୍ୟମ ଚଳାଇଛନ୍ତି। ତେଣୁ ଏକଚ୍ଛତ୍ରବାଦୀ ଭାଜପା ସରକାରକୁ କ୍ଷମତାଚ୍ୟୁତ କରିବା ଲାଗି ଆସନ୍ତା ଲୋକ ସଭା ନିର୍ବାଚନରେ ସମସ୍ତ ବିରୋଧୀ ଦଳ ଏକାଠି ହେବା ଆବଶ୍ୟକ। ପେଗାସସ୍‌…

୪୮ଘଣ୍ଟାରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ୨ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା…

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ଗତ ଦୁଇଦିନରୁ ଓଡ଼ିଶାରେ କରୋନା ଗ୍ରାଫ୍‌ ତଳ ମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଛି। ଇତିମଧ୍ୟରେ ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୪୮ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ…

ଶାହାରୁଖଙ୍କଠାରୁ ଏହି ଜିନିଷ ଚୋରି କରିବାକୁ ଚାହୁଁଥିଲେ ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶାହାରୁଖ ଖାନ୍‌ ଏବଂ ଅନୁଷ୍କା ଶର୍ମା କିଛି ଫିଲ୍ମରେ ଏକାଠି କାମ କରିଛନ୍ତି। ତାଙ୍କର ଅନ୍‌ସ୍କ୍ରିନ୍‌ କେମିଷ୍ଟ୍ରି ସମସ୍ତଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ନେଇଥାଏ। ଦୁଇଜଣ ‘ରବ୍‌ନେ ବନା ଦି ଯୋଡ଼ି’, ‘ଜବ୍‌ ତକ୍‌ ହୈ…

ଏସିଏଫ୍‌ ମୃତ୍ୟୁ ଘଟଣା: ଡିଏଫ୍‌ଓ, ଗୁରାଣ୍ଡି ଓଆଇସି ହେବେ ଜେରା

ପାରଳାଖେମୁଣ୍ଡି,୨୨ା୭(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ ଭିନ୍ନ ମୋଡ଼ ନେବାରେ ଲାଗିଛି। ଘଟଣାର ୯ ଦିନ ପରେ ବି ମୃତ୍ୟୁ ରହସ୍ୟରୁ ପରଦା ହଟୁନି। ସୌମ୍ୟଙ୍କ ଶରୀରର ୯୦…

‘ମୁଁ ତୁମକୁ ଘୃଣା କରେ’

କପ୍ତିପଦା,୨୨ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସାୈମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୮ ଦିନ ପୂରିଛି। ପାରଳାଖେମୁଣ୍ଡିରୁ ଭାୟା ବାଲେଶ୍ୱରର ଖଇରା ଓ ମୟୂରଭଞ୍ଜ ଜିଲା କପ୍ତିପଦାର ଗୌଡ଼ଗଁା ପର୍ଯ୍ୟନ୍ତ ଅଡ଼ୁଆ ଖିଅ ଖୋଜି ଚାଲିଛି ପୋଲିସ। ବହୁ ଚର୍ଚ୍ଚିତ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri