ଫ୍ରାନ୍ସରେ ଚତୁର୍ଥ ଲହର
ପ୍ୟାରିସ୍, ୨୧ା୭: ଫ୍ରାନ୍ସରେ କରୋନା ମହାମାରୀର ଚତୁର୍ଥ ଲହର ଦେଖାଦେଇଛି। ଫଳରେ ସେଠାରେ କୋଭିଡ୍ ନିୟମ ପାଳନ କଠୋର କରାଯାଇଥିବା ସରକାରଙ୍କ ମୁଖପାତ୍ର ଗାବ୍ରିଏଲ ଅଟ୍ଟଲ ସୂଚନା ଦେଇଛନ୍ତି। ପୂର୍ବ ଲହର ତୁଳନାରେ ଚତୁର୍ଥ ଲହର ତୀବ୍ର ବେଗରେ ମାଡ଼ିଚାଲିଛି। ସପ୍ତାହକ…
ଧର୍ମଠାରୁ ଜୀବନ ବଡ଼
ନୂଆଦିଲ୍ଲୀ, ୨୧ା୭: ବକ୍ର-ଇଦ୍ ଉତ୍ସବ ପାଇଁ କରୋନା ଲକ୍ଡାଉନ୍ ଓ ଅନ୍ୟ କଟକଣା କୋହଳ କରିବାକୁ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର କେରଳ ସରକାରଙ୍କ ଉପରେ ବର୍ଷିଛନ୍ତି। ଏକ ମାମଲାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ କହିଛନ୍ତି, ଲକଡାଉନ୍ କୋହଳ କରିବା ପାଇଁ…
ମହାକାଶରେ ବେଜୋସ୍ଙ୍କ ୧୧ ମିନିଟ୍
ଓ୍ବାଶିଂଟନ୍, ୨୧ା୭: ମହାକାଶ ଯାତ୍ରା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛନ୍ତି ବିଶ୍ୱର ସବୁଠୁ ଧନୀ ତଥା ଆମାଜନ୍ ପ୍ରତିଷ୍ଠାତା ଜେଫ୍ ବେଜୋସ୍। ମଙ୍ଗଳବାର ତାଙ୍କ କମ୍ପାନୀ ବ୍ଲୁ ଅରିଜିନ୍ର ପ୍ରଥମ ସ୍ପେସ୍ ଫ୍ଲାଇଟ୍ ତଥା ସମ୍ପୂର୍ଣ୍ଣ ସ୍ବୟଂଚାଳିତ ନ୍ୟୁ ଶେପାର୍ଡ…
ଜାତିଭିତ୍ତିକ ଜନଗଣନା ହେବନି
ନୂଆଦିଲ୍ଲୀ, ୨୧ା୭: ଦେଶରେ କେଉଁ ଜାତିର କେତେ ସଂଖ୍ୟାରେ ଲୋକ ଅଛନ୍ତି, ସେ ଭିତ୍ତିରେ ଜନଗଣନା ହେବ ନାହିଁ। କେବଳ ଅନୁସୂଚିତ ଜାତି ଓ ଜନଜାତି (ଏସ୍ସି, ଏସ୍ଟି)ଙ୍କ ସଂଖ୍ୟା ଗଣନା କରାଯିବ ବୋଲି କେନ୍ଦ୍ର ସରକାର ମଙ୍ଗଳବାର ଲୋକ ସଭାରେ…
ଯନ୍ତ୍ରଣା ବଖାଣିଲେ ସୂର୍ଯ୍ୟକୁମାର: କହିଲେ, ଦିନିକିଆ ଡେବ୍ୟୁ ମ୍ୟାଚ୍ ଖେଳିବା ସତ୍ତ୍ୱେ ମୁଁ ଅଛି ନିରାଶ
କଲମ୍ବୋ,୨୧।୭: ଦ୍ରୁତ ବ୍ୟାଟିଂ ପାଇଁ ପ୍ରସିଦ୍ଧ ସୂର୍ଯ୍ୟକୁମାର ଯାଦବ ଶ୍ରୀଲଙ୍କା ବିପକ୍ଷରେ ଦିନିକିଆ ଡେବ୍ୟୁ କରିଥିଲେ। ପ୍ରଥମ ମ୍ୟାଚ୍ରେ ସୂର୍ଯ୍ୟକୁମାର ଯାଦବ ଅପରାଜିତ ୩୧ ରନ୍ ଖେଳି ଟିମ ଇଣ୍ଡିଆର ବିଜୟରେ ସହଯୋଗ କରିଥିଲେ। ୧୫୫ର ଷ୍ଟ୍ରାଇକ ହାରରେ ସୂର୍ଯ୍ୟକୁମାର ରନ…
ଅଲିମ୍ପିକ୍ସରେ ଖେଳାଳିଙ୍କୁ ଦିଆଯିବ ‘ଆଣ୍ଟି ସେକ୍ସ ବେଡ୍’: ଜାଣନ୍ତୁ ଏହାର ବିଶେଷତ୍ୱ କ’ଣ
ଆଉ ମାତ୍ର କିଛି ଦିନର ଅପେକ୍ଷା। ଜାପାନର ରାଜଧାନୀ ଟୋକିଓରେ ଆରମ୍ଭ ହୋଇଯିବ ଅଲମ୍ପିକ୍ସ ଗେମ୍ସ। ଏହି କ୍ରୀଡା ମହାକୁମ୍ଭ ପୂର୍ବରୁ ଏକ ବିଶେଷ ପ୍ରକାରର ଶଯ୍ୟା ବିଷୟରେ ଆଲୋଚନା ହେଉଛି। ଯାହାକୁ ଯୌନ ବିରୋଧୀ ଶଯ୍ୟା ବା ଆଣ୍ଟି ସେକ୍ସ…
ଶ୍ରୀଲଙ୍କା ହାତରୁ ମ୍ୟାଚ୍ ଛଡ଼ାଇ ଆଣିଲେ ଚହର
କଲମ୍ବୋ,୨୦ା୭: ସାମ୍ନାରେ ଥିଲା ୨୭୬ ରନ୍ର ଚ୍ୟାଲେଞ୍ଜିଂ ଟାର୍ଗେଟ। କିନ୍ତୁ ୧୯୩ ରନ୍ରେ ୭ ଉଇକେଟ ହରାଇ ସାରିଥିଲା ଭାରତ। ବିଜୟର ଆଶା ପ୍ରାୟ ମଉଳି ଯାଇଥିଲା। କିନ୍ତୁ ମ୍ୟାଚ୍ର ଫଳାଫଳ ବଦଳି ଦେଇଥିଲେ ଦୀପକ ଚହର। ତାଙ୍କ ସହ ଭୁବନେଶ୍ୱର…
ନୀଳାଚଳକୁ ଫେରିଲେ ମହାପ୍ରଭୁ: ବଡଦାଣ୍ଡରେ ଲାଗିଲା ତିନିରଥ
ପୁରୀ ଅଫିସ୍,୨୦।୭: ଜନ୍ମବେଦୀରେ ନବ ଦିନାତ୍ମକ ଲୀଳାଖେଳା ସାରି ଆଜି ନୀଳାଚଳକୁ ଫେରିଛନ୍ତି ମହାବାହୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ବଡଦାଣ୍ଡରେ ଲାଗିଛି ତିନି ରଥ। ସେବାୟତଙ୍କ ଘଣ୍ଟଘଣ୍ଟା, ହରିବୋଲ ଶବ୍ଦ ମଧ୍ୟରେ ପ୍ରଥମେ ବଳଭଦ୍ରଙ୍କ ରଥ, ପରେ ସୁଭଦ୍ରାଙ୍କ ରଥ…
ରାଜ୍ କୁନ୍ଦ୍ରା ଗିରଫ ପରେ ୟୁଜର୍ସଙ୍କ ଟାର୍ଗେଟକୁ ଆସିଲେ ଅଜିଙ୍କେ ରାହାନେ: ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୨୦।୭:ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କୁ ଅଶ୍ଳୀଳ ଚଳଚ୍ଚିତ୍ର ନିର୍ମାଣ ଏବଂ କିଛି ଆପ ମାଧ୍ୟମରେ ପ୍ରକାଶନ ଅଭିଯୋଗରେ ମୁମ୍ବାଇ ପୋଲିସର କ୍ରାଇମ ଶାଖା ଗିରଫ କରିଛି। ରାଜ କୁନ୍ଦ୍ରା ଗିରଫ ହେବା ପରେ ଭାରତୀୟ…
ବର୍ଷାରେ ଭିଜୁଥିବା ଭଗବାନଙ୍କ ମୂର୍ତ୍ତି ଉପରେ ଛତା ଟାଣିଲା ଶିଶୁ
କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ୍ ରହିଥାନ୍ତି। ପ୍ରାୟ ସମୟରେ ସେ ପ୍ରଶଂସକଙ୍କ ସହ ମଜାଳିଆ ଓ ଆକର୍ଷଣୀୟ ଫଟୋ ଏବଂ ଭିଡିଓମାନ ଶେୟାର କରିଥାନ୍ତି। ମଙ୍ଗଳବାର ସ୍ମୃତି ଇରାନୀ ନିଜ ଫଲୋଅର୍ସଙ୍କ ସହ ଏକ ମନମୋହିବା ଭଳି…
କରୀନାଙ୍କ ପୁସ୍ତକକୁ ନେଇ ତେଜିଲା ବିବାଦ
ଜବଲପୁର,୨୦।୭: ବଲିଉଡ୍ ବେବୋ କରୀନା କପୁର ଖାଁ ନିକଟରେ ନିଜର ଗର୍ଭବତୀ ସମୟର ଅନୁଭୂତି ବିଷୟରେ ଏକ ପୁସ୍ତକ ଲେଖିଥିଲେ। ଯାହାକୁ ନେଇ ଏବେ ବିବାଦ ଦେଖାଦେଇଛି। କରୀନାଙ୍କ ଲିଖିତ ପୁସ୍ତକ ‘ପ୍ରେଗ୍ନାନ୍ସି ବାଇବେଲ’କୁ ନେଇ ଜବଲପୁରରେ ଥିବା ଖ୍ରୀଷ୍ଟିଆନ୍ ସମ୍ପ୍ରଦାୟ…
ଭାରତ-ଶ୍ରୀଲଙ୍କା ଦ୍ୱିତୀୟ ଦିନିକିଆ: ଟସ୍ ଜିତିଲା ଶ୍ରୀଲଙ୍କା
କଲମ୍ବୋ,୨୦।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ରେ ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ଏଥି ସହିତ ଶ୍ରୀଲଙ୍କା ଦଳରେ ଗୋଟିଏ ପରିବର୍ତ୍ତନ ହୋଇଛି।…
Archives


