Home

ନୀତିନ ପଟେଲ ହୋଇପାରନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ

ଅହମଦାବାଦ, ୧୨।୯: ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ରୂପାନୀଙ୍କ ଇସ୍ତଫା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଏହି ପଦ ଲାଗି ଉପମୁଖ୍ୟମନ୍ତ୍ରୀ ନୀତିନ ପଟେଲ, ରାଜ୍ୟ କୃଷିମନ୍ତ୍ରୀ ଆର୍‌.ସି. ଫାଲ୍‌ଡୁ, କେନ୍ଦ୍ରମନ୍ତ୍ରୀ ପୁରୁଷୋତ୍ତମ…

‘ଭର୍ଚୁଆଲରେ ହୋଇପାରିବ ବିବାହ ପଞ୍ଜୀକରଣ’

ନୂଆଦିଲ୍ଲୀ, ୧୨ା୯: ଭିଡିଓ କନଫରେନ୍ସ ମାଧ୍ୟମରେ ଭର୍ଚୁଆଲ ଉପସ୍ଥିତିରେ ମଧ୍ୟ ଦମ୍ପତିଙ୍କ ବିବାହ ପଞ୍ଜୀକରଣ ହୋଇପାରିବ। ଏଥିପାଇଁ ବ୍ୟକ୍ତିଗତ ଉପସ୍ଥିତି ନିମନ୍ତେ ଥିବା କଠୋର ଆଇନ ଯୋଗୁ ଏବେର ସମୟରେ ନାଗରିକମାନଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ…

ତାଲିବାନ୍‌ ସପକ୍ଷରେ ମହିଳାଙ୍କ ରାଲି

କାବୁଲ, ୧୨।୯(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନରେ ତାଲିବାନ ଶାସନକୁ ବିରୋଧ କରି ବିକ୍ଷୋଭରେ ସାମିଲ ହେଉଥିବା ମହିଳାମାନଙ୍କ ମାଡ଼ ମରାଯିବା ସହ ହତ୍ୟା ଧମକ ଦିଆଯାଉଛି। ସେମାନଙ୍କ ବିକ୍ଷୋଭ ଉପରେ ଖବର ସଂଗ୍ରହ ପାଇଁ ଯାଇଥିବା ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ତାଲିବାନର ମହିଳା…

ଏକତା ଆମେରିକାର ଶକ୍ତି

ଓ୍ବାଶିଂଟନ୍‌, ୧୨ା୯: ଆମେରିକାର ବିଶ୍ୱ ବାଣିଜ୍ୟ କେନ୍ଦ୍ର ବିଲ୍ଡିଂରେ ୨୦୦୧ ସେପ୍ଟେମ୍ବର ୧୧ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ପ୍ରାୟ ୩ ହଜାର ଜୀବନ ଯାଇଥିଲା। ୯/୧୧ ଆକ୍ରମଣକୁ ୨୦ ବର୍ଷ ପୂର୍ତ୍ତି ଅବସରରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଏବଂ…

ଆଖି ବୁଜିଲେ ଆଉ ଜଣେ ନିର୍ଭୟା

ମୁମ୍ବାଇ, ୧୨।୯: ମୁମ୍ବାଇର ସାକିନାକା ଅଞ୍ଚଳରେ ଦିଲ୍ଲୀ ନିର୍ଭୟା ଘଟଣାର ପୁନରାବୃତ୍ତି ଘଟିଛି। ଶୁକ୍ରବାର ଭୋର୍‌ ସମୟରେ ଜଣେ ୩୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର କରାଯିବା ପରେ ତାଙ୍କ ଗୁପ୍ତାଙ୍ଗରେ ଲୁହା ରଡ୍‌ ପୂରାଇ ଦିଆଯାଇଥିଲା। ହସ୍ପିଟାଲରେ ୩୬ ଘଣ୍ଟା ଧରି…

ଚାଷୀଙ୍କ ଆକାଉଣ୍ଟକୁ ଗଲା ‘କାଳିଆ’ଯୋଜନା ଟଙ୍କା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ନୂଆଁଖାଇ ଅବସରରେ ଚାଷୀଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର। ରବି ଫସଲ ପାଇଁ ଚାଷୀଙ୍କୁ କାଳିଆ ସହାୟତା ମିଳିଛି। ଆଜି ୩୭ ଲକ୍ଷ ଚାଷୀ ପରିବାରଙ୍କ ବ୍ୟାଙ୍କ ଖାତାକୁ ୭୪୩ କୋଟି ଟଙ୍କା ଯାଇଛି। ପ୍ରତିଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦…

ରାଜଧାନୀରେ କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦…

ମୁମ୍ବାଇ ଆକ୍ରମଣ ବେଳେ ଫେରିଥିଲା ଇଂଲଣ୍ଡ ଟିମ୍‌, ଭାରତ ତାହା ଭୁଲି ନ ଯାଉ: ଗାଭାସ୍କର

ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଭିଜ୍ଞ ଓପନର ସୁନୀଲ ଗାଭାସ୍କର ବିସିସିଆଇର ଯୋଜନାକୁ ପ୍ରଶଂସା କରିଛନ୍ତି। ବାତିଲ ହୋଇଥିବା ମାଞ୍ଚେଷ୍ଟର ଟେଷ୍ଟକୁ ପୁଣି ଥରେ ଆୟୋଜନ କରିବା ଲାଗି ବୋର୍ଡ ତରଫରୁ କୁହାଯାଇଥିଲା। ଗାଭାସ୍କର ଏହାକୁ ଠିକ୍‌ ବୋଲି କହିବା…

ଟି-୨୦ ବିଶ୍ୱକପ୍‌ରେ କେବେ ମଇଦାନକୁ ଓହ୍ଲାଇବେ ବିରାଟ ବ୍ରିଗେଡ୍‌; କେଉଁ ଟିମ୍‌ ସହ ଲଢ଼ିବେ; ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୯: ଆସନ୍ତା ମାସରୁ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍‌। ୨୩ ଅକ୍ଟୋବରରୁ ମ୍ୟାଚ୍‌ ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୭ରୁ ଯୋଗ୍ୟତା ମ୍ୟାଚ୍‌ ଆରମ୍ଭ ହେବ। ଟୁର୍ନାମେଣ୍ଟରେ ୧୨ ଟିମ୍‌ ଭାଗ ନେଉଛନ୍ତି। ସେମାନଙ୍କୁ ଦୁଇ ଭିନ୍ନ ଭିନ୍ନ…

ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାରି ପୋଲ ତଳେ ଫିଙ୍ଗିଦେଲେ, ଅଧା ସନ୍ତାନ ପ୍ରସବ ଅବସ୍ଥାରେ ମିଳିଲା ମୃତଦେହ

ପରଜଙ୍ଗ,୧୧ା୯(ଡି.ଏନ୍‌.ଏ.): ଭଗବାନ ମଣିଷକୁ ବୁଦ୍ଧି, ବିବେକ, ଜ୍ଞାନ ସବୁକିଛି ଦେଇଛନ୍ତି। ମାତ୍ର ସଭ୍ୟ ମଣିଷ ଯେ ଏତେ ଅମଣିଷ ପାଲଟିଯାଏ ତାହା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଘଟିଥିବା ଏକ ଘଟଣାରୁ ସ୍ପଷ୍ଟ ହୋଇଛି। ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଜଣେ…

ରୋହିତ-ରାହୁଲଙ୍କ ଓପନିଂ ଭୁଲି ହେବନାହିଁ: ସେହ୍ବାଗ

ନୂଆଦିଲ୍ଲୀ,୧୧।୯: ଭାରତ-ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ୍‌ର ଅନ୍ତ ଦୁର୍ଭାଗ୍ୟପୂର୍ଣ୍ଣ ଥିଲା। ଉଭୟ ଟିମ୍‌ ସିରିଜର ୪ ଟେଷ୍ଟ ଖେଳିଥିବା ବେଳେ ଶେଷ ମ୍ୟାଚ୍‌ ବାତିଲ ହୋଇଥିଲା। ଭାରତୀୟ ଟିମ୍‌ରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁ ମ୍ୟାଚ୍‌କୁ ବାତିଲ କରିଦିଆଯାଇଥିଲା। ତେବେ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଶାଳୀ ଏବେ ଫୁଟ୍‌ପାଥରେ, ଏମିତି ମିଳିଲା ପରିଚୟ

କୋଲକାତା,୧୧ା୯: ଭାଗ୍ୟ କାହାକୁ କେତେବେଳେ ନେଇ କେଉଁଠି ପହଞ୍ଚାଇ ଦେବ ତାହା କହିହେବ ନାହିଁ। ଠିକ୍‌ ଏମିତି ଦେଖିବାକୁ ମିଳିଛି ଜଣେ ଆଭିଜାତ୍ୟ ପରିବାର ସଦସ୍ୟଙ୍କ କ୍ଷେତ୍ରରେ। ଫ୍ଲପି ଇଂରାଜୀ, ଭାଇରୋଲୋଜିରେ ପିଏଚ୍‌ଡି କିନ୍ତୁ ଜୀବନ ବିତୁଛି ଫୁଟ୍‌ପାଥରେ। ଏହା ହେଉଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri