ବାହୁଡ଼ିବେ ମହାବାହୁ
ପୁରୀ ଅଫିସ, ୨୦।୭: ମଙ୍ଗଳବାର ବାହୁଡ଼ା ଯାତ୍ରା। ଜନ୍ମବେଦି ଛାଡ଼ି ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦିକୁ ଫେରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରଥ ଓ ପଥ ପ୍ରସ୍ତୁତ ହୋଇଥିବାବେଳେ ସେବାୟତମାନେ ରଥ ଟାଣିନେବାକୁ ଅପେକ୍ଷା କରି ରହିଛନ୍ତି। ବିନା ଭକ୍ତରେ ବାହୁଡ଼ା…
ଟାଟୁ ପାଇଁ ହୋଇପାରେ ସ୍କିନ୍ କ୍ୟାନ୍ସର
ବର୍ତ୍ତମାନ ଯୁବପିଢ଼ିଙ୍କ ଫ୍ୟାଶନରେ ଟାଟୁ ବେଶ୍ ଆଗରେ ରହିଛି। ତେବେ ଏଥିପାଇଁ ବ୍ୟବହୃତ ରଙ୍ଗ ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇପାରେ ବୋଲି ଓ୍ବାଶିଂଟନ୍ ୟୁନିଭର୍ସିଟିର ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି। ଏଥିପାଇଁ ବ୍ୟବହାର କରାଯାଉଥିବା କେତେକ ରଙ୍ଗରେ ଏପରି ରାସାୟନିକ…
ମା’ ୭୫ ଲକ୍ଷ ଟଙ୍କାର ଉପହାର ଦେବାରୁ ପ୍ରବଳ ରାଗିଗଲେ ପୁଅ; ଜାଣନ୍ତୁ କାହିଁକି
ସାଧାରଣତଃ ପିଲାମାନେ ମା’ ବାପାଙ୍କଠାରୁ ଉପହାର ନେବାକୁ ଚାହିଁ ବସିଥାନ୍ତି। କେହି କେହି ପିଲା ଉପହାର ନେବାକୁ ଅଳି ମଧ୍ୟ କରନ୍ତି। କିନ୍ତୁ ଜଣେ ଯୁବକ ଏସବୁଠାରୁ ବହୁ ଦୂରରେ। ସେ ନିଜ ଧନୀ ମାତାପିତାଙ୍କ ଦାମୀ ଉପହାର ଦେଖି ଖପ୍ପା…
ରଣଜୀ ଟ୍ରଫିରେ ପ୍ରଥମ ହ୍ୟାଟ୍ରିକ୍ ନେଇଥିଲେ ଏହି ବୋଲର୍
ଅଧିକାଂଶ ଭାରତୀୟ କ୍ରିକେଟ ପ୍ରେମୀ ହୁଏତ ସି.କେ ନାଇଡୁ, ଲାଲା ଅମରନାଥଙ୍କ ନାମ ଶୁଣିଥିବେ, କିନ୍ତୁ କେବଳ ବାକା ଜିଲାନିଙ୍କୁ କ୍ରିକେଟପ୍ରେମୀ କମ୍ ଜାଣିଥିବେ। ଜୁଲାଇ ୨୦, ୧୯୧୧ରେ ଜଳନ୍ଦରରେ ଜନ୍ମଗ୍ରହଣ କରିଥିବା ବାକା ତାଙ୍କର ୩୦ତମ ଜନ୍ମଦିନର ୧୮ଦିନ ପୂର୍ବରୁ…
ନା ଥିଲେ ବ୍ରାହ୍ମଣ ନା ଥିଲା ହୋମ ନିଆଁ, ଏମିତି ଶପଥ ନେଇ ବିବାହ କଲେ ବରକନ୍ୟା; ଜାଣିଲେ କରିବେ ପ୍ରଶଂସା
ଭୋପାଳ,୧୯ା୭: ମଧ୍ୟପ୍ରଦେଶର ସିହୋରରେ ଏକ ନିଆରା ବିବାହ ସମ୍ପନ୍ନ ହୋଇଛି। ନା ଅଗ୍ନିକୁ ସାକ୍ଷୀ ରଖି, ନା ମନ୍ତ୍ରପାଠ, ନା ହୋମ, ବ୍ରାହ୍ମଣ କିଛି ବି ଦରକାର ପଡ଼ି ନ ଥିଲା ଏହି ବିବାହରେ। କେବଳ ବାବା ସାହେବ ଆମ୍ବେଦକରଙ୍କ ଫଟୋକୁ…
୨ ବର୍ଷର ଝିଅକୁ କାର୍ରେ ଲକ୍ ପକାଇ ଭୁଲିଗଲେ ମହିଳା: ୭ ଘଣ୍ଟା ପରେ…
ସାଧାରଣତଃ ଲୋକେ କାର୍ରେ ଜିତିଷ ରଖି ଭୁଲି ଯାଉଥିବା ନଜିର ରହିଛି। କିନ୍ତୁ କାର୍ରେ ଶିଶୁକୁ ଲକ୍ ପକାଇ ଭୁଲିଯିବା ନିହାତି ଆଶ୍ଚର୍ଯ୍ୟର କଥା। ଆମେରିକାର ଫ୍ଲୋରିଡାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ମହିଳା ୨ ବର୍ଷର ଶିଶୁଙ୍କୁ…
ତିରୁପତିଙ୍କ ଉପରେ ୬.୫ କିଲୋ ଓଜନର ସୁନା ଖଣ୍ଡା ଚଢ଼ାଇଲେ ଭକ୍ତ
ହାଇଦ୍ରାବାଦ,୧୯ା୭: ଆନ୍ଧପ୍ରଦେଶସ୍ଥିତ ତିରୁମାଲା ତିରୁପତି ବାଲାଜୀଙ୍କ ନାମ ଦେଶର କୋଣ ଅନୁକୋଣରେ ଜଣା। ଏଠାକୁ ସବୁଠାରୁ ପ୍ରତିଷ୍ଠିତ ଏବଂ ଧନୀ ଭକ୍ତମାନେ ଆସିଥାନ୍ତି। ଭଗବାନ ଭେଙ୍କେଟଶ୍ୱର ସ୍ବାମୀଙ୍କ ଉପରେ କୋଟି କୋଟି ଟଙ୍କା ଦାନ କରାଯାଇଥାଏ। ସୋମବାର ହାଇଦ୍ରାବାଦର ଶ୍ରୀନିବାସ ଦମ୍ପତି…
ଉତ୍ତରକୋରିଆରେ ନୂଆ ନିୟମ: ଏମିତି ଗାଳି ଦେଲେ ମିଳିବ ମୃତ୍ୟୁଦଣ୍ଡ
ପ୍ୟୋଙ୍ଗ୍ୟାଙ୍ଗ,୧୯ା୭: ଉତ୍ତରକୋରିଆରେ କରୋନା ମହାମାରୀ ଯୋଗୁ ଲକ୍ଡାଉନ୍ ସ୍ଥିତିରେ ରହିଛି। ଉତ୍ତରକୋରିଆ ଶାସକ କିମ୍ ଜୋଙ୍ଗ୍ ଉନ୍ ଏହି ପରିସ୍ଥିତିର ମୁକାବିଲା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ନୂଆ ନିୟମ ଜାରି କରିଛନ୍ତି। ଯେଉଁଥିରେ ଜଣେ ବ୍ୟକ୍ତି ଦକ୍ଷିଣକୋରିଆ,…
ମହିଳାଙ୍କ ଶୃଙ୍ଗାର କାହିଁକି ହୋଇଥାଏ ସୌଭାଗ୍ୟର ପ୍ରତୀକ? କ’ଣ ଏହାର ମହତ୍ୱ, ଜାଣନ୍ତୁ..
ବିବାହିତ ମହିଳାମାନଙ୍କ ପାଇଁ ଶୃଙ୍ଗାର ବିଶେଷ ମହତ୍ୱ ରଖିଥାଏ।ଏହା ଯେ କେବଳ ସୁନ୍ଦରତା ବୃଦ୍ଧି କରେ ତାହା ନୁହେଁ ବରଂ ଏହା ସୌଭାଗ୍ୟର ପ୍ରତୀକ ଭାବରେ ମଧ୍ୟ ବିବେଚନା କରାଯାଏ। ମହିଳାମାନଙ୍କର ପ୍ରତ୍ୟେକ ଶୃଙ୍ଗାରର ନିଜସ୍ବ ବିଶେଷତା ଥାଏ। ଆସନ୍ତୁ ସେ…
ମର୍ମନ୍ତୁଦ ଦୁର୍ଘଟଣାରେ ୩୦ ଜଣଙ୍କ ମୃତ୍ୟୁ…
କରାଚି,୧୯।୭: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପାକିସ୍ତାନ ପଞ୍ଜାବ ପ୍ରଦେଶର ଡେରା ଗାଜି ଖାଁଠାରେ ୩୦ ଜଣଙ୍କ ମୃତ୍ୟୁ ଘଟିଛି। ସିନ୍ଧୁ ହାଇଓ୍ବେରେ ଏକ ଯାତ୍ରୀବାହୀ ବସ୍ ସହିତ ଟ୍ରକ୍ର ଧକ୍କା ହୋଇଛି। ଏହି ଘଟଣାରେ ୪୦ ଜଣ ଆହତ ହୋଇଛନ୍ତି।…
କ୍ରିକେଟ ଇତିହାସର ସବୁଠୁ ଲମ୍ବା ଛକା ମାରିଲେ ଏହି କ୍ରିକେଟର୍
ଲଣ୍ଡନ,୧୯।୭: ଦ୍ୱିତୀୟ ଟି-୨୦ରେ ଇଂଲଣ୍ଡ ପାକିସ୍ତାନକୁ ୪୫ ରନ୍ରେ ପରାସ୍ତ କରିଛି। ଫଳରେ ତିନି ମ୍ୟାଚ ବିଶିଷ୍ଟ ସିରିଜକୁ ଇଂଲଣ୍ଡ ୧-୧ ସ୍ତରକୁ ଆଣିଛି। ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ୧୯.୫ ଓଭରରେ ୨୦୦ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ…
ଉଦ୍ଧବ ଦେଶର ପ୍ରଧାନମନ୍ତ୍ରୀ ହେବା ଆବଶ୍ୟକ, କହିଲେ କଂଗ୍ରେସର ପୂର୍ବତନ ମୁଖ୍ୟମନ୍ତ୍ରୀ…
ମୁମ୍ବାଇ,୧୯।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାକୁ ନେଇ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ପୃଥ୍ବୀରାଜ ଚୌହ୍ବାନଙ୍କ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ପୃଥ୍ବୀରାଜ କହିଛନ୍ତି ଯେ, ଉଦ୍ଧବ ଦେଶର ପ୍ରଧାନମନ୍ତ୍ରୀ ହେବା ଆବଶ୍ୟକ।…
Archives


