Home

ଅଚାନକ ଦେଶରେ ଓମିକ୍ରନ ସଂଖ୍ୟା ବଢିଲା: ୮ ରାଜ୍ୟକୁ ସତର୍କ କରାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୩୦।୧୨:କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଦେଶରେ ଆତଙ୍କ ସୃଷ୍ଟି କରିଛି। ମୁମ୍ବାଇ ଏବଂ ଦିଲ୍ଲୀରେ କରୋନା ମାମଲା ବିପଜ୍ଜନକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଏହି ଦୁଇଟି ମେଟ୍ରୋରେ ଗୋଟିଏ ଦିନରେ ମାମଲା ଦ୍ୱିଗୁଣିତ ହୋଇଛି। ଦେଶର…

ବିଛଣାରୁ ଉଠି ପାରୁନାହାନ୍ତି ନୋରା

ମୁମ୍ବାଇ: ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ବଲିଉଡ୍‌ ଫିଲ୍ମ ଇଣ୍ଡଷ୍ଟ୍ରି ଉପରେ ମଧ୍ୟ ଏହାର କୁପ୍ରଭାବ ପଡ଼ିଛି। ଅର୍ଜୁନ କପୁର ଏବଂ ରିୟା କପୁର କରୋନା ଆକ୍ରାନ୍ତ ହେବା ପରେ ଏବେ ନୃତ୍ୟଶିଳ୍ପୀ ତଥା ଅଭିନେତ୍ରୀ ନୋରା…

ଅଟୋ ସାହାଯ୍ୟରେ ଧାନ ଅମଳ

ଚିତ୍ରକୋଣ୍ଡା,୩୦ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ କିଛିଦିନ ତଳେ ମୋଟରସାଇକେଲ ମାଧ୍ୟମରେ ଚାଷୀ ଫସଲ ଅମଳ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଏବେ ଚିତ୍ରକୋଣ୍ଡା ଉପାନ୍ତ ଅଞ୍ଚଳ ଗୁଣ୍ଠାଓ୍ବା ପଞ୍ଚାୟତ ଆର୍‌ଏସ୍‌ସି ଆଠ ଏବଂ ଆରଙ୍ଗି ଗ୍ରାମରେ ଭିନ୍ନ ଉପାୟରେ…

ଇତିହାସ ରଚିଲା ଭାରତ

ସେଞ୍ଚୁରିୟନ୍‌,୩୦।୧୨:ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ ଗୁରୁବାର ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ୧୧୩ ରନ୍‌ରେ ପରାସ୍ତ କରିଛି। ଓପନର୍‌ କେ.ଏଲ ରାହୁଲଙ୍କ ଏକ ଶତକ ଯୋଗୁ ଭାରତ ପ୍ରଥମ ଇନିଂସରେ ୩୨୭ ରନ ସ୍କୋର କରିବା…

ଏହି ଅଭିନେତ୍ରୀଙ୍କ ଫିଲ୍ମ ଦେଖନ୍ତି ନାହିଁ ସଲମାନ

ମୁମ୍ବାଇ: ଭାଇଜାନ ଭାବେ ପରିଚିତ ସଲମାନ ଖାନ୍‌ ବଲିଉଡ୍‌ରେ ଜଣେ ଆଗଧାଡ଼ିର ଅଭିନେତା। ସେ ଅନେକ ଅଭିନେତ୍ରୀମାନଙ୍କ ସହ କାମ କରିଛନ୍ତି। ମାତ୍ର ଜଣେ ଅଭିନେତ୍ରୀଙ୍କ ଫିଲ୍ମ ସେ ଆଦୌ ଦେଖନ୍ତି ନାହିଁ। ତେବେ କାହିଁକି ଦେଖନ୍ତିନି ଜାଣନ୍ତୁ ସେ ସମ୍ପର୍କରେ……

ନିଜକୁ ଶାହାରୁଖଙ୍କ ପରି ଏମିତି ସଜାଇଲେ ଯୁବତୀ, କାରଣ ଜାଣିଲେ…

କିଛି ଲୋକଙ୍କ କୌଶଳ ଏତେ ଆଶ୍ଚର୍ଯ୍ୟଜନକ ଯେ ସମସ୍ତଙ୍କ ଧ୍ୟାନ ସେମାନଙ୍କ ଆଡ଼କୁ ଚାଲିଯାଏ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଜଣେ ଯୁବତୀଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି, ଯେଉଁଥିରେ ସେ ମେକଅପ୍‌ ସାହାଯ୍ୟରେ ନିଜକୁ ବଲିଉଡ୍‌ ଅଭିନେତା ଶାହାରୁଖ ଖାନଙ୍କ…

ବିଜୟଠାରୁ ଆଉ ମାତ୍ର ୩ ଉଇକେଟ୍‌ ଦୂରରେ ଭାରତ

ସେଞ୍ଚୁରିୟନ୍‌,୩୦।୧୨: ସେଞ୍ଚୁରିୟନ ଟେଷ୍ଟରେ ଭାରତୀୟ ଦଳ ବିଜୟଠାରୁ ମାତ୍ର ୩ଟି ଉଇକେଟ ଦୂରରେ ରହିଛି। ଯଦି ପାଗ ଭାରତର ସାଥ୍‌ ଦିଏ ତେବେ ଭାରତୀୟ ବୋଲରମାନେ ଆଫ୍ରିକାକୁ ଶୀଘ୍ର ଅଲଆଉଟ୍‌ କରି ବିଜୟ ହାସଲ କରିପାରନ୍ତି। ଏହି ଗ୍ରାଉଣ୍ଡରେ ଏହା ଭାରତର…

ନିଜ ଅବିକଳ ଚେହେରା ଦେଖି ଏମିତି କହିଲେ ବିଶ୍ୱର ଏକ ନମ୍ବର ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୩୦।୧୨:ବିଶ୍ୱର ଏକ ନମ୍ବର ଧନୀ ତଥା ଟେସଲା ସିଇଓ ଏଲୋନ ମସ୍କ ଆଜିକାଲି ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଯଦିଓ ସେ ନିଜ କାରଣରୁ ନୁହେଁ ବରଂ ଅନ୍ୟ କାହା କାରଣରୁ ଆଲୋଚନାକୁ ଆସିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଅବିକଳ ଚେହେରାର ଜଣେ…

ଉତ୍ତରାଖଣ୍ଡକୁ ୧୭,୫୪୭ କୋଟିର ନୂଆବର୍ଷ ଉପହାର….

ଡେରାଡୁନ୍‌, ୩୦।୧୨: ନୂଆବର୍ଷର ଦୁଇଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରାଖଣ୍ଡକୁ ୧୭,୫୪୭ କୋଟି ଟଙ୍କାର ଉପହାର ଦେଇଛନ୍ତି। ରାଜ୍ୟରେ ପ୍ରଧାନମନ୍ତ୍ରୀ ଗୁରୁବାର ୨୩ ପରିଯୋଜନାର ଶିଳାନ୍ୟାସ କରିଛନ୍ତି। ଏସବୁ ପରିଯୋଜନା ଦ୍ୱାରା ରାଜ୍ୟର ବିକାଶ ଧାରା ତ୍ୱରାନ୍ବିତ ହେବ ବୋଲି…

ପତଳା ହୋଇଗଲେଣି କ୍ରୁର ଶାସକ

ପ୍ୟୋଙ୍ଗୟାଙ୍ଗ୍‌,୩୦।୧୨: ଉତ୍ତର କୋରିଆର କ୍ରୁର ଶାସକ କିମ୍‌ ଜୋଙ୍ଗ ଉନ୍‌ ନିଜ ଅଜବ ନିୟମ ପାଇଁ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। କିଛି ଦିନ ତଳେ ୧୧ ଦିନ ପାଇଁ ଦେଶର ନାଗରିକ ହସିବା, କାନ୍ଦିବା, ଶପିଂ କରିବା ଏବଂ ମଦ ପିଇବା…

ଡ. ହୃଷୀକେଶ ମଲ୍ଲିକ ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ): ୨୦୨୧ ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି। ତେବେ ‘ସରିଯାଇଥିବା ଅପେରା’ ପୁସ୍ତକ ପାଇଁ ଡ. ହୃଷୀକେଶ ମଲ୍ଲିକ ଏବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୂର୍ବରୁ ସେ କବିତା ପୁସ୍ତକ ‘ଧାନ…

ରାଜଧାନୀରେ ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ ଆରମ୍ଭ…

ନୂଆଦିଲ୍ଲୀ, ୩୦।୧୨: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀର ନୂଆ ଭାରିଆଣ୍ଟ୍‌ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗୁରୁବାର ସୂଚନା ପ୍ରଦାନ କରିଛନ୍ତି। ଇତିମଧ୍ୟରେ ଦିଲ୍ଲୀରେ ଓମିକ୍ରନ୍‌ ଭାରିଆଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୩କୁ ବୃଦ୍ଧି ପାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?