Home

୭ ହଜାର ଶାମୁକାରେ ପ୍ରଭୁ ଗଜାନନଙ୍କ ବାଲୁକା କଳା ନିର୍ମାଣ କଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ,୧୦ା୯: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ନିଆରା ପ୍ରୟାସ କରିଛନ୍ତି। ପ୍ରଥମଥର ସେ ୭ ହଜାର ଶାମୁକା ନେଇ ପୁରୀ ବେଳାଭୂମିରେ ପ୍ରଭୁ ଗଜାନନଙ୍କ ବାଲୁକା କଳା ନିର୍ମାଣ କରିଛନ୍ତି। ଏହା ଖୁବ୍‌ ସୁନ୍ଦର ହୋଇଛି।…

ମମତାଙ୍କୁ ଟକ୍କର ଦେବେ ପ୍ରିୟଙ୍କା

କୋଲକତା,୧୦।୯: ଚଳିତ ମାସ ଶେଷରେ ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ଉପ-ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ଭବାନୀପୁରରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ପ୍ରିୟଙ୍କା ଟିବ୍ରେୱାଲଙ୍କୁ ଭାଜପା ଏକ ସୁଯୋଗ ଦେଇଛି ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ଦ୍ୱାରା…

ତାଲିବାନକୁ କଡ଼ା ଚେତାବନୀ ଦେଲା ଭାରତ

ନ୍ୟୁୟର୍କ,୧୦।୬: ଆଫଗାନିସ୍ତାନକୁ ତାଲିବାନ ଦଖଲ ପରେ ଭାରତ ପୁଣି ଥରେ ଉଦବେଗ ପ୍ରକାଶ କରିଛି ଏବଂ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ବୈଠକରେ ଏହି ପ୍ରସଙ୍ଗ ଉଠାଇଛି। ୟୁଏନଏସସିରେ ଭାରତର ସ୍ଥାୟୀ ପ୍ରତିନିଧୀ ଟିଏସ ତିରୁମୂର୍ତ୍ତିର କହିଛନ୍ତି ଯେ, ଆଫଗାନିସ୍ତାନରେ…

ଆଜିଠୁ ୩ ଦିନ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୦ା୯: ନୂତନ ଏସ୍‌ଓପି ଅନୁସାରେ ଏଣିକି ଶନିବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସାନିଟାଇଜ ପାଇଁ କେବଳ ରବିବାର ଦର୍ଶନ ବନ୍ଦ ରହିବ। ଏହି ନୂଆ ଏସ୍‌ଓପି ଆସନ୍ତା ୧୩ ତାରିଖଠାରୁ ଲାଗୁ ହେବ। ତେବେ ପୁରୁଣା ଏସ୍‌ଓପି…

ନୀଳାଦ୍ରି ନିଳୟ ଦେଇଛି ନୂଆ ପରିଚୟ

ପୁରୀ ଅଫିସ,୧୦।୯: ଦିନ ଥିଲା, କେହି ପାରିବାରିକ ନିର୍ଯାତନା ଯୋଗୁ ତ ଆଉ କେହି ପରିବାରକୁ ହରାଇବା ଦୁଃଖରେ ରାସ୍ତାକୁ ଚାଲିଆସି ଭିକ୍ଷାବୃତ୍ତିକୁ ଆପଣେଇଥିଲେ। ଭୋକର ଜ୍ୱାଳା ମେଣ୍ଟାଇବାକୁ ବଡ଼ଦାଣ୍ଡରେ ଖରାବର୍ଷାର ଦାଉ ସହୁଥିଲେ। ଏବେ କିନ୍ତୁ ସେମାନେ ଆଉ କାହା…

ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ-ଭଉଣୀଙ୍କ ମଧ୍ୟରେ କଥା କଟାକଟି

ଅହମଦାବାଦ,୧୦।୯:ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ କ୍ରିକେଟର ରବିନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିଭା ଏବଂ ଭଉଣୀ ନୟନା ମୁହାଁମୁହିଁ ହୋଇଛନ୍ତି। ରିଭା ଗତ ସପ୍ତାହରେ ଜନ୍ମଦିନ ପାଳନ କରିବା ପାଇଁ ଜାମନଗରର ଏକ ଗାଁରେ ପହଞ୍ଚିଥିଲେ। ଏଠାରେ ଥିବା ମହିଳାମାନଙ୍କୁ ସମ୍ବୋଧିତ କରିବାବେଳେ…

ସୂର୍ଯ୍ୟାସ୍ତ ପରେ ଭୁଲ୍‌ରେ ବି ଖାଆନ୍ତୁ ନାହିଁ ଫଳ; ଦେଖାଦେଇପାରେ ଏସବୁ ସ୍ବାସ୍ଥ୍ୟ ସମସ୍ୟା

ସ୍ବାସ୍ଥ୍ୟ ପାଇଁ ଫଳ ବହୁତ ଲାଭଦାୟକ। ଫଳରେ ଭିଟାମିନ୍‌, ମିନେରାଲ୍ସ ସହ ଅନେକ ପ୍ରକାର ପୋଷକ ତତ୍ତ୍ୱ ରହିଥାଏ। ଏଥିଯୋଗୁ ନିୟମିତ ଭାବେ ଏହାକୁ ସେବନ କରିବା ଲାଗି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି। ହେଲେ ଏହାକୁ ସେବନ କରିବାର ଠିକ୍‌…

ଦେଶବାସୀଙ୍କୁ ଗଣେଶ ଚତୁର୍ଥୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୯: ସମଗ୍ର ଦେଶରେ ଗଣେଶ ଚତୁର୍ଥୀ ଧୁମ୍‌ଧାମରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କରୋନା ନିୟମ ପାଳନ ଉତ୍ସବ ପାଳିବାକୁ ରାଷ୍ଟ୍ରପତି ଲୋକଙ୍କୁ ନିବେଦନ କରିଛନ୍ତି।…

ନଦୀପଠାରେ ହସିଲାଣି କାଶତଣ୍ଡୀ

ମହାକାଳପଡ଼ା,୧୦ା୯(ଡି.ଏନ.ଏ.): ଶରତର ଆଗମନରେ ସଜେଇ ହେଲାଣି ପ୍ରକୃତିରାଣୀ, ଶସ୍ୟ ଶ୍ୟାମଳା ଧରିତ୍ରୀ ଉପରେ ଧୋବ ଫରଫର କାଶତଣ୍ଡୀ ଫୁଲ ପବନର ଝିପି ଝିପି ବର୍ଷାରେ ସତେ ଯେମିତି ଦୋଳି ଖେଳୁଛି। ପାର୍ବଣ ଆରମ୍ଭରେ ଖିଲି ଖିଲି ହସୁଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…

ବହିର୍ବିଭାଗ ସମ୍ମୁଖରେ ଓହଳିଛି ବିଦ୍ୟୁତ୍‌ ତାର

ନାଉଗାଁ,୧୦।୯(ସ୍ବ.ପ୍ର.): ନାଉଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୧୬ ପଞ୍ଚାୟତର ୧ ଲକ୍ଷରୁ ଊର୍ଦ୍ଧ୍ୱ ଜନସାଧରାଣ ସ୍ବାସ୍ଥ୍ୟସେବା ପାଇଁ ନିର୍ଭରଶୀଳ। ଏହି ସ୍ବାସ୍ଥ୍ୟକେନ୍ଦ୍ରର ବହିର୍ବିଭାଗ ସମ୍ମୁଖରେ କେନ୍ଦ୍ରର ବିଭିନ୍ନ ଓାର୍ଡ, କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ ପ୍ରଦାନ କରିବାକୁ ମିଟର ବସାଯାଇଥିବା ବେଳେ ମେନ…

ଏହି ୪ ଅକ୍ଷର ନାମଧାରୀ ଯୁବତୀଙ୍କ ପ୍ରତି ଶୀଘ୍ର ଆକର୍ଷିତ ହୋଇଥାନ୍ତି ଯୁବକ; ଜାଣନ୍ତୁ କ’ଣ କୁହେ ଜ୍ୟୋତିଷଶାସ୍ତ୍ର

ଜ୍ୟୋତିଷଶାସ୍ତ୍ର ଅନୁଯାୟୀ କୌଣସି ବ୍ୟକ୍ତିର ନାମରୁ ତାର ଜୀବନ ଏବଂ ସ୍ବଭାବ ବିଷୟରେ ବହୁତ କିଛି ଜାଣିବାକୁ ମିଳିଥାଏ। କାରଣ ପ୍ରତିଟି ଅକ୍ଷର କୌଣସି ନା କୌଣସି ଗ୍ରହର। ଆଜି ଆମେ ସେଭଳି କିଛି ନାମ ବିଶିଷ୍ଟ ଯୁବତୀଙ୍କ ବିଷୟରେ କଥା…

କମିଲା ସଂକ୍ରମଣ

ନୂଆଦିଲ୍ଲୀ,୧୦।୯: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩୪,୯୭୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୬୦ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri