୨୦ ବଲ୍ରେ ୧୧୨ ରନ୍ର ବିସ୍ଫୋରକ ଇଂନିସ ଖେଳିଲେ ଏହି କ୍ରିକେଟର୍
ମସ୍କଟ,୧୦।୯: ଭାରତୀୟ ମୂଳ ଜସକରଣ ମାଲହୋତ୍ରା ଏକ ଦିନିକିଆ ଅନ୍ତର୍ଜାତୀୟ ମ୍ୟାଚ୍ରେ ୬ଟି ବଲ୍ରେ ୬ଟି ଛକା ମାରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ସେ ହର୍ସେଲ ଗିବ୍ସଙ୍କ ପରେ ଦିନିକିଆରେ ଗୋଟିଏ ଓଭରରେ ୬ଟି ଛକା ମାରି ବିଶ୍ୱର…
ଦୁନିଆର ସବୁଠୁ ଭୟଙ୍କର ରେଳ ମାର୍ଗ
ଅଧିକାଂଶ ଲୋକ ଟ୍ରେନ୍ରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ଯେ କୌଣସି ସ୍ଥାନକୁ ଯିବା ପାଇଁ ଟ୍ରେନ୍ ଏକ ଆରାମଦାୟକ ଏବଂ ଶସ୍ତା ପରିବହନ ଅଟେ। ଟ୍ରେନରୁ ପର୍ବତ, ଜଙ୍ଗଲ ଏବଂ ନଦୀ ସମେତ ଅନେକ ପ୍ରାକୃତିକ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ।…
ଭାରତୀୟ ଶିକ୍ଷାନୁଷ୍ଠାନରେ ଚାଇନାର ଅନୁପ୍ରବେଶ
ନୂଆଦିଲ୍ଲୀ, ୧୦।୯(ଆଇଏଏନ୍ଏସ୍): ଚାଇନା ଗତ କିଛିବର୍ଷ ମଧ୍ୟରେ ଅନେକ ଭାରତୀୟ ସେକ୍ଟରରେ ନିଜର ପ୍ରଭାବ ବିସ୍ତାର କରିଥିବା ଜଣାପଡ଼ିଛି। କେବଳ ଆମୋଦପ୍ରମୋଦ କ୍ଷେତ୍ର ନୁହେଁ, ଶିକ୍ଷା କ୍ଷେତ୍ରଠାରୁ ଆରମ୍ଭ କରି ଭାରତୀୟ ଥିଙ୍କ୍ ଟ୍ୟାଙ୍କ ଏବଂ ସିଭିଲ୍ ସୋସାଇଟିକୁ ନିୟନ୍ତ୍ରଣ କରିବାକୁ…
ବନ୍ଧୁକକୁ ଡର ନାହିଁ
କାବୁଲ,୧୦।୯: ପୁରୁଷ ପ୍ରଧାନ, ରୂଢ଼ିବାଦୀ, କଠୋରପନ୍ଥୀ, ବର୍ବର। ଏମିତି ଯେତେ ନକାରାମତ୍କ ଉପମା ଦେଲେ ବି କମ୍ ହେବ ତାଲିବାନ୍ ପାଇଁ। କଥା କଥାକେ ସର୍ବସମ୍ମୁଖରେ ଟେକା ଫିଙ୍ଗି, ଗୁଳି କରି ଅଥବା ଖୁଣ୍ଟରେ ଝୁଲାଇ ହତ୍ୟା କରିବାର ହୃଦୟ ବିଦାରକ…
କରୋନା ମହାମାରୀ ମଧ୍ୟରେ ଆରମ୍ଭ ହେଲା ବିଘ୍ନବିନାଶକଙ୍କ ଆରାଧନା, ମୁମ୍ବାଇ ପେଣ୍ଡାଲରେ ଦର୍ଶନ ମନା
ମୁମ୍ବାଇ,୧୦ ।୯: କରୋନା ମହାମାରୀ ମଧ୍ୟରେ ସମସ୍ତ ବିଘ୍ନବିନାଶକାରୀ ବିନାୟକଙ୍କ ପୂଜା ଆରମ୍ଭ ହୋଇଛି । ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ଗଣେଶଙ୍କ ପୂଜାକୁ ଲୋକେ ଏଥର ଗହଳି ନ କରି ସତର୍କତାର ସହ ପାଳନ କରିବାକୁ କୁହାଯାଇଛି ।…
ରାତାରାତି ବ୍ୟବଚ୍ଛେଦକୁ ନେଇ ବିବାଦ
କଟକ ଅଫିସ, ୧୦ା୯:ଏସ୍ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଚିକିତ୍ସାରେ ଅବହେଳା ଓ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଡାକ୍ତର ଚିକିତ୍ସା ନ କରାଇ ଘରକୁ ଫେରାଇ ଦେବା ଘଟଣାରେ ଅତିଷ୍ଠ ହୋଇ ଜଗତ୍ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ଦୁଷ୍ମନ୍ତ ଦାସ…
ଶେଷ ହେଲା ମୌସୁମୀ ଅଧିବେଶନ
ଭୁବନେଶ୍ୱର, ୧୦ା୯ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ସପ୍ତମ ଅଧିବେଶନ ଗୁରୁବାର ଶେଷ ହୋଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧ ତାରିଖରୁ ଆରମ୍ଭ ହୋଇଥିଲା। ଏଥିରେ ମୋଟ୍ ୮ଟି କାର୍ଯ୍ୟ ଦିବସ ମଧ୍ୟରୁ ୭ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ରହିଥିଲା।…
୧୩ ବିମାନ ବନ୍ଦର ଘରୋଇକରଣକୁ ମଞ୍ଜୁରୀ
ନୂଆଦିଲ୍ଲୀ, ୧୦ା୯: କେନ୍ଦ୍ର ସରକାରଙ୍କ ନ୍ୟାଶନାଲ ମନେଟାଇଜେଶନ ପାଇପଲାଇନ ପ୍ରସ୍ତାବ ମୁତାବକ ୧୩ ବିମାନ ବନ୍ଦର ଘରୋଇକରଣକୁ ଚୂଡାନ୍ତ ମଞ୍ଜୁରୀ ମିଳିଛି। ଏହା ମଧ୍ୟରେ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଏବଂ ଝାରସୁଗୁଡା ବିମାନ ବନ୍ଦର ମଧ୍ୟ ସାମିଲ…
ଓବିସିଙ୍କୁ ହାତେଇବାକୁ କସରତ
ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି)ଙ୍କୁ ନେଇ ଜାତୀୟ ଓ ରାଜ୍ୟସ୍ତରରେ ରାଜନୀତି ସରଗରମ ହୋଇଛି। ଆସନ୍ତା ପୌର ଓ ପଞ୍ଚାୟତ ନିର୍ବାଚନରେ ଓବିସି ଭୋଟ ହାତେଇବାକୁ ବିଭିନ୍ନ ରାଜନୈତିକ ଦଳ କସରତ ଆରମ୍ଭ କରିଛନ୍ତି। ଜାତିଭିତ୍ତିକ ଜନଗଣନା ପାଇଁ ବିଭିନ୍ନ ରାଜ୍ୟ…
ଦୁଇଟି ବିବାହ କରିବାକୁ ଗଣେଶଙ୍କୁ ମିଳିଥିଲା ଅଭିଶାପ, ଜାଣନ୍ତୁ କାହିଁକି
ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ବିଘ୍ନରାଜଙ୍କୁ ପୂଜା କରାଯାଇଥାଏ। ଚଳିତବର୍ଷ ସେପ୍ଟେମ୍ବର ୧୦ରେ ପୂଜା ପାଇବେ ପ୍ରଭୁ ଗଜାନନ। ଗଣେଶଙ୍କୁ ଅଗ୍ରପୂଜ୍ୟ କୁହାଯାଏ। କାରଣ ସବୁ ପୂଜାରେ ଆଗେ ଗଣେଶଙ୍କୁ ପୂଜା କରାଯାଏ। ଏହିଦିନ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ…
ତାଲିବାନକୁ ସିଧାସଳଖ ଟକ୍କର ଦେଉଛନ୍ତି ଆଫଗାନି ମହିଳା
କାବୁଲ,୧୦ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ହୋଇଯାଇଛି । ବହୁ ରକ୍ତପାତ ପରେ ଶେଷରେ ତାଲିବାନ ସରକାର ଗଠନ କରି ଶାସନ କ୍ଷମତାକୁ ନିଜ ହାତକୁ ନେଇ ଯାଇଛି । ହେଲେ ତାଲିବାନର ମନମାନିକୁ ଆଦୌ ଗ୍ରହଣ କରିପାରୁ ନାହାନ୍ତି…
ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍
ମାଞ୍ଚେଷ୍ଟର,୧୦।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପଞ୍ଚମ ଟେଷ୍ଟ ମ୍ୟାଚ ସେପ୍ଟେମ୍ବର ୧୦ଠାରୁ ମାଞ୍ଚେଷ୍ଟରରେ ଖେଳାଯିବ। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୧ରେ ଆଗୁଆ ଅଛି। ବର୍ଷା ହେତୁ ପ୍ରଥମ ମ୍ୟାଚ ଡ୍ର ହୋଇଥିଲା। ଏଭଳି ପରିସ୍ଥିତିରେ ସମସ୍ତଙ୍କ ନଜର…
Archives


