କ୍ୟାପ୍ଟେନ୍, ସିଦ୍ଧୁଙ୍କ ମଧ୍ୟରେ ବିବାଦ ତେଜିଲା
ଚଣ୍ଡିଗଡ଼,୧୮।୭: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଏବଂ ବିଦ୍ରୋହୀ ବିଧାୟକ ନବଜୋତ ସିଂ ସିଦ୍ଧୁଙ୍କ ମଧ୍ୟରେ ବିବାଦ ତୀବ୍ର ହେବାରେ ଲାଗିଛି। ରାଜ୍ୟ କଂଗ୍ରେସ ସଭାପତି ସୁନୀଲ ଜାଖଡ ସୋମବାର ୮୦ ଜଣ ବିଧାୟକ ଏବଂ ଦୁଇ ଡଜନରୁ ଅଧିକ…
୧୩ ବଲ୍ରେ ବିସ୍ଫୋରକ ଇନିଂସ ଖେଳିଲେ ଏହି କ୍ରିକେଟର୍: ଚର୍ଚ୍ଚାରେ ତାଙ୍କ ଛକା
ନୂଆଦିଲ୍ଲୀ,୧୮।୭: ଆଫଗାନିସ୍ତାନର ଷ୍ଟାର୍ ବୋଲର୍ ରଶିଦ୍ ଖାନ ଭିଟାଲିଟି ଟି-୨୦ ବ୍ଲାଷ୍ଟରେ ନିଜ ବ୍ୟାଟ୍ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ସସେକ୍ସ ପକ୍ଷରୁ ଖେଳୁଥିବା ରଶିଦ୍ ହାମ୍ପସାୟର ବିପକ୍ଷରେ ସେ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ସେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର…
ଅଧିନାୟକ ଭାବେ ପଡିଆକୁ ଓହ୍ଲାଇବା ମାତ୍ରେ ନିଆରା ରେକର୍ଡ ସୃଷ୍ଟି କଲେ ଧାଓ୍ବନ୍
କଲମ୍ବୋ,୧୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ କଲମ୍ବୋରେ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚରେ ଶ୍ରୀଲଙ୍କା ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ବତ୍ତି ନେଇଥିଲା। ଶିଖର ଧାୱନ ପ୍ରଥମ ଥର ପାଇଁ ଟିମ୍ ଇଣ୍ଡିଆର ଅଧିନାୟକ ଦାୟିତ୍ୱ…
ଜନ୍ମଦିନରେ ଏହି କ୍ରିକେଟର୍ଙ୍କୁ ମିଳିଲା ବଡ଼ ଉପହାର
କଲମ୍ବୋ,୧୮।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଦିନିକିଆ କଲମ୍ବୋରେ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚ୍ରେ ଇଶାନ କିଶନ ଏବଂ ସୂର୍ଯ୍ୟ କୁମାର ଯାଦବ ଦିନିକିଆ ଡେବ୍ୟୁ କରିବେ। ଏହା କିଷାନଙ୍କ ପାଇଁ ଏହା ସ୍ବତନ୍ତ୍ର ମ୍ୟାଚ୍। କାରଣ ଆଜି ତାଙ୍କର…
ଲଶ୍କର-ଜୈଶ୍ ସହିତ କୌଣସି ସମ୍ପର୍କ ନ ଥିବା କହିଲା ତାଲିବାନ…
କାବୁଲ୍,୧୮।୭: ପାକିସ୍ତାନରେ ଆଶ୍ରୟ ନେଇଥିବା ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବା ଏବଂ ଜୈଶ୍-ଇ-ମହମ୍ମଦ ସହିତ ତାଲିବାନର କୌଣସି ସମ୍ପର୍କ ନାହିଁ। ଏସମ୍ପର୍କରେ ତାଲିବାନ ପ୍ରବକ୍ତା ସୁହୈଲ ଶାହିନ୍ କହିଛନ୍ତି। ଆଫଗାନିସ୍ତାନ ଲଶ୍କର-ଇ-ତୋଏବା ଏବଂ ଜୈଶ୍-ଇ-ମହମ୍ମଦ ଭଳି ସଂଗଠନକୁ ଅନ୍ୟ ଦେଶରେ ଅଶାନ୍ତି ସୃଷ୍ଟି…
ଟସ୍ ଜିତିଲା ଶ୍ରୀଲଙ୍କା; ବୋଲିଂ କରିବ ଭାରତ
କଲମ୍ବୋ,୧୮।୭: ଭାରତ-ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ମୁକାବିଲା ଏଠାକାର କେ.ଆର୍.ପ୍ରେମଦାସା ଷ୍ଟାଡିୟମରେ ରବିବାର ଖେଳାଯାଉଛି। ନିୟମିତ ଅଧିନାୟକ ବିରାଟ କୋହଲି ଇଂଲଣ୍ଡ ଗସ୍ତରେ ଥିବା ଯୋଗୁ ଓପନର୍ ଶିଖର ଧାଓ୍ବନ ଦଳର ନେତୃତ୍ୱ…
୧୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ‘ତୈମୁର’
ଇଦ୍-ଉଲ୍-ଜୁହାକୁ ନେଇ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଇଦ୍ ଉପଲକ୍ଷେ ବଜାରରେ ଛେଳିଙ୍କ ଦାମ୍ ମଧ୍ୟ ଆକାଶଛୁଆଁ। ଅନ୍ଲାଇନ୍ ମାର୍କେଟ୍ରେ ବି ଲକ୍ଷାଧିକ ଟଙ୍କାରେ ଛେଳି ବିକ୍ରି ହେଉଛନ୍ତି। ଗୁଜରାଟର ସୁରଟଠାରେ ଜଣେ ବେପାରୀ ଇଦ୍ ପୂର୍ବରୁ ଏକ ବଡ଼ ପ୍ୟାକେଟ୍…
ନ୍ୟୁଜ୍ ଓ୍ବେବସାଇଟ୍ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ ଆଣିଲା ଭାଜପା, ବିଦେଶରୁ ୩୦ କୋଟି ପାଣ୍ଠି ସଂଗ୍ରହ…
ନୂଆଦିଲ୍ଲୀ,୧୮।୭: ଭାଜପା ପକ୍ଷରୁ ଏକ ନ୍ୟୁଜ୍ ଓ୍ବେବସାଇଟ୍ ବିରୋଧରେ ଷଡ଼ଯନ୍ତ୍ର ଅଭିଯୋଗ ଅଣାଯାଇଛି। ନ୍ୟୁଜ୍ ଓ୍ବେବସାଇଟ୍ ‘ନ୍ୟୁଜ୍ କ୍ଲିକ୍’ ଦେଶ ବିରୋଧୀ କାର୍ଯ୍ୟ କରିବା ସହିତ ବିଦେଶରୁ ୩୦ କୋଟି ଟଙ୍କାର ପାଣ୍ଠି ସଂଗ୍ରହ କରିଥିବା ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ…
ମୁମ୍ବାଇ ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୮।୭: ମହାରାଷ୍ଟ୍ରର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ଚେମ୍ବୁର ଏବଂ ଓ୍ବିକ୍ରୋଲି ଅଞ୍ଚଳରେ କେତେକ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ୧୭ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର…
୨୧ରୁ ରାଜଧାନୀରେ ଗର୍ଭବତୀଙ୍କୁ ଟିକା
ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜଧାନୀରେ ଗର୍ଭବତୀଙ୍କ ପାଇଁ ଜୁଲାଇ ୨୧ରୁ ଟିକାକରଣ ଆରମ୍ଭ କରାଯିବ। ସେମାନଙ୍କୁ କୋଭାକ୍ସିନ ଟିକା ଦିଆଯିବା ନେଇ ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। କ୍ୟାପିଟାଲ ହସ୍ପିଟାଲ ସମେତ ଭୁବନେଶ୍ୱରରେ ଥିବା ସମସ୍ତ ୟୁପିଏଚ୍ସି ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର…
ଶଟ୍ସର୍କିଟ୍ରେ ଜଳିଗଲା ଘର, ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ
କୋରୁକୋଣ୍ଡା,୧୮ା୭(ଡି.ଏନ୍.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନ୍ଏସିରେ ରବିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଶଟ୍ସର୍କିଟ ଯୋଗୁ ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ସୂଚନାନୁଯାୟୀ, ବାଲିମେଳା ଏନ୍ଏସିସ୍ଥିତ ୧ନଂ. ଓ୍ବାର୍ଡର ବାସିନ୍ଦା ମାଧବ ବାଜିଙ୍ଗଙ୍କ…
ଶିକ୍ଷକଙ୍କ ଅକ୍ଳାନ୍ତ ଚେଷ୍ଟାରେ ସ୍କୁଲ ପାଲଟିଛି ଉଦାହରଣ
ଶିକ୍ଷାର୍ଥୀ ପାଇଁ ବିଦ୍ୟାଳୟ ହେଉଛି ଦ୍ୱିତୀୟ ଘର ସଦୃଶ। ମାଆର ପଣତ, ବାପାଙ୍କ ସ୍ନେହ, ଗୁରୁଜନଙ୍କ ଆଦର ଭିତରେ ତା’ର ପିଲାମନ ଖୋଜିହୁଏ ସେହି ଅନୁଭବ ବିଦ୍ୟାଳୟ ପରିବେଶରେ। ଏଇ ବିକଳ୍ପ ଘରଟି ଶିଶୁ ପାଇଁ ସବୁଦିଗରୁ ଆକର୍ଷଣୀୟ ହେଉ, ଏକଥା…
Archives


