ଜେଲ୍ରୁ ହ୍ୟାକିଙ୍ଗ୍, ବିଚାରପତି-ଗୃହମନ୍ତ୍ରୀଙ୍କ ସଚିବ-ଆଇପିଏସ୍ ଅଫିସରଙ୍କ ଫୋନ୍ ହ୍ୟାକ୍…
ଭୋପାଳ,୯।୧୧: ମଧ୍ୟପ୍ରଦେଶର ଉଜ୍ୱୟନୀ ଜେଲର ଅଧିକାରୀମାନଙ୍କ ବିରୋଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ କଏଦୀଙ୍କ ଦ୍ୱାରା ଡିଜିଟାଲ ଠକେଇ ଅଭିଯୋଗ ଅଣାଯାଇଛି। କଏଦୀ ଅଭିଯୋଗ କରିଛନ୍ତି ଯେ ତାଙ୍କ ଉପରେ ଚାପ ପକାଇ ଜେଲ କର୍ତ୍ତୃପକ୍ଷ ଆଇପିଏସ ଅଧିକାରୀ, ବିଚାରପତି ଏବଂ…
ରାଗରେ ନିଆଁବାଣ ହେଲେ ଶାସ୍ତ୍ରୀ, ଦେଲେ ଚେତାବନୀ
ଦୁବାଇ,୯।୧୧: ଟି -୨୦ ବିଶ୍ୱକପ ୨୦୨୧ରେ ଟିମ ଇଣ୍ଡିଆ ସେମିଫାଇନାଲ ଦୌଡରୁ ବାଦ୍ ପଡିଛି। କୋଚ ଭାବେ ଟିମ ଇଣ୍ଡିଆ ସହିତ ରବି ଶାସ୍ତ୍ରୀଙ୍କ ଚୁକ୍ତି ମଧ୍ୟ ଶେଷ ହୋଇଛି। ରବି ଶାସ୍ତ୍ରୀଙ୍କ ସ୍ଥାନରେ ବିସିସିଆଇ ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ…
ପାକିସ୍ତାନ ହାତରେ ଚାଇନାର ବିଧ୍ୱଂସକ ଯୁଦ୍ଧପୋତ, ଭାରତର ଚିନ୍ତା ବଢ଼ିଲା…
ଇସଲାମାବାଦ୍/ନୂଆଦିଲ୍ଲୀ,୯।୧୧: ଏଲ୍ଏସିରେ ଭାରତ ପାଇଁ ବିପଦ ସୃଷ୍ଟି କରୁଥିବା ଚାଇନା ଏବେ ସମୁଦ୍ରରେ ଭାରତକୁ ଘେରିବା ଲାଗି ଉଦ୍ୟମ କରୁଛି। ଏଥିରେ ଚାଇନା ପାକିସ୍ତାନର ସହାୟତା ନେଇଛି। ଏବେ ପାକିସ୍ତାନକୁ ଚାଇନା ଏକ ବିନାଶକାରୀ ଯୁଦ୍ଧ ଜାହାଜ ଦେଇଛି, ଯାହା ପାକିସ୍ତାନ…
ପୁଣି ଘୁଞ୍ଚିଲା ଆଲିଆ-ରଣବୀରଙ୍କ ବିବାହ!
ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ବିବାହ ଚଳିତ ବର୍ଷ ଶେଷରେ ହେବ ବୋଲି ଚର୍ଚ୍ଚା ହେଉଥିଲା। କିନ୍ତୁ ଏବେ ଉଭୟଙ୍କ ପ୍ରଶଂସକଙ୍କୁ ଅଧିକ ସମୟ ଅପେକ୍ଷା କରିବାକୁ ପଡିବ। ସୋସିଆଲ ମିଡିଆରେ ଏକ ପୋଷ୍ଟ ଭାଇରାଲ ହେଉଛି। ପୋଷ୍ଟରେ…
ଭୁଲ୍ ଇଂରାଜୀ ସ୍ପେଲିଙ୍ଗ୍ ଲେଖି ଚର୍ଚ୍ଚାରେ ଅମିତାଭ ବଚ୍ଚନ
ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନ ସର୍ବଦା ପ୍ରଶଂସକଙ୍କ ସହ ଯୋଡି ରହିବାକୁ ପସନ୍ଦ କରନ୍ତି। ପ୍ରତିଦିନ ସେ ନିଜର ଭାବନାକୁ ସୋସିଆଲ ମିଡିଆରେ ଶେୟାର କରନ୍ତି। ନିକଟରେ ସେ ଫେସବୁକରେ ଏକ ପୋଷ୍ଟ କରିଥିଲେ। ପୋଷ୍ଟରେ ସେ ଏକ ଇଂରାଜୀ ଶବ୍ଦ…
୨୦୦ ଦିନ ପରେ ପୃଥିବୀକୁ ଫେରିଲେ ୪ ମହାକାଶଚାରୀ…
ମେକ୍ସିକୋ,୯।୧୧: ମହାକାଶରେ ୨୦୦ ଦିନ ବିତାଇବା ପରେ ସୋମବାର ରାତିରେ ଚାରିଜଣ ମହାକାଶଚାରୀ ପୃଥିବୀକୁ ଫେରିଛନ୍ତି। ସେମାନେ ସ୍ପେସ ଏକ୍ସ କ୍ୟାପସୁଲରେ ମେକ୍ସିକୋ ଗଲ୍ଫରେ ଅବତରଣ କରିଛନ୍ତି। ସୂଚନାନୁସାରେ, ସ୍ପେସ ଏକ୍ସ କ୍ରୁର ସମସ୍ତ ଚାରିଜଣ ସଦସ୍ୟ ସ୍ପେସ ଷ୍ଟେସନ ଛାଡିବାର…
ଏହି ଅଭିନେତ୍ରୀଙ୍କ ମୁଣ୍ଡ ଫଟାଇଦେଲେ ସ୍ବାମୀ
ଅଭିନେତ୍ରୀ ପୁନମ ପାଣ୍ଡେ ପୁଣି ଥରେ ଦାମ୍ପତ୍ୟ ଜୀବନରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ପୁନମ ସ୍ବାମୀ ସାମ ବମ୍ବେଙ୍କ ନାଁରେ ମାରପିଟ୍ ଅଭିଯୋଗ ଆଣିବା ପରେ ମୁମ୍ବାଇ ପୋଲିସ ତାଙ୍କ ତାଙ୍କୁ ଗିରଫ କରିଛି। ଗିରଫ ପରେ କୋର୍ଟ ତାଙ୍କୁ…
ପଡ଼ିଆରେ ଏମିତି କାର୍ଯ୍ୟ ହୃଦୟ ଜିତିଲେ ପନ୍ତ: ଦେଖନ୍ତୁ ଭିଡିଓ
ଦୁବାଇ,୯।୧୧:ଭାରତ ଟି -୨୦ ବିଶ୍ୱକପ ୨୦୨୧ର ଶେଷ ଲିଗ ମ୍ୟାଚରେ ନାମ୍ବିଆ ବିପକ୍ଷରେ ୯ ଉଇକେଟ ବିଜୟ ହାସଲ କରିଛି। ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ନାମ୍ବିିଆ ୮ ଉଇକେଟ ହରାଇ ୧୩୨ ରନ ସଂଗ୍ରହ କରିଥିଲା। ଭାରତ ମାତ୍ର ଗୋଟିଏ…
୩୧ ଡିସେମ୍ବର ସୁଦ୍ଧା ଟିକାକରଣ ଲକ୍ଷ୍ୟ ପୂରଣ କାଠିକର ପାଠ…
ନୂଆଦିଲ୍ଲୀ,୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି। ଜାରି ରହିଛି। ୨୦୨୧ ଶେଷ ସୁଦ୍ଧା ଦେଶର ସମସ୍ତ ୯୪ କୋଟି ବୟସ୍କଙ୍କୁ କରୋନା ଟିକା ଦେବା କାଠିକର ପାଠ ମନେ ହେଉଛି।…
‘ମୁଁ ହାରିବାର ମୁଖ୍ୟ ଦୋଷୀ’
ନୂଆଦିଲ୍ଲୀ,୯।୧୧: ମହେନ୍ଦ୍ର ସିଂ ଧୋନୀ ଦୁନିଆର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଅନ୍ୟତମ। ସେ ପ୍ରାୟ ଏକ ଦଶନ୍ଧି ଧରି ଟିମ ଇଣ୍ଡିଆର ଅଧିନାୟକ ହୋଇଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ଭାରତ ୨୦୦୭ ଟି -୨୦ ବିଶ୍ୱକପ ଏବଂ ୨୦୧୧ ଦିନିକିଆ ବିଶ୍ୱକପ…
ବିରୁଷ୍କାଙ୍କ ପଡୋଶୀ ହେବେ ଭିକି-କାଟ୍ରିନା
ବଲିଉଡ୍ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଅଭିନେତା ଭିକି କୌଶଲ ଖୁବ୍ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଚର୍ଚ୍ଚ ଜୋର ଧରିଛି। ବିବାହ ପ୍ରସ୍ତୁତି ମଧ୍ୟରେ ଭିକି ନିଜ ପାଇଁ ଏକ ଘର ନେଇଛନ୍ତି। ଭିକି ଜୁହୁରେ ଥିବା ଏକ…
ତୈଳ ରାଜନୀତି ଘେରରେ ଉପଭୋକ୍ତା, ୧୦ ଅଣ-ଭାଜପା ଶାସିତ ରାଜ୍ୟରେ କମୁନି ପେଟ୍ରୋଲ-ଡିଜେଲ ଦାମ୍…
ନୂଆଦିଲ୍ଲୀ,୯।୧୧: ଗତ ସପ୍ତାହରେ କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ ଡୁ୍ୟୁଟି ଯଥାକ୍ରମେ ୫ ଏବଂ ୧୦ ଟଙ୍କା ହ୍ରାସ କରିବା ପରେ ଭାଜପା ଶାସିତ ସମସ୍ତ ରାଜ୍ୟ ମଧ୍ୟ ଇନ୍ଧନ ଉପରେ ଭାଲ୍ୟୁ ଆଡ ଟ୍ୟାକ୍ସ (ଭାଟ)…
Archives


