Home

ଜାନୁୟାରୀ ୧ ରୁ ପିଲାଙ୍କ ପାଇଁ କୋ-ଓ୍ବିନ୍‌ ପଞ୍ଜିକରଣ…

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ଆତଙ୍କ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ଜାନୁୟାରୀ ୧ଠାରୁ କୋ-ଓ୍ବିନ୍‌ ପ୍ଲାଟର୍ଫମରେ ୧୫ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ପାଇଁ…

ଭାଜପା, କଂଗ୍ରେସକୁ ପଛରେ ପକାଇଲା ଏଏପି

ଚଣ୍ଡିଗଡ,୨୭।୧୨: ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ମ୍ୟୁନିସିପାଲିଟି ନିର୍ବାଚନ ଫଳାଫଳ ପ୍ରଭାବ ରହିବ ବୋଲି କୁହାଯାଉଛି। ୨୪ ଡିସେମ୍ବରରେ ମ୍ୟୁନିସିପାଲିଟି କର୍ପୋରେସନର ୩୫ଟି ସିଟ ପାଇଁ ଭୋଟ ଗ୍ରହଣ…

ନୂଆବର୍ଷ ପାଳନ ଫିକା, ବହୁ ରାଜ୍ୟରେ କଟକଣା ଜାରି …

ନୂଆଦିଲ୍ଲୀ, ୨୭।୧୨: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଏହା ସହିତ ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶର ୧୯ ରାଜ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୧୦ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା…

ଆଜି ସୁମିତ-ତପସ୍ବିନୀଙ୍କୁ ରାୟ ଶୁଣାଇବେ କୋର୍ଟ

ବ୍ରହ୍ମପୁର ଅଫିସ,୨୭ା୧୨: ବ୍ରହ୍ମପୁର ବ୍ରହ୍ମାନଗରର ବହୁ ଚର୍ଚ୍ଚିତ ତପସ୍ବିନୀ ଏବଂ ସୁମିତଙ୍କ ପାରିବାରିକ ବିବାଦ ମାମଲାର ସୋମବାର ରାୟ ଶୁଣାଇବେ କୋର୍ଟ । ଦିନ ପରେ ଦିନ ଗଡ଼ି ଚାଲିଥିଲେ ମଧ୍ୟ ସାମାଧାନର ବାଟ ବାହାରି ପାରୁନାହିଁ। ତେବେ ଆଜିର କୋର୍ଟ…

ଟୁରିଷ୍ଟ ବସ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୫ ଜୀବନ

ଅମ୍ବାଲା,୨୭।୧୨: ହରିୟାଣାର ଅମ୍ବାଲା-ଦିଲ୍ଲୀ ରାଜପଥରେ ଥିବା ହେଲିଙ୍ଗ ଟଚ ହସ୍ପିଟାଲ ନିକଟରେ ସୋମବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୩ ଟା ବେଳେ କାଟ୍ରା ଠାରୁ ଦିଲ୍ଲୀ ଯାଉଥିବା ତିନୋଟି ଟୁରିଷ୍ଟ ବସ୍‌ ମୁହାଁମୁହିଁ ଧକ୍କା ହୋଇଥିଲା।…

ବିବାହରେ ନାଚିବା ପାଇଁ ଏତିକି ଟଙ୍କା ଫି’ ନିଅନ୍ତି ବଲିଉଡ୍‌ ସେଲିବ୍ରିଟି

ନିକଟରେ ଅଭିନେତା ସଲମାନ ଖାନ ନେତା ପ୍ରଫୁଲ୍ଲ ପଟେଲଙ୍କ ପୁଅ ପ୍ରଜୟ ପଟେଲଙ୍କ ବିବାହରେ ପହଞ୍ଚିଥିଲେ। ଏବେ ସୋସିଆଲ ମିଡିଆରେ ବିବାହର ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓରେ ସଲମାନ ନାଚୁଥିବାର ନଜର ଆସିଛନ୍ତି। ଏହି ଭିଡିଓର ପ୍ରତିକ୍ରିୟାରେ ପ୍ରଶଂସକମାନେ…

ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ମାନ୍ୟତା ଦାବି ତେଜିଲା, ବରୁଣେଇରେ ପାଇକ ମେଳି

ଖୋର୍ଦ୍ଧା ଅଫିସ,୨୭ା୧୨: ୧୮୧୭ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ଏବଂ ବରୁଣେଇ ପାଦଦେଶ ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ସ୍ଥଳ ଜମି ଫ୍ରି ପ୍ରିମିୟମ ଯୋଗାଇବା ଦାବିରେ ଓଡ଼ିଆ ବୀର ମହାସଂଘ ସୋମବାର ବରୁଣେଇ ପୀଠରୁ ରଣହୁଙ୍କାର ଦେଇଛି।…

ଚାଇନାକୁ ବଡ଼ ଝଟ୍‌କା, ୫ଟି ଉତ୍ପାଦ ଉପରେ ଆଣ୍ଟି ଡମ୍ପିଙ୍ଗ୍‌ ଶୁଳ୍କ ଲାଗୁ କଲା ଭାରତ…

ନୂଆଦିଲ୍ଲୀ, ୨୭।୧୨: ଘରୋଇ ଉଦ୍ୟୋଗଗୁଡ଼ିକର ବିକାଶକୁ ଦୃଷ୍ଟିରେ ରଖି ଭାରତ ପକ୍ଷରୁ ଚାଇନାକୁ ବଡ଼ ଝଟ୍‌କା ଦିଆଯାଇଛି। ଚାଇନାରୁ ଶସ୍ତା ଆମଦାନୀ ରୋକିବା ଲାଗି କେତେକ ଆଲୁମିନିୟମ୍‌ ଏବଂ ରାସାୟନିକ ସାମଗ୍ରୀ ସହିତ ୫ଟି ଉତ୍ପାଦ ଉପରେ ପାଞ୍ଚ ବର୍ଷ ପର୍ଯ୍ୟନ୍ତ…

ସଲମାନଙ୍କ ପ୍ରଥମ ଦରମା ଥିଲା ଏତିକି

ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଆଜି ୫୬ ବର୍ଷ ବୟସ ହୋଇଛି । ଏହି ବିଶେଷ ଅବସରରେ ତାଙ୍କ ପ୍ରଶଂସକ, ତାଙ୍କ ବନ୍ଧୁ ଏବଂ ପରିବାର ସଦସ୍ୟମାନେ ତାଙ୍କୁ ଜନ୍ମଦିନ ରେ ଅଭିନନ୍ଦନ ଜଣାଇଛନ୍ତି। ସେ ୩୦ ବର୍ଷରୁ ଅଧିକ ସମୟ…

ମହିଳା ବସ୍‌ରେ ଏକୁଟିଆ ଯାତ୍ରା କରିବା ମନା, କାର୍‌ରେ ମ୍ୟୁଜିକ୍‌ ବନ୍ଦ…

କାବୁଲ, ୨୭।୧୨: ଆଫଗାନିସ୍ତାନରେ ତାଲିବାନ୍‌ ସରକାରଙ୍କର ପ୍ରକୃତ ମୌଳବାଦୀ ଆଭିମୁଖ୍ୟ ବର୍ତ୍ତମାନ ସାମ୍ନାକୁ ଆସୁଛି। ଦେଶର ସରକାରଙ୍କୁ ସ୍ବୀକୃତି ପାଇଁ ଅନ୍ତର୍ଜାତୀୟସ୍ତରରେ ଅନୁରୋଧ କରୁଥିବା ତାଲିବାନ କଠୋର ଆଇନ ପ୍ରଣୟନ କରିଛି। ମହିଳାମାନଙ୍କୁ ବସ କିମ୍ବା ଅନ୍ୟାନ୍ୟ ଗାଡିରେ ଦୀର୍ଘ ଦୂରତା…

ଗାଙ୍ଗୁଲିଙ୍କୁ ପଛରେ ପକାଇଲେ କୋହଲି

ସେଞ୍ଚୁରିୟନ,୨୭।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଖେଳୁଛି ଭାରତୀୟ ଦଳ। ଏହି ମ୍ୟାଚରେ ଭାରତୀୟ ଓପନରମାନେ ଚମତ୍କାର ଇନିଂସ ଖେଲିଛନ୍ତି। ଏଥି ସହିତ ଭାରତୀୟ ଅଧିନାୟକ ବିରାଟ କୋହଲି କୌଣସି ବଡ଼ ଇନିଂସ ଖେଳି…

ଉପାନ୍ତକୁ ଅଣଦେଖା: ମଣ୍ଡିରେ ପଡ଼ିଛି ଧାନ

ବରଗଡ଼ ଅଫିସ୍‌/ଝାରବନ୍ଧ/ ଅମ୍ବାଭୋନା,୨୭।୧୨: ଖରିଫ ଧାନ ସଂଗ୍ରହରେ ବରଗଡ଼ ଜିଲାର ଉପାନ୍ତ ଅଞ୍ଚଳଗୁଡ଼ିକୁ ଅଣଦେଖା କରାଯାଉଛି। ମଣ୍ଡିରେ ପଡ଼ିଥିବା ଧାନ ଉଠାଯାଉନାହିଁ। ଫଳରେ ଚାଷୀମାନେ ଶୀତ, କାକରରେ ଜଗି ରହିଛନ୍ତି। ଅନ୍ୟପଟେ ଧାନ ବିକ୍ରି ହୋଇ ନ ପାରିବାରୁ ଅମଳରେ ନିୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?