Home

ସାଙ୍କେତିକ ଭାଷା ଅଭିଧାନ, ଅଡିଓ ବୁକ୍‌ସ ଶୁଭାରମ୍ଭ

ନୂଆଦିଲ୍ଲୀ, ୮ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ‘ଶିକ୍ଷକ ପର୍ବ-୨୦୨୧’ ଉଦ୍‌ଘାଟନୀ ସମ୍ମିଳନୀରେ ଶିକ୍ଷାକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଭାରତର ଶିକ୍ଷା ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଏବଂ ଶିକ୍ଷାଦାନ-ଶିକ୍ଷା ପ୍ରକ୍ରିୟାକୁ କ୍ରମାଗତ ଆଧୁନିକୀକରଣ କରାଯିବା ଉପରେ ମୋଦି ଗୁରୁତ୍ୱ ଦେଇଛନ୍ତି। ଭିଡିଓ…

କର୍ନାଲରେ କୃଷକଙ୍କ ଶକ୍ତି ପ୍ରଦର୍ଶନ

କର୍ନାଲ,୮।୯: ଅଗଷ୍ଟ ୨୮ରେ ଅଧିକାର ମାଗୁଥିଲେ, ଲାଠିମାଡ଼ ଖାଇଲେ। ପୋଲିସ ପ୍ରହାରରେ ଜଣେ ଚାଷୀଙ୍କ ଜୀବନ ଚାଲିଗଲା। ଏହାର ପ୍ରତିବାଦରେ ହରିୟାଣାର କର୍ନାଲ ସ୍ଥିତ ମିନି ସେକ୍ରେଟାରିଏଟ୍‌ ଘେରାଓ ପାଇଁ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆହ୍ବାନ ଦିଆଯାଇଥିଲା। ଏହି କ୍ରମରେ…

ସାକ୍ଷରତା ହିଁ ବିକାଶ

ସାକ୍ଷରତା ସମାଜର ଅବିଚ୍ଛେଦ୍ୟ ଅଙ୍ଗ। ଦେଶର ବିକାଶ ପାଇଁ ଏହା ଅତୀବ ଗୁରୁତ୍ୱପୂର୍ଣ୍ଣ। ସାକ୍ଷରତା ହାର ଯେଉଁଠି ଯେତେ ଅଧିକ ତାହା ସେତେ ବିକଶିତ। ଏହା ନୂତନ ପିଢ଼ି ହୋଇଥାଏ ସୃଜନଶୀଳ। ନୂଆ ଓ ଉଜ୍ଜ୍ୱଳ ଭବିଷ୍ୟତକୁ ଫିଟିଥାଏ। ତେଣୁ ଏହା…

୨ ଥର ବିବାହ କରି ମଧ୍ୟ ଏକୁଟିଆ ଜୀବନ ବିତାଉଛନ୍ତି ମେଲୋଡି କୁଇନ୍‌

ମୁମ୍ବାଇ: ବଲିଉଡର ମେଲୋଡି କୁଇନ ଭାବରେ ଜଣାଶୁଣା ଆଶା ଭୋସଲେ ଆଜି ୮୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୩୩ ମସିହାରେ ମହାରାଷ୍ଟ୍ରର ସାଙ୍ଗଲିରେ ଜନ୍ମଗ୍ରହଣ କରିଥିଲେ। ସେ ଏପର୍ଯ୍ୟନ୍ତ ୧୬ ହଜାରରୁ ଅଧିକ ଗୀତ ଗାଇଛନ୍ତି। ଆଶା ଭୋସଲେଙ୍କ ବଡ ଭଉଣୀ…

ଠାକୁରଙ୍କ ଜୀବନ ବଦଳାଇ ଦେଇଥିଲେ ଧୋନୀ

ଓଭାଲ୍‌,୮।୯: ଇଂଲଣ୍ଡ ବିପକ୍ଷ ଓଭାଲ ଟେଷ୍ଟରେ ବିଜୟ ପରେ ଶାର୍ଦ୍ଦୁଳ ଠାକୁରଙ୍କ ନାମ ସବୁଆଡେ ଚର୍ଚ୍ଚା ହେଉଛି। ଓଭାଲ ଟେଷ୍ଟରେ ଟିମ ଇଣ୍ଡିଆର ଐତିହାସିକ ବିଜୟରେ ଶାର୍ଦ୍ଦୁଳ ଠାକୁର ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ମ୍ୟାଚରେ ଠାକୁର ଇଂଲଣ୍ଡ ଦଳକୁ…

ସରକାର ଘୋଷଣା କଲା ତାଲିବାନ୍‌

କାବୁଲ,୭।୯: ଆତଙ୍କବାଦୀ ଗୋଷ୍ଠୀ ତାଲିବାନ୍‌ ଏହାର ବରିଷ୍ଠ ଅଧିକାରୀଙ୍କୁ ନେଇ ମଙ୍ଗଳବାର ଆଫଗାନିସ୍ତାନ ସରକାର ଗଠନ କରିଛି। ତାଲିବାନ୍‌ର ନେତୃତ୍ୱ ପରିଷଦ ମୁଖ୍ୟ ମୁଲା ମହମ୍ମଦ ହାସନଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଛି। ଏ ନେଇ ଆୟୋଜିତ ଖବରଦାତା ସମ୍ମିଳନୀରେ…

ପତଳି ହେଇଗଲେଣି ଭାରତୀ; କପିଲଙ୍କ ଶୋ’ରେ ଓଜନ କମାଇ ଚମକାଇଲେ…

ବମ୍ବେ: ଲୋକପ୍ରିୟ କମେଡିଆନ୍‌ଙ୍କ ମଧ୍ୟରୁ ଭାରତୀ ସିଂହ ଜଣେ। ସେ ଏବେ ବେଶ ଖୁସି ଅଛନ୍ତି। ସେ ବି ନିଜର ଓଜନ କମାଇବାକୁ ନେଇ। ନିଜର ୧୫ କିଲୋ ଓଜନ କମାଇଛନ୍ତି ଭାରତୀ। କପିଲ ଶର୍ମା ଶୋ’ରେ ସେ ଏନେଇ ସୂଚନା…

ବିଶାଖାପାଟଣାରୁ ଗିରଫ ପରେ ଚୌଦ୍ୱାର ଜେଲ ଗଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍‌.ଭି. ପ୍ରସାଦ

କଟକ ଅଫିସ,୭।୯: ଅନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍‌.ଭି. ପ୍ରସାଦଙ୍କୁ ମଙ୍ଗଳବାର ଚୌଦ୍ୱାର ଜେଲ ପଠାଇ ଦିଆଯାଇଛି। ଚିଟ୍‌ଫଣ୍ଡ ଠକେଇ ମାମଲାରେ ତାଙ୍କୁ ସୋମବାର ବିଶାଖାପାଟଣାରୁ ଗିରଫ କରାଯାଇଥିଲା। କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଶାଖା ପକ୍ଷରୁ ତାଙ୍କୁ ସ୍ବତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟରେ ହାଜର କରାଯିବା…

ଅନ୍ତିମ ମୁକାବିଲାରେ ଟସ୍‌ ହାରିଲେ ବି ଇତିହାସ ରଚିପାରେ ଟିମ୍‌ ଇଣ୍ଡିଆ ! ପ୍ରଶଂସକ ଏଭଳି କରୁଛନ୍ତି ଆକଳନ

ଲଣ୍ଡନ,୭।୯: ଇଂଲଣ୍ଡ ବିପକ୍ଷରେ ଖେଳୁଥିବା ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ଚତୁର୍ଥ ମୁକାବିଲା ଜିତି ୨-୧ରେ ଅଗ୍ରଣୀ ହାସଲ କରିଛି ଭାରତ। ସିରିଜର ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ସେପ୍ଟେମ୍ବର ୧୦ରୁ ମଞ୍ଚେଷ୍ଟରରେ ଖେଳାଯିବ। ଏହି ଟେଷ୍ଟ ପୂର୍ବରୁ…

‘ଲର୍ଡ ଶାର୍ଦ୍ଦୁଲ’ ନାମରେ ସୁପରହିଟ୍‌ ହେଲେ ଏହି ଭାରତୀୟ ଅଲରାଉଣ୍ଡର; କିଛି ଏଭଳି ପ୍ରତିକ୍ରିୟା ରଖିଲେ ସେ

ନୂଆଦିଲ୍ଲୀ,୭।୯: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ଅଲରାଉଣ୍ଡର ଶାର୍ଦ୍ଦୁଲ ଠାକୁରଙ୍କ ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ପ୍ରଶଂସିତ ହେଉଛନ୍ତି। ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ଉଭୟ ଇନିଂସରେ ସେ ୫୭ ଏବଂ ୬୦ ରନ୍‌ କରିବା ସହ ୩ ଉଇକେଟ ନେଇଥିଲେ। ଏହି…

ରୋହିତଙ୍କ ଆଣ୍ଠୁରେ ଲାଗିଛି ଆଘାତ? କେତେ ଗମ୍ଭୀର ସେ ନେଇ ହିଟ୍‌ମ୍ୟାନ୍‌ କହିଲେ…

ନୂଆଦିଲ୍ଲୀ,୭।୯: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ପଞ୍ଚମ ଦିନରେ ଟିମ୍‌ ଇଣ୍ଡିଆ ଓପନର୍‌ ରୋହିତ ଶର୍ମା ଫିଲ୍ଡିଂ କରି ନ ଥିଲେ। କାରଣ ବ୍ୟାଟିଂ କରୁଥିବା ସମୟରେ ତାଙ୍କ ଆଣ୍ଠୁରେ ଆଘାତ ଲାଗିଥିଲା। ବାମ ଆଣ୍ଠୁରେ ଯନ୍ତ୍ରଣା ଯୋଗୁ ସେ ଠିକ୍‌…

ପ୍ରଶାସନ ସହ କୃଷକଙ୍କ ଆଲୋଚନା ବିଫଳ

କରନାଲ,୭।୯: କରନାଲରେ ମହାପଞ୍ଚାୟତ ପୂର୍ବରୁ ୧୧ ଜଣିଆ କୃଷକ କମିଟି ଏବଂ ପ୍ରଶାସନ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହୋଇଛି। ଏହା ପରେ କୃଷକ ନେତାମାନେ ମହାପଞ୍ଚାୟତକୁ ଫେରି ଆସିଛନ୍ତି। ଏବେ ମହାପଞ୍ଚାୟତରୁ କୃଷକଙ୍କ ପରବର୍ତ୍ତୀ ରଣନୀତି ଘୋଷଣା କରାଯିବ। ସୂଚନାଯୋଗ୍ୟ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri