Home

ଡବଲ ଇଞ୍ଜିନ୍‌ର ୨ ଡ୍ରାଇଭରଙ୍କ ପଳାୟନ, ଭାଜପାକୁ ଟାର୍ଗେଟ…

ଲକ୍ଷ୍ନୌ,୭।୯: ସମାଜବାଦୀ ପାର୍ଟି ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ଅଖିଳେଶ ଯାଦବ କହିଛନ୍ତି ଯେ. ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶରେ ଡବଲ ଇଞ୍ଜିନ ସରକାର ପ୍ରତିଶ୍ରୁତି ନିର୍ବାଚନ ସମୟରେ ଦେଇଥିଲେ। ତେବେ ରାଜ୍ୟରେ ବିକାଶର ଧାରା…

ଗୋଟିଏ ପୁଅକୁ ପ୍ରେମ କରି ବସିଥିଲେ ୨ ଯୁବତୀ, ବିବାହ ପାଇଁ ପଡିଲା ଟସ୍‌: ଆଉ ତା’ପରେ

ପ୍ରେମ କରିବା କୌଣସି ପାପ ନୁହେଁ। କିନ୍ତୁ ଯଦି ପ୍ରେମ ତ୍ରିକୋଣୀୟ ହୋଇଯାଏ ତେବେ କଥା ସରିଲା। କାରଣ ଏପରି ପରିସ୍ଥିତିରେ ମାମଲା ଗଡ୍‌ବଡ୍‌ ହେବାର ସମ୍ଭାବନା ବେଶୀ ଥାଏ। ଏପରି ଏକ ମାମଲା କର୍ନାଟକର ହାସନ ଜିଲାର ସକଲେଶପୁରରୁ ଆସିଛି।…

ପୃଥିବୀର ଏହି ଅଞ୍ଚଳରେ ଏବେ ବି ନାହିଁ ଜୀବନ…

ଓ୍ବାଶିଂଟନ,୭।୯: ପୃଥିବୀର ସମସ୍ତ ଅଞ୍ଚଳରେ ଜୀବନ ରହିଛି। ଏକ ମୁଠା ମାଟିକୁ ପରୀକ୍ଷା କଲେ ଏଥିରେ କୋଟି କୋଟି ସୂକ୍ଷ୍ମ ଜୀବ ରହିଥିବାର ଜଣାପଡ଼ିଥାଏ। ମାତ୍ର ପୃଥିବୀର ଏଭଳି କିଛି ଅଞ୍ଚଳରେ ଏବେ ମଧ୍ୟ ଜୀବନ ସର୍ତ୍ତା ପହଞ୍ଚି ପାରିନି। ଅଣ୍ଟାର୍କଟିକାର…

କୋହଲିଙ୍କ ଉପରେ ରାଗିଲା ବିସିସିଆଇ

ଓଭାଲ,୭।୯: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏବଂ ରବି ଶାସ୍ତ୍ରୀଙ୍କ ଉପରେ ବିସିସିଆଇ ରାଗିଛି। ନିକଟରେ କୋହଲି ଶାସ୍ତ୍ରୀଙ୍କ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମକୁ ମଧ୍ୟ ଯାଇଥିଲେ। ଏଥିପାଇଁ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ଇସିବି)ରୁ ଅନୁମତି ନିଆଯାଇ ନ…

ନିପା ଭାଇରସ୍‌ ଆତଙ୍କ, ୧୧ ଜଣଙ୍କଠାରେ ଲକ୍ଷଣ, ୨୫୧ ଜଣ ଆଇସୋଲେଶନ୍‌ରେ…

ଥିରୁଭାନନ୍ତପୁରମ୍‌,୭।୯: କେରଳରେ କରୋନା ମହାମାରୀ ସହିତ ନିପା ଭାଇରସ ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ୧୧ ଜଣଙ୍କଠାରେ ନିପା ଲକ୍ଷଣ ପ୍ରକାଶ ପାଇଛି। ସେହିପରି ମାଓ୍ବୁରରେ ନିପା ଯୋଗୁ ମୃତ୍ୟୁ ଘଟିଥିବା ୧୨ ବର୍ଷର ଶିଶୁଙ୍କ ସଂସ୍ପର୍ଶରେ ଆସିଥିବା ୨୫୧ଜଣଙ୍କୁ…

ହକିକୁ ଜାତୀୟ ଖେଳ ଘୋଷଣା ପ୍ରସଙ୍ଗରେ ଶୁଣାଣି କରିବାକୁ ମନା କଲେ ଏସ୍‌ସି…

ନୂଆଦିଲ୍ଲୀ,୭।୯: ହକିକୁ ଜାତୀୟ ଖେଳର ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟ(ଏସ୍‌ସି) ଶୁଣାଣି କରିବାକୁ ମନା କରିଛନ୍ତି। ବର୍ତ୍ତମାନ ସୁଦ୍ଧା ହକିକୁ ଅଧିକାରିକ ଭାବେ ଜାତୀୟ ଖେଳର ମାନ୍ୟତା ମିଳି ନାହିଁ। ଦେଶର ଲୋକଙ୍କ ମଧ୍ୟରେ ପ୍ରଚଳିତ ଧାରଣା ରହିଛି ଯେ, ହକି…

ପୂଜାରାଙ୍କୁ ଆଖି ଦେଖାଉଥିବା ବୋଲର୍‌ଙ୍କୁ କନ୍ଦାଇଲେ ଯାଦବ

ଓଭାଲ୍‌,୭।୯: ଓଭାଲ ଟେଷ୍ଟରେ ଭାରତ ଇଂଲଣ୍ଡକୁ ୧୫୭ ରନ୍‌ରେ ପରାସ୍ତ କରିଛି। ଖେଳର ପଞ୍ଚମ ଦିନରେ ଭାରତୀୟ ବୋଲରମାନେ ଓଭାଲ ପିଚରେ ଚମତ୍କାର ବୋଲିଂ କରି ଜୋ ରୁଟଙ୍କ ଦଳକୁ ମାତ୍ର ୨୧୦ ରନରେ ରୋକିବାରେ ସମର୍ଥ ହୋଇଥିଲା। ଏକ ବଡ଼…

ରାଷ୍ଟ୍ରପତିଙ୍କ ପଛରେ ଛତା ଧରି ଛିଡ଼ା ହେଉଥିବା ବିଶ୍ୱସ୍ତ କଲେ କ୍ଷମତା ଦଖଲ…

କୋନାକ୍ରେ,୭।୯: ପଶ୍ଚିମ ଆଫ୍ରିକୀୟ ଦେଶ ଗିନିରେ ବିଦ୍ରୋହୀ ସୈନ୍ୟମାନେ କ୍ଷମତା ଦଖଲ କରିଛନ୍ତିି। ତେବେ ବର୍ତ୍ତମାନ ସୁଦ୍ଧା ସରକାର ଗଠନ ନେଇ କୌଣସି ଘୋଷଣା କରାଯାଇ ନାହିଁ। ବିଦ୍ରୋହୀଙ୍କ ନେତୃତ୍ୱ ନେଉଥିବା କଲୋନେଲ୍‌ ମମାଦି ଡୋମ୍ବୋୟା ଦେଶର ସମସ୍ତ ସୀମାକୁ ସିଲ୍‌…

ଭେଣ୍ଡି କିଲୋ ୮୦୦ ଟଙ୍କା

ଭୋପାଳ,୭।୯: ଅଧିକାଂଶ ଲୋକ ନିଜ ଘରେ ସବୁଜ ଭେଣ୍ଡି ଖାଆନ୍ତି। କିନ୍ତୁ ଲାଲ ରଙ୍ଗର ଭେଣ୍ଡି ଦେଖିବା ଏବଂ ଶୁଣିବା ପାଇଁ ଅଦ୍ଭୁତ ଶବ୍ଦ ହୋଇପାରେ, କିନ୍ତୁ ଏହା ଖାଇବାକୁ ଯେମିତି ସ୍ବାଦିଷ୍ଟ ଏବଂ ଶରୀର ପାଇଁ ମଧ୍ୟ ସେତିକି ପୁଷ୍ଟିକର।…

ନାଗପୁରରେ କରୋନାର ତୃତୀୟ ଲହର, ପୁଣି ହେବ କଟକଣା ଜାରି…

ନାଗପୁର,୭।୯: ପୁଣି ବିପଦ ମାଡ଼ି ଆସୁଛି। ମହାରାଷ୍ଟ୍ରର ନାଗପୁରରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ନୀତିନ ରାଉତ ଏନେଇ ସୂଚନା ଦେଇଛନ୍ତି। ନାଗପୁରରେ ଲଗାତାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ…

ମନ୍ଦିରର ମାଲିକ କିଏ, ଭଗବାନ ନା ପୁରୋହିତ, ଏସ୍‌ସିଙ୍କ ଫଇସଲା…

ନୂଆଦିଲ୍ଲୀ,୭।୯: ମନ୍ଦିରରେ ପ୍ରତିଷ୍ଠିତ ଦେବତା ହେଉଛନ୍ତି ମନ୍ଦିର ସହିତ ସଂଲଗ୍ନ ହୋଇଥିବା ଜମିର ମାଲିକ। ପୁରୋହିତ କେବଳ ପୂଜା କରିବା ଏବଂ ଦେବତାଙ୍କର ସମ୍ପତ୍ତିର ଜଗାରଖା ପାଇଁ ନିୟୋଜିତ ଅଛନ୍ତି। ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ମନ୍ଦିର ସମ୍ପତ୍ତି ସମ୍ବନ୍ଧୀୟ ରାଜସ୍ବ ରେକର୍ଡରୁ…

କୋହଲିଙ୍କ ନୂଆ ସେଲିବ୍ରେସନ୍‌ ଷ୍ଟାଇଲ୍‌: ପ୍ରଶଂସକଙ୍କୁ ଆସୁଛି ପସନ୍ଦ

ଓଭାଲ୍‌,୭।୯:ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଇଂଲଣ୍ଡକୁ ୧୫୭ ରନ୍‌ରେ ପରାସ୍ତ କରି ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ ୨-୧ରେ ଆଗୁଆ ରହିଛି। ଏହି ବିଜୟ ଅଧିନାୟକ ବିରାଟ କୋହଲି ସେଲିବ୍ରେସନ କରୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri