Home

କେବଳ କନ୍ୟାର ସୁନ୍ଦରତା ଦେଖନ୍ତୁ ନାହିଁ, ଏଭଳି ଗୁଣ ଥିଲେ କରନ୍ତୁ ବିବାହ; ନଚେତ…

ବିବାହ ଜୀବନର ସବୁଠାରୁ ପବିତ୍ର ଅନୁଷ୍ଠାନ ବୋଲି ବିବେଚନା କରାଯାଏ। ବିବାହକୁ ନେଇ ନେଇଥିବା ନିଷ୍ପତ୍ତି ଭୁଲ ନ ହୋଇଯାଉ ତାହା ପ୍ରତ୍ୟେକ ବ୍ୟକ୍ତି ଚାହାନ୍ତି। ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଘର, ବ୍ୟବସାୟ, ଧନ, ଜୀବନ ଏବଂ ମୋକ୍ଷ ସମ୍ବନ୍ଧୀୟ…

ଆନ୍ଧ୍ରପ୍ରଦେଶର ସାଂସ୍କୃତିକ ରାଜଧାନୀ ରାଜମହେନ୍ଦ୍ରୀ

ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାରେ ଅବସ୍ଥିତ ଏକ ପ୍ରାଚୀନ ସହର ହେଉଛି ରାଜମହେନ୍ଦ୍ରୀ; ଯାହାର ପ୍ରାଚୀନ ନାମ ହେଲା ରାଜା ମହେନ୍ଦ୍ର ବରମ୍‌ ବା ରାଜମହେନ୍ଦ୍ରବରମ୍‌। ଏବେ ବି ଏହି ନାମକୁ ଔପଚାରିକ ସରକାରୀ ନାମ ଭାବେ ଏଠାରେ ବ୍ୟବହାର କରାଯାଉଥିବାର…

ପଡିଆରେ ଭୋ ଭୋ ହୋଇ କାନ୍ଦିଲେ ଏହି କ୍ରିକେଟର୍‌

ଦୁବାଇ,୭।୧୧:ଟି-୨୦ ବିଶ୍ୱକପ ୨୦୨୧ରେ ଇଂଲଣ୍ଡ ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ ମ୍ୟାଚକୁ ୧୦ ରନରେ ହାରିଥିଲା। ଏହି ପରାଜୟ ସତ୍ତ୍ୱେ ଇଂଲଣ୍ଡ ଦଳ ସେମିଫାଇନାଲରେ ପ୍ରବେଶ କରିଛି, କିନ୍ତୁ ଓପନିଂ ବ୍ୟାଟ୍ସମ୍ୟାନ ଜେସନ ରଏ ଏହି ମ୍ୟାଚରେ ଆହତ ହୋଇଛନ୍ତି। ଆଘାତ…

ପ୍ରଭାସ ନୁହେଁ, ଏହି କ୍ରିକେଟର୍‌ ଥିଲେ ଅନୁଷ୍କାଙ୍କ ପ୍ରଥମ ପ୍ରେମ

ସାଉଥ ସିନେମାର ସୁନ୍ଦର ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଆଜି ୪୦ ବର୍ଷରେ ପଦାର୍ପଣ କରିଛନ୍ତି। ସେ ନଭେମ୍ବର ୭, ୧୯୮୧ରେ ମାଙ୍ଗାଲୋରରେ ଜନ୍ମଗ୍ରହଣ କରିଥିଲେ। ୨୦୦୫ରୁ ସେ ଚଳଚ୍ଚିତ୍ରରେ ସକ୍ରିୟ ଅଛନ୍ତି। ‘ବାହୁବଳୀ’ରେ ଦେବସେନା ଭୂମିକାରେ ଅଭିନୟ କରି ସେ ସାରା…

ନ୍ୟୁଜିଲାଣ୍ଡ୍‌ରେ ଲାଗୁ ହେଲା ଇଛାମୃତ୍ୟୁ ଆଇନ…

ଓ୍ବିଲିଂଟନ୍‌,୭।୧୧: ନ୍ୟୁଜିଲାଣ୍ଡରେ ରବିବାରଠାରୁ ଇଛାମୃତ୍ୟୁ (ୟୁଥାନ୍ସିିଆ) ଆଇନ କାର୍ଯ୍ୟକାରୀ ହୋଇଛି। ଏହି ଆଇନ ପ୍ରଣୟନ ହେବା ସହିତ ନ୍ୟୁଜିଲାଣ୍ଡ ୟୁଥାନ୍ସିିଆକୁ ଏକ ଆଇନଗତ ମାନ୍ୟତା ପ୍ରଦାନ କରିଥିବା ଦେଶଙ୍କ ସହିତ ସାମିଲ ହୋଇଛି। ପୂର୍ବରୁ କେବଳ ସ୍ବିଜରଲାଣ୍ଡ, ନେଦରଲାଣ୍ଡ, ସ୍ପେନ, ବେଲଜିୟମ,…

୧୦୦ କୋଟି ଟିକା ଲକ୍ଷ୍ୟ ହାସଲ ପାଇଁ ପ୍ରଧାନମନ୍ତ୍ରୀ ହେଲେ ସମ୍ମାନୀତ…

ନୂଆଦିଲ୍ଲୀ,୭।୧୧: ରାଜଧାନୀ ନୂଆଦିଲ୍ଲୀ ମ୍ୟୁନିସିପାଲିଟି ପରିଷଦ (ଏନଡିଏମସି) ର ସମ୍ମିଳନୀ କକ୍ଷରେ ଭାଜପାର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାନ୍ତ୍ରୀ ରାଜନାଥ ସିଂ ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ…

ନିଜଠାରୁ ୧୬ ବର୍ଷ ସାନ ରେଖାଙ୍କୁ ବିନା ଅନୁମତିରେ ଚୁମ୍ବନ ଦେଇ ଚର୍ଚ୍ଚାକୁ ଆସିଥିଲେ ଏହି ଅଭିନେତା

ସାଉଥ୍‌ ଫିଲ୍ମ ସୁପରଷ୍ଟାର କମଲ ହାସନ ଆଜି ୬୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୭ ନଭେମ୍ବର ୧୯୫୪ରେ ତାମିଲନାଡୁର ପାରାମକୁଡିରେ ଜନ୍ମଗ୍ରହଣ କରିଥିଲେ। ସେ ତାମିଲ ସିନେମାଠାରୁ ବଲିଉଡ ପର୍ଯ୍ୟନ୍ତ ସେ ନିଜର ଚମତ୍କାର ଅଭିନୟର ଦକ୍ଷତା ଦେଖାଇଛନ୍ତି। କମଲ…

ମହାମାରୀ ଲଢ଼େଇରେ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ, କହିଲେ ନଡ୍ଡା…

ନୂଆଦିଲ୍ଲୀ,୭।୧୧: ଭାରତୀୟ ଜନତା ପାର୍ଟି ଭାଜପାର ଜାତୀୟ କାର୍ଯ୍ୟକାରିଣୀ ଦିଲ୍ଲୀରେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, ଲାଲକୃଷ୍ଣ ଆଡ଼ଓ୍ବାଣୀ, ମୂରଲୀ ମନୋହର ଯୋଶୀଙ୍କ ସମେତ ସମସ୍ତ ବଡ…

ଯୁବତୀଙ୍କ ଟଙ୍କା ଭର୍ତ୍ତି ପର୍ସ ଝାମ୍ପିନେଲା ପକ୍ଷୀ, ଆଉ ତା’ ପରେ…

ବେଳେବେଳେ ଲୋକଙ୍କ ସହ ଏମିତି କିଛି ଘଟଣା ଘଟିଥାଏ ଯାହା ସେ କେବେ ସ୍ବପ୍ନରେ ଭାବି ନ ଥିବେ। କିଛି ଘଟଣା ପାଇଁ ମଣିଷ ନିଜେ ହିଁ ଦାୟୀ ହୋଇଥାଏ। ଏବେ ସେମିତି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ବିଶ୍ୱର ସୁବୁଠୁ ଅଳିଆ ଘର ହେବ ବିକ୍ରି

ବ୍ରିଟେନର ଡିଭୋନର ପ୍ଲାଇମୋଥରେ ଏକ ଘର ବିକ୍ରି ପାଇଁ ବିଜ୍ଞାପନ ଦିଆଯାଇଛି। ଯଦିଓ ଅନେକ ଘର ବିକ୍ରି ହୁଏ, କିନ୍ତୁ ଏହି ଘର ବିକ୍ରି ବିଷୟରେ ଆଲୋଚନା ହେବାର କାରଣ ଅତ୍ୟନ୍ତ ସ୍ବତନ୍ତ୍ର। ସେଠାରେ ଜମା ହୋଇଥିବା ଆବର୍ଜନା ଯୋଗୁ ଏହି…

ମା’ଙ୍କ କେଶ ଛୁଇଁବା ପରେ କୁନି ଝିଅ କରିଥିଲା ଏମିତି, ଭିଡିଓ ଦେଖିଲେ ହସିହସି ଗଡ଼ିବେ

ସୋସିଆଲ ମିଡିଆର କ’ଣ କେତେବେଳେ ଭାଇରାଲ ହେଉଛି ତାହା କହିହେବ ନାହିଁ। ଅନେକ ସମୟରେ ପୋଷ୍ଟ ହୋଇଥିବା ଭିଡିଓଗୁଡିକ ଏତେ ମଜାଳିଆ ହୋଇଥାଏ, ଯେ କେହି ହେଉନା କାହିଁକି ହସ ରୋକି ପାରିବେ ନାହିଁ। ଏବେ ସେମିତି ଏକ ହୃଦୟ ଜିତିଥିବା…

ତାଲିବାନ୍‌ ଶାସନରେ ଶିଶୁ ମୃତ୍ୟୁ ହାର ବଢୁଛି, ୟୁନିସେଫ ରିପୋର୍ଟ…

ନୂଆଦିଲ୍ଲୀ,୭।୧୧: ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତା ଦଖଲ କରିବାପରେ ଦେଶର ଶିଶୁମାନେ ଅବହେଳିତ ହେବାରେ ଲାଗିଛନ୍ତି। ଲଗାତାର ହିଂସା ଯୋଗୁ ୨୦୨୧ର ପ୍ରଥମ ଛଅ ମାସରେ ଆଫଗାନିସ୍ତାନରେ ଅତି କମରେ ୪୬୦ ଶିଶୁଙ୍କର ମୃତ୍ୟୁ ଘଟିଛି। ମିଳିତ ଜାତିସଂଘର ଚିଲଡ୍ରେନ୍ସ୍‌ ଫଣ୍ଡ (ୟୁନିସେଫ)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri