Home

ଆଜି ବିିଜେଡି ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ବିଜେଡି କାର୍ଯ୍ୟାଳୟ ଠାରେ ୧୦.୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏଥି ସହିତ ରାଜ୍ୟସ୍ତର, ବ୍ଲକ୍‌ ଏବଂ ସହରାଞ୍ଚଳରେ ମଧ୍ୟ ପାଳନ କରାଯିବ । ଏହି କାର୍ଯ୍ୟକ୍ରମରେ…

ରାଜ୍ୟରେ ବଢୁଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୪ ଚିହ୍ନଟ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ ୟୁଏଇରୁ…

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨..

ନୂଆଦିଲ୍ଲୀ, ୨୬।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ ଆକ୍ରାନ୍ତଙ୍କ…

ଶୋଇବା ପାଇଁ ୫ ବର୍ଷ ପର୍ଯ୍ୟନ୍ତ ଦରମା ନେଉଥିଲେ ଯୁବକ

ଆଜିକାଲି ଲୋକମାନେ ନିଜ ଜୀବନ ସହ ଜଡ଼ିତ ଘଟଣାଗୁଡ଼ିକୁ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି।ସେହିପରି ରେଡ୍ଡିଟ ନାମକ ଏକ ସୋସିଆଲ ସାଇଟ୍‌ରେ ଜଣେ ଯୁବକ ତାଙ୍କ ଜୀବନ ସହିତ ଜଡ଼ିତ ଏପରି କଥା କହିଛନ୍ତି, ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଏହି ଯୁବକ…

ଅସମ୍ଭବ ରେକର୍ଡ ହାସଲ କଲେ ଏହି କ୍ରିକେଟର୍‌

ମେଲବୋର୍ନ,୨୬।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଛି। ପ୍ରଥମ ଦିନରେ ଇଂଲଣ୍ଡ ଅଧିନାୟକ ଜୋ ରୁଟ ଏକ ଅର୍ଦ୍ଧଶତକ ହାସଲ କରିଥିଲେ। ଅଷ୍ଟ୍ରେଲିଆ ଗସ୍ତରେ ଲଗାତାର ତୃତୀୟ ଟେଷ୍ଟ ମ୍ୟାଚରେ…

ବଡ଼ଦିନରେ ଭିତରକନିକାରେ ୧୬୭୦ ପର୍ଯ୍ୟଟକ

ରାଜନଗର,୨୬ା୧୨(ଡି.ଏନ.ଏ.): ବଡ଼ଦିନରେ ଭିତରକନିକାରେ ପର୍ଯ୍ୟଟକଙ୍କ ଭିଡ଼ ଦିନତମାମ ଲାଗି ରହିଥିଲା। ୧୬୭୦ ପର୍ଯ୍ୟଟକ ଭିତରକନିକାକୁ ଆସିଥିଲେ। ସେମାନଙ୍କ ମଧ୍ୟରୁ ୧୨୦୦ ପର୍ଯ୍ୟଟକ ଜଳପଥ ଅର୍ଥାତ୍‌ ୧୧୦ଟି ବୋଟରେ ଭିତରକନିକାର ଶୋଭା ଉପଭୋଗ କରିଛନ୍ତି।ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବି ଭିତରକନିକାର…

ଅନନ୍ତନାଗରେ ଆଇଏସ୍‌ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୬।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଇସଲାମିକ୍‌ ଷ୍ଟେଟ୍‌(ଆଇଏସ) ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଶ୍ରୀଗୁଫଓ୍ବାଡ଼ାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ…

ଦବିଗଲା ମାର୍କଣ୍ଡପୁର, ବଡ଼ଚଣା ପାକ୍ସ ଦୁର୍ନୀତି

ଯାଜପୁର ଅଫିସ,୨୬ା୧୨: ଯାଜପୁର ଜିଲାରେ ଚଳିତ ଖରିଫ ଋତୁରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏଥର ୧୨୨ ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଏବଂ ୩୩ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ପ୍ରଥମ ପର୍ଯ୍ୟାୟରେ ୧୧ ଲକ୍ଷ…

ବିପଦରେ ଚିଲିକାର ବିଦେଶୀ ପକ୍ଷୀ

ଖୋର୍ଦ୍ଧା ଅଫିସ/ନିରାକାରପୁର/ଟାଙ୍ଗୀ,୨୬ା୧୨(ଡି.ଏନ୍‌.ଏ): ଶୀତ ବଢ଼ିବା ସହିତ ନୀଳାମ୍ବୁ ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସମାଗମ ହେବାରେ ଲାଗିଛି। ବର୍ତ୍ତମାନ ଚିଲିକାରେ ପ୍ରାୟ ୬ଲକ୍ଷରୁ ଊର୍ଦ୍ଧ୍ୱ ବିଦେଶୀ ପକ୍ଷୀଙ୍କ ସମାଗମ ହେଲାଣି। ପ୍ରାକୃତିକ ଜଳବାୟୁ ଓ ଖାଦ୍ୟ ଅନ୍ବେଷଣରେ ଏମାନେ ଚିଲିକାକୁ ଚାଲିଆସୁଛନ୍ତି। ତେବେ…

ଆଜିଠାରୁ ଦକ୍ଷିଣ ଆଫ୍ରିକା-ଭାରତ ଲଢ଼େଇ; ଜାଣନ୍ତୁ କେବେ ଏବଂ କେଉଁଠି ଦେଖିବେ ଲାଇଭ୍‌…

ନୂଆଦିଲ୍ଲୀ,୨୫।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ଟେଷ୍ଟ ରବିବାରଠାରୁ ଆରମ୍ଭ ହେବ। ଭାରତ ବିରାଟ କୋହିଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇବାକୁ ଥିବା ବେଳେ ଦକ୍ଷିଣ ଆଫ୍ରିକାର…

ବିଜ୍ଞାପନ ବିବାଦ, ଭାଜପା- ଏଏପି ମୁହାଁମୁହିଁ…

ନୂଆଦିଲ୍ଲୀ, ୨୬।୧୨: ବିଜ୍ଞାପନ ନେଇ ଭାଜପା ଏବଂ ଆମ୍‌ ଆଦ୍‌ମୀ(ଏଏପି) ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜ୍ଞାପନରେ ଅନାବଶ୍ୟକ ଖର୍ଚ୍ଚ କରୁଥିବା ମନ୍ତବ୍ୟ କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେବା ପରେ ଭାଜପା ଏବଂ ଏଏପି…

କବାଡ଼ିଖାନାରେ ପିଲାଙ୍କ ମାଗଣା ବହି

ଉମରକୋଟ,୨୬ା୧୨(ସ୍ବ.ପ୍ର.): ଛାତ୍ରୀଛାତ୍ରଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଅନେକ ଅର୍ଥ ଖର୍ଚ୍ଚ କରୁଛନ୍ତି। ଏଥିପାଇଁ ପିଲାଙ୍କୁ ମାଗଣା ଶିକ୍ଷା ସହ ବହି, ପୋଷାକ, ମଧ୍ୟାହ୍ନଭୋଜନ ଆଦିର ବ୍ୟବସ୍ଥା କରିଛନ୍ତି। ତେବେ ଉପାନ୍ତ ନବରଙ୍ଗପୁର ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?