Home

ତେଲ ଟ୍ୟାଙ୍କର ବିସ୍ଫୋରଣରେ ୯୨ ମୃତ

ଫ୍ରିଟାଉନ (ସିଏରା ଲିଓନେ), ୭ା୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ସିଏରା ଲିଓନେ ରାଜଧାନୀ ନିକଟରେ ଏକ ତୈଳ ଟ୍ୟାଙ୍କରରେ ବିସ୍ଫୋରଣ ହେବାରୁ ୯୨ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଛନ୍ତି। ଶୁକ୍ରବାର ରାତିରେ ଫ୍ରିଟାଉନ ନିକଟସ୍ଥ ଓ୍ବେଲିଙ୍ଗଟନ୍‌ରେ ଟ୍ୟାଙ୍କରରୁ…

ନ୍ୟୁଜିଲାଣ୍ଡରେ ବିଶ୍ୱର ବଡ଼ ଆଳୁ

ଓ୍ବେଲିଂଟନ୍‌, ୭ା୧୧: ନ୍ୟୁଜିଲାଣ୍ଡର ହାମିଲଟନ୍‌ରେ ରହୁଥିବା ଏକ ଦମ୍ପତି ବଗିଚାରୁ ଏକ ବଡ଼ ଆକାରର ଆଳୁ ଖୋଳି ବାହାର କରିଛନ୍ତି। ଏହାର ଓଜନ ୭.୮ କିଲୋଗ୍ରାମ୍‌ ରହିଛି। ସମ୍ପୃକ୍ତ ଦମ୍ପତି କୋଲିନ୍‌ ଏବଂ ଡୋନା କ୍ରେଗ୍‌-ବ୍ରାଉନ୍‌ ଆଳୁର ନାମ ଡଗ୍‌ ରଖିଛନ୍ତି।…

ପରିବାରରେ କାହାର ମୃତ୍ୟୁ ହେଲେ ଏହି ଦେଶର ମହିଳାଙ୍କୁ ମିଳେ ଅଜବ ଦଣ୍ଡ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଦୁନିଆରେ ଅନେକ ବିପଜ୍ଜନକ ରୀତିନୀତି ଏବଂ ପରମ୍ପରା ରହିଛି। ସେଗୁଡ଼ିକ ବିଷୟରେ ଜାଣିଲେ ଲୋମ ଟାଙ୍କୁରି ଉଠିବ। ଅନେକ ଦେଶର ସରକାର ଏହିପରି ଅନେକ ରୀତିନୀତି ଏବଂ ପରମ୍ପରାକୁ ନିଷିଦ୍ଧ କରିଛନ୍ତି। ତଥାପି ଏମିତି କିଛି ଦେଶ ଅଛି, ଯେଉଁଠାରେ ଅଜବ…

ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଚଳିତ ମାସଠାରୁ ଏହି ବର୍ଦ୍ଧିତ ଦରମା ଲାଗୁ ହେବ ବୋଲି ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ମାସିକ…

ଦୀପାବଳିରେ ଅଭିନେତ୍ରୀ ବମ୍‌ ଜଳାଇବା ବେଳେ ବିସ୍ଫୋରଣ; ବଡ ଅଘଟଣରୁ…

ବମ୍ବେ: ଦୀପାବଳି କାହାପାଇଁ କେମିତି। କିଏ ଦୀପ ଲଗାଇ ଏହାକୁ ପାଳନ କରିବାକୁ ଭଲପାଏ ତ ଦୁଇ ଚାରୋଟି ବାଣ ନ ଫୁଟାଇଲେ ଆଉ କାହାର ମନ ଭରେନା। ହେଲେ ସାବଧାନତାର ସହ ବାଣ ଫୁଟାଇବାକୁ ପଡ଼ିଥାଏ। ନଚେତ ଦୁର୍ଘଟଣା ଘଟିବାର…

ଏକ୍ସ ବୟଫ୍ରେଣ୍ଡଙ୍କ ସହ ନଜର ଆସିଲେ ଜାହ୍ନବୀ, ପ୍ରଶଂସକ କହିଲେ…

ମୁମ୍ବାଇ: ଖୁସି କପୁରଙ୍କ ଜନ୍ମଦିନର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଖୁସିଙ୍କ ବ୍ୟତୀତ ଜାହ୍ନବୀ କପୁର, ଆଲିଆ କାଶ୍ୟପ ଏବଂ ଭୂମି ପେଡନେକର ମଧ୍ୟ ଜନ୍ମଦିନ ପାର୍ଟିରେ ଅଂଶଗ୍ରହଣ କରିଥିଲେ। ଏହା ଖୁସିଙ୍କ ୨୧ ତମ ଜନ୍ମଦିନ ଥିଲା।…

ଯୁବକଙ୍କୁ ପାଣି ଭିରତକୁ ଟାଣି ନେଲା ସାର୍କ, ମିଳିନି ପତ୍ତା

କାନବେରା,୬ା୧୧: ପଶ୍ଚିମ ଅଷ୍ଟ୍ରେଲିଆରେ ଶନିବାର ସକାଳେ ପର୍ଥର ଉତ୍ତର ଫ୍ରେମାଣ୍ଟ ଉପକଣ୍ଠରୁ ଜଣେ ଯୁବକଙ୍କୁ ସାର୍କ ପାଣି ଭିତରକୁ ଟାଣି ନେଇଥିବା ଜଣାପଡ଼ିଛି। ଏହି ସମୟରେ କୂଳରେ ଏକ ଡଙ୍ଗାରେ ଥିବା ଦୁଇଜଣ ଯୁବକ ସାର୍କକୁ ଦେଖିଥିବା କହିଛନ୍ତି। ପରେ ଜରୁରିକାଳୀନ…

ହୃଦୟ ଜିତିଲେ କୋହଲି

ଦୁବାଇ,୬।୧୧: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୧ରେ ଶୁକ୍ରବାର ଭାରତ-ସ୍କଟଲ୍ୟାଣ୍ଡ ମଧ୍ୟରେ ମୁକାବିଲା ଥିଲା। ଏଥିରେ ଭାରତ ବଡ଼ ବ୍ୟବଧାନରେ ବିଜେତା ହୋଇଥିଲା। ମ୍ୟାଚ୍‌ ପରେ ଅଧିନାୟକ ବିରାଟ କୋହଲିଙ୍କ ବ୍ୟବହାର ସମସ୍ତଙ୍କ ମନ ଜିଣିଛି। କାରଣ କୋହଲି ଖେଳ ଭାବନାକୁ ପ୍ରକାଶ…

ଶଙ୍ଖ ଧରିଲେ ପ୍ରଦୀପ ମାଝି

ଭୁବନେଶ୍ୱର,୬ା୧୧(ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ,ଏମ୍‌ପି ରମେଶ ମାଝି, ବିଜେଡିର ନବରଙ୍ଗପୁର ଜିଲା ପ୍ରଭାରୀ ତଥା କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା…

ମଡେଲଙ୍କୁ ଅଶ୍ଳିଳ ମେସେଜ୍‌ ପଠାଇ ହୋଟେଲ ରୁମ୍‌ରେ ଭେଟିବାକୁ କହୁଥିଲେ ଏହି କ୍ରିକେଟର, ଏବେ..

ନୂଆଦିଲ୍ଲୀ,୬।୧୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଶେନ ୱାର୍ନ ବେଶ ବିବାଦୀୟ। ୫୨ ବର୍ଷୀୟ ଏହି କ୍ରିକେଟରଙ୍କ ନାମ ଅନେକ ମହିଳାଙ୍କ ସହ ଯୋଡ଼ା ଯାଇଛି। ଏହାକୁ ନେଇ ସେ ଅଧିକାଂଶଙ୍କ ସମୟରେ ବିବାଦରେ ରହି ଆସିଛନ୍ତି। ଏହି କ୍ରମରେ ଯୋଡ଼ି ହୋଇଛି…

ପ୍ରିୟଙ୍କା ଗାନ୍ଧୀଙ୍କ ପାଇଁ ପ୍ରଚାର କଲେ ଆଲିଆ

ଚଣ୍ଡିଗଡ଼,୬ା୧୧: ଅଭିନେତ୍ରୀ ଆଲିଆ ଭଟ୍ଟ କଂଗ୍ରେସ ପାଇଁ ନିର୍ବାଚନ ପ୍ରଚାର କରୁଛନ୍ତି। ଏହି କଥା ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓଟି ହରିୟାଣା ରାଜ୍ୟର କଂଗ୍ରେସ ସେବାଦଳର ଅଧିକାରିକ ଟୁଇଟର ପେଜ୍‌ରେ ଶେୟାର କରାଯାଇଛି। ଭିଡିଓରେ ଆଲିଆଙ୍କ ସହ ଅଭିନେତା…

କେକ୍‌ ସଜାଇଲେ ଧୋନୀ, ସାଥୀ ଖେଳାଳି କଲେ ଏଭଳି ଅବସ୍ଥା ଯେ…

ଦୁବାଇ,୬।୧୧: ନିଜ ଜନ୍ମ ଦିନରେ ଭାରତକୁ ବିଜୟ ଭେଟି ଦେଇଛନ୍ତି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି। ପ୍ରଥମେ ଟସ୍‌ ଜିତିବା ପରେ ଏକତରଫା ଭାବେ ସ୍କଟଲ୍ୟାଣ୍ଡକୁ ହରାଇଥିଲା ଦଳ। ମ୍ୟାଚ୍‌ ପରେ ଡ୍ରେସିଂ ରୁମ୍‌ରେ ବିରାଟ ଟିମ୍‌ର ଅନ୍ୟ ସଦସ୍ୟଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri