Home

ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର, ୨୫।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ ଅଲ୍‌ଆଉଟ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସ୍ଥାନୀୟ ଚୌଗାମ୍‌ରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ…

୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୭ ହଜାର ୧୮୯…

୧୭ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ୪୧୫ ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫ ଛୁଇଁଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏଠାରେ…

ଘୃଣା ବିସ୍ତାର କରନ୍ତି ହିନ୍ଦୁତ୍ୱବାଦୀ: ରାହୁଲ

ନୂଆଦିଲ୍ଲୀ,୨୫।୧୨: ହିନ୍ଦୁତ୍ୱବାଦୀମାନେ ସବୁବେଳେ ଘୃଣା ବିସ୍ତାର କରି ହିଂସା ଉସୁକାଇଥାଆନ୍ତି। ସେମାନଙ୍କ ଏଭଳି କାର୍ଯ୍ୟ ଯୋଗୁ ସବୁ ସମ୍ପ୍ରଦାୟର ଲୋକଙ୍କୁ ମୂଲ୍ୟ ଦେବାକୁ ପଡ଼ିଥାଏ ବୋଲି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପାକୁ ଟାର୍ଗେଟ କରିଛନ୍ତି। ହରିଦ୍ୱାର ବେଦ ନିକେତନ…

୫ ରାଜ୍ୟରେ ରାତି କର୍ଫ୍ୟୁ

ଲକ୍ଷ୍ନୌ/ମୁମ୍ବାଇ/ଚଣ୍ଡିଗଡ଼, ୨୫।୧୨: କୋଭିଡ୍‌-୧୯ ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଗୁଜରାଟ ଓ ହରିୟାଣାରେ ରାତ୍ରିକାଳୀନ କର୍ଫ୍ୟୁ ଜାରି କରାଯିବା ସହ ଜନ ସମାବେଶ ଉପରେ କଟକଣା ଲାଗୁ ହୋଇଛି। ମହାରାଷ୍ଟ୍ରରେ ଗତ ୨୪…

ଚାଇନା ବିରୋଧୀ ବିଲ୍‌କୁ ବାଇଡେନ୍‌ଙ୍କ ମୋହର

ଓ୍ବାଶିଂଟନ,୨୫।୧୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବିଲ୍‌ରେ ସ୍ବାକ୍ଷର କରିଛନ୍ତି। ଚାଇନାର ଶିଞ୍ଜିଆନ୍‌ ପ୍ରଦେଶରେ ସଂଖ୍ୟାଲଘୁ ଉଇଗର ସମ୍ପ୍ରଦାୟ ଉପରେ ହେଉଥିବା ଅତ୍ୟାଚାର ଏବଂ ମାନବାଧିକାର ଉଲ୍ଲଂଘନ ପ୍ରସଙ୍ଗରେ ବେଜିଂକୁ ଦଣ୍ଡିତ କରିବା ପାଇଁ ଏହି ଆଇନ…

ବିଶ୍ୱରେ ଚତୁର୍ଥ ଲହର

ନୂଆଦିଲ୍ଲୀ, ୨୫।୧୨(ପି.ଟି.): ବିଶ୍ୱ ଏବେ କୋଭିଡ୍‌ ମହାମାରୀର ଚତୁର୍ଥ ଲହରକୁ ସାମ୍‌ନା କରୁଥିବା ନେଇ ଶୁକ୍ରବାର କେନ୍ଦ୍ର ସରକାର ଜନସାଧାରଣଙ୍କୁ ସତର୍କ କରାଇଛନ୍ତି। ଏଭଳି ସମୟରେ ମହାମାରୀକୁ ନେଇ ଲୋକେ ଖାମଖିଆଲି ନ ହେବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ…

କରୋନା କଟକଣା ମଧ୍ୟରେ ପାଳନ ହେଲା ଖ୍ରୀଷ୍ଟମାସ, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୫ ।୧୨: କରୋନା କଟକଣା ମଧ୍ୟରେ ସାରା ବିଶ୍ୱରେ ପାଳନ କରାଯାଇଛି ବଡଦିନ ବା ଖ୍ରୀଷ୍ଟମାସ । ସାରା ଦେଶରେ ପ୍ରଭୁ ଯିଶୁଙ୍କ ଏହି ଜନ୍ମଦିନକୁ କଟକଣା ମଧ୍ୟରେ ପାଳନ କରାଯାଇଛି । ଦିଲ୍ଲୀ, ମୁମ୍ବାଇ, କୋଲକାତା ସମେତ ସାରା ଦେଶରେ…

ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍‌ରେ ସଂକ୍ରମିତ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ ଓମିକ୍ରନ୍ ସଂକମିତ ଚିହ୍ନଟ ହେବା ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟିଛି । ଅର୍ଥାତ୍…

ଖସି ପଡ଼ିଲା ମିଗ୍‌-୨୧ ଫାଇଟର ଜେଟ୍‌

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଏକ ମିଗ୍‌-୨୧ ଫାଇଟର ଜେଟ୍‌ ଶୁକ୍ରବାର ସନ୍ଧ୍ୟାରେ ରାଜସ୍ଥାନର ଜେସଲମେରରେ ଖସି ପଡ଼ିଛି। ବିମାନର ପାଇଲଟଙ୍କ ପତ୍ତା ମିଳିନାହିଁ। ତାଙ୍କୁ ଠାବ କରିବା ଲାଗି ସର୍ଚ୍ଚ ଅପରେଶନ ଜାରି ରହିଛି ବୋଲି ଜଣେ ବରିଷ୍ଠ…

ବଦଳିଲା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା; ମହିଳାଙ୍କୁ ୫୦% ଆସନ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ସାନି ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ପୂର୍ବରୁ ଥିବା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାରେ ପରିବର୍ତ୍ତନ କରାଯାଇଛି। ନୂତନ ପ୍ରକାଶିତ ଚିଠା ବିଜ୍ଞପ୍ତିରେ ଅନୁସୂଚିତ ଜନଜାତି ପାଇଁ ୭ ଜିଲା ପରିଷଦ ଆସନ,…

ପୁଣି କଟକଣା ଅବଧିରେ ସଂଶୋଧନ, ଜାଣନ୍ତୁ…

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ସଂଶୋଧନ ହୋଇଛି ବଡ଼ଦିନ, ନୂଆବର୍ଷ ପାଳନ କଟକଣା ଅବଧି। ଏନେଇ ଶୁକ୍ରବାର ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଡିସେମ୍ବର ୨୫ରୁ ଜାନୁୟାରୀ ୨ ଯାଏ କଟକଣା ଲଗାଯାଇଥିଲା। ଏବେ ସଂଶୋଧନ ନିୟମ ଅନୁଯାୟୀ ବଡ଼ଦିନ ଡିସେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?