ପିରିୟଡ୍ ଅନିୟମିତତା ଲାଇଫ୍ ଷ୍ଟାଇଲ୍ ଡିଜିଜ୍ ହୋଇଗଲାଣି: ଡା. ସଂଘମିତ୍ରା ଶତପଥୀ
ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ଲୋକେ ଅନେକ ରୋଗର ଶିକାର ହେଉଛନ୍ତି। ଏହାରି ଭିତରେ ମହିଳାଙ୍କ ପିରିୟଡ୍ ସମସ୍ୟା ଅନ୍ୟତମ। ସେହିଭଳି ଆଜିକାଲି ଇନ୍ଫର୍ଟିଲିଟି (ବନ୍ଧ୍ୟା) କେସ୍ ବି ବଢ଼ିବାରେ ଲାଗିଛି। ମହିଳାଙ୍କର ଏଭଳି ସମସ୍ୟା କାହିଁକି ହେଉଛି ଓ କେବେ ଡାକ୍ତରଙ୍କ…
କ୍ଲିନିକ୍ ସିଲ୍ କରି ଚୁପ୍ ବସିଛି ପ୍ରଶାସନ
ନୟାଗଡ଼ ଅଫିସ,୬।୯: ପଞ୍ଜୀକରଣ ନ ଥାଇ ନୟାଗଡ଼ ଜିଲା ଖଣ୍ଡପଡ଼ା ସହରର ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ବାଲାଜୀ କ୍ଲିନିକ୍ ପ୍ରାୟ ୮ମାସ ହେଲା ବେଆଇନ ଭାବେ ଚାଲୁ ଥିଲା । ହେଲେ ସେହି କ୍ଲିନିକ୍ ଉପରେ ଚଢ଼ାଉ କରାଯାଉ ନ ଥିଲା…
ଓଡ଼ିଶୀ ଶୈଳୀର ବିକାଶ ଦିଗରେ ଏକାମ୍ର ଥିଲା ପରୀକ୍ଷାଗାର
ଆମେ ପୂର୍ବରୁ ଆଲେଖ୍ୟରେ ବିଚାର କରିଥିଲେ ଗୋଟିଏ ଜାତି ପଥର ଶିଳ୍ପକଳାର ଶୀର୍ଷ ସ୍ଥାନରେ ପହଞ୍ଚିବା ଆଗରୁ କେତେ ଯେ ପରୀକ୍ଷା ନିରୀକ୍ଷା ଦେଇ ବିକାଶ ପଥରେ ଆଗେଇଥିବ, କଳ୍ପନା କରିବା ସମ୍ଭବ ନୁହେଁ। ଶିଳ୍ପୀର ସେ ଦୀର୍ଘଯାତ୍ରା ଆଜି ଆମେ…
ଯୁବରାଜ୍ ସିଂଙ୍କ ପୂର୍ବତନ ପ୍ରେମିକାଙ୍କ ପ୍ରେମରେ ପାଗଳ ଲିଆଣ୍ଡର୍ ପେସ୍: ଇନ୍ଷ୍ଟାଗ୍ରାମରେ ଏକାଠି ଛାଡିଲେ ଫଟୋ
ଅଭିନେତ୍ରୀ କିମ ଶର୍ମା ଏବଂ ଟେନିସ ତାରକା ଲିଆଣ୍ଡର୍ ପେସଙ୍କ ପ୍ରେମ ସମ୍ପର୍କ ବିଷୟରେ ଆଜିକାଲି ବି-ଟାଉନରେ ଜୋରଦାର ଚର୍ଚ୍ଚା ହେଉଛି। ନିକଟରେ ଉଭୟ ଗୋଆରେ ଛୁଟି କାଟୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏବେ କିମ୍ ନିଜ ଇନ୍ଷ୍ଟାଗ୍ରାମରେ…
ନର୍ଦନ ଆଲାଏନ୍ସ୍ ମୁଖ୍ୟ କମାଣ୍ଡରଙ୍କ ମୃତ୍ୟୁ…
କାବୁଲ,୬।୯: ପଞ୍ଜଶିରର ରକ୍ତାକ୍ତ ସଂଘର୍ଷରେ ନର୍ଦନ ଆଲାଏନ୍ସ୍ ମୁଖ୍ୟ କମାଣ୍ଡର ସାଲେହ ମହମ୍ମଦଙ୍କ ମୃତ୍ୟୁ ଘଟିଛି। ତାଲିବାନ୍ କହିଛି ଏବେ ପଞ୍ଜଶିର ପୂର୍ଣ୍ଣ ଦଖଲରେ ରହିଛି। ପଞ୍ଜଶିରରେ ଆତଙ୍କବାଦୀ ସଂଗଠନ ତାଲିବାନର ପତାକା ଲଗାଯାଇଛି। ଏଥିରୁ ତାଲିବାନର ଦାବି ସତ୍ୟ ବୋଲି…
ଆଜି ଆଉ ୮ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୬ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮,୦୫୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ…
ଆଜି ରାଜ୍ୟରୁ ୬୦୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୨୨ ପିଲା
ଭୁବନେଶ୍ୱର,୬।୯(ବ୍ୟୁରୋ): ସୋମବାର ରାଜ୍ୟରୁ ୬୦୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୨,୧୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩୫୪ ଜଣ ଚିହ୍ନଟ…
୧୦ ଓଭରରେ ୧୦ ମେଡେନ୍ ୨ ଉଇକେଟ୍ ନେଇ ଚହଳ ସୃଷ୍ଟି କଲେ ଏହି ବୋଲର୍
ଲଣ୍ଡନ,୬।୯: ଦିନିକିଆ କ୍ରିକେଟରେ ଏପରି କିଛି ଘଟଣା ଘଟିଛି, ଯାହା ଶୁଣି ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। ଜଣେ ବୋଲର ୧୦ ଓଭରରେ ଗୋଟିଏ ବି ରନ ଦେଇ ୨ଟି ଉଇକେଟ୍ ନେଇଛନ୍ତି। କେଣ୍ଟ କ୍ରିକେଟ ଲିଗର ଏକ ମ୍ୟାଚରେ ବେପଚାଇଲ୍ଡ…
ଦୈନିକ ମୃତ୍ୟୁ ସଂଖ୍ୟା ୩ ଶହ ତଳେ…
ନୂଆଦିଲ୍ଲୀ,୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…
ରିମାଣ୍ଡରେ ଆସିବେ ମାନସ, ମନୋରଞ୍ଜନ
ଖୋର୍ଦ୍ଧା ଅଫିସ,୬ା୯: ବେଗୁନିଆ ଥାନା ଅଧୀନ କଡ଼ବ ଗ୍ରାମର ମାଗୁଣି ନାୟକ ଓ ତାଙ୍କ ପୁଅ ଆନନ୍ଦଙ୍କୁ ଏକ ବନ୍ଦ କୋଠରିରେ ମାନବବାଦ ସଙ୍ଗଠନ କର୍ମକର୍ତ୍ତା ନିସ୍ତୁକ ମାଡ଼ ମାରିବା ମାମଲାରେ ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ସରିଛି। ସମ୍ପୃକ୍ତ…
ରେଜିଷ୍ଟାନ୍ସ ଫ୍ରଣ୍ଟ ତାଲିବାନ ସହିତ ବୁଝାମଣା ପାଇଁ ରାଜି…
କାବୁଲ,୬।୯: ଆଫଗାନିସ୍ତାନର କାବୁଲର ଉତ୍ତରରେ ଥିବା ପଞ୍ଜଶିର ଉପତ୍ୟକାରେ ତାଲିବାନ ବାହିନୀକୁ ବିରୋଧ କରୁଥିବା ଆଫଗାନିସ୍ତାନ ବିରୋଧୀ ଦଳର ନେତା ଯୁଦ୍ଧ ବନ୍ଦ କରିବା ସହିତ ବୁଝାମଣା ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏହା ଦ୍ୱାରା ଗୃହଯୁଦ୍ଧରୁ ଦେଶ ରକ୍ଷା ପାଇ ପାରିବ…
ଓଡ଼ିଶାର ଅଶୋକ, ଅଜିତ୍ଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି
ଭୁବନେଶ୍ୱର,୬ା୯(ବ୍ୟୁରୋ): ଗୁରୁଦିବସ ଅବସରରେ ରବିବାର ଦେଶର ୪୪ଜଣ ଆଦର୍ଶ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ ମିଳିଛି। ଭର୍ଚୁଆଲରେ ଆୟୋଜିତ ସମାରୋହରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ଜାତୀୟ ପୁରସ୍କାର ପ୍ରଦାନ କରିଛନ୍ତି। ଓଡ଼ିଶାର ମଧ୍ୟ ଦୁଇଜଣ ଶିକ୍ଷକ ସମ୍ମାନିତ ହୋଇଛନ୍ତି। ସେମାନେ…
Archives


