Home

ଶେଷରେ କୋଭାକ୍ସିନକୁ ମିଳିଲା ‘ହୁ’ର ମାନ୍ୟତା

ନୂଆଦିଲ୍ଲୀ,୩।୧୧: ଭାରତ ବାୟୋଟେକ ପ୍ରସ୍ତୁତ କରିଥିବା କରୋନା ଟିକା ‘କୋଭାକ୍ସିନ’କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ)ର ମଞ୍ଜୁରୀ ମିଳିଛି। ଜରୁରିକାଳୀନ ବ୍ୟବହାର ପାଇଁ ବୈଷୟିକ କମିଟି ଅନୁମତି ଦେଇଥିବା ନେଇ ବୁଧବାର ହୁ’ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ପୂର୍ବରୁ କୋଭାକ୍ସିନ…

ବିଜେଡିରୁ ସଞ୍ଜୀବ ସାହୁଙ୍କ ଇସ୍ତଫା

ଅନୁଗୋଳ ଅଫିସ,୩।୧୧: ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ତଥା ମନ୍ତ୍ରୀ ସଞ୍ଜୀବ ସାହୁ। ବୁଧବାର ସେ ନିଜର ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଦେଇଛନ୍ତି। ବ୍ୟକ୍ତିଗତ ସମସ୍ୟା ଯୋଗୁ ସେ…

ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ସିଧାସଳଖ…

ପୁରୀ ଅଫିସ,୩।୧୧: ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ…

ବ୍ରେକ୍‌ଅପ୍‌ ପରେ ପ୍ରସିଦ୍ଧ ହୋଇଥିଲେ ଏହି ଅଭିନେତା

ମୁମ୍ବାଇ: ଅଭିନେତା ହିମାଂଶ କୋହଲିଙ୍କ ଆଜି ହେଉଛି ୩୨ ତମ ଜନ୍ମଦିନ। ୧୯୮୯ ମସିହା ନଭେମ୍ବର ୩ରେ ସେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଆଜିର ଏହି ଖାସ୍‌ ଦିନରେ ତାଙ୍କ ସହ ଜଡ଼ିତ କିଛି କଥା ବିଷୟରେ ଜାଣନ୍ତୁ… ଅଭିନୟ ଜଗତକୁ…

କେଜ୍‌ରିଓ୍ବାଲଙ୍କୁ ‘କପି ମାଷ୍ଟର’ କହିଲେ ଗୋଆ ମୁଖ୍ୟମନ୍ତ୍ରୀ

ପାଣାଜୀ,୩।୧୦: ଆସନ୍ତା ବର୍ଷ ଗୋଆରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟରେ ବହୁ ଦଳ ଜୋରଦାର କାର୍ଯ୍ୟ କରୁଛନ୍ତି। ସେଥିମଧ୍ୟରୁ ଦିଲ୍ଲୀର ଶାସକ ଆମ ଆଦମୀ ପାର୍ଟି (ଏଏପି) ମଧ୍ୟ ଏକ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ। ଦଳ ଦ୍ୱାରା ଅନେକ ନିର୍ବାଚନ…

ଦର୍‌ଦାମ ବୃଦ୍ଧି ପ୍ରତିବାଦରେ ରାଜରାସ୍ତାକୁ ଓହ୍ଲାଇଲେ ଶ୍ରମିକ, କୃଷକ

ଦିଗପହଣ୍ଡି,୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ବୁଧବାର ବାମପନ୍ଥୀ ସଙ୍ଗଠନ ସିପିଆଇ (ଏମ୍‌) ପକ୍ଷରୁ ଦରଦାମ ବୃଦ୍ଧି ବିରୋଧରେ ପ୍ରତିବାଦ କରାଯାଇଛି। ସିପିଆଇ (ଏମ୍‌) ରାଜ୍ୟ କମିଟିର ଡାକରା କ୍ରମେ ପାର୍ଟିର ଦିଗପହଣ୍ଡି ଆଞ୍ଚଳିକ ସାଙ୍ଗଠନିକ କମିଟି ପକ୍ଷରୁ…

ଫେସ୍‌ବୁକ୍‌ ଡିଲିଟ୍‌ କରିବ ୧ ବିଲିୟନରୁ ଅଧିକ ଲୋକଙ୍କ ଫେସ୍‌ ପ୍ରିଣ୍ଟ୍‌

ଓ୍ବାଶିଂଟନ,୩ା୧୧: ଫେସ୍‌ବୁକ୍‌ ଏହାର ଚେହେରା ଚିହ୍ନଟ ପ୍ରଣାଳୀ ବନ୍ଦ କରିବ ଏବଂ ୧ ବିଲିୟନରୁ ଅଧିକ ଲୋକଙ୍କ ଫେସପ୍ରିଣ୍ଟ ବିଲୋପ କରିବ ବୋଲି କହିଛି। ସମଗ୍ର ବିଶ୍ୱରେ ଏହି ଟେକ୍ନୋଲୋଜି ବିଷୟରେ ଚିନ୍ତା କରାଯିବା ପରେ ଫେସ୍‌ବୁକ୍‌ ଏହି ପଦକ୍ଷେପ ନେଇଛି।…

ନାମ୍ବିଆ ଡ୍ରେସିଂ ରୁମ୍‌ରେ ହଠାତ୍‌ ପଶିଗଲେ ପାକିସ୍ତାନ ଖେଳାଳି

ଦୁବାଇ,୩।୧୧: ସଂଯୁକ୍ତ ଆରବ ଏମିରେଟ୍ସ ଏବଂ ଓମାନରେ ଖେଳାଯାଉଥିବା ଆଇସିସି ଟି -୨୦ ବିଶ୍ୱକପରେ ପାକିସ୍ତାନ ଏବଂ ନାମ୍ବିଆ ମଧ୍ୟରେ ଏକ ମ୍ୟାଚ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ପାକିସ୍ତାନ କ୍ରିକେଟ ଦଳ ପଡ଼ିଆ ଭିତରେ ଏବଂ ବାହାରେ କ୍ରିକେଟ ପ୍ରଶଂସକଙ୍କ ହୃଦୟ…

ଆର୍ଥିକ ଅନଟନରୁ ସାଜିଲେ ହତ୍ୟାକାରୀ: ସ୍ତ୍ରୀ-ପୁଅଙ୍କୁ ନିଶା ଔଷଧ ଦେଇ ତଣ୍ଟି ଚିପି ମାରିଦେଲେ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜଧାନୀ ଉପକଣ୍ଠ ତମାଣ୍ଡୋ ଥାନା ଅନ୍ତର୍ଗତ କଳିଙ୍ଗନଗର ଅଞ୍ଚଳରେ ମଙ୍ଗଳବାର ଘଟିଥିବା ଡବଲ୍‌ ମର୍ଡର ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ତେବେ ଏହି ହତ୍ୟାକାଣ୍ଡ ପଛରେ ମହିଳାଙ୍କ ସ୍ବାମୀ ଅବନ୍ତୀ ମଙ୍ଗରାଜ ଥିବା ଜଣାପଡ଼ିଛି। ଆର୍ଥିକ ସମସ୍ୟା ପାଇଁ ସେ ତାଙ୍କ…

ସୁନା ସ୍ମଗଲିଂ ଆତଙ୍କବାଦୀ କାର୍ଯ୍ୟକଳାପ ନୁହେଁ, ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌,୩।୧୧: ସୁନା ସ୍ମଗଲିଂ ଆତଙ୍କବାଦୀ କାର୍ଯ୍ୟକଳାପ ନୁହେଁ। ଏହା ଦ୍ୱାରା ଦେଶର ଆର୍ଥିକ ସ୍ଥିତି ଖରାପ ହେବାର ଆଶଙ୍କା ରହିଥାଏ। ମାତ୍ର ଦେଶର ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ ଲାଗି ନ ଥାଏ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଏହା ସହିତ…

ଭାରତକୁ ହରାଇବାକୁ ସଜ ହେଲାଣି ଆଫଗାନିସ୍ତାନ

ଦୁବାଇ,୩।୧୧: ଆଫଗାନିସ୍ତାନର ନଜର ସେମିଫାଇନାଲରେ ଅଛି ବୋଲି କହିଛନ୍ତି ଦ୍ରୁତ ବୋଲର ହାମିଦ ହସନ। ଏହାଛଡ଼ା ଦଳ ବୁଧବାର ଟି୨୦ ବିଶ୍ୱକପ୍‌ର ଭାରତ ବିପକ୍ଷ ମ୍ୟାଚ୍‌ରେ ବିଜେତା ହେବା ପାଇଁ ଚେଷ୍ଟା କରିବେ ବୋଲି ସେ ମଧ୍ୟ କହିଛନ୍ତି। ଆଫଗାନିସ୍ତାନ ଏବେ…

ଆଲିଆଙ୍କ ଦୀପାବଳି ଲୁକ୍‌

ମୁମ୍ବାଇ: ଆଲୋକର ପର୍ବ ଦୀପାବଳି ଅବସରରେ ବଲିଉଡ୍‌ ଅଭିନେତ୍ରୀମାନେ କିଏ କ’ଣ କେମିତି ଡ୍ରେସ୍‌ ଗହଣା ପିନ୍ଧି ସୁନ୍ଦର ଦିଶିବେ ସେ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏମାନଙ୍କ ମଧ୍ୟରୁ ଆଲିଆ ଭଟ୍ଟ ହେଉଛନ୍ତି ଅନ୍ୟତମ। ଆଲିଆ ଦୀପାବଳି ଉପଲକ୍ଷେ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri