ସ୍ବର୍ଣ୍ଣ ବିଜେତା ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୯(ବ୍ୟୁରୋ): ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ଦେଶର ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣି ଓଡ଼ିଶାକୁ ଗୌରବାନ୍ବିତ…
ଆଫଗାନିସ୍ତାନ ଛାଡ଼ିଥିବା ଆମେରିକୀୟ ଶେଷ ସୈନିକ କିଏ ଜାଣନ୍ତି…
ଓ୍ବାଶିଂଟନ,୪ା୯: ଆଫଗାନିସ୍ତାନରୁ ୧୯ ବର୍ଷ ୧୦ ମାସ ୧୦ ଦିନ ପରେ ଆମେରିକା ଫେରିଯାଇଛି। ଏହାର ୧୩ ସୈନିକ ସହିଦ ହେବା ପରେ ଆମେରିକାର ଶେଷ ବାଟାଲିୟନ କାବୁଲ ଛାଡ଼ିଥିଲେ। ଆମେରିକାର ସୈନିକମାନେ ଆମେରିକାର JC-୧୭ ବିମାନରେ ବାହାରିଥିଲେ। ଏହି ବିମାନରେ…
ସ୍ବର୍ଣ୍ଣ ଆଣିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ
ଟୋକିଓ,୪ା୯: ଜାପାନର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ବର୍ଣ୍ଣ ଜିତି ଇତିହାସ ରଚିଛନ୍ତି। ଫାଇନାଲରେ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀ ଡାନ୍ ବେଥେଲଙ୍କୁ ହରାଇ ପ୍ରମୋଦ ସ୍ବର୍ଣ୍ଣ ପଦକ ଆଣିଛନ୍ତି। ଫାଇନାଲରେ ପ୍ରମୋଦ ତାଙ୍କ ବ୍ରିଟେନ ପ୍ରତିଦ୍ୱନ୍ଦ୍ୱୀଙ୍କୁ…
ନୀରଜ ଚୋପ୍ରାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏମିତି ପ୍ରଶ୍ନ ପଚାରିଲେ ଉପସ୍ଥାପକ, ଲାଜରେ ସରି କହିବାକୁ ବାଧ୍ୟ ହେଲେ ଗୋଲଡେନ୍ ବୟ
ଟୋକିଓ ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତି ଇତିହାସ ରଚିଥିବା ଜାଭେଲିନ୍ ଥ୍ରୋଓର ନୀରଜ ଚୋପ୍ରା ଏବେ ଅଜବ ପ୍ରଶ୍ନସବୁର ସାମ୍ନା କରୁଛନ୍ତି। ଭାରତ ଫେରିବା ପରେ ନୀରଜଙ୍କ ଉପରେ ଖାଲି ପ୍ରଶ୍ନ ବର୍ଷା। ସବୁଠୁ ଆଶ୍ଚର୍ଯ୍ୟର କଥା ଏଥର ଯେଉଁ ପ୍ରଶ୍ନ ପଚରାଯାଇଛି…
୭ ଘଣ୍ଟାରେ ୧୦୧ ମହିଳାଙ୍କ ବନ୍ଧ୍ୟାକରଣ, ସରକାର ଦେଲେ ତଦନ୍ତ ନିର୍ଦ୍ଦେଶ…
ରାୟପୁର,୪।୯: ଏକ ଶିବିରରେ ମାତ୍ର ୭ ଘଣ୍ଟାରେ ୧୦୧ ମହିଳାଙ୍କର ବନ୍ଧ୍ୟାକରଣ କରାଯାଇଛି। ଏଭଳି ଘଟଣା ଛତିଶଗଡ଼ର ରାୟପୁରଠାରୁ ୩୦୦ କିଲୋମିଟର ଦୂରରେ ଥିବା ମୈନପତ୍ ବ୍ଲକ୍ର ନର୍ମଦାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଅଗଷ୍ଟ ୨୭ରେ ଘଟିଛି। ବନ୍ଧ୍ୟାକରଣ ଶିବିରରେ ଜଣେ…
କର୍ମଚାରୀଙ୍କୁ ୫ ମିନିଟ ଯୋଗ ବ୍ରେକ୍…
ନୂଆଦିଲ୍ଲୀ,୪।୯: ଏବେ ସରକାରୀ ତଥା ବେସରକାରୀ କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀଙ୍କୁ ୫ ମିନିଟର ଯୋଗ ବ୍ରେକ୍ ମିଳିବ। ଏନେଇ କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗ ପକ୍ଷରୁ ସମସ୍ତ ମନ୍ତ୍ରଣାଳୟକୁ ଓ୍ବାଇ-ବ୍ରେକ୍ ଆପ୍ ସମ୍ପର୍କରେ ସଚେତନତା ସୃଷ୍ଟି କରିବାକୁ ପରାମର୍ଶ ଦିଆଯାଇଛି। ଏହା…
ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଚାଞ୍ଚଲ୍ୟକର ବୟାନ ଦେଲେ ରାତି ଜଗୁଆଳି, କହିଲେ ରାତିରେ ସୌମ୍ୟଙ୍କ ଘରକୁ ଯାଆନ୍ତି ଡିଏଫ୍ଓ
ଗଜପତି,୪ା୯(ଡି.ଏନ୍.ଏ.): ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା ଯେତିକି ବିଳମ୍ବ ହେଉଛି ସେତିକି ଅଡୁଆ ବଢୁଛି। ମୃତ୍ୟୁ ମାମଲାର ତଦନ୍ତ ପ୍ରଥମେ ପୋଲିସ ଏବଂ ପରେ କ୍ରାଇମବ୍ରାଞ୍ଚ କରୁଥିବା ବେଳେ ଏବେ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ସୌମ୍ୟଙ୍କ ମୃତ୍ୟୁର ୫୦ଦିନ…
୩ ଆତଙ୍କବାଦୀ ଜମ୍ମୁ-କଶ୍ମୀର ମୁହାଁ, ଆତଙ୍କ ରଚିବା ଷଡ଼ଯନ୍ତ୍ର…
ଶ୍ରୀନଗର/କାବୁଲ,୪।୯: ଆଫଗାନିସ୍ତାନରୁ ୩ ଆତଙ୍କବାଦୀ ଜମ୍ମୁ-କଶ୍ମୀର ମୁହାଁ ହୋଇଛନ୍ତି। ସେମାନେ ବଡ଼ ଧରଣର ଆକ୍ରମଣ କରି ଆତଙ୍କ ରଚିବା ଷଡ଼ଯନ୍ତ୍ର କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଇଏସ୍ ଖୋରାସାନ୍ ସଂଗଠନର ଏହି ସଦସ୍ୟମାନେ ଭାରତରେ ଥିବା…
ତାଲିବାନ ବିରୋଧରେ ମହିଳା ଆନ୍ଦୋଳନ ତେଜିଲା…
କାବୁଲ,୪।୯: ସରକାର ଗଠନ ପାଇଁ ତାଲିବାନ ଯୋଜନା ପୁଣି ଥରେ ଲଟକିଛି। ପୂର୍ବରୁ କୁହାଯାଇଥିଲା ଯେ ତାଲିବାନ ଶନିବାର କାବୁଲରେ ନୂଆ ସରକାର ଗଠନ କରିବ। କିନ୍ତୁ ବିଳମ୍ବିତ ରାତିରେ କିଛି କାରଣରୁ ଏହା ହୋଇପାରିଲା ନାହିଁ। ଏହା ପରେ ନୂଆ…
ସେପ୍ଟେମ୍ବର ୩୦ରେ ପିପିଲି ଉପନିର୍ବାଚନ
ଭୁବନେଶ୍ୱର,୪ା୯(ବ୍ୟୁରୋ): ଚଳିତମାସ ୩୦ ତାରିଖରେ ପିପିଲି ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶନିବାର ଘୋଷଣା କରିଛନ୍ତି। ତେବେ କରୋନା ଯୋଗୁ ଏହା ସ୍ଥଗିତ ଥିଲା। ଆସନ୍ତା ୨୦ ତାରିଖରୁ ନିର୍ବାଚନ ପ୍ରଚାର ହେବ। ଅକ୍ଟୋବର ୩ରେ ଭୋଟ୍ ଗଣତି…
ବିଦ୍ୟୁତ୍ତାରରେ ଲାଗିଥିଲା ପକ୍ଷୀ, ଏମିତି ଉଦ୍ଧାର କଲା ହେଲିକପ୍ଟର
ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏଥିରୁ ମଧ୍ୟରୁ କିଛି ଭିଡିଓ ଚକିତ କରିଦେବା ପରି ହୋଇଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଏକ ବିଜୁଳିତାରରେ ପକ୍ଷୀଟିଏ ଫସିଯାଇଛି। ଏହି ପକ୍ଷୀକୁ ବଞ୍ଚାଇବା…
ବେରୋଜଗାର ଯୁବବର୍ଗଙ୍କ ହାତରେ ଘଣ୍ଟା ଧରାଇଛି ଭାଜପା: ଶିବସେନା…
ମୁମ୍ବାଇ,୪।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦୁଇ ଦିନ ପୂର୍ବେ ଦେଶର ଜିଡିପି ଅଭିବୃଦ୍ଧି ୨୦ ପ୍ରତିଶତରୁ ଅଧିକ ବୋଲି କହିଥିଲେ। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଭାରତର ଅର୍ଥନୀତିକୁ ଏକ ଉଚ୍ଚସ୍ତରକୁ ଆଣିଛନ୍ତି ବୋଲି ଭାଜପା ପକ୍ଷରୁ…
Archives


