୧୨ ହାଇକୋର୍ଟ ପାଇଁ ୬୮ ବିଚାରପତିଙ୍କ ନାମ ସୁପାରିଶ…
ନୂଆଦିଲ୍ଲୀ,୪।୯: ଦେଶର ୧୨ଟି ହାଇକୋର୍ଟରେ ବିଚାରପତିଙ୍କୁ ନିଯୁକ୍ତ କରାଯିବାଲାଗି ସୁପ୍ରିମ୍କୋର୍ଟଙ୍କ ଦ୍ୱାରା ଗଠିତ ହୋଇଥିବା ୩ ଜଣିଆ କଲେଜିୟମ୍ ୬୮ଜଣଙ୍କ ନାମ ସୁପାରିଶ କରିଛନ୍ତି। ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ନେତୃତ୍ୱରେ ଏକ ତିନି ଜଣିଆ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ନିଷ୍ପତ୍ତି…
ଅତ୍ୟାବଶ୍ୟକ ତାଲିକାରେ ୩୯ ନୂଆ ଔଷଧ…
ନୂଆଦିଲ୍ଲୀ,୪।୯: ଅତ୍ୟାବଶ୍ୟକ ଔଷଧ ତାଲିକାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେତେକ ପରିବର୍ତ୍ତନ ଆଣାଯାଇଛି। ଏହା ସହିତ ୩୯ ଟି ନୂଆ ଔଷଧକୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ବହୁ ପରିମାଣରେ ବ୍ୟବହୃତ ହେଉଥିବା ଏହି ସମସ୍ତ ଔଷଧର ମୂଲ୍ୟ ହ୍ରାସ କରିବା ଏବଂ…
ଶୁଟିଂରେ ଭାରତକୁ ସ୍ବର୍ଣ୍ଣ-ରୌପ୍ୟ ପଦକ…
ଟୋକିଓ ,୪।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ଶନିବାର ଭାରତକୁ ଶୁଟିଂରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ମିଳିଛି। ଶୁଟର ମନୀଷ ନରୱାଲ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଆଣିଥିବାବେଳେ ସିଂହରାଜ ରୌପ୍ୟ ପଦକ ଜିତିବାରେ ସଫଳ ହୋଇଛନ୍ତି। ଏହି ଦୁଇ ଶୁଟର…
ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…
ନୂଆଦିଲ୍ଲୀ,୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…
ପର୍ଯ୍ୟଟକଙ୍କ ପାଇଁ ଆରମ୍ଭ ହେଲା ‘ନିମନ୍ତ୍ରଣ’
ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାଣ୍ଟି ଓଡ଼ିଆ ବ୍ୟଞ୍ଜନ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓଟିଡିସିକୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ‘ନିମନ୍ତ୍ରଣ’…
ସୋସିଆଲ ମିଡିଆରେ ନିଆଁ ଲଗାଇଲା ଏହି ଅଭିନେତ୍ରୀଙ୍କ ଫଟୋ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ମଲାଇକା ଆରୋରା ତାଙ୍କ ଲୁକ୍କୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ମଲାଇକା ତାଙ୍କ ଚେହେରା ଏବଂ ଫିଟନେସ୍ ସହିତ ତାଙ୍କ ବୟସକୁ ପଛରେ ପକାଇଦିଅନ୍ତି। ତାଙ୍କୁ ଦେଖି ପ୍ରଶଂସକମାନେ ମଧ୍ୟ ଫିଟନେସ୍ ପାଇଁ ଉତ୍ସାହିତ ହୋଇପଡ଼ନ୍ତି। ମଲାଇକାଙ୍କ…
ଆତଙ୍କରେ ୨୫୦ ମହିଳା ବିଚାରପତି
ହେଗ୍/କାବୁଲ,୪।୯: ଆଫଗାନିସ୍ତାନରେ ପାଶ୍ଚାତ୍ୟ ସମର୍ଥତ୍ତ ନାଗରିକ ସରକାର ଚାଲିଥିବା ପର୍ଯ୍ୟନ୍ତ ମହିଳା ବିଚାରପତିମାନେ କୋର୍ଟକୁ ଯାଇ ଶୁଣାଣି କରୁଥିଲେ। ତାଲିବାନ୍ର କାବୁଲ ଦଖଲ ସହ ବିଦେଶୀ ସୈନ୍ୟ ଫେରିଯିବା ପରେ ସେମାନେ ଆତଙ୍କରେ ଜୀବନ ବିତାଉଛନ୍ତି। କାରଣ ମହିଳା ଜଜ୍ମାନେ ଯେଉଁ…
ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ତାରିଖ ପରିବର୍ତ୍ତନ
ଭୁବନେଶ୍ୱର, ୪।୯(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ହୋଇଛି। ଏହା ସେପ୍ଟେମ୍ବର ୧୩ରୁ ଆରମ୍ଭ ୧୬ ପର୍ଯ୍ୟନ୍ତ ଚାଲିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟ ନାମଲେଖା ସେପ୍ଟେମ୍ବର ୧୧ରୁ ୧୫ ଯାଏଁ ନିର୍ଦ୍ଧାରିତ ହୋଇଥିଲା। ଯୁକ୍ତ ୩ ପ୍ରଥମ…
ୱେବ୍ ପୋର୍ଟାଲ ସମ୍ପାଦକ ସୁଧାଂଶୁ ଶେଖର ଅଟକ
ଭୁବନେଶ୍ୱର,୪।୯(ବ୍ୟୁରୋ) : ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କ ନାମରେ ଅପମାନଜନକ ଖବର ପ୍ରସାରଣ କରିବା ସହ ଧମକ ଦେଇ ବଟି ମାଗିବା ଅଭିଯୋଗରେ ଭୁବନେଶ୍ୱର ମହିଳା ଥାନା ପୋଲିସ ଫୋକସ୍ ପ୍ଲସ୍ ୱେବ୍ ପୋର୍ଟାଲର ସମ୍ପାଦକ ସୁଧାଂଶୁ ଶେଖର ରାଉତଙ୍କୁ ଅଟକ ରଖିଛି।…
ତାଲିବାନ୍ ଦଖଲରେ ପଞ୍ଜଶିର
କାବୁଲ, ୪।୯: ଆଫଗାନିସ୍ତାନରେ ସରକାର ଗଠନ କରିବାର କିଛି ଘଣ୍ଟା ପୂର୍ବରୁ ତାଲିବାନ ବାହିନୀ ଶୁକ୍ରବାର ରାତିରେ ପଞ୍ଜଶିର ଦଖଲ କରିଛି। ଏଥିସହିତ ଆଫଗାନିସ୍ତାନର ସମସ୍ତ ୩୪ ପ୍ରଦେଶ ଏବେ ତାଲିବାନ ନିୟନ୍ତ୍ରଣକୁ ଆସିଯାଇଛି। ଏହି ସଂଗଠନ ସମଗ୍ର ଦେଶକୁ ନିଜ…
କରୋନା ସଂକ୍ରମିତଙ୍କଠାରେ କିଡ୍ନୀ ରୋଗ ଆଶଙ୍କା ଅଧିକ, ଜାଣନ୍ତୁ କାହିଁକି
ଓ୍ବାଶିଂଟନ: କରୋନା ଭୂତାଣୁ ଦ୍ୱାରା ପ୍ରଭାବିତ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ଗଭୀର ପ୍ରଭାବ ପଡୁଥିବା ମାମଲା ସାମ୍ନାକୁ ଆସୁଛି। ସଂକ୍ରମଣରୁ ସୁସ୍ଥ ହେବା ପରେ ମଧ୍ୟ ଅନେକ ସମସ୍ୟା ଉପୁଜୁଛି। ବର୍ତ୍ତମାନ ଏହି ଭୂତାଣୁ ଯୋଗୁ ପୀଡ଼ିତଙ୍କଠାରେ କିଡ୍ନୀ ରୋଗ ହେବାର…
୯୦ ପ୍ରତିଶତ ଫେରିଲେଣି ଚୁଲିକୁ
ପରିକ୍ଷିତ ସାହୁ ବଇଣ୍ଡା,୪ା୯ – ମାଟି ଚୁଲି ଧୂଆଁ ଯନ୍ତ୍ରଣାରୁ ମୁକ୍ତି ପାଇବେ ଗରିବ ପରିବାରର ମହିଳା। ଶ୍ୱାସଜନିତ ରୋଗରେ ପଡ଼ିବେନି ଏହି ମା’ମାନେ। ଉକ୍ତ ଉଦ୍ଦେଶ୍ୟରେ ଉଜ୍ଜ୍ୱଳା ଯୋଜନା ଆରମ୍ଭ କରିଥିଲେ କେନ୍ଦ୍ର ସରକାର। ବିନା ମୂଲ୍ୟରେ ଏପରି ମହିଳାମାନଙ୍କୁ…
Archives


