Home

ବଡ଼ ପଦକ୍ଷେପ ନେଲେ ଶିଳ୍ପାଙ୍କ ସ୍ବାମୀ

ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପର୍ନଗ୍ରାଫୀ ମାମଲାରେ ଜେଲରୁ ବାହାରିବା ପରେ ଏକ ବଡ ପଦକ୍ଷେପ ନେଇଛନ୍ତି। ସେ ସୋସିଆଲ ମିଡିଆକୁ ବିଦାୟ ନେଇଛନ୍ତି। ରାଜ ତାଙ୍କ ଇନଷ୍ଟାଗ୍ରାମ ଏବଂ ଟୁଇଟର ଆକାଉଣ୍ଟକୁ ଡିଲିଟ କରିଛନ୍ତି। ତାଙ୍କ…

ଅଦରକାରୀ କାଗଜ ବିକିି ୪୦ କୋଟି ରାଜସ୍ବ ପାଇଛନ୍ତି ସରକାର…

ନୂଆଦିଲ୍ଲୀ,୨।୧୧: କେନ୍ଦ୍ର ସରକାର ଅଦରକାରୀ କାଗଜ ବିକି ୪୦ କୋଟି ଟଙ୍କା ରାଜସ୍ବ ସଂଗ୍ରହ କରିଛନ୍ତି। ଏନେଇ କେନ୍ଦ୍ରୀୟମନ୍ତ୍ରୀ ଜିତେନ୍ଦ୍ର ସିଂ ସୂଚନା ଦେଇଛନ୍ତି। ଏହାଦ୍ୱାରା ଅଦରକାରୀ କାଗଜ ଜମି ରହିଥିବା ୮ ଲକ୍ଷ ବର୍ଗଫୁଟ ସ୍ଥାନ ଖାଲି ହୋଇଛି। ଅକ୍ଟୋବର…

ଶାହରୁଖ ଖାନ୍‌ଙ୍କ ମୋଟ ସମ୍ପତ୍ତିର ମୂଲ୍ୟ କେତେ ଜାଣନ୍ତି

ବଲିଉଡ୍‌ ଅଭିନେତା ଶାହରୁଖ ଖାନ ଆଜି ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ଦିଲ୍ଲୀର ଜଣେ ସରଳ ବାଳକ ବଲିଉଡର ବାଦଶାହ ହେବା କମ୍‌ ବଡ଼ କଥା ନୁହେଁ। ଶାହରୁଖଙ୍କ ଜୀବନ ଏକ ଫିଲ୍‌ କାହାଣୀ ପରି। ଦିଲ୍ଲୀର ଚାନ୍ଦନୀ ଚୌକ ଗଳିରୁ…

ଥରିଲା ଲଦାଖ

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ଲଦାଖରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୩ ରହିଛି। ତେବେ ଏପର୍ଯ୍ୟନ୍ତ ରାଜ୍ୟରେ କ୍ଷୟକ୍ଷତିର ସୂଚନା ମିଳିପାରି ନାହିଁ। ଏହାପୂର୍ବରୁ ଅକ୍ଟୋବର ୩୦ରେ ଲେହରେ ଭୂକମ୍ପ ଅନୁଭୂତ ହୋଇଥିଲା। ଲେହର ଅଲଚି ଗ୍ରାମରେ…

ଶକ୍ତିଶାଳୀ ଲେଜର ଅସ୍ତ୍ର ପ୍ରସ୍ତୁତ କରୁଛି ଆମେରିକା, ଆଖିପିଛୁଳାକେ ପୋଡ଼ି ପାଉଁଶ ହେବ କ୍ଷେପଣାସ୍ତ୍ର…

ଓ୍ବାଶିଂଟନ,୨।୧୧: ଆମେରିକା ଏକ ଅତ୍ୟାଧୁନିକ ୩୦୦ କିଲୋଓ୍ବାଟ୍‌ କ୍ଷମତା ବିଶିଷ୍ଟ ଲେଜର ଅସ୍ତ୍ର ପ୍ରସ୍ତୁତ କରୁଛି। ଆଖିପିଛୁଳାକେ ଏହା ଯେକୌଣସି କ୍ଷେପଣାସ୍ତ୍ରକୁ ପୋଡ଼ି ପାଉଁଶ କରିଦେବ। ଏହାର ପରରକ୍ଷଣ ଆସନ୍ତା ୨୦୨୨ ବର୍ଷରେ କରାଯିବ ବୋଲି ଆମେରିକା କହିଛି। ଏହି ଅସ୍ତ୍ରକୁ…

୨୫୦ ଆତଙ୍କବାଦୀଙ୍କୁ ଅନୁପ୍ରବେଶ ପାଇଁ ପ୍ରସ୍ତୁତ ରଖିଛି ଆଇଏସ୍‌ଆଇ…

ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ୨୫୦ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନୀ ଗୋଇନ୍ଦା ସଂସ୍ଥା ପ୍ରସ୍ତୁତ ରଖିଛି। ଶୀତଦିନେ ତୁଷାରପାତ ପୂର୍ବରୁ ଆତଙ୍କବାଦୀଙ୍କୁ ଲଞ୍ଚ୍‌ପ୍ୟାଡ୍‌ ଛାଡ଼ିବାକୁ ଆଇଏସ୍‌ଆଇ ନିର୍ଦ୍ଦେଶ ଦେଇଛି। ପାକିସ୍ତାନର ଗୁପ୍ତଚର ଏଜେନ୍ସି ଆଇଏସଆଇ କ୍ରମାଗତ ଭାବେ ସୀମା ପାର କରି…

ଟାର୍ଗେଟରେ ଉପମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨।୧୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଉପରେ ମଙ୍ଗଳବାର ଆୟକର ବିଭାଗର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଆୟକର ବିଭାଗ ପକ୍ଷରୁ ପାୱାରର ପାଞ୍ଚଟି ସମ୍ପତ୍ତି ଜବତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ସମ୍ପତ୍ତିର ମୂଲ୍ୟ ଏକ ହଜାର କୋଟିରୁ ଅଧିକ…

ଶେଷରେ ଗିରଫ ହେଲେ ଅନିଲ ଦେଶମୁଖ

ମୁମ୍ବାଇ୨।୧୦: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ସମସ୍ୟା ବଢିବାରେ ଲାଗିଛି। ୧୦୦ କୋଟି ଏକ୍ସଟୋରସନ ମାମଲାରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ସୋମବାର ବିଳମ୍ବିତ ରାତିରେ ଅନିଲ ଦେଶମୁଖଙ୍କୁ ଗିରଫ କରିଛି। ସେ ଅନେକ ଦିନ ନିଖୋଜ ହେବା ପରେ ସୋମବାର…

ପୋଷାକ ବଦଳାଇବାରେ ମୋଦିଙ୍କୁ ପଛରେ ପକାଇଦେଇଛନ୍ତି ଓ୍ବାଙ୍ଖଡେ

ମୁମ୍ବାଇ,୨।୧୧: ମୁମ୍ବାଇର ଡ୍ରଗ୍ସ ମାମଲାରେ ମହାରାଷ୍ଟ୍ର ମନ୍ତ୍ରୀ ନବାବ ମଲିକ ପୁଣି ବର୍ଷିଛନ୍ତି। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀ ଡକାଇ ସେ ଭାଜପା ନେତା ଦେବେନ୍ଦ୍ର ଫଡନଭିସ ଏବଂ ଏନସିବି ଜୋନାଲ ନିର୍ଦ୍ଦେଶକ ସବୀର ଓ୍ବାଙ୍ଖଡେଙ୍କୁ ଟାର୍ଗେଟ କରିଥିତ୍ଲେ। ସେ କହିଛନ୍ତି,…

ସମୁଦ୍ର ଆଁକୁ ଯିବ ୧୨ ଭାରତୀୟ ସହର…

ନୂଆଦିଲ୍ଲୀ,୨।୧୧: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ଏବେ ୧୨ ଭାରତୀୟ ସହର ଉପରେ ବିପଦ ଦେଖାଦେଇଛି। ବିଶ୍ୱ ତାପନ ବୃଦ୍ଧି ଯୋଗୁ ମେରୁ ଅଞ୍ଚଳର ହିମ ପାହାଡ଼ ତରଳିବାରେ ଲାଗିଛି। ଫଳରେ ସମୁଦ୍ର ପତ୍ତନର କ୍ରମାଗତ ବୃଦ୍ଧି ହେତୁ ସମୁଦ୍ର କୂଳରେ…

ଏହି କ୍ରିକେଟର୍‌ଙ୍କ ପରଲୋକ

ଲଣ୍ଡନ,୨।୧୧: ଇଂଲଣ୍ଡ ଦଳ ଟି -୨୦ ବିଶ୍ୱକପ ୨୦୨୧ ର ସେମିଫାଇନାଲରେ ପ୍ରବେଶ କରିଛି। ତେବେ ଇଂଲଣ୍ଡ ଦଳ ସେମିଫାଇନାଲରେ ପହଞ୍ଚିବାର ଖୁସି ଫିକା ପଡିଯାଇଛି। ଇଂଲଣ୍ଡର ପୂର୍ବତନ ବୋଲର ଆଲାନ ଇଗଲ୍ସଡେନ ପରଲୋକ ଘଟିଛି। ତାଙ୍କୁ ୫୭ ବର୍ଷ ବୟସ…

୫୦ ଲକ୍ଷ ଟପିଲା କୋଭିଡ୍‌ ମୃତ୍ୟୁ

ଓ୍ବଶିଂଟନ, ୨।୧୧: ସାରା ବିଶ୍ୱରେ କୋଭିଡ୍‌-୧୯ ମହାମାରୀ ଜନିତ ମୃତ୍ୟୁସଂଖ୍ୟା ଇତିମଧ୍ୟରେ ୫୦ ଲକ୍ଷ ଅତିକ୍ରମ କରିଛି। ୨ ବର୍ଷରୁ କମ୍‌ ସଙ୍କଟ କାଳରେ କେବଳ ଦରିଦ୍ର ଦେଶଗୁଡ଼ିକ ଯେ ବିପର୍ଯ୍ୟସ୍ତ ହୋଇଛନ୍ତି ତାହା ନୁହେଁ, ଉନ୍ନତ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଥିତ୍ବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri