ଅଭିନେତାଙ୍କୁ ଜାମିନ ମିଳିବାକୁ ନେଇ ଅସନ୍ତୋଷ ଝାଡ଼ିଲେ ସୁପ୍ରିମକୋର୍ଟ: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ଉଠାଇଲେ ପ୍ରଶ୍ନ
ନୂଆଦିଲ୍ଲୀ,୨୪।୭: ରେଣୁକାସ୍ବାମୀ ହତ୍ୟା ମାମଲାରେ କନ୍ନଡ ଅଭିନେତା ଦର୍ଶନ ଏବଂ ଅନ୍ୟ ଅଭିଯୁକ୍ତମାନଙ୍କୁ କର୍ନାଟକ ହାଇକୋର୍ଟ ଯେଉଁଭଳି ଭାବରେ ଜାମିନ ପ୍ରଦାନ କରିଛନ୍ତି, ତାହା ଉପରେ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବାର ହାଇକୋର୍ଟର ପ୍ରକ୍ରିୟା ଉପରେ…
ଜବରଦଖଲକାରୀଙ୍କ କବଳରୁ ଜଗନ୍ନାଥଙ୍କ ଜମି ମୁକ୍ତ ପାଇଁ ଜୋର୍ ଧରିଲା ଦାବି, ତହସିଲଦାରଙ୍କୁ ଭେଟି…
ପୁରୁଷୋତ୍ତମପୁର,୨୪ା୭(ସୀମାଞ୍ଚଳ ମିଶ୍ର): ହିନ୍ଦୁସମାଜର ଆରାଧ୍ୟଠାକୁର ଜଗନ୍ନାଥ ମହାପ୍ରଭୁଙ୍କ ସମ୍ପତ୍ତି ଜବରଦଖଲକାରୀଙ୍କ କବଳରୁ ଉଦ୍ଧାର କରି ମନ୍ଦିରକୁ ହସ୍ତାନ୍ତର କରିବାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଦାବି ଜୋର ଧରିଛି। ଏଥିନେଇ ଜଗନ୍ନାଥପ୍ରେମୀ ଭକ୍ତମାନେ ତହସିଲ କାର୍ଯ୍ୟାଳୟ ଆସି ଜବରଦଖଲକାରୀଙ୍କଠାରୁ ଜଗନ୍ନାଥଙ୍କ ଘରବାଡ଼ି,…
ଭୋଟର ଲିଷ୍ଟରେ ନାମ ନ ଥିଲେ ନିର୍ବାଚନ କମିଶନ ଦେବେ ଆଉ ଏକ ସୁଯୋଗ, ମିଳିବ ୩୦ ଦିନ ସମୟ
ପାଟନା,୨୪।୭: ବିହାରରେ ସଘନ ସଂଶୋଧନ ଅଭିଯାନ (SIR) ଚାଲିଛି। ନିର୍ବାଚନ କମିଶନ ଏ ସମ୍ପର୍କରେ ଏକ ବଡ଼ ସୂଚନା ଦେଇଛନ୍ତି। ଯଦି କୌଣସି ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ ଦିଆଯାଏ, ତେବେ ତାଙ୍କୁ ପୁନର୍ବାର ଯୋଡିବାର ସୁଯୋଗ ମିଳିବ। କମିଶନ…
‘ସୌମ୍ୟାଶ୍ରୀଙ୍କ କରୁଣ ମୃତ୍ୟୁ ଜୀବନ ସାରା ମନେ ରହିବ’
କେନ୍ଦୁଝର,୨୪ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଗୁରୁବାର କୀରମୋହନ କଲେଜର ମୃତା ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଏକାଦଶାହ। ୧୧ ଦିନ ବିତି ଯାଇଥିଲେ ମଧ୍ୟ ଲୋକଙ୍କ ମନରୁ ଝିଅଟିର କରୁଣ ମୃତ୍ୟୁ କାହାଣୀ ଲିଭି ନାହିଁ ଅନେକ ଏହାକୁ ଜୀବନ ସାରା ମନେ ରଖିବେ।…
ତାରାଙ୍କ ତେର୍ଚ୍ଛାବାଣ: କହିଲେ ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ଅଛି, ବିଜେଡି ସମର୍ଥନ ନ କଲେ ଭାଜପା ସହ…
ଭୁବନେଶ୍ୱର,୨୪ା୭): ଅନାସ୍ଥା ଚର୍ଚ୍ଚା ଉପରେ ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ବାହିନୀପତି ତେର୍ଚ୍ଛାବାଣ ମାରିଛନ୍ତି। ତାରା କହିଛନ୍ତି, ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ରହିଛି। ଆମେ ୧୪ ବିଧାୟକ ଓ ଆମ ସହ ଜଣେ…
ସମ୍ବଲପୁରରେ ଶାଲିମାର ଏକ୍ସପ୍ରେସ ଲାଇନ୍ଚ୍ୟୁତ
ସମ୍ବଲପୁର,୨୪ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଲାଇନଚ୍ୟୁତ ହୋଇ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛି। ମହିମା ଗୋସାଇଁ ଶାଲିମାର ଏକ୍ସପ୍ରେସ୍। ଶାଲିମାରରୁ ଅନୁଗୋଳ ଦେଇ ସମ୍ବଲପୁର ଆସୁଥିବା ଟ୍ରେନ୍ ନମ୍ବର ୨୦୮୩୧ ମହିମା ଗୋସାଇଁ-ଶାଲିମାର ଏକ୍ସପ୍ରେସ ଟ୍ରେନ୍ର ଶେଷ ଟ୍ରଲି ବଗିର ପୂର୍ବ ଅଣସଂରକ୍ଷିତ…
ଭାରତର ପଡୋଶୀ ଦେଶରେ ଭୟଙ୍କର ଯୁଦ୍ଧ: ଗଡୁଛି ଗୋଟିଏ ପରେ ଗୋଟିଏ ମୁଣ୍ଡ
ନୂଆଦିଲ୍ଲୀ,୨୪।୭: ଥାଇଲାଣ୍ଡ ସମ୍ପ୍ରତି କାମ୍ବୋଡିଆର ବିବାଦୀୟ ସାମରିକ ଘାଟି ଉପରେ F-16 ଲଢ଼ୁଆ ବିମାନ ବ୍ୟବହାର କରି ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଥାଇ ଅଞ୍ଚଳରେ ପ୍ରବଳ ଗୁଳିମାଡ଼ ଏବଂ ରକେଟ ଆକ୍ରମଣ ହେଉଥିବା ସମୟରେ ଏହି ପଦକ୍ଷେପ ନିଆଯାଇଥିଲା। ଥାଇ…
ନକଲି ଔଷଧ ନେଉଛି ଅକାଳରେ ଜୀବନ
ମହାକାଳପଡ଼ା,୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): ସରକାର ଗ୍ରାମାଞ୍ଚଳଗୁଡିକରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରଠାରୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କରି ନିରାମୟ ଯୋଜନାରେ ମାଗଣାରେ ଔଷଧ ଓ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଖୋଲି ୧୨୦ ପ୍ରକାର ଔଷଧ ଯୋଗାଇ ଦେଉଛନ୍ତି।…
ନିର୍ବାଚନ ବର୍ଜନ କରିବାକୁ ଧମକ ଦେଲେ ତେଜସ୍ବୀ ଯାଦବ
ନୂଆଦିଲ୍ଲୀ,୨୪।୭: ବିରୋଧୀ ଦଳ ବିହାରରେ ଚାଲିଥିବା SIRକୁ ଦୃଢ଼ ବିରୋଧ କରୁଛି। ବିରୋଧୀ ଦଳ ନେତା ତେଜସ୍ବୀ ଯାଦବ ଚଳିତ ବର୍ଷ ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ବର୍ଜନ ଘୋଷଣା କରିଛନ୍ତି। ତେଜସ୍ବୀ ଯାଦବ ଗଣମାଧ୍ୟମକୁ କହିଛନ୍ତି, ଆମେ ନିର୍ବାଚନ…
ବୈଜ୍ଞାନିକମାନେ ପ୍ରସ୍ତୁତ କଲେ ଏମିତି ଏକ ସେନ୍ସର, ଯାହା ନିମିଷକରେ ଚିହ୍ନଟ କରିବ ପ୍ରାଣଘାତକ ରୋଗ
NITର ବୈଜ୍ଞାନିକମାନଙ୍କ ଏକ ଗ୍ରୁପ୍ ଏକ ଉପକରଣ ବିକଶିତ କରିଛନ୍ତି ଯାହା ରୋଗୀଙ୍କ ବେଡ୍ ପାଖରେ ସେପ୍ସିସର ପ୍ରାରମ୍ଭିକ ଲକ୍ଷଣଗୁଡ଼ିକୁ ଚିହ୍ନଟ କରିବାରେ ସାହାଯ୍ୟ କରିବ। ବୈଜ୍ଞାନିକମାନେ ଦାବି କରିଛନ୍ତି ଯେ, ଏହି ଉପକରଣ ମାତ୍ର ୧୦ ମିନିଟ୍ ମଧ୍ୟରେ ଫଳାଫଳ…
ସ୍ବାମୀଙ୍କ ଜିଭ କାଟି ଗିଳିଦେଲେ ସ୍ତ୍ରୀ: ସମ୍ପୂର୍ଣ୍ଣ ଘଟଣା ଜାଣିବା ପରେ ପୋଲିସ ବି ତାଜୁବ
ପାଟନା,୨୪।୭: ବିହାରର ଗୟାରୁ ଏକ ଅଜବ ଏବଂ ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କ ଜିଭ କାଟି ଗିଳି ଦେଇଛନ୍ତି। ସ୍ବାମୀ ଯନ୍ତ୍ରଣାରେ ଛଟପଟ ହେବାକୁ ଲାଗିଲେ, ସେ ସମସ୍ତ ରକ୍ତ ମଧ୍ୟ ପିଇଦେଲେ। ତା’ପରେ…
ପୁଣି ବଡ଼ଧରଣର ପ୍ଲେନ୍ କ୍ରାଶ୍: ସବୁ ଯାତ୍ରୀ ମୃତ୍ୟୁବରଣ କରିଥିବା ଆଶଙ୍କା
ମସ୍କୋ,୨୪।୭: ରୁଷିଆର ଅମୁର ଅଞ୍ଚଳରେ ଅଙ୍ଗାରା ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪୯ ଜଣ ଯାତ୍ରୀ ଥିଲେ। ରୁଷିଆ ସେନା ଭଗ୍ନାବଶେଷ ପାଇଛି, ଯାହା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି। କିଛି ଘଣ୍ଟା ପୂର୍ବରୁ ଏହି ବିମାନ…
Archives


