Home

ବିଶ୍ୱତାପନ ବୃଦ୍ଧି ୧.୫ ଡିଗ୍ରୀରେ ସୀମିତ ପାଇଁ ସହମତି

ରୋମ୍‌, ୧।୧୧: ବିଶ୍ୱ ତାପନ ପ୍ରାକ୍‌ ଶିଳ୍ପାୟନ ସ୍ତରଠାରୁ ୧.୫ ଡିଗ୍ରୀ ସେଲ୍‌ସିୟସ୍‌ ଊର୍ଦ୍ଧ୍ୱରେ ସୀମିତ ରଖିବା ଆବଶ୍ୟକତା ଉପରେ ଜି-୨୦ ସମିଟ୍‌ରେ ୨୦ ସଦସ୍ୟ ରାଷ୍ଟ୍ର ସହମତ ହୋଇଛନ୍ତି। ୨୦୧୫ ପ୍ୟାରିସ୍‌ ଚୁକ୍ତିନାମାରେ ବିଶ୍ୱ ଉତ୍ତାପ ବୃଦ୍ଧିକୁ ୧.୫ ଡିଗ୍ରୀ…

ଆଜିଠୁ ୟୁଜି ପ୍ରଥମବର୍ଷ ଶ୍ରେଣୀଗୃହ ପାଠପଢ଼ା

ଭୁବନେଶ୍ୱର,୧।୧୧(ବ୍ୟୁରୋ): କରୋନା ସ୍ଥିତି ବଦଳୁଥିବାରୁ ରାଜ୍ୟ ସରକାର ପର୍ଯ୍ୟାୟକ୍ରମେ ଶିକ୍ଷାନୁଷ୍ଠାନଗୁଡ଼ିକୁ ଖୋଲୁଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ୟୁଜି (ସ୍ନାତକ) ପ୍ରଥମ ବର୍ଷ ପିଲାଙ୍କ ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ତେବେ କରୋନା କଟକଣାକୁ ଠିକ୍‌ ଭାବେ ପାଳନ କରିବାକୁ ଉଚ୍ଚଶିକ୍ଷା ବିଭାଗ…

ପେଟ୍ରୋଲ ୩୬, ଡିଜେଲ ୩୯ ପଇସା ବୃଦ୍ଧି

ଭୁବନେଶ୍ୱର/ନୂଆଦିଲ୍ଲୀ, ୧।୧୧: କ୍ରମାଗତ ୫ମ ଦିନ ଲାଗି ସାରା ଦେଶରେ ତୈଳ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ପେଟ୍ରୋଲ ୩୬ ପଇସା ଏବଂ ଡିଜେଲ…

ସ୍କୁଲ ଅଧୀନକୁ ଆସିବ ଜମି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ ପରିଚାଳିତ କେତେକ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନ ପରିସରରେ ଥିବା ଜମିଗୁଡ଼ିକର ମାଲିକାନା ସ୍କୁଲ ହୋଇ ନାହିଁ। ସେହି ସ୍କୁଲଗୁଡ଼ିକର ଅବ୍ୟବସ୍ଥିତ ଜମିଗୁଡ଼ିକର ରେକର୍ଡ ଅଫ ରାଇଟ(ଆର୍‌ଓଆର୍‌) ସଂଶୋଧନ କରିବାକୁ ଗଣଶିକ୍ଷା…

ବିଲେଇ ଛୁଆକୁ ନିଜ ପିଲା ଭାବି ଗେଲ କରୁଛି କୁକୁର, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ କେତେବେଳେ କ’ଣ ଭାଇରାଲ ହେଉଛି ତାହା କହି ହେବ ନାହିଁ। ଏବେ ଏମିତି ଏକ କୁକୁର ଏବଂ ବିଲେଇ ଛୁଆର ଭିଡିଓ ଭାଇରାଲ ହେଉଛି, ଯାହା ଦେଖିଲେ ମନ ଖୁସିରେ ଭରି ଉଠିବ। ସାଧାରଣତଃ କୁକୁରକୁ ଦେଖି ବିଲେଇ…

ଐଶ୍ୱର୍ଯ୍ୟାଙ୍କ ଏହି ଗୁଣକୁ ପସନ୍ଦ କରନ୍ତିନି ନଣନ୍ଦ ଶ୍ୱେତା

ମୁମ୍ବାଇ: ଆଜି ଅର୍ଥାତ୍‌ ନଭେମ୍ବର ୧ରେ ହେଉଛି ବିଶ୍ୱସୁନ୍ଦରୀ ତଥା ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଜନ୍ମଦିନ। ଆଜିର ଏହି ଶୁଭଦିନରେ ଜାଣନ୍ତୁ ଅଭିନେତ୍ରୀଙ୍କ ଜୀବନର କିଛି ଖାସ୍‌ କଥା ସମ୍ପର୍କରେ… ବିଶ୍ୱସୁନ୍ଦରୀ ଐଶ୍ୱର୍ଯ୍ୟା ୨୦୦୭ ଏପ୍ରିଲ ୨୦ରେ ବିଗ୍‌-ବି’ଙ୍କ ପୁଅ…

ଶୂନରେ ଅଟିକିଛି ଟିମ୍‌ ଇଣ୍ଡିଆ

ଦୁବାଇ,୩୧।୧୦: ଚଳିତ ଟି୨୦ ବିଶ୍ୱକପ୍‌ରେ ଆଉ ଏକ ବୃହତ୍‌ ପରାଜୟର ସମ୍ମୁଖୀନ ହୋଇଛି ଟିମ୍‌ ଇଣ୍ଡିଆ। ପାକିସ୍ତାନ ଠାରୁ ୧୦ ଉଇକେଟରେ ପରାସ୍ତ ଥିବା ଭାରତୀୟ ଦଳକୁ ୩୩ ବଲ ପୂର୍ବରୁ ୮ ଉଇକେଟରେ ହରାଇ ଦେଇଛି ନ୍ୟୁଜିଲାଣ୍ଡ। ଫଳରେ ଏପର୍ଯ୍ୟନ୍ତ…

ପେଟ୍ରୋଲ ଦର ବୃଦ୍ଧି ପାଉଛି ବୋଲି ଏଭଳି ଉପାୟ ଆପଣାଇଲେ ବ୍ୟକ୍ତି; ଭିଡିଓ ଦେଖିଲେ…

ଦିନକୁ ଦିନ ପେଟ୍ରୋଲ-ଡିଜେଲର ଦରଦାମ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଚିନ୍ତାରେ ଖାଉଟି। ମହଙ୍ଗା ମାଡ଼ ଯୋଗୁ ଲୋକମାନେ ସେଥିରୁ ବାହାରିବା ଲାଗି ଭଳିକି ଭଳି ଉପାୟ ଆପଣାଉଛନ୍ତି। ସେଭଳି ଏକ ଦେଶୀ ଯୋଗାଡ଼କୁ ନେଇ ଭିଡିଓ ସୋସିଆଲ ମିଡିଆରେ…

ଓ୍ବାଙ୍ଖଡେଙ୍କ ସମର୍ଥନରେ ବାହାରିଲେ ଅଠଓ୍ବାଲେ

ମୁମ୍ବାଇ,୩୧।୧୦: କ୍ରୁଜ ଡ୍ରଗ୍ସ ମାମଲାରେ ଏନସିବି ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେ ନାଁରେ ମହାରାଷ୍ଟ୍ର ସରକାରର ମନ୍ତ୍ରୀ ତଥା ଏନସିପି ନେତା ନବାବ ମଲିକଙ୍କୁ ଲଗାତାର ଅଭିଯୋଗ କରୁଛନ୍ତି। ନବାବ ମଲିକ ଅଭିଯୋଗ କରିଛନ୍ତି ଯେ, ସମୀର ୱାଙ୍ଖଡେ ଅନୁସୂଚିତ ଜାତିର…

ବାଜିବ ଶାହାନାଇ; ପ୍ରେମିକ ବିକ୍କିଙ୍କ ହାତ ଧରିବାକୁ ଯାଉଛନ୍ତି ଏହି ଚର୍ଚ୍ଚିତ ଅଭିନେତ୍ରୀ

ବମ୍ବେ: ଖୁବ୍‌ଶୀଘ୍ର ବାଜିବ ଶାହାନାଇ। ପ୍ରେମିକ ବିକ୍କି ଜୈନଙ୍କ ହାତ ଧରିବେ ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ। ଦୀର୍ଘଦିନରୁ ଉଭୟ ପରସ୍ପରକୁ ଡେଟ୍‌ କରୁଥିଲେ। ଏବେ କିନ୍ତୁ ଆଉ ପାଦେ ଆଗକୁ ଯାଇ ସମ୍ପର୍କ ଉପରେ ମୋହର ମାରିବାକୁ ଦୁହେଁ ନିଷ୍ପତ୍ତି ନେଇଛନ୍ତି।…

ପ୍ରସିଦ୍ଧ ଟ୍ରେଭି ଫାଉଣ୍ଟେନ୍‌ ବୁଲିବାକୁ ଗଲେ ମୋଦି

ରୋମ,୩୧।୧୦: ପାଞ୍ଚ ଦିନିଆ ବିଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ତ୍ତମାନ ଇଟାଲୀର ରାଜଧାନୀ ରୋମରେ ଅଛନ୍ତି। ଜି -୨୦ ଶିଖର ସମ୍ମିଳନୀରେ ଭାଗ ନେବା ଅବସରରେ ସେ ରୋମର ଐହିହ୍ୟ ଉପଭୋଗ କରୁଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ଅନ୍ୟ ବିଶ୍ୱ…

ଅଷ୍ଟ୍ରେଲିୟ କ୍ରିକେଟରଙ୍କ ବଡ଼ ଭବିଷ୍ୟବାଣୀ; ବିଶ୍ୱକପ୍‌ ଫାଇନାଲ ଖେଳିବେ…

ଦୁବାଇ, ୩୧।୧୦: ଏବେ ଟି-୨୦ ବିଶ୍ୱକପ୍‌ର ସୁପର-୧୨ ମୁକାବିଲା ଖେଳାଯାଉଛି। ଏହାପରେ ସେମିଫାଇନାଲ ଏବଂ ଫାଇନାଲ ଖେଳାଯିବ। ଏଣୁ ପୂର୍ବରୁ ବିଶ୍ୱକପ୍‌ରେ କିଏ ବାଜି ମାରିବ ସେନେଇ କହିବା ମୁସ୍କିଲ। ଏବେ ଅଷ୍ଟ୍ରେଲିଆର ପୂର୍ବ ଅଭିଜ୍ଞ ସ୍ପିନର ଶେନ୍‌ ଓ୍ବାର୍ନ ବଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri