ଆଜି କରୋନା ନେଲା ୫୩ ଜୀବନ: ମୃତ୍ୟୁ ସଂଖ୍ୟା ୮ ହଜାର ଟପିଲା
ଭୁବନେଶ୍ୱର,୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮ ହଜାର ଟପିଛି। ଏବେ ୮,୦୨୨ ଜଣ କରୋନାରେ ଆଖିବୁଜିଛନ୍ତି। ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…
ଦୈନିକ ସଂକ୍ରମଣ ପୁଣି ଟପିଲା ୪୦ ହଜାର…
ନୂଆଦିଲ୍ଲୀ,୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…
ପିଲାଙ୍କ ପାଇଁ ବିପଦ ବଢୁଛି: ଆଜି ୧୨୫ ପିଲା କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୧୨୫ ଜଣ ଅଛନ୍ତି। ଏହି ୭୧୯ ଜଣଙ୍କ ମଧ୍ୟରୁ ୪୨୨ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୯୭ଟି…
ଚତୁର୍ଥ ଟେଷ୍ଟ ପୂର୍ବରୁ ଭାରତୀୟ ଦଳକୁ ମିଳିଲା ଖୁସି ଖବର
ଲଣ୍ଡନ,୧।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ମ୍ୟାଚ ଗୁରୁବାର ଠାରୁ ଓଭାଲରେ ଖେଳାଯିବ। ଏହି ସିରିଜରେ ଉଭୟ ଦଳ ୧-୧ ରେ ରହିଛନ୍ତି ଏବଂ ଏବେ ଭାରତ-ଇଂଲଣ୍ଡ ଦଳ ଓଭାଲ ଟେଷ୍ଟରେ ଅଗ୍ରଣୀ ହେବାକୁ ଚାହୁଁଛନ୍ତି। ସିରିଜର ଚତୁର୍ଥ…
ଆଜିଠୁ ବିଧାନସଭା
ଭୁବନେଶ୍ୱର,୧ା୯(ବ୍ୟୁରୋ):ବୁଧବାରଠାରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ସେପ୍ଟେମ୍ବର ୯ ଯାଏ ଚାଲିବ। ଏହି ଅଧିବେଶନରେ ୮ଟି କାର୍ଯ୍ୟଦିବସ ରହିଛି। ୮ ଦିନରୁ ୭ ଦିନ ସରକାରୀ ଦିବସ ପାଇଁ ସମୟ ନିର୍ଘଣ୍ଟ ହୋଇଥିବା ବେଳେ ଗୋଟିଏ ଦିନ…
ମାସ ଆରମ୍ଭରୁ ରୋଷେଇ ଘରେ ମହଙ୍ଗା ମାଡ଼ …
ନୂଆଦିଲ୍ଲୀ,୧।୯: ମାସ ଆରମ୍ଭରୁ ରୋଷେଇ ଘରେ ମହଙ୍ଗା ମାଡ଼ ହୋଇଛି। ଏଲ୍ପିଜି ସିଲିଣ୍ଡର ଦାମ୍ ପୁଣି ବଢ଼ିଛି। ଘରେ ବ୍ୟବହୃତ ହେଉଥିବା ସବସିଡ଼ି ଯୁକ୍ତ ସିଲିଣ୍ଡର ଦାମରେ ୨୫ ଟଙ୍କା ବୃଦ୍ଧି ଘଟିଛି। କେବଳ ଘରୋଇ ଏଲପିଜି ସିଲିଣ୍ଡର ନୁହେଁ, ୧୯…
ଇୟୁ ବୈଠକରେ ଶରଣାର୍ଥୀ ଚିନ୍ତା
ବ୍ରୁସେଲ୍ସ, ୧ା୯: ଆଫଗାନିସ୍ତାନକୁ ତାଲିବାନ୍ ନିୟନ୍ତ୍ରଣକୁ ନେବା ପରେ ସେଠାରେ ସୃଷ୍ଟି ହୋଇଥିବା ଅସ୍ଥିରତା ଟାଳିବା ଏବଂ ଆଫଗାନ୍ ଶରଣାର୍ଥୀ ସଙ୍କଟ ରୋକିବା ଏବେ ବଡ଼ ଚ୍ୟାଲେଞ୍ଜ ହୋଇଛି। ୨୦୧୫ରେ ସିରିଆ ଗୃହଯୁଦ୍ଧ ପରେ ସୃଷ୍ଟି ହୋଇଥିବା ଶରଣାର୍ଥୀ ସମସ୍ୟାର ପୁନରାବୃତ୍ତି…
ଯୁଦ୍ଧ ଶେଷ, ଆହ୍ବାନ ଆରମ୍ଭ
କାବୁଲ/ଓ୍ବାଶିଂଟନ,୧।୯: ଆଧୁନିକ ବିଶ୍ୱର ଅନ୍ୟତମ ଲମ୍ବା ଯୁଦ୍ଧରେ ପୂର୍ଣ୍ଣଚ୍ଛେଦ। ଜୀବନର ୨ ଦଶନ୍ଧି ବିତାଇବା ପରେ ସ୍ବଦେଶକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ଆମେରିକୀୟ ସୈନ୍ୟ। ଆଫଗାନିସ୍ତାନ ମାଟିରେ ଛାଡ଼ି ଯାଇଛନ୍ତି ଅନେକ ସନ୍ତକ, ଅଭୁଲା ଅତୀତ। ଯେଉଁ ତାଲିବାନ୍ଠୁ ଆରମ୍ଭ ହୋଇଥିଲା କାହାଣୀ…
ରାଜନୈତିକସ୍ତରରେ ସମାଧାନ କର
ନୂଆଦିଲ୍ଲୀ, ୧।୯: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ଗ୍ରାମପୁଞ୍ଜକୁ ନେଇ ସୃଷ୍ଟି ହୋଇଥିବା ସୀମା ବିବାଦକୁ ଉଭୟ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ରାଜନୈତିକସ୍ତରରେ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ମଙ୍ଗଳବାର ସର୍ବୋଚ୍ଚ ଅଦାଲତ କହିଛନ୍ତି। ବିଚାରପତି ଏ. ଏମ୍.…
ସ୍ତ୍ରୀ ଗହଣା ବିକି ସ୍ବାମୀଙ୍କୁ କରିଥିଲେ ଶୁଟର୍: ଆଜି ଦେଶକୁ କଲେ ଗୌରବାନ୍ବିତ
ଟୋକିଓ,୧।୯:ଟୋକିଓ ପାରାଲିମ୍ପିକ୍ସରେ ଭାରତର ସିହଂରାଜ ଆଧାନା ପୁରୁଷ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଏସ୍ଏଚ୍-୧ର ଫାଇନାଲରେ ବ୍ରୋଞ୍ଜ ପଦକ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସେ ୨୧୬.୮ ପଏଣ୍ଟ ସହ ଏହି ପଦକ ଜିତିଛନ୍ତି। ଏହି ଐତିହାସିକ ସଫଳତା ପରେ…
ଗର୍ଲଫ୍ରେଣ୍ଡକୁ ଏମିତି କଲେ ପ୍ରପୋଜ ଟିମ୍ ମ୍ୟାନେଜର, ଖେଳାଳି ଦେଖି ଆଶ୍ଚର୍ଯ୍ୟ
ଫୁଟବଲ ବିଷୟରେ କୁହାଯାଏ ଯେ, ଏହି ଖେଳରେ ଅଧିନାୟକଙ୍କଠାରୁ ଅଧିକ ଟିମ୍ ମ୍ୟାନେଜରଙ୍କ ଭୂମିକା ରହିଥାଏ। କିନ୍ତୁ ନିକଟରେ ଜଣେ ଫୁଟ୍ବଲ୍ ମ୍ୟାନେଜର୍ ନିଜ ଗର୍ଲଫ୍ରେଣ୍ଡ୍ ଫ୍ରେଣ୍ଡଙ୍କୁ ପ୍ରପୋଜ କରିବା ପାଇଁ ନିଜ ଖେଳାଳିଙ୍କୁ ବ୍ୟବହାର କରିଥିବା ଜଣାପଡିଛି। ପାରାଗୁଏରେ ଏମିତି…
ଓଭାଲରେ ଅସଲ ପରୀକ୍ଷା: ଡରାଉଛି ରେକର୍ଡ
ଓଭାଲ,୧।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ – ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ସେପ୍ଟେମ୍ବର ୨ରୁ ଓଭାଲ ଗ୍ରାଉଣ୍ଡରେ ଖେଳାଯିବ। ଲର୍ଡସ ଟେଷ୍ଟ ଜିତିଥିବା ଟିମ ଇଣ୍ଡିଆ ଲିଡ୍ସରେ ଗୋଟିଏ ଇନିଂସ ଏବଂ ୭୨ ରନ୍ରେ ଇଂଲଣ୍ଡଠାରୁ ପରାସ୍ତ ହୋଇଥିଲା। ହରାଇ…
Archives


