ଘରେ ସୁଖ-ସମୃଦ୍ଧି ଆଣେ ଏସବୁ ଗଛ; ଲଗାଇବା ପରେ ଆପଣାଛାଏଁ ଦୂର ହୁଏ ସମସ୍ୟା
ଘରେ ସୁଖ ଏବଂ ସମୃଦ୍ଧି ଲାଗି ରହୁ। ଟଙ୍କା ପଇସାର ଅଭାବ କେବେ ନ ରହୁ ବୋଲି ସମସ୍ତେ ଚାହାନ୍ତି। ଏଥିପାଇଁ ଦିନରାତ୍ରୀ ପରିଶ୍ରମ କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ହେଲେ ଯଦି ଜଣେ ସମସ୍ତ ପ୍ରଚେଷ୍ଠା ସତ୍ତ୍ୱେ ଅସୁବିଧାର…
ବଦଳିବନି ଏସବୁ ସୋସିଆଲ ମିଡିଆ
ନ୍ୟୁୟର୍କ,୨୯ା୧୦: ସୋସିଆଲ ମିଡିଆ ଜିଆଣ୍ଟ ଫେସ୍ବୁକ୍ର ନାଁ ପରିବର୍ତ୍ତନ କରାଯାଇ ‘ମେଟା’ ରଖାଯିବ ବୋଲି କମ୍ପାନୀ ସିଇଓ ମାର୍କ ଜୁକରବର୍ଗ ଗୁରୁବାର ବାର୍ଷିକ କନେକ୍ଟ-୨୦୨୧ ବୈଠକରେ ଘୋଷଣା କରିଛନ୍ତି। ଫେସ୍ବୁକ୍ର ନାଁ ବଦଳିବା ନେଇ କିଛି ଦିନ ହେଲା କମ୍ପାନୀ ଯୋଜନା…
ପୁରୁଷଙ୍କୁ ନେଇ ଏମିତି ଟୁଇଟ୍ କଲେ ମହିଳା, ଭୋଗିବାକୁ ପଡ଼ିଛି ୫ ମାସ ଜେଲ୍ ଦଣ୍ଡ
ତୁର୍କୀର ଜଣେ ମହିଳା ସୋସିଆଲ ମିଡିଆରେ ପୁରୁଷଙ୍କୁ ନେଇ ଏମିତି ଟୁଇଟ୍ କରିଛନ୍ତି, ଯେଉଁଥିପାଇଁ ତାଙ୍କୁ ୫ ମାସ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିଛି। ମହିଳା ଜଣକ ପୁରୁଷଙ୍କୁ ନେଇ ଏକ ଟୁଇଟ୍ କରିଥିଲେ, ଯାହା ପୁରୁଷଙ୍କ ପାଇଁ ଅପମାନ ବୋଲି…
ଥମୁନି ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ,୨୯।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୪,୩୪୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୮୦୫ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…
ଏହି ଦେଶରେ ଭଗବାନ ବୁଦ୍ଧଙ୍କ ପ୍ରତିମୂର୍ତ୍ତି ସହ ସେଲ୍ଫି ନେବା ବେଆଇନ
ଦୁନିଆରେ ପ୍ରତ୍ୟେକ ଦେଶର ନିଜସ୍ବ ନୀତି, ନିୟମ ଏବଂ କାନୁନ ରହିଛି। ଅନେକ ଦେଶରେ କିଛି ଅଜବ ନିୟମ ଅଛି, ଯାହା ବିଷୟରେ ଜାଣିଲେ ବିଶ୍ୱାସ ହୁଏନି। ମାତ୍ର ଏହା ସତ। ଏଥି ସହିତ କେତେକ ଦେଶର ନିୟମ ଶୁଣିବା ମଧ୍ୟ…
ଖୁସି ଖବର ଦେଲେ ରୋନାଲଡୋ
ଲଣ୍ଡନ,୨୯।୧୦: ପ୍ରସିଦ୍ଧ ଫୁଟବଲ ଖେଳାଳି କ୍ରିଷ୍ଟିଆନୋ ରୋନାଲଡୋ ଯମଜ ସନ୍ତାନର ପିତା ହେବାକୁ ଯାଉଛନ୍ତି। ସେ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ପର୍ତ୍ତୁଗାର୍ଲ ଫୁଟବଲ ଖେଳାଳି ରୋନାଲଡୋଙ୍କ ପୂର୍ବରୁ ୪ ସନ୍ତାନ ଅଛି। ସେ ଏବେ ଇଂରାଜୀ ଫୁଟବଲ…
‘ମର୍ଣ୍ଣି ଓ୍ବାକ୍’ ଯାଇଥିବାବେଳେ ମାଡିଗଲା ସ୍କର୍ପିଓ: ଚାଲିଗଲା ୪ ଜୀବନ
ପାଟନା,୨୯।୧୦: ବିହାରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବିହାରର ଆରା ଜିଲାରେ ଏକ ସଡ଼କ ଦୁର୍ଘଟଣାରେ ୪ ଜଣ ମହିଳାଙ୍କ ଜୀବନ ଯାଇଛି। ‘ମର୍ଣ୍ଣି ଓ୍ବାକ୍’ ଯାଇଥିବାବେଳେ ୪ ମହିଳାଙ୍କ ଉପରେ ସ୍କର୍ପିଓ ଚଢିଯାଇଥିଲା। କୁହାଯାଉଛି ଯେ ଗାଡି ଚାଳକ…
ଆର୍ବିଆଇ ଗଭର୍ନରଙ୍କ କାର୍ଯ୍ୟକାଳ ବଢିଲା
ନୂଆଦିଲ୍ଲୀ,୨୯।୧୦: ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ତିନି ବର୍ଷ ବୃଦ୍ଧି କରାଯାଇଛି। ତାଙ୍କର କାର୍ଯ୍ୟକାଳ ଡିସେମ୍ବର ୧୦, ୨୦୨୧ରେ ଶେଷ ହେବାର ଥିଲା କିନ୍ତୁ କ୍ୟାବିନେଟ ନିଯୁକ୍ତି କମିଟି ଶକ୍ତିକାନ୍ତଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ଆରବିଆଇର ଗଭର୍ନର…
ଫେସ୍ବୁକ୍ ନାଁ ହେଲା ମେଟା
ନ୍ୟୁୟର୍କ, ୨୯ା୧୦: ସୋସିଆଲ ମିଡିଆ ଜିଆଣ୍ଟ ଫେସ୍ବୁକ୍ର ନାଁ ପରିବର୍ତ୍ତନ କରାଯାଇ ‘ମେଟା’ ରଖାଯିବ ବୋଲି କମ୍ପାନୀ ସିଇଓ ମାର୍କ ଜୁକରବର୍ଗ ଗୁରୁବାର ବାର୍ଷିକ କନେକ୍ଟ-୨୦୨୧ ବୈଠକରେ ଘୋଷଣା କରିଛନ୍ତି। ଫେସ୍ବୁକ୍ର ନାଁ ବଦଳିବା ନେଇ କିଛି ଦିନ ହେଲା କମ୍ପାନୀ…
କୋହଲିଙ୍କୁ ଏମିତି ଦେଖି ଇଶାନଙ୍କ ପାଟି ରହିଗଲା ଖୋଲା
ଦୁବାଇ,୨୯।୧୦: ଟି -୨୦ ବିଶ୍ୱକପ ୨୦୨୧ରେ ଭାରତୀୟ କ୍ରିକେଟ ଦଳର ଯାତ୍ରା ବିପର୍ଯ୍ୟୟରୁ ଆରମ୍ଭ ହୋଇଛି। ସୁପର -୧୨ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍ରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନଠାରୁ ୧୦ ଉଇକେଟ ହରାଇ ପରାସ୍ତ ହୋଇଛି ଭାରତ। ଅକ୍ଟୋବର ୩୧ରେ ଦଳ ନ୍ୟୁଜିଲାଣ୍ଡକୁ ସାମ୍ନା…
ଆଜିର ଦିନକୁ କେବେ ଭୁଲିପାରିବେ ନାହିଁ ଭାରତୀୟ କ୍ରିକେଟ୍ ପ୍ରଶଂସକ
ନୂଆଦିଲ୍ଲୀ,୨୯।୧୦:ବର୍ଷ ୨୦୦୦, ଦିନ ୨୯ ଅକ୍ଟୋବର। ସ୍ଥାନ – ଶାରଜା। ସମସ୍ତ ଭାରତୀୟ କ୍ରିକେଟ ପ୍ରଶଂସକ ଏକ ବଡ଼ ଟାଇଟଲ୍ ବିଜୟ ପାଇଁ ଅପେକ୍ଷା କରିଥିଲେ, କିନ୍ତୁ ସମସ୍ତଙ୍କର ସ୍ବପ୍ନ ଧ୍ୱଂସ ହୋଇଯାଇଥିଲା। କେହି ଭାବି ନ ଥିଲେ ଯେ ସୌରଭ…
ନଭେମ୍ବର ୩୦ ଯାଏ ବଢ଼ିଲା କଣ୍ଟେନମେଣ୍ଟ କଟକଣା
ନୂଆଦିଲ୍ଲୀ, ୨୯।୧୦(ପି.ଟି.):କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କୋଭିଡ୍-୧୯ ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ଜନସ୍ବାସ୍ଥ୍ୟ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ସେଥିପାଇଁ କେନ୍ଦ୍ର ସରକାର କୋଭିଡ୍ କଣ୍ଟେନମେଣ୍ଟ କଟକଣାକୁ ନଭେମ୍ବର ୩୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସ୍ବରାଷ୍ଟ୍ର ସଚିବ ଅଜୟ ଭାଲ୍ଲା…
Archives


