Home

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଲାଭପ୍ରଦ…

ଆମ ଶରୀରରେ କ୍ୟାଲୋରି ପରିମାଣ ସନ୍ତୁଳିତ ରହିବା ଦରକାର। ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାଲାଡ ସାମିଲ କରନ୍ତୁ। ଏହା କ୍ୟାଲୋରିକୁ ସନ୍ତୁଳିତ ରଖେ। ତଟକା ଫଳମୂଳରେ ପ୍ରସ୍ତୁତ ସାଲାଡ୍‌ ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସେଥିପାଇଁ ବ୍ରେକ୍‌ଫାଷ୍ଟରେ ଏହାକୁ…

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୩୦।୮: ପାକିସ୍ତାନର ଏକ ଷଡ଼ଯନ୍ତ୍ର ପୁଣି ବିଫଳ ହୋଇଛି। ଜମ୍ମୁ-କଶ୍ମୀରର ପୁଞ୍ଚ୍‌ ସେକ୍ଟରରେ ଏକ ଅନୁପ୍ରବେଶ ଉଦ୍ୟମକୁ ସେନା ଯବାନଙ୍କ ପକ୍ଷରୁ ପଣ୍ଡ କରାଯାଇଛି। ସେନା ଯବାନଙ୍କ ଗୁଳିରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ପାକିସ୍ତାନ ପଟୁ ଆତଙ୍କବାଦୀ ଜଣକ ଭାରତୀୟ…

ହୃଦ୍‌ରୋଗ ଓ ଖାଦ୍ୟ

ଆଜିକାଲି ହୃଦ୍‌ରୋଗ ଏକ ସାଧାରଣ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ୍‌ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ, ରକ୍ତ ସଞ୍ଚାଳନରେ ବାଧା ସୃଷ୍ଟି ହେଲେ ତାହା ହୃଦ୍‌ରୋଗର କାରଣ ସାଜିଥାଏ। ଯଦି ଏହି ସ୍ବାସ୍ଥ୍ୟ ସମସ୍ୟାର ଠିକ୍‌ ସମୟରେ ସମାଧାନ…

ସ୍ତ୍ରୀଙ୍କୁ ଏମିତି ମେସେଜ୍‌ କରନ୍ତି ଶାହିଦ କପୁର, ସ୍କ୍ରିନ୍‌ଶଟ୍‌ ଶେୟାର କଲେ ମୀରା

ବଲିଉଡ ଅଭିନେତା ଶାହିଦ କପୁର ଏବଂ ତାଙ୍କ ସ୍ତ୍ରୀ ମୀରା ରାଜପୁତ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ମୀରା ଶାହିଦଙ୍କ ସହ ଏକ ବ୍ୟକ୍ତିଗତ ଚାଟର ସ୍କ୍ରିନସଟ ପ୍ରଶଂସକଙ୍କ ସହଶେୟାର କରିଛନ୍ତି। ସୋସିଆଲ ମିଡିଆରେ ଏହି ସ୍କ୍ରିନସଟ ଭାଇରାଲ ହେବାରେ ଲାଗିଛି।…

ଆଜି ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ଶ୍ରାଦ୍ଧବାର୍ଷିକୀ: ଚକାପାଦରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ ଚକାପାଦ/ତୁମୁଡିବନ୍ଧ,୩୦ା୮: କନ୍ଧମାଳ ଜିଲାର ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯାଉଛି। କୋଭିଡ୍‌ କଟକଣା ମଧ୍ୟରେ ଏହା ପାଳନ କରାଯାଉଛି। ଏଥିପାଇଁ ଆଶ୍ରମ ପରିସର ଚଳଚଞ୍ଚଳ…

୧୦୦ ଦେଶର ମିଳିତ ବିବୃତ୍ତି , ଆଫଗାନିସ୍ତାନରେ ଏୟାରଲିଫ୍ଟ ରହିବ ଜାରି…

ଓ୍ବାଶିଂଟନ/କାବୁଲ,୩୦।୮: ଆଫଗାନିସ୍ତାନରୁ ଏୟାରଲିଫ୍ଟ ନେଇ ଆମେରିକା ସମେତ ୧୦୦ଟି ଦେଶ ପକ୍ଷରୁ ମିଳିତ ବିବୃତ୍ତି ଜାରି କରାଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ଲୋକଙ୍କ ସୁରକ୍ଷିତ ସ୍ଥାନାନ୍ତରଣ ଆଗାମୀ ଦିନରେ ମଧ୍ୟ ସମ୍ପନ୍ନ ହେବ। ତାଲିବାନ ପକ୍ଷରୁ ବିଭିନ୍ନ ଦେଶର ନାଗରିକଙ୍କ…

ସ୍ମଗ୍‌ ଖୁମ୍ବ

ଚଳିତ ବର୍ଷ ଅଗଷ୍ଟ ୨୩ ତାରିଖରେ ଦିଲ୍ଲୀର କନ୍ନଟପ୍ଲେସ୍‌ଠାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଗୋଟିଏ ସ୍ମଗ୍‌ ଖୁମ୍ବର ଉଦ୍‌ଘାଟନ କରିଛନ୍ତି। ବାୟୁକୁ ପରିଷ୍କାର କରି ଏହାର ପ୍ରଦୂଷଣରୁ ସେହି ଅଞ୍ଚଳକୁ ମୁକ୍ତ ରଖିବା ପାଇଁ ଏହା ପ୍ରତିଷ୍ଠା କରାଯାଇଛି। ସ୍ମଗ୍‌ କ’ଣ ପ୍ରଥମେ…

ଆରସିବିକୁ ଲାଗିଲା ବଡ଼ ଝଟ୍‌କା: ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ଦୁବାଇ,୩୦।୮: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ଆସନ୍ତା ମାସରେ ୟୁଏଇରେ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟ ପାଇଁ ଅଧିକାଂଶ ଦଳ ୟୁଏଇରେ ପହଞ୍ଚିଛନ୍ତି। ବିରାଟ କୋହଲି, ରୋହିତ ଶର୍ମା, କେ.ଏଲ ରାହୁଲଙ୍କ ପରି କିଛି ଭାରତୀୟ ଖେଳାଳି ବିଳମ୍ବରେ ୟୁଏଇରେ ସେମାନଙ୍କ…

ହିତାଧିକାରୀଙ୍କ ସଂଖ୍ୟାରେ ହେରଫେର

କେନ୍ଦ୍ରାପଡ଼ା ଅଫିସ,୩୦।୮: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆଡ଼କୁ ମୁହଁାଉଛି। ଭିତରକନିକା ଇକୋ ସେନ୍ସିଟିଭ ଜୋନ୍‌ ମିଟିଂ ପ୍ରୋସିଡିଂ, ଆଇଆଇଟି ହାଇଦ୍ରାବାଦର ପରିବେଶ ଓ ସାମାଜିକ ପ୍ରଭାବ ରିପୋର୍ଟ, ଖରସ୍ରୋତା ନଦୀକୁ ଜଣେ ଲୋକଙ୍କୁ…

ଜୀବିକା ପାଇଁ ବିପଦରେ ଜୀବନ

ମହାକାଳପଡ଼ା,୩୦ା୮( ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପ୍ରବାହିତ ନଦୀ, ନାଳ ଓ ଜୋରି ଆଦିରେ ବଉଳା କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଇଛି। କୁମ୍ଭୀର ସାଧାରଣତଃ ମାଛ, କଙ୍କଡା ଓ ନଦୀରେ ଥିବା ବର୍ଯ୍ୟବସ୍ତୁ ଖାଦ୍ୟ ରୂପେ ଗ୍ରହଣ…

୧୦ ଦିନରେ ୪୦ ଶିଶୁଙ୍କ ମୃତ୍ୟୁ…

ଲକ୍ଷ୍ନୌ,୩୦।୮: ଉତ୍ତରପ୍ରଦେଶ ଫିରୋଜାବାଦରେ ଭାଇରାଲ ଫିଭର ଏବଂ ଡେଙ୍ଗୁ ଆତଙ୍କ ଦେଖାଦେଇଛି। ଏଥିରେ ଅଧିକ ସଂଖ୍ୟକ ଶିଶୁ ଆକ୍ରାନ୍ତ ହେଉଛନ୍ତି। ଗତ ୧୦ ଦିନ ମଧ୍ୟରେ ଫିରୋଜାବାଦ ହସ୍ପିଟାଲରେ ୪୦ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ…

ଦିନେ ଭାରତୀୟ ଦଳକୁ କରୁଥିଲେ ହଇରାଣ: ଏବେ ଦେଶ ଛାଡି ଭାରତ ପାଇଁ ଖେଳିବେ କ୍ରିକେଟ୍‌

ନୂଆଦିଲ୍ଲୀ,୩୦।୮: ଏସିଆ କପ ୨୦୧୮ର ଏକ ମ୍ୟାଚ ପ୍ରତ୍ୟେକ ଭାରତୀୟ ପ୍ରଶଂସକଙ୍କ ପାଇଁ ସ୍ମରଣୀୟ। କ୍ରିକେଟ୍‌ର ଶିଶୁ କୁହାଯାଉଥିବା ହଂକଂ ଭଳି ଦଳ ଗ୍ରୁପ ମ୍ୟାଚରେ ଭାରତକୁ ପରାସ୍ତ କରିବାର ନିକଟରେ ପହଞ୍ଚିଥିଲା। ହଂକଂର ନିମ୍ନ ଅର୍ଡର ବ୍ୟାଟ୍ସମ୍ୟାନ କୁଲଦୀପ ଯାଦବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri