Home

ଆଫଗାନିସ୍ତାନରୁ ଆସିବାକୁ ଚାହୁଁଥିବା ଲୋକଙ୍କ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ…

ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନ ଛାଡ଼ିବା ନେଇ ଆମେରିକା ପକ୍ଷରୁ ବଡ଼ ଘୋଷଣା କରାଯାଇଛି। ଆମେରିକା ସେନାଙ୍କ ପାଇଁ ସମୟ ସୀମା ଅଗଷ୍ଟ ୩୧ ରହିଛି। ତେବେ ଯେଉଁମାନେ ଆଫଗାନିସ୍ତାନରୁ ଆସିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ ରାଷ୍ଟ୍ରପତି…

ଇଂଲଣ୍ଡ କ୍ରିକେଟର୍‌ଙ୍କୁ ନିଜ ଜର୍ସି ଦେଲେ ରବିନ୍ଦ୍ର ଜାଡେଜା, ଜାଣନ୍ତୁ କାହିଁକି

ଲଣ୍ଡନ,୩୧।୮:ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏକ ବିଶେଷ କାରଣ ପାଇଁ ଇଂଲଣ୍ଡର ପୂର୍ବତନ ଅଧିନାୟକ ମାଇକେଲ ଭନଙ୍କୁ ତାଙ୍କ ଟେଷ୍ଟ ଜର୍ସି ଉପହାର ଦେଇଛନ୍ତି। ଏହି ଜର୍ସିରେ ଇଂଲଣ୍ଡ ଗସ୍ତରେ ଥିବା ଭାରତୀୟ ଦଳର ସମସ୍ତ ସଦସ୍ୟ ମଧ୍ୟ ଦସ୍ତଖତ କରିଛନ୍ତି।…

ତାଲିବାନଙ୍କ ପ୍ରଶଂସାରେ ଶତମୁଖ ଏହି ପ୍ରସିଦ୍ଧ କ୍ରିକେଟର୍‌

ଇସଲାମାବାଦ୍‌,୩୧।୮: ପାକିସ୍ତାନର ପୂର୍ବତନ ଅଧିନାୟକ ସହିଦ ଆଫ୍ରିଦି ଯିଏକି ନିଜ ମନ୍ତବ୍ୟ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରୁହନ୍ତି। ଏଥର ତାଲିବାନକୁ ପ୍ରଶଂସା ସେ ପୁଣି ଲୋକଳୋଚନକୁ ଆସିଛନ୍ତି। ତାଲିବାନ ବିଷୟରେ ସେ ଦେଇଥିବା ବିବୃତ୍ତି ସମଗ୍ର ବିଶ୍ୱରେ ଏକ ସମ୍ବେଦନଶୀଳତା…

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୩୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ…

ଆସିବ ଗତି ଶକ୍ତି ମାଷ୍ଟର ପ୍ଲାନ୍‌

ନୂଆଦିଲ୍ଲୀ,୩୧।୮: ଭିତ୍ତିଭୂମି ଦୃଢ଼ୀକରଣ ଦ୍ୱାରା ସଂଯୋଗୀକରଣ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବାକୁ କେନ୍ଦ୍ର ସରକାର ଯୋଜନା ରଖିଛନ୍ତି। ଏଥିଲାଗି ଗତି ଶକ୍ତି ମାଷ୍ଟର ପ୍ଲାନ ସେପ୍ଟେମ୍ବରରେ ଶୁଭାରମ୍ଭ ହେବ। ଏଥିରେ ୧୦୦ ଲକ୍ଷ କୋଟି ଟଙ୍କା ବିନିଯୋଗ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା…

ଆଖିବୁଜିଲେ ମହାନ କ୍ରିକେଟର୍‌

ମୁମ୍ବାଇ,୩୧।୮:ମୁମ୍ବାଇ ଏବଂ ବରୋଦା ପାଇଁ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳିଥିବା ଭାସୁ ପରଞ୍ଜପେଙ୍କର ୮୨ ବର୍ଷ ବୟସରେ ମୁମ୍ବାଇରେ ଦେହାନ୍ତ ହୋଇଛି। ଭାସୁ ମଧ୍ୟ ଜଣେ ମହାନ କୋଚ ଥିଲେ। ସେ ଭାରତର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନଙ୍କ କୌଶଳକୁ ତୀକ୍ଷ୍ଣ କରିବା…

ରେଗେ ସଙ୍ଗୀତ ବିଶାରଦ ଲି ପେରିଙ୍କ ପରଲୋକ

କିଙ୍ଗ୍‌ଷ୍ଟନ, ୩୧।୮: ଜାମାଇକାରେ ୬୦ ଦଶକରେ ବିକଶିତ ଲୋକପ୍ରିୟ ସ୍ବତନ୍ତ୍ର ସଙ୍ଗୀତ ଶୈଳୀ ‘ରେଗେ’ର ମାର୍ଗଦର୍ଶକ ଭାବେ କାର୍ଯ୍ୟ କରିଥିବା ଲି ସ୍କ୍ରାଚ୍‌ ପେରିଙ୍କର ୮୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ଉତ୍ତର ଜାମାଇକାର ଲୁସିଆସ୍ଥିତ ଏକ ହସ୍ପିଟାଲରେ ରବିବାର ସେ…

ମୃତ୍ୟୁ କ୍ଷେତ୍ର ପାଲଟିଛି ଏଲ୍‌ଓସି

ପୁଣେ, ୩୧।୮: ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଏବଂ ଅନ୍ତର୍ଜାତୀୟ ସୀମା ଯବାନ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ କ୍ଷେତ୍ରରେ ପରିଣତ ହୋଇଛି। ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସମୟରେ ସୀମାପାର ଗୁଳିମାଡ଼ରେ ଉଭୟ ପକ୍ଷରୁ…

ଉତ୍ତରାଖଣ୍ଡରେ ଭୂସ୍ଖଳନ: ୭ ମୃତ

ଡେରାଡୁନ, ୩୧।୮: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଶିଳାଖଣ୍ଡ ଖସି ସେମାନଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଜୁମ୍ମା ଗ୍ରାମର ଜାମ୍ରି ଏବଂ ତାର୍‌କୋଟଠାରେ ଏହି ବିପର୍ଯ୍ୟୟ…

ଆଫଗାନ୍‌ ମାଟିରେ ଆମେରିକାର ଶେଷ ଦିନ

କାବୁଲ/ଓ୍ବାଶିଂଟନ୍‌, ୩୧ା୮: ଆଫଗାନିସ୍ତାନରେ ଦୁଇ ଦଶକର ଲମ୍ବା ଯୁଦ୍ଧ ଶେଷ କରିଛି ଆମେରିକା। ଅଗଷ୍ଟ ୩୧ ଡେଡ୍‌ଲାଇନ ପରେ ଆଫଗାନିସ୍ତାନ ମାଟିକୁ ନିଜ ଅକ୍ତିଆରରେ ଆଉ ରଖିପାରିବେନି ଆମେରିକା ସୈନ୍ୟ। ହେଲେ ବିଡମ୍ବନାର କଥା ଯେ, ଯେଉଁ ତାଲିବାନ୍‌କୁ ହରାଇବା ପାଇଁ…

ଆକାଶରୁ ଆକ୍ରମଣ ନିଷ୍ଫଳ କଲା ଆମେରିକା

କାବୁଲ, ୩୧ା୮: ଆଫଗାନିସ୍ତାନରୁ ଆମେରିକୀୟ ଓ ଏହାର ଆଫଗାନ୍‌ ସହଯୋଗୀଙ୍କୁ ଉଦ୍ଧାର ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ଥିବାବେଳେ ଆତଙ୍କବାଦୀ ଗୋଷ୍ଠୀ ଏଥିରେ ବାଧା ଉପୁଜାଇବାକୁ ଚେଷ୍ଟା ଚଳାଇଛନ୍ତି। ହମିଦ୍‌ କାର୍‌ଜାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ଗତ ୨୬ ତାରିଖ ଆତ୍ମଘାତୀ ବିସ୍ଫୋରଣରେ…

ଅତ୍ୟଧିକ ଚିନ୍ତା ବଢ଼ାଏ ମେଦ

ମେଦ ବା ଓଜନ ବୃଦ୍ଧି ଆଜିକାଲି ଏକ ସାଧାରଣ କଥା ପାଲଟିଗଲାଣି। ଅସନ୍ତୁଳିତ ଖାଦ୍ୟ ଏଥିପାଇଁ ଅନେକାଂଶରେ ଦାୟୀ। ହେଲେ ଏହି ତାଲିକାରେ ନିକଟରେ ଏକ ନୂଆ କଥାକୁ ସାମିଲ କରାଯାଇଛି। ତାହା ହେଲା ଅତ୍ୟଧିକ ଚିନ୍ତା। ଯଦି ଜଣେ ବ୍ୟକ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri