ଅବ୍ୟବସ୍ଥା ଘେରରେ କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ: ଖାଲିପଡ଼ିଛି ଅନେକ ପଦବୀ, ଲୋକେ ପାଉନାହାନ୍ତି ସେବା
କର୍ଲାମୁଣ୍ଡା,୨୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅବ୍ୟବସ୍ଥା ଘେରରେ ରହୁଥିବାରୁ ଲୋକେ ଉପଯୁକ୍ତ ସମୟରେ ସରକାରୀ ସେବାଗୁଡ଼ିକ ଠିକ୍ ଭାବେ ପାଇପାରୁ ନ ଥିବା ଅଭିଯୋଗ ହେଉଛି। ୧୨ଟି ପଞ୍ଚାୟତକୁ ନେଇ ଗଠିତ ଏହି ବ୍ଲକରେ ଅନେକ ଗୁଡ଼ିଏ…
ପରକୀୟା ପ୍ରୀତିରୁ ଝୁଲିପଡ଼ିଲେ ସ୍ତ୍ରୀ, ସୁଇସାଇଡ୍ ନୋଟ୍ରେ ଲେଖିଦେଇ ଗଲେ ମୋ’ ସ୍ବାମୀ ଆଉ ପ୍ରେମିକା ମିଶି…
ଭବାନୀପାଟଣା,୨୦।୭(ଉତ୍ତମ କୁମାର ଦାଶ): ସ୍ବାମୀ ଆଉ ପ୍ରେମିକା ମିଶି ଦେଉଥିଲେ ନିର୍ଯାତନା ଦେବା ଶେଷରେ ନିର୍ଯାତନା ସହି ନ ପାରି ବାପଘରେ ଆତ୍ମହତ୍ୟା କରି ସୁଇସାଇଡ୍ ନୋଟ୍ରେ ସ୍ବାମୀ ଆଉ ପ୍ରେମିକାଙ୍କୁ ଦାୟୀ କରି ନ୍ୟାୟ ମାଗିଛନ୍ତି। ଏପରି ଅଭାବନୀୟ ଘଟଣା…
ସୌମ୍ୟାଶ୍ରୀ ଆତ୍ମାହୁତି ମାମଲା: ଫକୀରମୋହନ ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି
ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ପାଇଁ ରବିବାର ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଡିଜି ମିଶ୍ର ପ୍ରଥମେ ପୂର୍ବାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଡିଆଇଜି ଡା.…
ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପୂର୍ବରୁ ଆଇସିସି ନିକଟରେ ଅଭିଯୋଗ କରିଥିଲେ ବାପା, କହିଥିଲେ ଏ ଦିଗରେ ଦୃଷ୍ଟି ନ ଦେଲେ ମୋ’ ଝିଅ…
ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଆଭ୍ୟନ୍ତରୀଣ ଅଭିଯୋଗ…
ପରକୀୟା ପ୍ରୀତିର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା କରି ନଦୀକୁ ଫିଙ୍ଗିଦେଲେ, ଥାନାରେ ଆତ୍ମସମର୍ପଣ କରି କହିଲେ ପୂରା ଘଟଣା…
ବଣାଇଁ,୨୦ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଗୁରୁଣ୍ଡିଆଥାନା ଅନ୍ତର୍ଗତ ପଙ୍କଡ଼ିହି ଅଙ୍ଗନଓ୍ବାଡ଼ିରେ କର୍ମୀ ଥିବା ଜୟନ୍ତୀ କୁଜୁର୍ଙ୍କୁ ପରକିୟା ପ୍ରୀତି ସନ୍ଦେହରେ ସ୍ବାମୀ ଲକ୍ଷ୍ମଣ ଓରାମ ହତ୍ୟା କରି ଏକ ଅଖାରେ ପୂରାଇ ନଦୀରେ ଫୋପାଡ଼ି ଥିବା ବିଷୟ ରବିବାର…
ଦାରିଙ୍ଗବାଡ଼ି-ବେଲଘରରେ ହେବ ପର୍ଯ୍ୟଟକଙ୍କ ପାଇଁ ବ୍ୟବସ୍ଥା: ଗାଁ ଭିତରେ ହେବ ହୋମ୍ ଷ୍ଟେ
ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ରାଜ୍ୟ ସରକାର ଆଉ ଗୋଟିଏ ପାଦ ଆଗକୁ ବଢ଼ିଛନ୍ତି। ଏଥିପାଇଁ ନୂତନ ଯୋଜନାକୁ ସଫଳ କରିବା ପାଇଁ ସର୍ଭେ କାର୍ଯ୍ୟ କରାଉଛନ୍ତି। ବିଶେଷକରି କନ୍ଧମାଳ ଜିଲା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ରହିଥିବା…
ତାମିଲନାଡୁରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା: ପରିବାରକୁ ମିଳିନି ହରିଶ୍ଚନ୍ଦ୍ର ଅନୁଦାନ
ଦାରିଙ୍ଗବାଡ଼ି,୨୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଜଣେ ଯୁବକ ତାମିଲନାଡୁରେ ଦାଦନ ଶ୍ରମିକ ଭାବେ କାର୍ଯ୍ୟ କରୁଥିବାବେଳେ ରାସ୍ତା ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା। ସେ ହେଲେ ମୃତକ ରଘୁନାଥ ନାୟକ। ତାଙ୍କ ମୃତ ଶରୀର ନିଜ…
ବ୍ରେନ୍ କ୍ୟାନସର ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ
ବ୍ରେନ୍ କ୍ୟାନସରର ଲକ୍ଷଣଗୁଡ଼ିକ ପ୍ରାୟତଃ ଧିରେ ଧିରେ ଦେଖାଯାଏ ଏବଂ ସାଧାରଣ ରୋଗ ସହିତ ସମାନ। ତେଣୁ ସମୟ ମଧ୍ୟରେ ସେଗୁଡ଼ିକୁ ଚିହ୍ନଟ କରିବା ବହୁତ ଗୁରୁତ୍ୱପୂର୍ଣ୍ଣ। ବ୍ରେନ୍ କ୍ୟାନସରର କିଛି ଲକ୍ଷଣ ଦେଖାଦିଏ। ବିଶେଷକରି ମୁଣ୍ଡ ବିନ୍ଧା ହେଉଛି ଏହି…
ଏଇ ଭାରତରେ
ମକା ଖାଇ ଚୋପା (ହସ୍କ)କୁ ଏଣେ ତେଣେ ଆଉ ପକାଇବାକୁ ପଡ଼ିବନି। ଏହାର ପୁନଃ ବିନିଯୋଗ କରାଯିବାର ଉପାୟ ସାମ୍ନାକୁ ଆଣିଛନ୍ତି ମଣିପୁର ସେନପତି ଜିଲାର ଫ୍ଲୋରିଷ୍ଟ ନେଲି ଛାଛେୟା। ସେ ହସ୍ତକଳାରେ ଶିକ୍ଷା ଲାଭ କରିଛନ୍ତି। ନେଲି ମକା ଚୋପାରୁ…
ବଡ଼ଲୋକଙ୍କ ବଡ଼ପଣ
ନିଜ ପ୍ରତିଷ୍ଠା, ପ୍ରାଚୁର୍ଯ୍ୟ ଓ ପ୍ରତିପତ୍ତିରେ ସମାଜଠୁଁ ବଡ଼ଲୋକର ମାନ୍ୟତା ହାସଲ କରିଥିବା ବହୁ ବ୍ୟକ୍ତିଙ୍କ ବହୁବିଧ ଛୋଟପଣ ପ୍ରତ୍ୟକ୍ଷ କରିସାରି ମନ ବିଷେଇ ଉଠୁଥିଲା ବେଳେ ଯଦି କେବେ କେଉଁ ବଡ଼ଲୋକଙ୍କ ବଡ଼ପଣ କାନରେ ପଡ଼େ, ତେବେ ଏକ ମୁଗ୍ଧ…
ବଳଙ୍ଗା ଘଟଣାକୁ ନେଇ ବର୍ଷିଲେ ନବୀନ: ମୋହନ ସରକାରଙ୍କୁ କହିଦେଲେ ବଡ଼ କଥା
ଭୁବନେଶ୍ୱର,୧୯ା୭(ସୁନିତ୍ ମିଶ୍ର): ବଳଙ୍ଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ କେତେଜଣ ନିଆଁ ଲଗାଇବା ଘଟଣା ଗଭୀର ମର୍ମାହତ କରିଛି। ଦିନ ଦ୍ୱିପ୍ରହରରେ ଏଭଳି ହତ୍ୟା କରିବା ଉଦ୍ୟମକୁ ତୀବ୍ର ବିରୋଧ କରୁଛନ୍ତି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ନବୀନ…
ଅଲିମ୍ପିକ୍ସରେ ହେବ ନାହିଁ ଭାରତ-ପାକିସ୍ତାନ ମ୍ୟାଚ! ନିୟମକୁ ନେଇ ଉଠିବ ଝଡ଼! ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
ନୂଆଦିଲ୍ଲୀ,୧୯।୭: ୧୨୮ ବର୍ଷ ପରେ ପୁଣି ଥରେ ଅଲିମ୍ପିକ୍ସରେ କ୍ରିକେଟ ସାମିଲ ହେବାକୁ ଯାଉଛି। ୨୦୨୮ ମସିହାରେ ଲସ ଆଞ୍ଜେଲସରେ ହେବାକୁ ଥିବା ଅଲିମ୍ପିକ୍ସ ଜିତିବା ଏକ ବଡ଼ କଥା, ଏହି ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିବା କ୍ରିକେଟ ଦଳ…
Archives


