Home

IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍‌ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି

କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ଏହି ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି।…

ODI ରୁ ଅବସର ନେଲେ ଏହି ଖେଳାଳି, ଭାରତ ବିପକ୍ଷରେ ମ୍ୟାଚ୍‌ରେ…

ନୂଆଦିଲ୍ଲୀ,୧।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ମହିଳା କ୍ରିକେଟର ଆଲିସା ହିଲି ଓ୍ବାନଡେ କ୍ରିକେଟରୁ ଅବସର ନେଇଛନ୍ତି । ସେ ମାର୍ଚ୍ଚ ୧ ତାରିଖରେ ଭାରତ ବିପକ୍ଷରେ ତାଙ୍କ କ୍ୟାରିୟରର ଶେଷ ମ୍ୟାଚ୍ ଖେଳିଥିଲେ । ତାଙ୍କର ଅବସର ମ୍ୟାଚ୍‌ରେ, ଆଲିସା ହିଲି ୧୫୮…

ହୋର୍ମୁଜରେ ବଢ଼ିଲା ଉତ୍ତେଜନା,ପାକିସ୍ତାନର ୩ ତେଲ ଜାହାଜକୁ ଅଟକାଇଲା ଇରାନ

ତେହେରାନ,୧।୩: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ସାମୁଦ୍ରିକ ସୁରକ୍ଷାକୁ ନେଇ ପରିସ୍ଥିତି ଜଟିଳ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, ରବିବାର ଦିନ ଇରାନ ପକ୍ଷରୁ ପାକିସ୍ତାନ ନେସନାଲ ସିପିଙ୍ଗ କର୍ପୋରେସନ୍‌ର ତିନୋଟି ଜାହାଜକୁ ହୋର୍ମୁଜ ଜଳସନ୍ଧି (Strait of Hormuz)…

ଉତ୍ତର ପ୍ରଦେଶ ସହ ଖାମେନେଇଙ୍କର ଥିଲା ଗଭୀର ସମ୍ପର୍କ! ମୃତ୍ୟୁ ପରେ ମର୍ମାହତ ବାରବାଙ୍କିର ଏହି ଗାଁ

ଲକ୍ଷ୍ନୌ/ତେହରାନ,୧।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଇସ୍ରାଏଲୀ ଆକ୍ରମଣରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଖବର ସମଗ୍ର ବିଶ୍ୱକୁ ଦୋହଲାଇ ଦେଇଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ତୀବ୍ର ସଂଘର୍ଷ ଏବେ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ…

ବିରିୟାନି ଦୋକାନରୁ ମିଳିଲା ଗଳିତ ମୃତଦେହ, ଫ୍ରିଜରେ ଥିଲା…

ଲକ୍ଷ୍ନୌ,୧ା୩: ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଏକ ବିରିୟାନି ଦୋକାନରୁ ଏକ ମୃତଦେହ ମିଳିଛି । ଏହି ଘଟଣା ବକ୍ସି କା ତାଲାବ ଅଞ୍ଚଳରେ ଘଟିଛି । ଏଠାରେ ଏକ ବନ୍ଦ ଭେଜ୍ ବିରିୟାନି ଦୋକାନର ଫ୍ରିଜରରୁ ଜଣେ ଯୁବକଙ୍କ ମୃତଦେହ ମିଳିଛି…

ଟି୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କାର ନୈରାଶ୍ୟଜନକ ପ୍ରଦର୍ଶନ: କୋଚ୍‌ ପଦରୁ ଇସ୍ତଫା ଦେବେ…

କଲମ୍ବୋ,୧।୩: ଟି-୨୦ ବିଶ୍ୱକପରେ ଶ୍ରୀଲଙ୍କା କ୍ରିକେଟ ଦଳର ଅତ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ ପରେ, ଦଳର ମୁଖ୍ୟ କୋଚ୍‌ ସନଥ ଜୟସୂରିୟା ନିଜ ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସହ-ଆୟୋଜକ ଶ୍ରୀଲଙ୍କା ସୁପର-୮ ରାଉଣ୍ଡର ସମସ୍ତ ମ୍ୟାଚ୍‌ରେ ପରାଜିତ ହୋଇ ବିଶ୍ୱକପରୁ ବାଦ…

ଚନ୍ଦ୍ରଗ୍ରହଣର ଗୋଟିଏ ଦିନ ପୂର୍ବରୁ ଷଡାଷ୍ଟକ ଯୋଗ, ସତର୍କ ରୁହନ୍ତୁ ଏହି ୩ ରାଶି

ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ୩ ମାର୍ଚ୍ଚ, ୨୦୨୬ ରେ ହେବ । ଏହି ଗ୍ରହଣର ଗୋଟିଏ ଦିନ ପୂର୍ବରୁ ୨ ମାର୍ଚ୍ଚରେ ଚନ୍ଦ୍ର ଏବଂ ଶୁକ୍ର ରାଶି ପରିବର୍ତ୍ତନ କରିବେ । ଶୁକ୍ର ମୀନ ରାଶିରେ ଗୋଚର କରିବେ, ଯେତେବେଳେ ଚନ୍ଦ୍ର…

ଯୁଦ୍ଧ ଭିତରେ ମୋଦିଙ୍କୁ ଚିଠି ଲେଖିଲେ ଜିତୁ ପଟଓ୍ବାରୀ

ଭୋପାଳ,୧।୩: ଆମେରିକା-ଇସ୍ରାଏଲ ଆକ୍ରମଣ ଏବଂ ଇରାନ ଉପରେ ପ୍ରତିଶୋଧମୂଳକ ଆକ୍ରମଣ ଯୋଗୁ ଦୁବାଇ ଏବଂ ସାରଜାହା ବିମାନବନ୍ଦରରେ ଫସି ରହିଥିବା ମଧ୍ୟପ୍ରଦେଶର ୧୦୦ ରୁ ଅଧିକ ନାଗରିକଙ୍କ ସମେତ ସମସ୍ତ ଭାରତୀୟଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭଉଣୀ ଘରକୁ ଯିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ…

ଅମରପାଲି,୧।୩(ପୀତାମ୍ବର ସାହୁ): ବୀରମହାରାଜପୁର-ଅମରପାଲି ରାସ୍ତାର ମୁର୍ଷୁଣ୍ଢୀ ବିଦ୍ୟୁତ ଗ୍ରୀଡ ସମ୍ମୁଖରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଯୁବକ ଗୁରୁତର ହୋଇ ପଡିଛନ୍ତି । ମୃତକ…

PM ମୋଦିଙ୍କ ଇସ୍ତ୍ରାଏଲ ଗସ୍ତ ଯୋଗୁ ୪୮ ଘଣ୍ଟା ପାଇଁ ଅଟକିଯାଇଥିଲା ଇରାନ ଉପରେ ଆକ୍ରମଣ? ଯୁଦ୍ଧ ଆରମ୍ଭ ହେବା ପରେ ଚର୍ଚ୍ଚା…

ଜେରୁସେଲମ/ନୂଆଦିଲ୍ଲୀ,୧।୩: ଗତ ଶନିବାର ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବେ ଇରାନର ବିଭିନ୍ନ ସ୍ଥାନରେ ହଠାତ ଆକ୍ରମଣ କରିଥିଲେ, ସେତେବେଳେ ସମଗ୍ର ବିଶ୍ୱରେ ଉତ୍ତେଜନା ଖେଳିଯାଇଥିଲା। ଏହି ଆକ୍ରମଣ ପଛରେ ଦୀର୍ଘ ଦିନର ପ୍ରସ୍ତୁତି ଥିବା ସ୍ପଷ୍ଟ ଜଣାପଡୁଥିବା ବେଳେ…

ଇସ୍ରାଏଲ ଯୁଦ୍ଧରେ ଖାମେନେଇଙ୍କ ମୃତ୍ୟୁ! କେମିତି ହୋଇଥିଲେ ସୁପ୍ରିମ ଲିଡର? ଜାଣନ୍ତୁ…

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଜଣେ ଇସ୍ରାଏଲୀ ଅଧିକାରୀଙ୍କ ଉଦ୍ଧୃତି ଦେଇ ରଏଟର୍ସ ଏହା ଦାବି କରିଛି। ଏହି ଘଟଣା ପରେ, ଇରାନରେ୪୦ ଦିନିଆ ଜାତୀୟ ଶୋକ ଘୋଷଣା କରାଯାଇଛି। ଆୟାତୋଲ୍ଲା ଅଲି ଖାମେନେଇ୧୯୩୯…

ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଲେ ଲୁଟେରା ଗ୍ୟାଙ୍ଗ: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌

କେନ୍ଦ୍ରାପଡ଼ା/ଆଳି,୧ା୩(ଜଗନ୍ନାଥ ଧଳ/ବନମାଳୀ ସେନାପତି): ଆଳି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକ ଲୁଟେରା ଗ୍ୟାଙ୍ଗ ସିରିଜ ଲୁଟ୍‌ କରିବା ସହ ଜଣେ ବ୍ୟବସାୟୀଙ୍କ ଘରେ ଓ ଅଫିସରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ ପଶିବା ଘଟଣା ଆଳି ଅଞ୍ଚଳବାସୀଙ୍କୁ ଆତଙ୍କିତ କରିଦେଇଛି। ଆଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?